କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 14:32 in Oriya

ଓଡିଆ ଓଡିଆ ବାଇବେଲ କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 14 କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 14:32

1 Corinthians 14:32
ଏପରିକି ଭାବବାଦୀମାନଙ୍କର ଆତ୍ମା ଭବିଷ୍ଯଦ୍ ବକ୍ତାମାନଙ୍କ ନିୟନ୍ତ୍ରଣ ରେ ଥାନ୍ତି।

1 Corinthians 14:311 Corinthians 141 Corinthians 14:33

1 Corinthians 14:32 in Other Translations

King James Version (KJV)
And the spirits of the prophets are subject to the prophets.

American Standard Version (ASV)
and the spirits of the prophets are subject to the prophets;

Bible in Basic English (BBE)
And the spirits of the prophets are controlled by the prophets;

Darby English Bible (DBY)
And spirits of prophets are subject to prophets.

World English Bible (WEB)
The spirits of the prophets are subject to the prophets,

Young's Literal Translation (YLT)
and the spiritual gift of prophets to prophets are subject,

And
καὶkaikay
the
spirits
πνεύματαpneumataPNAVE-ma-ta
prophets
the
of
προφητῶνprophētōnproh-fay-TONE
are
subject
προφήταιςprophētaisproh-FAY-tase
to
the
prophets.
ὑποτάσσεταιhypotassetaiyoo-poh-TAHS-say-tay

Cross Reference

ଯୋହନଙ୍କ ପ୍ରଥମ ପତ୍ର 4:1
ପ୍ରିୟ ବନ୍ଧୁମାନେ, ଏ ଜଗତର ଚାରିଆଡ଼େ ବହୁତ ଭଣ୍ଡ ଭାବବାନୀ ବର୍ତ୍ତମାନ ଅଛନ୍ତି। ତେଣୁ ପ୍ରେତ୍ୟକକ ଆତ୍ମାକୁ ବିଶ୍ବାସ କର ନାହିଁ, ବରଂ ସମାନେେ ପରମେଶ୍ବରଙ୍କଠାରୁ ଆଗତ କି ନା, ଏହା ପରୀକ୍ଷା କରି ଦେଖ।

ପ୍ରଥମ ଶାମୁୟେଲ 10:10
ଶାଉଲ ଏବଂ ତାଙ୍କର ସବେକ ଜିବେଥ୍ଇଲୋହିମ୍କକ୍ସ୍ଟ ଗଲେ। ସହେି ସ୍ଥାନ ରେ ଶାଉଲ ଦଳେ ଭବିଷ୍ଯଦ୍ବକ୍ତାଙ୍କକ୍ସ୍ଟ ଭଟେିଲେ। ପକ୍ସ୍ଟଣି ପରମେଶ୍ବରଙ୍କ ଆତ୍ମା ତାହାଙ୍କକ୍ସ୍ଟ ଆକ୍ରାନ୍ତ କରନ୍ତେ ସେ ସମାନଙ୍କେ ଭିତ ରେ ନାଚି, ଗାଇ ଭବିଷ୍ଯତ୍ବାଣୀ ପ୍ରଗ୍ଭର କରିବାକୁ ଲାଗିଲେ।

ପ୍ରଥମ ଶାମୁୟେଲ 19:19
ଶାଉଲଙ୍କକ୍ସ୍ଟ ଜଣାଇ ଦିଆଗଲା, ଦେଖ ଦାଉଦ ରାମାସ୍ଥିତ ନାଯୋତ ରେ ଅଛି।

ଦିତୀୟ ରାଜାବଳୀ 2:3
ବୈଥଲରେ ଦଳେ ଭବିଷ୍ଯଦ୍ବକ୍ତା ଇଲୀଶାୟଙ୍କ ପାଖକୁ ଆସିଲେ ଓ କହିଲେ, ଆଜି ସଦାପ୍ରଭୁ ତୁମ୍ଭ ମହାଶୟଙ୍କୁ ତୁମ୍ଭଠାରୁ ନଇେଯିବେ ବୋଲି ତୁମ୍ଭେ କ'ଣ ଜାଣ ନାହିଁ?

ଦିତୀୟ ରାଜାବଳୀ 2:5
ଯିରୀହାରେ ଦଳେ ଭବିଷ୍ଯଦ୍ବକ୍ତା ଇଲୀଶାୟ ନିକଟକୁ ଆସି କହିଲେ, ତୁମ୍ଭେ କ'ଣ ଜାଣନାହିଁ ସଦାପ୍ରଭୁ ତୁମ୍ଭର ମହାଶୟଙ୍କୁ ତୁମ୍ଭଠାରୁ ଆଜିଠାରୁ ନଇେଯିବେ?

ଆୟୁବ ପୁସ୍ତକ 32:8
କିନ୍ତୁ ମଣିଷ ଭିତ ରେ ଏକ ଆତ୍ମା ଅଛି ଏବଂ ଏହା ସର୍ବଶକ୍ତିମାନଙ୍କର ନିଶ୍ବାସ ଯାହା ସମାନଙ୍କେୁ ସମସ୍ତ ବୁଝାମଣା ଦଇେଥାଏ।

ଯିରିମିୟ 20:9
ସମଯେ ସମଯେ ମୁଁ ନିଜେ ନିଜକୁ କ ହେ, ମୁଁ ଆଉ ସଦାପ୍ରଭୁଙ୍କ ବିଷଯ କହିବି ନାହିଁ କି ତାଙ୍କ ପାଇଁ ପ୍ରଚାର କରିବି ନାହିଁ। ମାତ୍ର ଏହା କହିଲା ବେଳେ ମାେ ଅସ୍ଥି ମଜ୍ଜା ମଧିଅରେ ଯେପରି ପ୍ରଭୁଙ୍କର ବାଣୀ ଅଗ୍ନିତୁଲ୍ଯ ଜଳି ଉେଠ। ମୁଁ ହୃଦଯ ମଧିଅରେ ତାକୁ ସମ୍ଭାଳି ରଖିପା ରେ ନାହିଁ। ସଗେୁଡ଼ିକୁ ଭିତ ରେ ଧରି ରଖିବା ପାଇଁ ଚେଷ୍ଟା କଲି କିନ୍ତୁ ମୁଁ ତାହା କରିବା ପାଇଁ ଅସମର୍ଥ ହଲିେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:19
କିନ୍ତୁ ଯୋହନ ଓ ପିତର ସମାନଙ୍କେୁ ଉତ୍ତର ଦେଲେ, ପରମେଶ୍ବରଙ୍କ ଆଜ୍ଞା ଅପେକ୍ଷା ତୁମ୍ଭମାନଙ୍କର ଆଜ୍ଞା ପାଳନ କରିବା ଆମ୍ଭର ଉଚିତ କି ନାହିଁ, ତାହା ତୁମ୍ଭମାନେେ ବିଚାର କର। ଆମ୍ଭେ ଯାହା ଦେଖିଛୁ ଓ ଯାହା ଶୁଣିଛୁ ତାହା ଲୋକମାନଙ୍କୁ ନକହି ରହିପାରିବୁ ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 14:29
ଆହୁରି ମଧ୍ଯ କବଳେ ଦୁଇ ବା ତିନିଜଣ, ଭାବବାଦୀ କହିବା ଉଚିତ୍। ଅନ୍ୟମାନେ ସମାନେେ ଯାହା କହୁଛନ୍ତି, ସଗେୁଡ଼ିକୁ ପରୀକ୍ଷା କରିବା ଉଚିତ୍।