ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:4 in Oriya

ଓଡିଆ ଓଡିଆ ବାଇବେଲ ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:4

1 Thessalonians 1:4
ଭାଇ ଓ ଭଉଣୀମାନେ! ପରମେଶ୍ବର ତୁମ୍ଭକୁ ପ୍ ରମେ କରନ୍ତି। ଆମ୍ଭେ ଏହା ମଧ୍ଯ ଜାଣୁ ଯେ, ସେ ତୁମ୍ଭମାନଙ୍କୁ ନିଜର ବୋଲି ବାଛିଛନ୍ତି।

1 Thessalonians 1:31 Thessalonians 11 Thessalonians 1:5

1 Thessalonians 1:4 in Other Translations

King James Version (KJV)
Knowing, brethren beloved, your election of God.

American Standard Version (ASV)
knowing, brethren beloved of God, your election,

Bible in Basic English (BBE)
Being conscious, my brothers, dear to God, that you have been marked out by God's purpose;

Darby English Bible (DBY)
knowing, brethren beloved by God, your election.

World English Bible (WEB)
We know, brothers{The word for "brothers" here and where context allows may also be correctly translated "brothers and sisters" or "siblings."} loved by God, that you are chosen,

Young's Literal Translation (YLT)
having known, brethren beloved, by God, your election,

Knowing,
εἰδότεςeidotesee-THOH-tase
brethren
ἀδελφοὶadelphoiah-thale-FOO
beloved,
ἠγαπημένοιēgapēmenoiay-ga-pay-MAY-noo
your
ὑπὸhypoyoo-POH

θεοῦtheouthay-OO
election
τὴνtēntane
of
ἐκλογὴνeklogēnake-loh-GANE
God.
ὑμῶνhymōnyoo-MONE

Cross Reference

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:13
ଭାଇ ଓ ଭଉଣୀମାନେ ! ପ୍ରଭୁ ତୁମ୍ଭମାନଙ୍କୁ ପ୍ ରମେ କରନ୍ତି। ସେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଥମରୁ ବାଛିଛନ୍ତି। ଅତଏବ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପରମେଶ୍ବରଙ୍କୁ ଧନ୍ଯବାଦ ଦବୋ ଉଚିତ। ଆତ୍ମା ତୁମ୍ଭକୁ ପବିତ୍ର କରିବା ଯୋଗୁଁ ଓ ସତ୍ଯ ରେ ତୁମ୍ଭମାନଙ୍କର ବିଶ୍ବାସ ଥିବା ଯୋଗୁଁ ତୁମ୍ଭମାନେେ ଉଦ୍ଧାର ପାଇଛ।

ପିତରଙ୍କ ଦିତୀୟ ପତ୍ର 1:10
ମାେ ଭାଇ ଭଉଣୀମାନେ, ପରମେଶ୍ବର ତୁମ୍ଭକୁ ଡ଼ାକି ମନୋନୀତ କରି ନିଜର କରିଛନ୍ତି। ତୁମ୍ଭର ସର୍ବୋତ୍ତମ କାର୍ୟ୍ଯ ଦ୍ବାରା ପ୍ରମାଣିତ କରିବାକୁ ଚେଷ୍ଟା କର ଯେ, ତୁମ୍ଭେ ପରମେଶ୍ବରଙ୍କ ଦ୍ବାରା ଡ଼କା ଯାଇଛ ଓ ବଚ୍ଛା ଯାଇଛ ଏବଂ ଏପରି କାର୍ୟ୍ଯ କଲେ ତୁମ୍ଭେ କବେେ ହେଲେ ଝୁଣ୍ଟିବ ନାହିଁ।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:4
କିନ୍ତୁ ଯେତବେେଳେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ବରଙ୍କ ଦୟା ଓ ପ୍ ରମେ ପ୍ରକାଶିତ ହେଲା, େସତବେଳେ ସେ ନିଜ କୃପା ଦ୍ବାରା ଆମ୍ଭକୁ ରକ୍ଷା କଲେ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:3
ଆମ୍ଭମାନଙ୍କର ପରମପିତା ପରମେଶ୍ବରଙ୍କୁ ଆମ୍ଭ ପ୍ରାର୍ଥନା ରେ ନିବଦନେ କଲା ବେଳେ ତୁମ୍ଭମାନେେ ତୁମ୍ଭମାନଙ୍କର ବିଶ୍ବାସ ହତେୁ ଯାହା କରିଛ, ସେଥିପାଇଁ ତାଙ୍କୁ ଧନ୍ଯବାଦ ଦେଉ। ତୁମ୍ଭମାନେେ ତୁମ୍ଭମାନଙ୍କର ପ୍ ରମେ ହତେୁ ଯେଉଁ କାର୍ୟ୍ଯ କରିଛ, ସେଥିପାଇଁ ତାହାଙ୍କୁ ଧନ୍ଯବାଦ ଦେଉ। ଏବଂ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନଙ୍କ ଭରସା ହତେୁ ତୁମ୍ଭମାନେେ ଦୃଢ଼ ହାଇେ ରହିଛ ବୋଲି ଆମ୍ଭେ ତାଙ୍କୁ ସର୍ବଦା ଧନ୍ଯବାଦ ଅର୍ପଣ କରୁଛୁ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:4
କିନ୍ତୁ ପରମେଶ୍ବର ଆମ୍ଭକୁ ଅତିଶୟ ପ୍ ରମେ କଲେ କାରଣ ତାହାଙ୍କ ଦୟା ଅତି ମହାନ୍।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:4
ଖ୍ରୀଷ୍ଟଙ୍କଠା ରେ, ଜଗତର ସୃଷ୍ଟି ପୂର୍ବରୁ ପରମେଶ୍ବର ଆମ୍ଭକୁ ତାହାଙ୍କ ସମ୍ମୁଖ ରେ ପବିତ୍ର ଓ ନିର୍ଦ୍ ଦୋଷ ହବୋ ପାଇଁ ଆଦର ରେ ବାଛି ଥିଲେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:25
ଆମ୍ଭେ ମାନେ ସହେି ଲୋକ। ପରମେଶ୍ବର କବଳେ ଯିହୂଦୀମାନଙ୍କ ଭିତରୁ ନୁହେଁ, କିନ୍ତୁ ଅଣ ଯିହୂଦୀମାନଙ୍କ ଭିତରୁ ମଧ୍ଯ ଆମ୍ଭ ମାନଙ୍କୁ ଡାକିଲେ। ହାେେଶୟ ପୁସ୍ତକରେ ଏହିପରି ଲଖାେ ଅଛି:

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:28
ଆମ୍ଭେ ଜାଣୁ ଯେ, ଯେଉଁ ମାନେ ତାହାଙ୍କୁ ପ୍ ରମେ କରନ୍ତି ସମାନଙ୍କେ ପାଇଁ ପରମେଶ୍ବର ପ୍ରତକେ ବିଷୟ ରେ ମଙ୍ଗଳ ଜନ୍ମାନ୍ତି।ପରମେଶ୍ବର ଏହି ଲୋକମାନଙ୍କୁ ବାଛିଛନ୍ତି, କାରଣ ଏହାହିଁ ତାଙ୍କର ଯୋଜନା ଥିଲା।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:7
ତୁମ୍ଭମାନେେ ପରମେଶ୍ବରଙ୍କ ପବିତ୍ର ଲୋକ ବୋଲି ବଛା ଯାଇ ଥିବାରୁ, ମୁଁ ତୁମ୍ଭମାନଙ୍କୁ ଏହି ପତ୍ର ଲେଖୁଛି। ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତ ପ୍ରପ୍ତ ହେଉ। ଆମ୍ଭ ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତ ତୁମ୍ଭମାନଙ୍କୁ ମିଳୁ।

ପିତରଙ୍କ ପ୍ରଥମ ପତ୍ 1:2
ପରମେଶ୍ବର ଖୁବ୍ ଆଗରୁ ତାଙ୍କର ପବିତ୍ର ଲୋକ ହବୋ ପାଇଁ ତୁମ୍ଭମାନଙ୍କୁ ମନୋନୀତ କରିବାକୁ ଯୋଜନା କରିଥିଲେ। ତୁମ୍ଭକୁ ପବିତ୍ର କରିବା ଆତ୍ମାଙ୍କର କାମ ଅଟେ। ଯୀଶୁଖ୍ରୀଷ୍ଟଙ୍କ ରକ୍ତ ଦ୍ବାରା ପବିତ୍ର ହାଇେ ତୁମ୍ଭେ ଯେପରି ପରମେଶ୍ବରଙ୍କ ଆଜ୍ଞା ପାଳନ କରିବ, ଏହା ସେ ଚାହିଁଥିଲେ। ଈଶ୍ବରଙ୍କ ଅନୁଗ୍ରହ ଓ ଶାନ୍ତି ଅଧିକରୁ ଅଧିକ ତୁମ୍ଭ ଉପରେ ବତ୍ତୁର୍।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:9
ପରମେଶ୍ବର ଆମ୍ଭକୁ ଉଦ୍ଧାର କରି ନିଜର ପବିତ୍ର ଲୋକ କରିଛନ୍ତି। ଆମ୍ଭମାନଙ୍କର ନିଜ ବଳ ରେ ତାହା ହାଇେ ନାହିଁ। ବରଂ ପରମେଶ୍ବର ନିଜେ ଇଚ୍ଛାକରି ଓ ନିଜର ଅନୁଗ୍ରହ ଦ୍ବାରା ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି ଓ ନିଜ ଲୋକ କରିଛନ୍ତି। ସହେି ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ଆମ୍ଭକୁ ଅନାଦି କାଳରୁ ମିଳିଛି।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:12
ପରମେଶ୍ବର ତୁମ୍ଭମାନଙ୍କୁ ବାଛିଛନ୍ତି ଓ ନିଜର ପବିତ୍ର ଲୋକ ବୋଲି ଗ୍ରହଣ କରିଛନ୍ତି। ସେ ତୁମ୍ଭମାନଙ୍କୁ ପ୍ ରମେ କରନ୍ତି। ଅତଏବ ତୁମ୍ଭମାନେେ ସର୍ବଦା ନିମ୍ନୋକ୍ତ କାର୍ୟ୍ଯମାନ କର : ଲୋକଙ୍କୁ ଦୟା କର, କରୁଣାମୟ ହୁଅ, ନମ୍ର ହୁଅ, ଭଦ୍ର ହୁଅ, ର୍ଧୈୟ୍ଯବାନ ହୁଅ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:6
ପରମେଶ୍ବର ତୁମ୍ଭର ମଙ୍ଗଳ କରିବା ଆରମ୍ଭ କରିଛନ୍ତି ଓ ବର୍ତ୍ତମାନ ମଧ୍ଯ ତାହା କରୁଛନ୍ତି। ଯୀଶୁଖ୍ରୀଷ୍ଟଙ୍କ ଆଗମନ ଦିନ ପର୍ୟ୍ଯନ୍ତ ସେ ସହେି କାମ ସାଧନ କରି ସମାପ୍ତ କରିବେ। ମୁଁ ଏଥି ରେ ନିଶ୍ଚିତ ଅଟେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:5
ପରମେଶ୍ବରଙ୍କ ଅନୁଗ୍ରହ ଦ୍ବାରା ବଛା ଯାଇଥିବା ଏବେ ମଧ୍ଯ କେତକେ ଲୋକ ଅଛନ୍ତି।