1 Thessalonians 5:8
କିନ୍ତୁ ଆମ୍ଭେ ଦିନର ହାଇେଥିବାରୁ ନିଜକୁ ସଂୟମ କରିବା ଆବଶ୍ଯକ। ବିଶ୍ବାସ ଓ ପ୍ ରମରେ ସାଞ୍ଜୁ ପିନ୍ଧିବା ଓ ପରିତ୍ରାଣର ଭରସାକୁ ଶିରସ୍ତ୍ରାଣ ରୂପେ ପରିଧାନ କରିବା ଦରକାର।
1 Thessalonians 5:8 in Other Translations
King James Version (KJV)
But let us, who are of the day, be sober, putting on the breastplate of faith and love; and for an helmet, the hope of salvation.
American Standard Version (ASV)
But let us, since we are of the day, be sober, putting on the breastplate of faith and love; and for a helmet, the hope of salvation.
Bible in Basic English (BBE)
But let us, who are of the day, be serious, putting on the breastplate of faith and love, and on our heads, the hope of salvation.
Darby English Bible (DBY)
but *we* being of [the] day, let us be sober, putting on [the] breastplate of faith and love, and as helmet [the] hope of salvation;
World English Bible (WEB)
But let us, since we belong to the day, be sober, putting on the breastplate of faith and love, and, for a helmet, the hope of salvation.
Young's Literal Translation (YLT)
and we, being of the day -- let us be sober, putting on a breastplate of faith and love, and an helmet -- a hope of salvation,
| But | ἡμεῖς | hēmeis | ay-MEES |
| let us, be | δὲ | de | thay |
| who are | ἡμέρας | hēmeras | ay-MAY-rahs |
| day, the of | ὄντες | ontes | ONE-tase |
| sober, | νήφωμεν | nēphōmen | NAY-foh-mane |
| putting on | ἐνδυσάμενοι | endysamenoi | ane-thyoo-SA-may-noo |
| breastplate the | θώρακα | thōraka | THOH-ra-ka |
| of faith | πίστεως | pisteōs | PEE-stay-ose |
| and | καὶ | kai | kay |
| love; | ἀγάπης | agapēs | ah-GA-pase |
| and | καὶ | kai | kay |
| helmet, an for | περικεφαλαίαν | perikephalaian | pay-ree-kay-fa-LAY-an |
| the hope | ἐλπίδα | elpida | ale-PEE-tha |
| of salvation. | σωτηρίας· | sōtērias | soh-tay-REE-as |
Cross Reference
ପିତରଙ୍କ ପ୍ରଥମ ପତ୍ 1:13
ଆତ୍ମସଂୟମୀ ହୁଅ ଓ ନିଜ ମନକୁ ସବୋକାର୍ୟ୍ଯ ପାଇଁ ପ୍ରସ୍ତୁତ କର। ଯୀଶୁଖ୍ରୀଷ୍ଟ ଆସିବା ବେଳେ, ଯେଉଁ ଅନୁଗ୍ରହ ତୁମ୍ଭ୍ ପ୍ରତି ବର୍ତ୍ତିବ, ସେଥି ରେ ତୁମ୍ଭର ପୂର୍ଣ୍ଣ ଭରସା ରହିବା ଉଚିତ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:5
ତୁମ୍ଭେ ସମସ୍ତେ ହେଉଛ ଆଲୋକର ସନ୍ତାନ ଓ ଦିନର ସନ୍ତାନ। ଆମ୍ଭମାନେେ ରାତ୍ରି ରେ କିମ୍ବା ଅନ୍ଧକାର ରେ ନାହୁଁ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:11
ପରମେଶ୍ବରଙ୍କର ଆତ୍ମରକ୍ଷଣ ଅସ୍ତ୍ର ପିନ୍ଧ। ଏହା ପିନ୍ଧିବା ଦ୍ବାରା ତୁମ୍ଭେ ଶୟତାନର ମନ୍ଦ ଚତୁରତା ବିରୁଦ୍ଧ ରେ ସଂଘର୍ଷ କରି ପାରିବ।
ଯିଶାଇୟ 59:17
ପୁଣି ସଦାପ୍ରଭୁ ଧାର୍ମିକତାର ସଞ୍ଜୁ ବୁକୁ ରେ, ପରିତ୍ରାଣରୂପକ ଟୋପି ମସ୍ତକରେ, ପ୍ରତି ଶାଧେରୂପକ ବସ୍ତ୍ର ଓ ଉଦ୍ୟୋଗ ରୂପକ ବସ୍ତ୍ର ଉତ୍ତରୀଯ ରୂପେ ପରିଧାନ କଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13:12
'ରାତି' ପ୍ରାଯଃ କଟି ଗଲାଣି। 'ଦିନ' ପ୍ରାଯଃ ଏହିଠା ରେ। ଅତଏବ ଅନ୍ଧକାର ରେ କରୁଥିବା ପାପ କାମ ଆମ୍ଭେ ବନ୍ଦ କରିବା ଉଚିତ। ଆମ୍ଭେ ପ୍ରକାଶ ରେ ହେଉଥିବା ଭଲ କାମ କରିବାପାଇଁ ପ୍ରସ୍ତୁତ କରିବା ଉଚିତ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:13
ସେଥିପାଇଁ ପରମେଶ୍ବରଙ୍କର ସମ୍ପୂର୍ଣ୍ଣ ୟୁଦ୍ଧସାଜ ତୁମ୍ଭମାନେେ ପିନ୍ଧିବା ଆବଶ୍ଯକ ଅଟେ। ତବେେ ଯାଇ ମନ୍ଦଶକ୍ତିର ରାଜତ୍ବ ବଳେ ରେ ତୁମ୍ଭେ ଦୃଢ଼ତା ସହକା ରେ ପ୍ରତି ରୋଧ କରି ଅଟଳ ହାଇେ ରହିପାରିବ। ପ୍ରତିରୋଧ କରିସାରିଲା ପରେ ମଧ୍ଯ ତୁମ୍ଭେ ଅଟଳ ହାଇେ ରହିବ।
ଏବ୍ରୀମାନଙ୍କ ନିକଟକୁ ପତ୍ର 6:19
ଆମ୍ଭର ସହେି ଭରସା ଗୋଟିଏ ଲଙ୍ଗର ଭଳି ନିଶ୍ଚିତ ଓ ସୁଦୃଢ଼। ଏହା ମନ୍ଦିରର ପରଦା ଆଢୁଆଳ ରେ ଥିବା ପବିତ୍ର ସ୍ଥାନ ରେ ପ୍ରବେଶ କରି ଆମ୍ଭର ଆତ୍ମାକୁ ସୁରକ୍ଷିତ ରେଖ।
ଯୋହନଙ୍କ ପ୍ରଥମ ପତ୍ର 1:7
ପରମେଶ୍ବର ଆଲୋକରେ ବାସ କରନ୍ତି, ତେଣୁ ଆମ୍ଭେ ମଧ୍ଯ ଆଲୋକରେ ବାସ କରିବା ଉଚିତ। ଯଦି ଆମ୍ଭେ ଆଲୋକରେ ଜୀବନଯାପନ କରୁ, ତବେେ ଆମ୍ଭେ ପରସ୍ପର ସହଭାଗୀ ହାଇପୋରିବା। ଯଦି ଆମ୍ଭମାନେେ ଆଲୋକରେ ରହୁ, ତବେେ ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ଆମ୍ଭର ସମସ୍ତ ପାପ ଧୋଇଦିଏ।
ପିତରଙ୍କ ପ୍ରଥମ ପତ୍ 2:9
କିନ୍ତୁ ତୁମ୍ଭମାନେେ ମନୋନୀତ ଲୋକ ଅଟ। ତୁମ୍ଭମାନେେ ରାଜାଙ୍କର ଯାଜକ। ତୁମ୍ଭମାନେେ ପବିତ୍ର ଜାତି ଅଟ। ତୁମ୍ଭମାନେେ ପରମେଶ୍ବରଙ୍କ ଲୋକ। ପରମେଶ୍ବର କରିଥିବା ଆଶ୍ଚର୍ୟ୍ଯ ଘଟଣାମାନ କହିବା ପାଇଁ ପରମେଶ୍ବର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ୟ୍ଯ ଜନକ ଆଲୋକକୁ ଆଣିଛନ୍ତି।
ପିତରଙ୍କ ପ୍ରଥମ ପତ୍ 1:3
ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବର ଧନ୍ଯ ହେଉନ୍ତୁ। ପରମେଶ୍ବରଙ୍କ କରୁଣା ଅପାର, ଓ ଏହି କରୁଣା (କୃପା) ଦ୍ବାରା ସେ ଆମ୍ଭକୁ ଗୋଟିଏ ନୂତନ ଜୀବନ ଦଇେଛନ୍ତି। ଯୀଶୁଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହବୋ ଦ୍ବାରା ଏହି ନୂତନ ଜୀବନ ଆମ୍ଭକୁ ଗୋଟିଏ ଜୀବନ୍ତ ଭରସା ଦଇେଛି।
ଏବ୍ରୀମାନଙ୍କ ନିକଟକୁ ପତ୍ର 10:35
ଅତଏବ ପୂର୍ବରୁ ଥିବା ସାହସ ତୁମ୍ଭମାନେେ ହରାଅ ନାହିଁ। ତୁମ୍ଭମାନଙ୍କର ସାହସ ପାଇଁ ତୁମ୍ଭମାନେେ ପ୍ରଚୁର ମାତ୍ରା ରେ ପୁରସ୍କାର ପାଇବ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:16
ତୁମ୍ଭମାନଙ୍କ ପାଇଁ ପ୍ରେତ୍ୟକକ ଉତ୍ତମ କାର୍ୟ୍ଯ କରିବାକୁ ଓ ପ୍ରେତ୍ୟକକ ଉତ୍ତମ କଥା କହିବା ପାଇଁ ସକ୍ଷମ ହବେ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ବର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ବନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:23
ପ୍ରଭୁ ଯୀଶୁ ଖ୍ରୀଷ୍ଟ ଓ ପିତା ପରମେଶ୍ବରଙ୍କ ଦ୍ବାରା ଭାଇ ଓ ଭଉଣୀମାନଙ୍କୁ ଶାନ୍ତି, ପ୍ ରମେ ଓ ବିଶ୍ବାସ ପ୍ରାପ୍ତ ହେଉ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:8
ଅତୀତ ରେ ତୁମ୍ଭେ ଅନ୍ଧକାର ରେ ଥିଲ, କିନ୍ତୁ ଏବେ ତୁମ୍ଭେ ପ୍ରଭୁଙ୍କଠା ରେ ଆଲୋକରେ ଅଛ। ଅତଏବ ଆଲୋକର ସନ୍ତାନମାନଙ୍କ ଭଳି ଆଚରଣ କର।
ଆୟୁବ ପୁସ୍ତକ 19:23
ମୁଁ ଚା ହେଁ କହେି ଜଣେ ମନରେଖୁ ଯାହା ମୁଁ କହୁଛି ଓ ଯାହା ଗୋଟିଏ ବହି ରେ ଲେଖିଛି। ମୁଁ ଚା ହେଁ ମାରେ କଥାସବୁ ପୁସ୍ତକରେ ଲିଖିତ ହାଇରହେୁ।
ଗୀତସଂହିତା 42:5
ହେ ମାରେ ପ୍ରାଣ କାହିଁକି ମୁଁ ଏତେ ବ୍ଯାକୁଳ ? ମୁଁ ପରମେଶ୍ବରଙ୍କ ସହାୟତା ପାଇଁ ଅପେକ୍ଷା କରିବି। ମୁଁ ତାଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି। ସେ ମାେତେ ରକ୍ଷା କରିବେ।
ଗୀତସଂହିତା 42:11
ହେ ମାରେ ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ ? କାହିଁକି ମୁଁ ଏତେ ଅସ୍ଥିର ହେଉଅଛି ? ମୁଁ ପରମେଶ୍ବରଙ୍କ ସାହାୟ୍ଯ ପାଇଁ ଅପେକ୍ଷା କରିବି। ମୁଁ ପରମେଶ୍ବରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି ଓ ସେ ମାେତେ ଉଦ୍ଧାର କରିବେ।
ଗୀତସଂହିତା 43:5
ହେ ମାରେ ପ୍ରାଣ, କାହିଁକି ଏତେ ଦୁଃଖିତ। ମୁଁ କାହିଁକି ଏତେ ଅଧୀର ହେଉଛି। ମୁଁ ପରମେଶ୍ବରଙ୍କ ସାହାୟ୍ଯ ପାଇଁ ଅପେକ୍ଷା କରିବି। ତାଙ୍କୁ ପ୍ରଶଂସା କରିବା ପାଇଁ ମୁଁ ନିଶ୍ଚଯ ସୁଯୋଗ ପାଇବି। ସେ ମାେତେ ରକ୍ଷା କରିବେ।
ଯିରିମିୟଙ୍କ ବିଳାପ 3:26
ସଦାପ୍ରଭୁଙ୍କ ଦ୍ବାରା ମୁକ୍ତି ପ୍ରାପ୍ତ ପାଇଁ ଶାନ୍ତ ଭାବରେ ଅପେକ୍ଷା କରିବା ଜଣକ ପ୍ରତି କଲ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:2
ଏବେ ଆମ୍ଭେ ଏହି ଅନୁଗ୍ରହ ରେ ରହିଛୁ ଓ ଆମ୍ଭେ ପରମେଶ୍ବରଙ୍କ ଏହି ମହିମା ରେ ଭାଗୀଦର ହାଇେଥିବା ଆଶା ରେ ଆନନ୍ଦିତ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:24
ଆମ୍ଭେ ପରିତ୍ରାଣ ପାଇଥିଲୁ ଓ ଆମ୍ଭର ଏହି ଭରଷା ଅଛି। ଯାହା ପାଇଁ ଆମ୍ଭେ ଭରଷା କରିଛୁ ଯଦି ଆମ୍ଭେ ତାହାକୁ ଦେଖି ପାରୁ, ତା' ହେଲେ ତାହା ପ୍ରକୃତ ରେ ଭରସା ନୁହେଁ। ମଣିଷ, ଯାହା ତା' ପାଖ ରେ ଏବେ ଅଛି, ସେ ଗୁଡିକ ପାଇଁ ଭରସା କରେ ନାହିଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 13:13
ଅତଏବ ବିଶ୍ବାସ, ଭରସା ଓ ପ୍ ରମେ ସ୍ଥାଯୀ ଅଟେ। ଉକ୍ତ ତିନୋଟି ମଧ୍ଯରୁ ପ୍ ରମେ ହେଉଛି ସର୍ବୋତ୍କୃଷ୍ଟ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6:7
ପ୍ରେତ୍ୟକକ କଥା ରେ ଆମ୍ଭେ ଆମ୍ଭର ଧାର୍ମିକ ଜୀବନ ପ୍ରଣାଳୀକୁ ରକ୍ଷାଢ଼ାଲ ଭାବରେ ବ୍ଯବହାର କରୁ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:5
ମୁଁ ଏହା କ ହେ କାରଣ ଆମେ ଆଶା କରୁ ଯେ, ବିଶ୍ବାସ ଦ୍ବାରା ପରମେଶ୍ବରଙ୍କ ପ୍ରତି ଧାର୍ମିକ ହବେୁ।
ଯୋହନଙ୍କ ପ୍ରଥମ ପତ୍ର 3:1
ପରମପିତା ଆମ୍ଭମାନଙ୍କୁ ଅତ୍ଯଧିକ ପ୍ ରମେ କଲେ। ଆମ୍ଭେ ପରମେଶ୍ବରଙ୍କର ସନ୍ତାନ ରୂପେ ନାମିତ ହବୋ ଦ୍ବାରା ଆମ୍ଭ ପ୍ରତି ତାଙ୍କର ମହାନ୍ ପ୍ ରମେ ପ୍ରକାଶ ପାଏ। ଆମ୍ଭେ ପ୍ରକୃତ ରେ ତାଙ୍କର ସନ୍ତାନ ଅଟୁ। କିନ୍ତୁ ଏ ଜଗତ ( ଯେଉଁମାନେ ବିଶ୍ବାସ କରନ୍ତି ନାହିଁ) ପରମେଶ୍ବରଙ୍କୁ ଚିହ୍ନିପାରି ନ ଥିବାରୁ ଆମ୍ଭକୁ ମଧ୍ଯ ପରମେଶ୍ବରଙ୍କ ସନ୍ତାନ ବୋଲି ଚିହ୍ନି ପାରୁ ନାହିଁ।