ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:3 in Oriya

ଓଡିଆ ଓଡିଆ ବାଇବେଲ ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5 ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:3

1 Timothy 5:3
ପ୍ରକୃତ ରେ ଏକୁଟିଆଥିବା ବିଧବାମାନଙ୍କର ଯତ୍ନ ନିଅ।

1 Timothy 5:21 Timothy 51 Timothy 5:4

1 Timothy 5:3 in Other Translations

King James Version (KJV)
Honour widows that are widows indeed.

American Standard Version (ASV)
Honor widows that are widows indeed.

Bible in Basic English (BBE)
Give honour to widows who are truly widows.

Darby English Bible (DBY)
Honour widows who are really widows;

World English Bible (WEB)
Honor widows who are widows indeed.

Young's Literal Translation (YLT)
honour widows who are really widows;

Honour
ΧήραςchērasHAY-rahs
widows
τίμαtimaTEE-ma

τὰςtastahs
that
are
widows
ὄντωςontōsONE-tose
indeed.
χήραςchērasHAY-rahs

Cross Reference

ରେରିତମାନଙ୍କ କାର୍ଯ୍ୟର ବିବରଣ 9:39
ତେଣୁ ପିତର ପ୍ରସ୍ତୁତ ହେଲେ ଏବଂ ସମାନଙ୍କେ ସହିତ ଗଲେ। ସେ ଯେତବେେଳେ ପହନ୍ଚିଲେ, ସମାନେେ ତାହାଙ୍କୁ ଉପର କଠାେରୀକୁ ନଇେ ଗଲେ। ପିତରଙ୍କ ଚ଼ାରିପାଖେ ବିଧବାମାନେ ଠିଆ ହାଇେ କାନ୍ଦୁଥିଲେ। ଟାବୀଥା ସମାନଙ୍କେ ସହିତ ଜୀବିତ ଥିବା ସମୟରେ ଯେଉଁ କୁର୍ତ୍ତା ଓ ଅନ୍ୟ ଲୁଗାପଟା ତିଆରି କରିଥିଲେ, ସଗେୁଡ଼ିକ ସମାନେେ ପିତରଙ୍କୁ ଦଖାଇେଲେ।

ଯାତ୍ରା ପୁସ୍ତକ 20:12
ତୁମ୍ଭେ ଆପଣା ପିତା ଓ ମାତାଙ୍କୁ ସମ୍ମାନ କର। ଏହିପରି କର ୟଦ୍ବାରା ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭକୁ ଯେଉଁ ଦେଶ ଦବେେ ସହେି ଦେଶ ରେ ତୁମ୍ଭର ଦୀର୍ଘ ପରମାଯୁ ହବେ।

ଦିତୀୟ ବିବରଣ 10:18
ସେ ପିତୃହୀନ ଓ ବିଧିବାର ବିଗ୍ଭର ନିଷ୍ପତ୍ତି କରନ୍ତି ଓ ବିଦେଶୀକ ଅନ୍ନବସ୍ତ୍ର ଦଇେ ପ୍ ରମେ କରନ୍ତି।

ଦିତୀୟ ବିବରଣ 14:29
ଏହି ଖାଦ୍ୟ ସକଳ ସହେି ଲବେୀୟ ଲୋକମାନଙ୍କର, କାରଣ ସମାନଙ୍କେର କୌଣସି ନିଜସ୍ବ ସଐତ୍ତି ନାହିଁ। ଏହି ଖାଦ୍ୟ ମଧ୍ଯ ଅନ୍ୟ ଲୋକମାନଙ୍କ ପାଇଁ ବିଦେଶୀମାନଙ୍କ ପାଇଁ ପିତୃହୀନ ଓ ବିଧବାମାନେ ଆସି ଭୋଜନ କରି ତୃଲ୍ଗ ହବେେ। ତହିଁରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ହସ୍ତକୃତ ସମସ୍ତ କର୍ମ ରେ ତୁମ୍ଭକୁ ଆଶୀର୍ବାଦ କରିବେ।

ଦିତୀୟ ବିବରଣ 16:11
ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଆପଣା ନାମ ପାଇଁ ଯେଉଁ ସ୍ଥାନ ନିର୍ଣଯ କରିବେ, ସହେି ସ୍ଥାନ ରେ ତାଙ୍କ ସମ୍ମକ୍ସ୍ଟଖ ରେ ତୁମ୍ଭେ ଓ ତକ୍ସ୍ଟମ୍ଭ ପକ୍ସ୍ଟତ୍ର ତୁମ୍ଭର କନ୍ଯା ଓ ତୁମ୍ଭର ଦାସ ଦାସୀ, ତକ୍ସ୍ଟମ୍ଭ ନଗର ଦ୍ବାରର ଲବେୀୟ ଲୋକ ଓ ତକ୍ସ୍ଟମ୍ଭ ମଧିଅରେ ଥିବା ବିଦେଶୀଯ ଲୋକ, ପିତୃହୀନ, ବିଧବା ସମସ୍ତେ ଆନନ୍ଦ କରିବ।

ଦିତୀୟ ବିବରଣ 16:14
ଉତ୍ସବ ସମୟରେ ତୁମ୍ଭେ ଓ ତକ୍ସ୍ଟମ୍ଭ ପକ୍ସ୍ଟତ୍ର, କନ୍ଯା, ଦାସ, ଦାସୀ ନଗରଦ୍ବାରବର୍ତ୍ତୀ ଲବେୀୟ ଲୋକ ଓ ବିଦେଶୀ ପିତୃହୀନ ଓ ବିଧବା ତୁମ୍ଭେ ସମସ୍ତେ ଆନନ୍ଦ କରିବ।

ଦିତୀୟ ବିବରଣ 27:19
ଲବେୀୟମାନେ କହିବେ, ' ଯେଉଁ ଲୋକ ବିଧବା, ବିଦେଶୀ, ଅନାଥଙ୍କର ନ୍ଯାଯ କରିବା ରେ ବାଧା ଦିଏ ସେ ଅଭିଶଲ୍ଗ ହେଉ।'

ରେରିତମାନଙ୍କ କାର୍ଯ୍ୟର ବିବରଣ 6:1
ଏହି ସମୟ ମଧିଅରେ ଶିଷ୍ଯମାନଙ୍କ ସଂଖ୍ଯା ବଢ଼ିଗଲା। ସେତବେେଳେ ଗ୍ରୀକ୍ ଭାଷା କହୁଥିବା ଯିହୂଦୀମାନେ ଏବ୍ରୀଭାଷା କହୁଥିବା ଯିହୂଦୀମାନଙ୍କ ବିରୁଦ୍ଧ ରେ ଅଭିଯୋଗ କଲେ। ସମାନଙ୍କେ ବିଧବାମାନଙ୍କୁ ଉଚିତ ପରିମାଣ ରେ ଖାଦ୍ୟ ବଣ୍ଟା ନ ଯାଉଥିବା କାରଣରୁ ଏପରି ବଚସା ହେଲା।

ପିତରଙ୍କ ପ୍ରଥମ ପତ୍ 3:7
ଠିକ୍ ସହେିଭଳି ତୁମ୍ଭେ ପତିମାନେ ! ତୁମ୍ଭ ପତ୍ନୀମାନଙ୍କ ସହିତ ଭଲ ବୁଝାମଣା ରେ ଜୀବନଯାପନ କର। ତୁମ୍ଭମାନେେ ନିଜ ପତ୍ନୀକୁ ସମ୍ମାନ ଦଖାଇବୋ ଉଚିତ। ସମାନେେ ତୁମ୍ଭଠାରୁ ଦୁର୍ବଳ। କିନ୍ତୁ ପରମେଶ୍ବର, ତୁମ୍ଭ ଭଳି ସମାନଙ୍କେୁ ମଧ୍ଯ ଆଶୀର୍ବାଦ ଦାନ କରନ୍ତି, ଯାହାକି ପ୍ରକୃତ ଜୀବନ ଦାନ କରେ। ତୁମ୍ଭ ପ୍ରାର୍ଥନା ରେ କୌଣସି ଅସୁବିଧା ନ ଘଟିବା ଲାଗି ଏହାସବୁ କର।

ପିତରଙ୍କ ପ୍ରଥମ ପତ୍ 2:17
ସମସ୍ତଙ୍କୁ ସମ୍ମାନ ଦିଅ। ପରମେଶ୍ବରଙ୍କ ପରିବାରର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ଭଲ ପାଅ। ପରମେଶ୍ବରଙ୍କୁ ଭୟ କର ଓ ରାଜାଙ୍କୁ ସମ୍ମାନ ଦିଅ।

ଯାକୁବଙ୍କ ପତ୍ 1:27
ପରମେଶ୍ବର ଯେଉଁ ଧର୍ମକୁ ଭଲ ପାଆନ୍ତି, ତାହା ହେଲା : ଅନାଥ, ବିଧବା ଓ ଅସହାୟ ଲୋକମାନଙ୍କର ଯତ୍ନ ନବୋ ଓ ନିଜକୁ ଏହି ସଂସାରର ମନ୍ଦ ପ୍ରଭାବରୁ ମୁକ୍ତ ରଖିବା। ଏହି ପ୍ରକାର ଧର୍ମକୁ ପରମେଶ୍ବର ସମ୍ପୂର୍ଣ୍ଣ ଶୁଦ୍ଧ ଓ ଉତ୍ତମ ବୋଲି ଗ୍ରହଣ କରନ୍ତି।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:16
ଯଦି ଜଣେ ବିଶ୍ବାସୀ ସ୍ତ୍ରୀ ଲୋକର ପରିବାର ରେ ବିଧବାମାନେ ଅଛନ୍ତି, ତା ହେଲେ ସମାନଙ୍କେର ସେ ନିଜେ ଯତ୍ନ ନବୋ ଦରକାର ମଣ୍ଡଳୀକୁ ଏଥିପାଇଁ ଭାରଗ୍ରସ୍ତ କରିବା ଉଚିତ ନୁହେଁ। ତା'ପରେ ମଣ୍ଡଳୀ କବଳେ ପରିବାର ବିହୀନ ବିଧବାମାନଙ୍କର ଯତ୍ନ ନବୋ ରେ ସକ୍ଷମ ହବେ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:9
ବିଧବା ତାଲିକା ( ସବୋକାର୍ୟ୍ଯ) ରେ ଆହୁରି ମଧ୍ଯ ଯୋଗ କରାଯାଇପା ରେ ଯେ ସେ ନିଶ୍ଚିତରୂପେ ଷାଠିଏ ବର୍ଷ ବା ତାଠାରୁ ଅଧିକ ବୟସର ହାଇେଥିବେ। ସେ କବଳେ ସ୍ବାମୀର ବିଶ୍ବସ୍ତ ହାଇେଥିବେ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:4
କିନ୍ତୁ ଯଦି ଜଣେ ବିଧବାର ପୁଅଝିଅ ବା ନାତିନାତୁଣୀ ଥାଏ, ସମାନେେ ପ୍ରଥମ ରେ ନିଜ ପରିବାର ପ୍ରତି ସମ୍ମାନଭାବ ଦଖାଇବୋ ଉଚିତ। ସମାନେେ ତାଙ୍କର ମାତାପିତାଙ୍କୁ ସାହାୟ୍ଯ କରିବା ଉଚିତ। ଏପରି କରିବା ଦ୍ବାରା ସମାନେେ ନିଜର ମାତାପିତା ଓ ପିତାମହ ଓ ମାତାମହୀଙ୍କୁ ପ୍ରତିଦାନ କରି ଥାଆନ୍ତି। ତାହା ପରମେଶ୍ବରଙ୍କୁ ପ୍ରସନ୍ନ କରେ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:2
ବୟସ୍କା ସ୍ତ୍ରୀଲୋକମାନଙ୍କୁ ମାଁ ଭଳି ଓ ୟୁବତୀ ସ୍ତ୍ରୀଲୋକମାନଙ୍କୁ ଭଉଣୀ ଭଳି ଆଚରଣ କର। ସର୍ବଦା ସମାନଙ୍କେ ପ୍ରତି ପବିତ୍ରତାର ସହିତ ଆଚରଣ କର।

ଆୟୁବ ପୁସ୍ତକ 29:13
ଯେଉଁ ମଣିଷ ମରି ଯାଉଥିଲା ସେ ମାେତେ ଆଶୀର୍ବାଦ କଲା। ମୁଁ ସହେି ବିଧବାମାନଙ୍କୁ କିଛି ଖାଇବା ନିମନ୍ତେ ଦଲେି।

ଆୟୁବ ପୁସ୍ତକ 31:16
ମୁଁ କବେେ ଗରିବ ଲୋକକୁ ସାହାୟ୍ଯ କରିବାକୁ ମନା କରିନାହିଁ। ବିଧବାମାନଙ୍କୁ ସମାନଙ୍କେ ଦରକାର ମୁତାବକ ଦଇେଛି।

ଗୀତସଂହିତା 68:5
ତାଙ୍କର ପବିତ୍ର ମନ୍ଦିରରେ ପରମେଶ୍ବର ଅନାଥମାନଙ୍କର ନାଥ ଏବଂ ସେ ବିଧବାମାନଙ୍କୁ ସୁରକ୍ଷା କରନ୍ତି।

ଗୀତସଂହିତା 94:6
ସହେି ଲୋକମାନେ ବିଧବାମାନଙ୍କୁ ଓ ନିଜ ଦେଶରେ ଥିବା ଅତିଥିମାନଙ୍କୁ ବାଧ୍ଯ କରନ୍ତି। ସମାନେେ ଅନାଥ ପିଲାମାନଙ୍କୁ ମଧ୍ଯ ହତ୍ଯା କରନ୍ତି।

ଗୀତସଂହିତା 146:9
ସଦାପ୍ରଭୁ ଆମ୍ଭ ଦେଶରେ ରହୁଥିବା ବିଦେଶୀମାନଙ୍କୁ ରକ୍ଷା କରନ୍ତି। ସେ ପିତୃହୀନ ଓ ବିଧବାଙ୍କର ଯତ୍ନ ନିଅନ୍ତି, ମାତ୍ର ସେ ଦୁଷ୍ଟମାନଙ୍କୁ ଧ୍ବଂସ କରନ୍ତି।

ଯିରିମିୟ 49:11
ତୁମ୍ଭେ ଅନାଥମାନଙ୍କ ବିଷଯ ରେ ବ୍ଯସ୍ତ ହୁଅ ନାହିଁ। ଆମ୍ଭେ ସମାନଙ୍କେୁ ଜୀବିତ ରଖିବା। ତୁମ୍ଭମାନଙ୍କର ବିଧବାମାନେ ଆମ୍ଭ ଉପ ରେ ନିର୍ଭର କରିବେ।

ମାଥିଉଲିଖିତ ସୁସମାଚାର 15:6
ଏହିଭଳି ତୁମ୍ଭେ ସେ ଲୋକଙ୍କୁ ତା ପିତାମାତାଙ୍କୁ ସମ୍ମାନ ନ ଦବୋ ପାଇଁ ହିଁ ଶିକ୍ଷା ଦେଉଛ। ଏହିପରି ନିଜର ପରମ୍ପରାଗତ ନୀତିନିୟମଗୁଡିକୁ ସମ୍ମାନ ଦଇେଛି ଓ ପରମେଶ୍ବରଙ୍କ ଆଦେଶକୁ ଅବମାନନା କରୁଛ।

ମାଥିଉଲିଖିତ ସୁସମାଚାର 23:13
ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ? ତୁମ୍ଭକୁ ଧିକ୍! ତୁମ୍ଭମାନେେ ଲୋକମାନଙ୍କ ପାଇଁ ସ୍ବର୍ଗରାଜ୍ଯର ଦ୍ବାର ବନ୍ଦ କରି ଦେଉଛ।

ଲୂକଲିଖିତ ସୁସମାଚାର 2:37
ତା'ପରେ ତାହାଙ୍କର ସ୍ବାମୀ ମରିଗଲେ ଓ ସେ ବିଧବା ହାଇେ ଏକୁଟିଆ ରହିବାକୁ ଲାଗିଲେ। ଏବେ ତାହାଙ୍କୁ ଚଉରାଅଶୀ ବର୍ଷ ବୟସ ହାଇେଥିଲା। ହାନ୍ନା ସବୁବେଳେ ମନ୍ଦିର ରେ ରହୁଥିଲେ। କବେେ ହେଲେ ସେ ମନ୍ଦିର ଛାଡି ଯାଇ ନଥିଲେ। ସେ ଉପବାସ କରି ଓ ସେ ଦିନରାତି ପ୍ରାର୍ଥନା କରି ପରମେଶ୍ବରଙ୍କ ଉପାସନା କରୁଥିଲେ।

ଲୂକଲିଖିତ ସୁସମାଚାର 7:12
ଯୀଶୁ ଯେତବେେଳେ ନଗରଦ୍ବାର ନିକଟରେ ପହନ୍ଚିଲେ ସେତବେେଳେ ଗୋଟିଏ ଶବ ନିଆ ଯାଉଥିବାର ସେ ଦେଖିଲେ। ସେ ତା' ବିଧବା ମାଆର ଏକମାତ୍ର ସନ୍ତାନ ଥିଲା। ପୁଅକୁ ନିଆ ଯାଉଥିବା ସମୟରେ ସଠାେରେ ତା ମାଆ ସହିତ ମଧ୍ଯ ନଗରର ବହୁ ସଂଖ୍ଯକ ଲୋକ ଥିଲେ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:6
ଆମ୍ଭେ ଲୋକମାନଙ୍କର ପ୍ରଶଂସା ଚାହୁଁ ନାହୁଁ। ଆମ୍ଭେ ତୁମ୍ଭମାନଙ୍କ ପାଖରୁ ବା ଅନ୍ୟମାନଙ୍କ ପାଖରୁ ପ୍ରଶଂସା ଚାହୁଁ ନାହୁଁ।

ଯୋହନଲିଖିତ ସୁସମାଚାର 1:47
ଯୀଶୁ ନିଥନିଯଲଙ୍କେୁ ତାହାଙ୍କ ଆଡେ ଆସିବାର ଦେଖିଲେ। ସେ କହିଲେ, ଏହି ଲୋକ ପ୍ରକୃତ ରେ ପରମେଶ୍ବରଙ୍କର ଜଣେ ବ୍ଯକ୍ତି। ତାହାଙ୍କଠା ରେ କୌଣସି ଅସାଧୁତା ନାହିଁ।