1 Corinthians 1:14
ମୁଁ କ୍ରୀଷ୍ପ ଓ ଗାୟଙ୍କ ଛଡ଼ା ତୁମ୍ଭମାନଙ୍କ ମଧ୍ଯରୁ ଆଉ କାହାରିକୁ ବାପ୍ତିଜିତ ନ ଦଇେ ଥିବାରୁ ପରମେଶ୍ବରଙ୍କୁ ଧନ୍ଯବାଦ ଦିଏ।
1 Corinthians 1:14 in Other Translations
King James Version (KJV)
I thank God that I baptized none of you, but Crispus and Gaius;
American Standard Version (ASV)
I thank God that I baptized none of you, save Crispus and Gaius;
Bible in Basic English (BBE)
I give praise to God that not one of you had baptism from me, but Crispus and Gaius;
Darby English Bible (DBY)
I thank God that I have baptised none of you, unless Crispus and Gaius,
World English Bible (WEB)
I thank God that I baptized none of you, except Crispus and Gaius,
Young's Literal Translation (YLT)
I give thanks to God that no one of you did I baptize, except Crispus and Gaius --
| I thank | εὐχαριστῶ | eucharistō | afe-ha-ree-STOH |
| τῷ | tō | toh | |
| God | θεῷ | theō | thay-OH |
| that | ὅτι | hoti | OH-tee |
| I baptized | οὐδένα | oudena | oo-THAY-na |
| none | ὑμῶν | hymōn | yoo-MONE |
| of you, | ἐβάπτισα | ebaptisa | ay-VA-ptee-sa |
| but | εἰ | ei | ee |
| μὴ | mē | may | |
| Crispus | Κρίσπον | krispon | KREE-spone |
| and | καὶ | kai | kay |
| Gaius; | Γάϊον | gaion | GA-ee-one |
Cross Reference
ରେରିତମାନଙ୍କ କାର୍ଯ୍ୟର ବିବରଣ 18:8
କ୍ରୀଷ୍ପ ସେ ସମାଜଗୃହର ମୁଖ୍ଯ ଥିଲେ। ସେ ଓ ତାହାଙ୍କର ପରିବାରର ସମସ୍ତେ ପ୍ରଭୁଙ୍କୁ ବିଶ୍ବାସ କଲେ। ଅନକେ କରିନ୍ଥୀୟ ଲୋକମାନେ ପାଉଲଙ୍କ ଶିକ୍ଷା ଶୁଣିଲେ, ବିଶ୍ବାସ କଲେ ଓ ବାପ୍ତିଜିତ ହେଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 16:23
ମାେତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ଯ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରମାଣ ଜଣାଉଛନ୍ତି।
ଯୋହନଙ୍କ ତୃତୀୟ ପତ୍ର 1:1
ପ୍ରାଚୀନ ଯେ ମୁଁ, ମୁଁ ମୋର ପ୍ରିୟ ବନ୍ଧୁ ଗାୟଙ୍କ ନିକଟକୁ ଲେଖୁଛି। ମୁଁ ତାହାଙ୍କୁ ସତ୍ୟରେ ରହି ପ୍ରେମ କରେ।
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର 1:4
ମାେ ପ୍ରାର୍ଥନାମାନଙ୍କ ରେ ମୁଁ ତୁମ୍ଭକୁ ସ୍ମରଣ କରେ। ତୁମ୍ଭ ପାଇଁ ସର୍ବଦା ମୁଁ ପରମେଶ୍ବରଙ୍କୁ ଧନ୍ଯବାଦ ଦିଏ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:12
ମାେ ପ୍ରତି ଭରସା ରଖି ଏହି ସବୋ କାର୍ୟ୍ଯ ରେ ନିୟୁକ୍ତ କରିଥିବାରୁ ମୁଁ ଆମ୍ଭ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କୁ ଧନ୍ଯବାଦ ଦିଏ। ସେ ମାେତେ ଶକ୍ତି ପ୍ରଦାନ କରନ୍ତି।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:18
ସର୍ବଦା ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଥାଅ। ପରମେଶ୍ବର ଖ୍ରୀଷ୍ଟଯୀଶୁଙ୍କଠା ରେ ତୁମ୍ଭମାନଙ୍କ ପାଇଁ ଏହା ଚାହାଁନ୍ତି।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:17
ତୁମ୍ଭମାନେେ ଯାହା କହୁଛ, ଯାହା କିଛି ବା କରୁଛ, ସେ ସବୁ ତୁମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କ ପାଇଁ କର ଏବଂ ଏହି ସମସ୍ତ କାର୍ୟ୍ଯ ମଧିଅରେ ପରମପିତା ପରମେଶ୍ବରଙ୍କୁ ଯୀଶୁଙ୍କ ମାଧ୍ଯମ ରେ ଧନ୍ଯବାଦ ଜଣାଅ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:15
ଖ୍ରୀଷ୍ଟଙ୍କ ଦ୍ବାରା ପ୍ରଦତ୍ତ ଶାନ୍ତି, ତୁମ୍ଭ ବିଚାରକୁ ସଂୟମ କରିବ। ତୁମ୍ଭମାନେେ ଶାନ୍ତି ପାଇବା ପାଇଁ ଗୋଟିଏ ଶରୀର ରେ ଡକା ହାଇେଛ। ସବୁବେଳେ ଧନ୍ଯବାଦୀ ରୁହ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:20
ପ୍ରେତ୍ୟକକ କଥା ପାଇଁ ପରମପିତା ପରମେଶ୍ବରଙ୍କୁ ସର୍ବଦା ଧନ୍ଯବାଦ ଦିଅ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ପରମେଶ୍ବରଙ୍କୁ ଧନ୍ଯବାଦ ଅର୍ପଣ କର।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 2:14
ପରମେଶ୍ବର ହେଉଛନ୍ତି ଧନ୍ଯ। ସେ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଆମ୍ଭ ବିଜୟ ଅଭିଯାନ ରେ ସର୍ବଦା ମାର୍ଗ ଦର୍ଶନ କରାନ୍ତି। ଆମ୍ଭ ମାଧ୍ଯମ ରେ ସେ ପ୍ରେତ୍ୟକକ ସ୍ଥାନ ରେ ତାହାଙ୍କ ଜ୍ଞାନର ମଧୁର ସୁଗନ୍ଧି ପ୍ରସାର କରନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 14:18
ମୁଁ ତୁମ୍ଭ ସମସ୍ତଙ୍କ ଅପେକ୍ଷା ଅଧିକ ରୂପେ ବିଭିନ୍ନ ଭାଷାଗୁଡ଼ିକରେ କଥା କହିବାର ଦାନ ପାଇଛି ବୋଲି ପରମେଶ୍ବରଙ୍କୁ ଧନ୍ଯବାଦ ଦେଉଛି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:4
ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ପ୍ରଦାନ କରିଛନ୍ତି, ସେଥିପାଇଁ ମୁଁ ତୁମ୍ଭମାନଙ୍କ ସକାେଶ ସର୍ବଦା ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି।