କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12:12 in Oriya

ଓଡିଆ ଓଡିଆ ବାଇବେଲ କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12:12

1 Corinthians 12:12
ଆମ୍ଭର ଶରୀର ହେଉଛି ଏକ, କିନ୍ତୁ ତାହାର ଅଙ୍ଗପ୍ରତ୍ଯଙ୍ଗ ଅନକେ। ଶରୀରର ଅଙ୍ଗପ୍ରତ୍ଯଙ୍ଗ ଅନକେ ହେଲେ ହେଁ ଶରୀର ହେଉଛି ଏକ। ସହେିପରି ମଧ୍ଯ ଖ୍ରୀଷ୍ଟ ଏକ।

1 Corinthians 12:111 Corinthians 121 Corinthians 12:13

1 Corinthians 12:12 in Other Translations

King James Version (KJV)
For as the body is one, and hath many members, and all the members of that one body, being many, are one body: so also is Christ.

American Standard Version (ASV)
For as the body is one, and hath many members, and all the members of the body, being many, are one body; so also is Christ.

Bible in Basic English (BBE)
For as the body is one, and has a number of parts, and all the parts make one body, so is Christ.

Darby English Bible (DBY)
For even as the body is one and has many members, but all the members of the body, being many, are one body, so also [is] the Christ.

World English Bible (WEB)
For as the body is one, and has many members, and all the members of the body, being many, are one body; so also is Christ.

Young's Literal Translation (YLT)
For, even as the body is one, and hath many members, and all the members of the one body, being many, are one body, so also `is' the Christ,

is
Καθάπερkathaperka-THA-pare
as
γὰρgargahr
For
τὸtotoh
the
σῶμαsōmaSOH-ma
body
ἕνhenane
one,
ἐστινestinay-steen
is
καὶkaikay
and
μέληmelēMAY-lay
members,
ἔχειecheiA-hee
hath
πολλὰpollapole-LA
many
πάνταpantaPAHN-ta
all
δὲdethay
and
τὰtata
the
μέληmelēMAY-lay
members

τοῦtoutoo
body,
σώματοςsōmatosSOH-ma-tose
that
τοῦtoutoo
one
ἑνός,henosane-OSE
of
πολλὰpollapole-LA
many,
ὄνταontaONE-ta
being
ἕνhenane
one
ἐστινestinay-steen
are
σῶμαsōmaSOH-ma
body:
οὕτωςhoutōsOO-tose
so
καὶkaikay
also

hooh
Christ.
Χριστός·christoshree-STOSE

Cross Reference

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12:27
ତୁମ୍ଭମାନେେ ଖ୍ରୀଷ୍ଟଙ୍କର ଶରୀର ଅଟ। ତୁମ୍ଭମାନେେ ପ୍ରେତ୍ୟକକ ସହେି ଶରୀରର ଅଙ୍ଗ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 10:17
କବଳେ ଗୋଟିଏ ରୋଟୀ ମାତ୍ର ଆମ୍ଭମାନେେ ଅନକେ ଲୋକ। କିନ୍ତୁ ଆମ୍ଭେ ସମସ୍ତ ସହେି ଗୋଟିଏ ରୋଟୀକୁ ଭାଗ ଭାଗ କରି ଖାଉ। ସେଥିପାଇଁ ଆମ୍ଭେ ପ୍ରକୃତ ରେ ଗୋଟିଏ ଶରୀର।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:15
ଖ୍ରୀଷ୍ଟଙ୍କ ଦ୍ବାରା ପ୍ରଦତ୍ତ ଶାନ୍ତି, ତୁମ୍ଭ ବିଚାରକୁ ସଂୟମ କରିବ। ତୁମ୍ଭମାନେେ ଶାନ୍ତି ପାଇବା ପାଇଁ ଗୋଟିଏ ଶରୀର ରେ ଡକା ହାଇେଛ। ସବୁବେଳେ ଧନ୍ଯବାଦୀ ରୁହ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:19
ସମାନେେ ନିଜକୁ ମସ୍ତକ ରୂପ ଖ୍ରୀଷ୍ଟଙ୍କ ଅଧୀନ ରେ ରଖନ୍ତି ନାହିଁ। ସଂମ୍ପୂର୍ଣ୍ଣ ଶରୀର, ଖ୍ରୀଷ୍ଟଙ୍କ ଉପରେ ନିର୍ଭରଶୀଳ। ଖ୍ରୀଷ୍ଟଙ୍କ ପାଇଁ ଶରୀରର ସମସ୍ତ ସଦସ୍ଯ ପରସ୍ପରକୁ ସାହାୟ୍ଯ କରନ୍ତି ଓ ପରସ୍ପରର ଯତ୍ନ ନିଅନ୍ତି। ଏହା ଶରୀରର ସମସ୍ତ ଅଙ୍ଗଗୁଡ଼ିକୁ ଏକାଠି ଧରି ରେଖ ଓ ଶକ୍ତି ପ୍ରଦାନ କରେ। ଅତଏବ ପରମେଶ୍ବରଙ୍କ ଇଚ୍ଛାନୁସା ରେ ଶରୀର ବୃଦ୍ଧି ପାଏ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:12
ପରମେଶ୍ବରଙ୍କ ଲୋକମାନେ ତାଙ୍କର ସବୋ କରିବା ପାଇଁ ଓ ଖ୍ରୀଷ୍ଟଙ୍କ ଶରୀରକୁ ସୁଦୃଢ଼ କରିବା ପାଇଁ ପ୍ରସ୍ତୁତ ହବେେ ବୋଲି ଖ୍ରୀଷ୍ଟ ଏହି ଅନୁଗ୍ରହ ଦାନ ସମାନଙ୍କେୁ ଦେଲେ। ଏହା ଦ୍ବାରା ଖ୍ରୀଷ୍ଟଙ୍କ ଶରୀରସ୍ବରୂପ ଆମ୍ଭମାନେେ ମଧ୍ଯ ଦୃଢ଼ ଓ ବଳବାନ ହବୋ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:18
ଖ୍ରୀଷ୍ଟ ମଣ୍ଡଳୀରୂପ ଶରୀରର ମୁଖ୍ଯ ଅଟନ୍ତି। ପ୍ରେତ୍ୟକକ ବିଷୟ ତାହାଙ୍କଠାରୁ ଆସିଥାଏ। ସେ ମୃତ୍ଯୁରୁ ପୁର୍ନରୁଥିତ ଏକମାତ୍ର ପୁର୍ନରୁଥିତ ଈଶ୍ବର ହାଇେଥିବା ପ୍ରଭୁ। ଅତଏବ ପ୍ରେତ୍ୟକକ ବିଷୟ ରେ ଖ୍ରୀଷ୍ଟ ସର୍ବାପେକ୍ଷା ମହତ୍ତ୍ବପୂର୍ଣ୍ଣ ଅଟନ୍ତି।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:30
କାରଣ ଆମ୍ଭେ ହେଉଛୁ ତାହାଙ୍କ ଶରୀରର ଅଂଶ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:23
ଖ୍ରୀଷ୍ଟ ଯେପରି ମଣ୍ଡଳୀର282 ମସ୍ତକ, ସ୍ବାମୀ ସହେିପରି ସ୍ତ୍ରୀର ମସ୍ତକ। ଖ୍ରୀଷ୍ଟୀୟ ମଣ୍ଡଳୀ ହେଉଛି ଖ୍ରୀଷ୍ଟଙ୍କ ଶରୀର ଓ ସହେି ଶରୀରର ଉଦ୍ଧାରକର୍ତ୍ତା ହେଉଛନ୍ତି ଖ୍ରୀଷ୍ଟ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:4
ଶରୀର ଏକ, ପବିତ୍ର ଆତ୍ମା ମଧ୍ଯ ଏକ। ପରମେଶ୍ବର ତୁମ୍ଭମାନଙ୍କୁ ଏକ ଭରସା ପାଇବା ପାଇଁ ଡ଼ାକି ଥିଲେ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:24
ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ କଷ୍ଟ ପାଇଛି, ସେଥିପାଇଁ ମାେତେ ଆନନ୍ଦ ମିଳୁଛି। ଖ୍ରୀଷ୍ଟଙ୍କ ପାଇଁ ତାଙ୍କ ଦହେ ସ୍ବରୂପ ମଣ୍ଡଳୀ ମାଧ୍ଯମ ରେ କେତକେ କଷ୍ଟ ଭୋଗିବା ବାକି ଥିଲା। ସଗେୁଡ଼ିକରୁ ଦୁଃଖ ଭୋଗ କରିବା ପାଇଁ ଥିବା ମାରେଅଂଶ ମୁଁ ମାେ ଦହେ ରେ ଗ୍ରହଣ କରୁଛି।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:15
ନା ! ଆମ୍ଭେ ପ୍ ରମେ ସହକା ରେ ସତ୍ଯ କହିବା। ଆମ୍ଭେ ପ୍ରେତ୍ୟକକ ବିଷୟ ରେ ଖ୍ରୀଷ୍ଟଙ୍କ ଭଳି ବୃଦ୍ଧିପ୍ରାପ୍ତ ହବୋ। ଖ୍ରୀଷ୍ଟ ଆମ୍ଭର ମସ୍ତକ ଓ ଆମ୍ଭେ ସମସ୍ତେ ତାହାଙ୍କର ଶରୀର।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:4
ଯେପରି ଆମ୍ଭ ସମସ୍ତଙ୍କର ଶରୀରଟିଏ ଅଛି ଓ ଏହି ଶରୀର ରେ ଅନକେ ପ୍ରକାରର ଅଙ୍ଗ ଅଛି। ଏହି ଅଙ୍ଗ ଗୁଡିକ ଏକା ଭଳି କାମ କରନ୍ତି ନାହିଁ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:23
ମଣ୍ଡଳୀ ହେଉଛି ଖ୍ରୀଷ୍ଟଙ୍କ ଶରୀର। ମଣ୍ଡଳୀ ଖ୍ରୀଷ୍ଟଙ୍କ ଦାରା ପୂର୍ଣ୍ଣ ହାଇେଅଛି। ସେ ସମସ୍ତ ବିଷୟ ପ୍ରେତ୍ୟକକ ଉପାୟ ରେ ସମ୍ପୂର୍ଣ୍ଣ କରନ୍ତି।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:16
ସେ ଚୁକ୍ତିକୁ ମଧ୍ଯ ଏଡ଼ାଇ ଦଇେ ହୁଏ ନାହିଁ। ସହେିପରି ପରମେଶ୍ବର ଅବ୍ରହାମ ଓ ତାହାଙ୍କ ସନ୍ତାନଙ୍କୁ ପ୍ରତିଶୃତି ଦଇେଥିଲେ। କିନ୍ତୁ ସେ ତାହାଙ୍କର ସମସ୍ତ ବଂଶଧର ପାଇଁ ଏହି ପ୍ରତିଜ୍ଞା ଦଇେ ନ ଥିଲେ। ତା'ର ଅର୍ଥ ଜଣେ ମାତ୍ର ବ୍ଯକ୍ତିଙ୍କୁ ପ୍ରତିଜ୍ଞା କରାଯାଇଥିଲା ଏବଂ ସହେି ବ୍ଯକ୍ତି ଜଣକ ହେଉଛନ୍ତି ଖ୍ରୀଷ୍ଟ।