କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:1 in Oriya

ଓଡିଆ ଓଡିଆ ବାଇବେଲ କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3 କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:1

1 Corinthians 3:1
ଭାଇ ଓ ଭଉଣୀମାନେ! ପୂର୍ବ ରେ ମୁଁ ତୁମ୍ଭମାନଙ୍କୁ ଆତ୍ମିକମନା ଲୋକମାନଙ୍କୁ କହିବା ଭଳି କହି ପାରି ନ ଥିଲି। ମୁଁ ତୁମ୍ଭମାନଙ୍କ ସହିତ ଜାଗତିକ ଲୋକ ଭଳି କଥାବାର୍ତ୍ତା କଲି। ଖ୍ରୀଷ୍ଟଙ୍କଠା ରେ ଶିଶୁ ଭଳି ମୁଁ ତୁମ୍ଭମାନଙ୍କୁ କହିଲି।

1 Corinthians 31 Corinthians 3:2

1 Corinthians 3:1 in Other Translations

King James Version (KJV)
And I, brethren, could not speak unto you as unto spiritual, but as unto carnal, even as unto babes in Christ.

American Standard Version (ASV)
And I, brethren, could not speak unto you as unto spiritual, but as unto carnal, as unto babes in Christ.

Bible in Basic English (BBE)
And the teaching I gave you, my brothers, was such as I was able to give, not to those who have the Spirit, but to those who are still in the flesh, even to children in Christ.

Darby English Bible (DBY)
And *I*, brethren, have not been able to speak to you as to spiritual, but as to fleshly; as to babes in Christ.

World English Bible (WEB)
Brothers, I couldn't speak to you as to spiritual, but as to fleshly, as to babies in Christ.

Young's Literal Translation (YLT)
And I, brethren, was not able to speak to you as to spiritual, but as to fleshly -- as to babes in Christ;

even
Καὶkaikay
And
ἐγώ,egōay-GOH
I,
ἀδελφοίadelphoiah-thale-FOO
brethren,
οὐκoukook
not
ἠδυνήθηνēdynēthēnay-thyoo-NAY-thane
could
λαλῆσαιlalēsaila-LAY-say
speak
unto
ὑμῖνhyminyoo-MEEN
you
ὡςhōsose
as
spiritual,
πνευματικοῖςpneumatikoispnave-ma-tee-KOOS
unto
ἀλλ'allal
but
ὡςhōsose
as
unto
σαρκικοῖςsarkikoissahr-kee-KOOS
carnal,
as
ὡςhōsose
unto
babes
νηπίοιςnēpioisnay-PEE-oos
in
ἐνenane
Christ.
Χριστῷchristōhree-STOH

Cross Reference

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2:14
ଯେଉଁଲୋକ ଆଧ୍ଯାତ୍ମିକ ନୁହେଁ, ସେ ପରମେଶ୍ବରଙ୍କ ଆତ୍ମିକ ସତ୍ଯଗୁଡ଼ିକୁ ଗ୍ରହଣ କରେ ନାହିଁ। ସେ ଏହିସବୁ ବିଷୟଗୁଡ଼ିକୁ ମୁର୍ଖାମୀ ବୋଲି ଭାବେ। ସେ ଆତ୍ମାର ସତ୍ଯଗୁଡ଼ିକୁ ବୁଝିପା ରେ ନାହିଁ, କାରଣ ସଗେୁଡ଼ିକୁ କବଳେ ଆଧ୍ଯାତ୍ମିକ ଭାବରେ ବିଚାର କରି ହବେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2:6
ଯେଉଁମାନେ ଅଭିଜ୍ଞ ଆମ୍ଭେ ସହେିମାନଙ୍କୁ ଜ୍ଞାନ ଶିକ୍ଷା ଦେଉ। କିନ୍ତୁ ଏହି ଜ୍ଞାନ ସଂସାରରୁ ନୁହେଁ, ଏହା ବର୍ତ୍ତମାନ ୟୁଗର ନେତା ମାନଙ୍କର ଜ୍ଞାନ ନୁହେଁ। ଏହି ନେତାମାନେ ଆପଣା ଶକ୍ତି ହରାଉ ଅଛନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 7:14
ମୁଁ ଜାଣେ ଯେ ବ୍ଯବସ୍ଥା ହେଉଛି ଆତ୍ମିକ। କନ୍ତୁ ମୁଁ ଆତ୍ମକ ନୁହେଁ। ପାପର ଦାସ ଭଳି ମୁଁ ତା' ପାଖ ରେ ବିକ୍ରି ହାଇେ ଯାଈଛି। ମୁଁ ଯାହାକରେ ତାହା ମୁଁ ବୁଝେ ନାହିଁ।

ଏବ୍ରୀମାନଙ୍କ ନିକଟକୁ ପତ୍ର 5:13
ଯେ କବଳେ କ୍ଷୀର ଖାଇ ବଞ୍ଚେ, ସେ ଶିଶୁପରି। ସେ ବ୍ଯକ୍ତି ଉଚିତ ଶିକ୍ଷା କ'ଣ ତାହା ଜାଣି ନାହିଁ। ସମାନେେ ଭଲ ଓ ମନ୍ଦର ପାର୍ଥକ୍ଯ ନିରୂପଣ କରିବା ପାଇଁ ଆତ୍ମିକ ଶିକ୍ଷା ଗୁଡ଼ିକ ଲାଭ କରିଛନ୍ତି।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:13
ସମସ୍ତ ଲୋକେ ପରମେଶ୍ବରଙ୍କ ପୁତ୍ରଙ୍କ ବିଷୟକ ସମାନ ବିଶ୍ବାସ ଓ ସମାନ ଜ୍ଞାନ ସହିତ ଏକତ୍ର ହବୋ ପର୍ୟ୍ଯନ୍ତ ଏହି କାମ ଚାଲିଥିବା ନିତାନ୍ତ ଆବଶ୍ଯକ, ଯେପର୍ୟ୍ଯନ୍ତ ଆମ୍ଭେ ଖ୍ରୀଷ୍ଟଙ୍କ ସଦୃଶ ସିଦ୍ଧ ଓ ସମ୍ପୂର୍ଣ୍ଣ ନ ହାଇେଛୁ, ସେ ପର୍ୟ୍ଯନ୍ତ ଆମ୍ଭକୁ ବୃଦ୍ଧି ପାଇ ପୂର୍ଣ୍ଣବୟସ୍କ ହବୋକୁ ପଡ଼ିବ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 6:1
ଏକଆ ରକରେ ସାହାୟ୍ଯ କର ଭାଇ ଓ ଭଉଣୀମାନେ ! ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ହୁଏତ କିଛି ଭୁଲ୍ କରି ପା ରେ। ସେତବେେଳେ ତୁମ୍ଭମାନେେ ଆତ୍ମିକ ଲୋକ ହାଇେଥିବାରୁ, ଭଦ୍ରତା ସହକା ରେ ଭୁଲକାର୍ୟ୍ଯ କରୁଥିବା ଲୋକଟିକୁ ସଂଶୋଧନ ହବୋ ପାଇଁ ସାହାୟ୍ଯ କରିବା ଉଚିତ୍। କିନ୍ତୁ ସାବଧାନ, ତୁମ୍ଭମାନେେ ଯେପରି ନିଜେ କୌଣସି ପାପ କରିବା ପାଇଁ ପରୀକ୍ଷା ରେ ପଡ଼ି ନ ଯାଅ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 14:20
ଭାଇ ଓ ଭଉଣୀମାନେ, ବୁଦ୍ଧି ରେ ପିଲାମାନଙ୍କ ପରି ହୁଅନାହିଁ ବରଂ ମନ୍ଦ ବିଷୟ ରେ ଶିଶୁ ପରି ହୁଅ ଓ ବୁଦ୍ଧି ରେ ପୂର୍ଣ୍ଣ ବୟସ୍କ ହୁଅ।

ଯୋହନଙ୍କ ପ୍ରଥମ ପତ୍ର 2:12
ପ୍ରିୟ ପିଲାମାନେ, ତୁମ୍ଭମାନଙ୍କ ପାପ ଖ୍ରୀଷ୍ଟଙ୍କ ଦ୍ବାରା କ୍ଷମା କରାଯାଇଥିବା କାରଣରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:3
ତୁମ୍ଭମାନେେ ଆତ୍ମିକ ଜୀବନ ରେ ଏବେ ମଧ୍ଯ ଶିଶୁ ଭଳି ଅଛ। ତୁମ୍ଭମାନେେ ପରସ୍ପରକୁ ଈର୍ଷା କରୁଛ ଓ ପରସ୍ପର ମଧିଅରେ କଳହ କରୁଛ। ଏଥିରୁ ଜଣାପଡ଼େ ତୁମ୍ଭମାନେେ ଏବେ ମଧ୍ଯ ଆତ୍ମିକ ନୁହଁ। ତୁମ୍ଭେ ଜାଗତିକ ଲୋକମାନଙ୍କ ଭଳି ଆଚରଣ କରୁଛ।

ମାଥିଉଲିଖିତ ସୁସମାଚାର 16:23
ଯୀଶୁ ବୁଲିପଡି ପିତରଙ୍କୁ କହିଲେ, ଶୟତାନ! ମାେ ପାଖରୁ ଚାଲିଯାଅ। ତୁମ୍ଭେ ମାେ ପାଇଁ ଗୋଟିଏ ବିଘ୍ନ। ତୁମ୍ଭେ ପରମେଶ୍ବରଙ୍କ ନିୟମକୁ ଖାତିର୍ କରୁନାହଁ। ଲୋକମାନେ ଯାହାକୁ ସହତ୍ତ୍ବପୂର୍ଣ୍ଣ ବୋଲି ଭାବନ୍ତି, ତୁମ୍ଭମାନେେ ମଧ୍ଯ ସହେିଭଳି ଭାବୁଛ।