କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:1 in Oriya

ଓଡିଆ ଓଡିଆ ବାଇବେଲ କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4 କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:1

1 Corinthians 4:1
ଆମ୍ଭ ବିଷୟ ରେ ଲୋକମାନଙ୍କର ଭାବିବା ଦରକାର ଯେ, ଆମ୍ଭେ ଖ୍ରୀଷ୍ଟଙ୍କର ସବେକ। ପରମେଶ୍ବର ନିଜର ଗୋପନୀୟ ସତ୍ଯଗୁଡ଼ିକୁ ଆମ୍ଭ ନିକଟରେ ଭରସା ରଖି ଜଣାଇ ଅଛନ୍ତି।

1 Corinthians 41 Corinthians 4:2

1 Corinthians 4:1 in Other Translations

King James Version (KJV)
Let a man so account of us, as of the ministers of Christ, and stewards of the mysteries of God.

American Standard Version (ASV)
Let a man so account of us, as of ministers of Christ, and stewards of the mysteries of God.

Bible in Basic English (BBE)
Let us be judged as servants of Christ, and as those who are responsible for the secret things of God.

Darby English Bible (DBY)
Let a man so account of us as servants of Christ, and stewards of [the] mysteries of God.

World English Bible (WEB)
So let a man think of us as Christ's servants, and stewards of God's mysteries.

Young's Literal Translation (YLT)
Let a man so reckon us as officers of Christ, and stewards of the secrets of God,

Let
a
man
ΟὕτωςhoutōsOO-tose
so
ἡμᾶςhēmasay-MAHS
account
λογιζέσθωlogizesthōloh-gee-ZAY-sthoh
of
us,
ἄνθρωποςanthrōposAN-throh-pose
as
ὡςhōsose
ministers
the
of
ὑπηρέταςhypēretasyoo-pay-RAY-tahs
of
Christ,
Χριστοῦchristouhree-STOO
and
καὶkaikay
stewards
οἰκονόμουςoikonomousoo-koh-NOH-moos
mysteries
the
of
μυστηρίωνmystēriōnmyoo-stay-REE-one
of
God.
θεοῦtheouthay-OO

Cross Reference

ପିତରଙ୍କ ପ୍ରଥମ ପତ୍ 4:10
ତୁମ୍ଭ ମଧ୍ଯରୁ ପ୍ରେତ୍ୟକକେ ଗୋଟିଏ ଗୋଟିଏ ଆଧ୍ଯାତ୍ମିକ ଦାନ ପରମେଶ୍ବରଙ୍କଠାରୁ ପାଇଛ। ପରମେଶ୍ବର ଅନକେ ପ୍ରକା ରେ ତାହାଙ୍କର ଅନୁଗ୍ରହ ତୁମ୍ଭକୁ ଦଖାଇେଛନ୍ତି। ତୁମ୍ଭେ ତାହାଙ୍କର ଦାନଗୁଡ଼ିକୁ ଦାଯିତ୍ବପୂର୍ଣ୍ଣ ସହିତ ପରମେଶ୍ବରଙ୍କ ସବେକ ଭଳି ବ୍ଯବହାର କର। ଅତଏବ ଭଲ ସବେକ ହାଇେ ପରସ୍ପରର ସବୋ ରେ ସଗେୁଡ଼ିକୁ ଲଗାଅ।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1:7
ଏହି ପ୍ରାଚୀନମାନଙ୍କର କାମ ହେଉଛି ପରମେଶ୍ବରଙ୍କ କାମର ଯତ୍ନ ନବୋ, ଅତଏବ ସେ ନିର୍ଦ୍ ଦୋଷ ହବୋ କଥା। ସେ ଗର୍ବୀ, ସ୍ବାର୍ଥୀ ଓ ଶୀଘ୍ର କୋରଧୀ ହାଇେ ନ ଥିବେ। ସେ ଅତ୍ଯଧିକ ମଦ୍ଯ ପାନ କରୁ ନ ଥିବେ। ସେ କଳହ ପ୍ରିୟ ହାଇେ ନ ଥିବେ। ଅନ୍ୟମାନଙ୍କୁ ଠକି ଧନୀ ହବୋ ପାଇଁ ସର୍ବଦା ଚେଷ୍ଟା କରୁ ନ ଥିବେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 16:25
ପରମେଶ୍ବର ହିଁ ତୁମ୍ଭକୁ ଦୃଢ କରି ପାରନ୍ତି। ମୁଁ ତୁମ୍ଭମାନଙ୍କୁ ଦୃଢ ଦବୋ ପାଇଁ ଯେଉଁ ସମାଗ୍ଭର ପ୍ରଗ୍ଭର କରୁଛି ସହେି ସତ୍ଯ ସୃଷ୍ଟି ଆରମ୍ଭରୁ ଗୁପ୍ତ ଭାବରେ ଥିଲା।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:9
ସମାନେେ ପରମେଶ୍ବରଙ୍କ ଦ୍ବାରା ଆମ୍ଭକୁ ଜ୍ଞାତ କରାଯାଇଥିବା ସତ୍ଯର ଅନୁସରଣ କରୁଥିବେ ଓ ଯାହା ଠିକ୍ ଭାବନ୍ତି, ତାହା କରୁଥିବେ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:19
ମାେ ପାଇଁ ମଧ୍ଯ ପ୍ରାର୍ଥନା କର। ମୁଁ ଯେପରି ନିର୍ଭୟ ହାଇେ, ସୁସମାଚାରର ନିଗୂଢ଼ ସତ୍ଯ ପ୍ରକାଶ କରିପା ରେ, ସେଥିନିମନ୍ତେ ପରମେଶ୍ବର ମାେତେ ତାହାଙ୍କର ବାକ୍ଯ ପ୍ରଦାନ କଲେ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:9
ପରମେଶ୍ବର ନିଜର ପୂର୍ଣ୍ଣ ଜ୍ଞାନ ଓ ବୋଧ ଶକ୍ତି ଦ୍ବାରା ତାହାଙ୍କର ନିଗୂଢ଼ତତ୍ତ୍ବ ଆମ୍ଭକୁ ଜଣାଇଛନ୍ତି। ପରମେଶ୍ବର ଏହା ଚାହୁଁଥିଲେ ଏବଂ ସେ ଏହା ଖ୍ରୀଷ୍ଟଙ୍କ ଦ୍ବାରା କରିବା ପାଇଁ ଯୋଜନା କରିଥିଲେ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:3
ପରମେଶ୍ବର ମାେ' ନିକଟରେ ତାହାଙ୍କର ଗୁପ୍ତ ଯୋଜନା ପ୍ରକାଶ କରିଛନ୍ତି। ସେ ମାେତେ ଯାହା ଦଖାଇେଛନ୍ତି, ସେ ବିଷୟ ରେ ମୁଁ ଅଳ୍ପ କିଛି ଲେଖି ସାରିଛି।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:25
ପରମେଶ୍ବର ମାେତେ ମଣ୍ଡଳୀର ଜଣେ ସବେକ ହବୋ ପାଇଁ ଏକ ବିଶଷେ କାମ ଦଇେଛନ୍ତି। ଏହି କାମ ତୁମ୍ଭମାନଙ୍କୁ ସାହାୟ୍ଯ କରୁଛି। ମାେ କାମ ହେଉଛି ତୁମ୍ଭମାନଙ୍କୁ ପୂର୍ଣ୍ଣଭାବରେ ପରମେଶ୍ବରଙ୍କ ଶିକ୍ଷା ପ୍ରଦାନ କରିବା।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:2
ମୁଁ ଇଚ୍ଛା କରେ ଯେ ସମାନେେ ପ୍ ରମେ ରେ ବାନ୍ଧି ହାଇେ ଶକ୍ତିଶାଳୀ ହୁଅନ୍ତୁ। ମୁଁ ଏହା ମଧ୍ଯ ଇଚ୍ଛା କରେ ଯେ ସମାନେେ ବୋଧଶକ୍ତି ଦ୍ବାରା ପ୍ରାପ୍ତ ଦୃଢ଼ ବିଶ୍ବାସ ରେ ଧନୀ ହୁଅନ୍ତୁ। ମାରଇେଚ୍ଛା ଯେ ତୁମ୍ଭମାନେେ ପରମେଶ୍ବରଙ୍କ ଦ୍ବାରା ଜ୍ଞାତ କରାଯାଇଥିବା ଗୁପ୍ତ ସତ୍ଯ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ପୂର୍ଣ୍ଣ ଭାବରେ ଜାଣ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:3
ଆମ୍ଭ ପାଇଁ ମଧ୍ଯ ପ୍ରାର୍ଥନା କର। ପରମେଶ୍ବରଙ୍କ ସମ୍ବାଦ ଲୋକମାନଙ୍କୁ କହିବା ପାଇଁ ଆମ୍ଭକୁ ସୁଯୋଗ ପ୍ରଦାନ କରିବା ପାଇଁ ପରମେଶ୍ବରଙ୍କୁ ପ୍ରାର୍ଥନା କର। ଖ୍ରୀଷ୍ଟଙ୍କ ବିଷୟ ରେ ପରମେଶ୍ବର ଯେଉଁ ଗୁପ୍ତ ସତ୍ଯ ପ୍ରକାଶ କରିଛନ୍ତି, ତାହାକୁ ଯେପରି ଆମ୍ଭେ ପ୍ରଚାର କରିପାରୁ, ସେଥିପାଇଁ ପ୍ରାର୍ଥନା କର। ଏହି ସତ୍ଯ ପ୍ରଚାର କରୁଛି ବୋଲି ମୁଁ କାରାଗାର ରେ ବନ୍ଦୀ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:6
କିନ୍ତୁ ଜଣେ ଅଧ୍ଯକ୍ଷ ନୂତନ ଶିଷ୍ଯ ହାଇେ ନ ଥିବେ। ନୂତନ ବିଶ୍ବାସୀଙ୍କୁ ଅଧ୍ଯକ୍ଷ କରାଗଲେ, ତାହା ତାହାଙ୍କୁ ଅତିଶୟ ଗର୍ବୀ କରିପା ରେ। ଏଭଳି ପରିସ୍ଥିତି ରେ ତା'ର ଗର୍ବ ଲାଗି ସେ ଶୟତାନ ଭଳି ଦୋଷୀ ହାଇେ ଦଣ୍ଡିତ ହବେ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:16
ଏଥି ରେ ସନ୍ଦହେ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ଯ ଏହା ଯେ,

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12:6
ଯଦିଓ ମୁଁ ନିଜ ଉପରେ ଗର୍ବ କରିବାକୁ ଚାହିଁଲି ତଥାପି ମୁଁ ମୂର୍ଖ ନୁହେଁ, କାରଣ ମୁଁ ସତ୍ଯକଥା କ ହେ। କିନ୍ତୁ ମୁଁ ନିଜ ପାଇଁ ଗର୍ବ କରିବି ନାହିଁ କାରଣ ଲୋକେ ମାେ ବିଷୟ ରେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ତା ଠାରୁ ଅଧିକ ବୋଲି ମାେତେ ଭାବନ୍ତୁ, ଏହା ମୁଁ ଇଚ୍ଛା କରେ ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 11:23
ସମାନେେ କ'ଣ କବଳେ ଇଶ୍ରାୟେଲୀୟ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଅବ୍ରହାମଙ୍କ ବଂଶଧାରୀ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଖ୍ରୀଷ୍ଟଙ୍କ ସବେକ ? ମୁଁ ମଧ୍ଯ ମୁଁ କ'ଣ ପାଗଳ ସେଥିପାଇଁ ଏପରି ଦର୍ପ କରୁଛି ? ସମାନଙ୍କେ ତୁଳନା ରେ ମୁଁ ଅଧିକ କଠାେର ପରିଶ୍ରମ କରିଛି। ମୁଁ ଥରକୁ ଥର କାରାବରଣ କରିଛି। ମାେତେ ଥରକୁ ଥର ମାଡ଼ ମରାଯାଇଛି। ଅନକେ ଥର ମୁଁ ମୃତ୍ଯୁର ସନ୍ନିକଟ ହାଇେଛି।

ମାଥିଉଲିଖିତ ସୁସମାଚାର 24:45
କିଏ ବିଶ୍ବାସ ଯୋଗ୍ଯ ଓ ବିଜ୍ଞ ଚ଼ାକର? ୟିଏ ଅନ୍ୟ ଚ଼ାକରମାନଙ୍କୁ ଠିକ୍ ସମୟରେ ସମାନଙ୍କେର ଖାଦ୍ୟ ଦବେ, ମାଲିକ ସହେିଭଳି ଚ଼ାକରକୁ ବିଶ୍ବାସ କରିଥାନ୍ତି। କିଏ ସେ ଚ଼ାକର, ସହେି କାମ କରିବା ପାଇଁ, ସେ କେଉଁ ଚ଼ାକରକୁ ବିଶ୍ବାସ କରିବେ?

ମାର୍କଲିଖିତ ସୁସମାଚାର 4:11
ଯୀଶୁ କ ହେଲେ, କବଳେ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ରାଜ୍ଯର ନିଗୁଢ ତତ୍ତ୍ବ ବୁଝି ପାରିବା ପାଇଁ ଶକ୍ତି ଦିଆ ଯାଇଛି। କିନ୍ତୁ ଅନ୍ୟମାନଙ୍କ ପାଇଁ ମୁଁ ଦୃଷ୍ଟାନ୍ତ ମାଧ୍ଯମ ରେ ସବୁକଥା କହୁଛି।

ଲୂକଲିଖିତ ସୁସମାଚାର 8:10
ଯୀଶୁ କହିଲେ, ପରମେଶ୍ବରଙ୍କ ରାଜ୍ଯର ନିଗୁଢ ବିଷୟ ଜାଣିବା ପାଇଁ ତୁମ୍ଭେ ବଛା ହାଇେଛ। କିନ୍ତୁ ଅନ୍ୟମାନଙ୍କୁ ଏହି ରହସ୍ଯ ବିଷୟ ରେ କହିବାକୁ ମୁଁ ଦୃଷ୍ଟାନ୍ତ ବ୍ଯବହାର କରୁଛି।

ଲୂକଲିଖିତ ସୁସମାଚାର 12:42
ଏହା ଶୁଣି ଯୀଶୁ କହିଲେ, ବିଶ୍ବାସୀ ଓ ବୁଦ୍ଧିମାନ ସବେକ କିଏ? ମାଲିକ ଅନ୍ୟ ସବେକ ମାନଙ୍କୁ ସମାନଙ୍କେର ଖାଦ୍ୟ ଠିକ୍ ସମୟରେ ଦବୋ ପାଇଁ ଜଣେ ଚାକରକୁ ଦାଯିତ୍ବ ଦଇେଥାନ୍ତି, ଯାହାକୁ ଏ କାମ କରିବା ପାଇଁ ମାଲିକ ବିଶ୍ବାସ କରିବସେ ସେ ସବେକ କିଏ?

ଲୂକଲିଖିତ ସୁସମାଚାର 16:1
ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, ଜଣେ ଧନୀ ଲୋକ ଥିଲେ। ସେ ତାହାଙ୍କ ସମ୍ପତ୍ତିର ବୁଝାସୁଝା କରିବା ପାଇଁ ଗୁମାସ୍ତାଟିଏ ରଖିଲେ। ପରେ ଧନୀ ଲୋକ ଜଣକ ଅଭିଯୋଗ ପାଇଲେ ଯେ, ଗୁମାସ୍ତା ତାହାଙ୍କୁ ଠକୁଥିଲା।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2:7
କିନ୍ତୁ ଆମ୍ଭମାନେେ ପରମେଶ୍ବରଙ୍କ ଗୂଢ଼ ଜ୍ଞାନର କଥା କହୁଛୁ। ଜଗତର ସୃଷ୍ଟି ହବୋ ପୂର୍ବରୁ ଆମ୍ଭର ମହିମା ପାଇଁ ପରମେଶ୍ବର ଏହି ଜ୍ଞାନର ଯୋଜନା କରିଥିଲେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:5
ଆପଲ୍ଲ କ'ଣ ବିଶିଷ୍ଟ ଲୋକ ଅଟନ୍ତି ନା! ପାଉଲ ମହାନ୍ ଅଟନ୍ତି ? ନା! ଆମ୍ଭେ କବଳେ ପ୍ରଭୁଙ୍କର ସବେକ ଅଟୁ। ଆମ୍ଭେ ତାହାଙ୍କଠା ରେ ବିଶ୍ବାସ କରିବା ରେ ତୁମ୍ଭମାନଙ୍କୁ ସାହାୟ୍ଯ କରିଛୁ। ପ୍ରଭୁଙ୍କ ଦ୍ବାରା ଦିଆଯାଇଥିବା କାମ ହିଁ ଆମ୍ଭେ ସମ୍ପୂର୍ଣ୍ଣ କରିଛୁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:13
ଲୋକମାନଙ୍କ ଠାରୁ ଅଭିଶାପ ପାଇ ମଧ୍ଯ ଆମ୍ଭେ ସମାନଙ୍କେୁ ଆଶୀର୍ବାଦ କରୁଛୁ। ଲୋକେ ଆମ୍ଭକୁ ତାଡ଼ନା କରୁଛନ୍ତି, ଆମ୍ଭେ ସହୁଛୁ। ଏପରିକି ଯେଉଁମାନେ ଆମ୍ଭର ମିଥ୍ଯାପବାଦ କରନ୍ତି, ଆମ୍ଭେ ସମାନଙ୍କେୁ ନମ୍ରଭାବେ କଥା କହୁ। ଆଜି ପର୍ୟ୍ଯନ୍ତ ଲୋକେ ଆମ୍ଭକୁ ସମଗ୍ର ସଂସାରର ମଇଳା ଧୂଳି ସଦୃଶ ବ୍ଯବହାର କରୁଛନ୍ତି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:16
ସୁସମାଚାର ପ୍ରଚାର କରିବା ପାଇଁ ମାରେ ଗର୍ବ କରିବା କିଛି ନାହିଁ। ଏହା ମାହେର କର୍ତ୍ତବ୍ଯ। ମୁଁ ଯଦି ସୁସମାଚାର ପ୍ରଚାର ନ କରିବି, ତବେେ ମାେ ଜୀବନ ଧିକ୍।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 4:5
ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ପରମେଶ୍ବରଙ୍କ ସାକ୍ଷାତ ପ୍ରତିରୂପ। ଆମ୍ଭେ ନିଜର ପ୍ରଚାର କରୁ ନାହୁଁ, କିନ୍ତୁ ଯୀଶୁଖ୍ରୀଷ୍ଟଙ୍କୁ ପ୍ରଭୁ ରୂପେ ପ୍ରଚାର କରୁଛୁ। ନିଜ ବିଷୟ ରେ ଆମ୍ଭେ କହୁ ଯେ, ଯୀଶୁଙ୍କ ପାଇଁ ଆମ୍ଭେ ତୁମ୍ଭମାନଙ୍କ ସବେକ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6:4
ବରଂ ପରମେଶ୍ବରଙ୍କ ସବେକ ରୂପରେ ଆମ୍ଭମାନେେ ପ୍ରେତ୍ୟକକ ଭାବରେ ନିଜକୁ ଭଲ ପ୍ରମାଣିତ କରୁ ଓ ଦୁଃଖ, କଷ୍ଟ ତଥା ବଡ଼ ସମସ୍ଯା ମଧିଅରେ ଅନକେ କଠାେର ତଥା ର୍ଧୈୟ୍ଯପୂର୍ବକ ସହୁ।

ମାଥିଉଲିଖିତ ସୁସମାଚାର 13:11
ଯୀଶୁ କହିଲେ, ସ୍ବର୍ଗରାଜ୍ଯର ନିଗୂଢ ସତ୍ଯ ଜାଣିବା ପାଇଁ କବଳେ ତୁମ୍ଭମାନଙ୍କୁ ଅଧିକାର ମିଳିଛି। ଏ ଅଧିକାର ସମାନଙ୍କେୁ ଦିଆଯାଇନାହିଁ।