କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:6 in Oriya

ଓଡିଆ ଓଡିଆ ବାଇବେଲ କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4 କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:6

1 Corinthians 4:6
ଭାଇ ଓ ଭଉଣୀମାନେ! ଏ ସମସ୍ତ କହିଲା ବେଳେ ମୁଁ ଆପଲ୍ଲଙ୍କୁ ଓ ନିଜକୁ ଉଦାହରଣ ସ୍ବରୂପ ବ୍ଯବହାର କରୁଛି ଯେପରି ତୁମ୍ଭମାନେେ ଶାସ୍ତ୍ରାଂଶ ଶବ୍ଦ ଗୁଡ଼ିକର ଅର୍ଥ ଆମ୍ଭଠାରୁ ଜାଣିପାରିବ, ତବେେ ଶାସ୍ତ୍ର ରେ ଯାହା ଲଖାେ ଯାଇଛି କବଳେ ତହିଁର ବାଧ୍ଯ ହୁଅ। ତା' ହେଲେ ତୁମ୍ଭମାନେେ ଜରକ ନିମନ୍ତେ ଗର୍ବ କରିବ ନାହିଁ ବା ଅନ୍ୟଜଣକୁ ଘୃଣା କରିବ ନାହିଁ।

1 Corinthians 4:51 Corinthians 41 Corinthians 4:7

1 Corinthians 4:6 in Other Translations

King James Version (KJV)
And these things, brethren, I have in a figure transferred to myself and to Apollos for your sakes; that ye might learn in us not to think of men above that which is written, that no one of you be puffed up for one against another.

American Standard Version (ASV)
Now these things, brethren, I have in a figure transferred to myself and Apollos for your sakes; that in us ye might learn not `to go' beyond the things which are written; that no one of you be puffed up for the one against the other.

Bible in Basic English (BBE)
My brothers, it is because of you that I have taken Apollos and myself as examples of these things, so that in us you might see that it is not wise to go farther than what is in the holy Writings, so that no one of you may be lifted up against his brother.

Darby English Bible (DBY)
Now these things, brethren, I have transferred, in their application, to myself and Apollos, for your sakes, that ye may learn in us the [lesson of] not [letting your thoughts go] above what is written, that ye may not be puffed up one for [such a] one against another.

World English Bible (WEB)
Now these things, brothers, I have in a figure transferred to myself and Apollos for your sakes, that in us you might learn not to think beyond the things which are written, that none of you be puffed up against one another.

Young's Literal Translation (YLT)
And these things, brethren, I did transfer to myself and to Apollos because of you, that in us ye may learn not to think above that which hath been written, that ye may not be puffed up one for one against the other,

of
ΤαῦταtautaTAF-ta
men
to
δέdethay
these
ἀδελφοίadelphoiah-thale-FOO
things,
And
brethren,
a
figure
transferred
μετεσχημάτισαmeteschēmatisamay-tay-skay-MA-tee-sa
in
εἰςeisees
have
ἐμαυτὸνemautonay-maf-TONE
I
καὶkaikay
to
myself
Ἀπολλῶapollōah-pole-LOH
and
δι'dithee
Apollos
for
ὑμᾶςhymasyoo-MAHS
sakes;
ἵναhinaEE-na
your
that
in
ἐνenane
us
ἡμῖνhēminay-MEEN
ye
μάθητεmathēteMA-thay-tay
might
τὸtotoh
learn
Μὴmay

not
ὑπὲρhyperyoo-PARE
above
that
which
hooh
written,
is
γέγραπταιgegraptaiGAY-gra-ptay
to
think
φρονεῖν,phroneinfroh-NEEN
that
ἵναhinaEE-na
no
μὴmay
one
εἷςheisees
for

one
of
up
ὑπὲρhyperyoo-PARE
puffed
τοῦtoutoo
be
ἑνὸςhenosane-OSE
you
φυσιοῦσθεphysiousthefyoo-see-OO-sthay
against
κατὰkataka-TA

τοῦtoutoo
another.
ἑτέρουheterouay-TAY-roo

Cross Reference

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 13:4
ପ୍ ରମେ ଦୀର୍ଘ ସହିଷ୍ଣୁ। ପ୍ ରମେ ଦୟାବାନ। ପ୍ ରମେ ରେ ଇର୍ଷା ନ ଥାଏ। ସେ ଗର୍ବ କରେ ନାହିଁ, ସେ ଅହଂକାରୀ ନୁହେଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:12
ମୁଁ ଏହା କହିବା ଅର୍ଥ : ତୁମ୍ଭମାନଙ୍କ ଭିତରୁ ଜଣେ କୁ ହେ, ମୁଁ ପାଉଲଙ୍କର ଅନୁଗାମୀ, ଆଉଜଣେ କୁ ହେ ମୁଁ ଆପଲ୍ଲଙ୍କର ଅନୁଗାମୀ, ଅନ୍ୟ ଜଣେ କୁ ହେ, ମୁଁ କଫୋଙ୍କର ଅନୁଗାମୀ, ଓ ଅନ୍ୟଜଣେ କୁ ହେ : ମୁଁ ଖ୍ରୀଷ୍ଟଙ୍କର ଅନୁଗାମୀ !

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:18
ତୁମ୍ଭମାନଙ୍କ ଭିତରୁ ଅନକେ ଅହଂକାରୀ ହାଇଯୋଇଛ। ଏହାଭାବି ତୁମ୍ଭମାନେେ ଗର୍ବ କର ଯେ ମୁଁ ତୁମ୍ଭମାନଙ୍କ ପାଖକୁ ଆଉ କବେେ ୟିବି ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 5:2
ତଥାପି ମଧ୍ଯ ତୁମ୍ଭମାନେେ ଏହିସବୁ ପାଇଁ ଗର୍ବୀ। ତୁମ୍ଭମାନେେ ଏଥିପାଇଁ ଦୁଃଖିତ ହବୋ ଉଚିତ୍। ୟିଏ ଏପରି ବ୍ଯଭିଚାର କରିଛି, ତାହାକୁ ତୁମ୍ଭ ଦଳରୁ ବାହାର କରି ଦବୋ ଉଚିତ୍।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 8:1
ଏବେ ମୁଁ ମୂର୍ତ୍ତିଗୁଡ଼ିକଠା ରେ ଉତ୍ସର୍ଗୀକୃତ ମାଂସ ବିଷୟ ରେ କହିବି। ଆମ୍ଭେ ଜାଣୁ ଆମ୍ଭ ସମସ୍ତଙ୍କ ପାଖ ରେ ଜ୍ଞାନ ଅଛି। କିନ୍ତୁ ଜ୍ଞାନ ତୁମ୍ଭମାନଙ୍କୁ ଅହଂକାରୀ କରିଦିଏ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 11:4
କାରଣ ଆମ୍ଭେ ଯେଉଁ ଯୀଶୁଙ୍କ ପ୍ରଚାର କରିଛୁ, ତାହାଠାରୁ ଭିନ୍ନ କଥା କହେି ଯୀଶୁଙ୍କର ବିଷୟ ରେ ପ୍ରଚାର କଲେ, ଅଥବା ଆମ୍ଭଠାରୁ ଯେଉଁ ପବିତ୍ର ଆତ୍ମା ବା ସୁସମାଚାର ବିଷୟ ରେ ତୁମ୍ଭମାନେେ ଶୁଣିଛ, ତା'ଠାରୁ ଭିନ୍ନ ଅନ୍ୟ ଆତ୍ମା ବା ସୁସମାଚାର ବିଷୟ ରେ ଯେତବେେଳେ ସମାନେେ କୁହନ୍ତି, ସେତବେେଳେ ତୁମ୍ଭମାନେେ ର୍ଧୈୟ୍ଯ ପୂର୍ବକ ସମାନଙ୍କେ ଠାରୁ ଶୁଣୁଛ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:10
ଅତଏବ ମୁଁ ର୍ଧୈୟ୍ଯପୂର୍ବକ ଉକ୍ତ କଷ୍ଟଗୁଡ଼ିକୁ ସହି ନେଉଛି। ପରମେଶ୍ବର ଯେତେ ଲୋକଙ୍କୁ ବାଛିଛନ୍ତି, ସମାନଙ୍କେୁ ସାହାୟ୍ଯ କରିବା ପାଇଁ ମୁଁ ଏପରି କରୁଛି। ମୁଁ ଏଗୁଡ଼ିକ ସହି ନବୋର କାରଣ ଯେ, ସହେି ଲୋକମାନେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଥିବା ପରିତ୍ରାଣ ପାଇ ପାରିବେ। ସହେି ପରିତ୍ରାଣ ଗୋଟିଏ ଅସୀମ ମହିମା ସହିତ ଆ ସେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 10:7
ତୁମ୍ଭମାନଙ୍କ ଆଗ ରେ ଥିବା ତଥ୍ଯ ଗୁଡ଼ିକୁ ଦେଖ। ଯଦି ଜଣେ ନିଶ୍ଚିତ ଭାବରେ ଅନୁଭବ କରେ ଯେ, ସେ ଖ୍ରୀଷ୍ଟଙ୍କର ଅଟେ, ତାହାହେଲେ ସେ ଏହା ମଧ୍ଯ ଜାଣି ରଖିବା ଉଚିତ ଯେ ଆମ୍ଭେ ମଧ୍ଯ ତାହାରି ଭଳି ସମ ଭାବରେ ଖ୍ରୀଷ୍ଟଙ୍କର ଅଟୁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 10:12
ଯେଉଁମାନେ ନିଜକୁ ବହୁତ ବଡ଼ ମନେ କରୁଛନ୍ତି, ସହେି ଲୋକମାନଙ୍କ ସହିତ ସମାନ ସ୍ତର ରେ ନିଜକୁ ସ୍ଥାପନ କରିବା ପାଇଁ ବା ତୁଳନା କରିବା ପାଇଁ ଆମ୍ଭେ ସାହସ କରୁ ନାହୁଁ। ସମାନେେ ନିଜକୁ ତୁଳନାର ମାନଦଣ୍ଡ ଭଳି ବ୍ଯବହାର କରି ଅନ୍ୟକୁ ନିଜ ସହ ତୁଳନା କରନ୍ତି ଓ ବିଚାର କରନ୍ତି, ଏତଦ୍ଦ୍ବାରା ସମାନେେ ଯେ କେତେ ମୂର୍ଖ, ଜଣାପଡ଼େ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 10:15
ଆମ୍ଭେ ଅନ୍ୟମାନଙ୍କ ଦ୍ବାରା କରା ଯାଇଥିବା କାମ ପାଇଁ ନୁହେଁ, କିନ୍ତୁ କବଳେ ନିଜେ କରିଥିବା କାମ ପାଇଁ ଗର୍ବ କରୁଛୁ। ଆମ୍ଭେ ଆଶା କରୁ ଯେ, ତୁମ୍ଭମାନଙ୍କର ବିଶ୍ବାସ ବଢ଼ିବା ସହିତ ଆମ୍ଭ କାମ ବ୍ଯାପକ ଭାବରେ ବଢ଼ିବା ରେ ତୁମ୍ଭମାନେେ ସାହାୟ୍ଯ କରିବ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 11:12
ମୁଁ ଯାହା କରୁଛି, ତାହା କରି ଚାଲି ଥିବି। ସହେି ଲୋକମାନଙ୍କର ଗର୍ବ କରିବା ପାଇଁ ଯେପରି କୌଣସି କାରଣ ରହିବ ନାହିଁ, ସେଥିପାଇଁ ମୁଁ ଏପରି କରିଚାଲିଥିବି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12:6
ଯଦିଓ ମୁଁ ନିଜ ଉପରେ ଗର୍ବ କରିବାକୁ ଚାହିଁଲି ତଥାପି ମୁଁ ମୂର୍ଖ ନୁହେଁ, କାରଣ ମୁଁ ସତ୍ଯକଥା କ ହେ। କିନ୍ତୁ ମୁଁ ନିଜ ପାଇଁ ଗର୍ବ କରିବି ନାହିଁ କାରଣ ଲୋକେ ମାେ ବିଷୟ ରେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ତା ଠାରୁ ଅଧିକ ବୋଲି ମାେତେ ଭାବନ୍ତୁ, ଏହା ମୁଁ ଇଚ୍ଛା କରେ ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12:19
ତୁମ୍ଭମାନେେ କ'ଣ ଭାବୁଛ ଯେ ଆମ୍ଭେ ଏତେ ସମୟ ଧରି ଆମ୍ଭ ପକ୍ଷ ରେ ୟୁକ୍ତି ବାଢୁ ଥିଲୁ। ଆମ୍ଭେ ଖ୍ରୀଷ୍ଟଙ୍କର ଅନୁସରଣକାରୀ ହିସାବ ରେ ପରମେଶ୍ବରଙ୍କ ଆଗ ରେ କହିଥିଲୁ। ତୁମ୍ଭମାନେେ ଆମ୍ଭର ପ୍ରିୟ ମିତ୍ର। ଆମ୍ଭେ ଯାହା କିଛି କହୁଛୁ ତାହା ତୁମ୍ଭମାନେେ ଆଧ୍ଯାତ୍ମିକ ଭାବରେ ଶକ୍ତିଶାଳୀ ହବେ ବୋଲି କହୁଛୁ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:18
କେତକେ ଲୋକ, ନିଜକୁ ନମ୍ର ବୋଲି ଦଖାେନ୍ତି ଓ ସ୍ବର୍ଗଦୂତମାନଙ୍କୁ ପୂଜା କରିବାକୁ ଭଲ ପାଆନ୍ତି। ସମାନେେ ସବୁବେଳେ ଦେଖିଥିବା ଦର୍ଶନ ବିଷୟ ରେ କଥାବାର୍ତ୍ତା କରନ୍ତି। ଏଭଳି ଲୋକଙ୍କୁ କହିବାକୁ ପ୍ରଶ୍ରୟ ଦିଅ ନାହିଁ ଯେ, ତୁମ୍ଭମାନେେ ଦର୍ଶନ କରୁ ନାହଁ, ସ୍ବର୍ଗଦୂତମାନଙ୍କ ପୂଜା କରୁ ନାହଁ, ସେଥିପାଇଁ ତୁମ୍ଭେ ଭୁଲ୍ । ଏହି ଲୋକ ପ୍ରକୃତ ରେ କବଳେ ମନୁଷ୍ଯମାନଙ୍କ ବିଚାର ରେ ବୁଡ଼ି ରହିଥିବାରୁ ଓ ପରମେଶ୍ବରଙ୍କ କଥା ବିଚାର ନ କରୁଥିବାରୁ ବୃଥା ରେ ଗର୍ବ କରନ୍ତି।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:5
ଆମ୍ଭେ ତୁମ୍ଭମାନଙ୍କୁ ସୁସମାଚାର କହିଛୁ। କିନ୍ତୁ ଆମ୍ଭେ କବଳେ ଶବ୍ଦ ବ୍ଯବହାର କରି ନାହୁଁ। ସହେି ସୁସମାଚାର ଆମ୍ଭେ ଶକ୍ତି ଓ ପବିତ୍ର ଆତ୍ମା ସହିତ ଆଣିଛୁ। ଆମ୍ଭେ ନିଶ୍ଚିତ ଭାବରେ ଜାଣିଛୁ ଯେ, ତାହା ସତ୍ଯ। ତୁମ୍ଭମାନେେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲା ବେଳେ କିଭଳି ଜୀବନ ବିତାଉଥିଲୁ, ସଭେଳି ଜୀବନଯାପନ କରି ତୁମ୍ଭମାନଙ୍କୁ ସାହାୟ୍ଯ କରିବା ପାଇଁ ଚାହୁଁଥିଲୁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 4:15
ସେ ଆମ୍ଭକୁ ମଧ୍ଯ ତୁମ୍ଭମାନଙ୍କ ସହିତ ନିଜ ସମ୍ମୁଖ ରେ ଠିଆ କରିବେ। ଏହି ବିଷୟକୁ ତୁମ୍ଭମାନଙ୍କ ପାଇଁ କରା ଯାଉଛି। ଏହାଦ୍ବାରା ଅନକେ ଲୋକ ଯେପରି ପରମେଶ୍ବରଙ୍କ ଅନୁଗ୍ରହ ପାଇ ପାରିବେ। ପରମେଶ୍ବରଙ୍କ ମହିମା ନିମନ୍ତେ ତାହାଙ୍କୁ ଅଧିକରୁ ଅଧିକ ଧନ୍ଯବାଦ ଅର୍ପଣ କରାୟିବ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:23
ଏହା ସବୁ ମୁଁ ସୁସମାଚାର ପାଇଁ କରୁଛି, ସୁସମାଚାର ଆଶୀର୍ବାଦ ରେ ମାରେ ମଧ୍ଯ କିଛି ଅଂଶ ରହିବ।

ଆୟୁବ ପୁସ୍ତକ 11:11
ସତ ରେ ପରମେଶ୍ବର ଜାଣନ୍ତି କିଏ ଅ ଯୋଗ୍ଯ। ପରମେଶ୍ବର ଯେତବେେଳେ ମନ୍ଦ ବିଷଯ ଦେଖନ୍ତି, ସେ ତାହା ମନେ ପକାନ୍ତି।

ଗୀତସଂହିତା 8:4
କାହିଁକି ତୁମ୍ଭେ ମନୁଷ୍ଯମାନଙ୍କୁ ଏତେ ପ୍ରାଧାନ୍ଯ ଦିଅ ? କାହିଁକି ତୁମ୍ଭେ ସମାନଙ୍କେର କ୍ଷତ ନିଅ ? କାହିଁକି ତୁମ୍ଭେ ସମାନଙ୍କେୁ ଏତେ ଦୃଷ୍ଟି ଦିଅ ?

ଗୀତସଂହିତା 146:3
ସାହାୟ୍ଯ ପାଇଁ ଅଧିପତିମାନଙ୍କ ଉପରେ ନିର୍ଭର ରଖ ନାହିଁ। ଲୋକମାନଙ୍କ ପ୍ରତି ଭରସା କର ନାହିଁ। କାରଣ ଲୋକମାନେ ତୁମ୍ଭକୁ ରକ୍ଷା କରିପାରିବେ ନାହିଁ।

ଯିଶାଇୟ 2:22
ତୁମ୍ଭମାନେେ ପ୍ରାଣବାଯୁଧାରୀ ମନୁଷ୍ଯ ଉପ ରେ ବିଶ୍ବାସ ରଖିବ ନାହିଁ। ମନୁଷ୍ଯମାତ୍ ରେ ମୃତ୍ଯୁ ସୁନିଶ୍ଚିତ। ଏମାନେ ଯେ ଈଶ୍ବରଙ୍କ ପରି ବଳବାନ୍ ଏହା ତୁମ୍ଭମାନେେ ଚିନ୍ତା କରିବା ଉଚିତ୍ ନୁହେଁ।

ଯିରିମିୟ 17:5
ସଦାପ୍ରଭୁ କହନ୍ତି, ଯେଉଁ ମନୁଷ୍ଯ ଲୋକମାନଙ୍କ ଉପ ରେ ଭରସା ରେଖ, ମାଂସକୁ ଆପଣାର ବାହୁ କରେ ଓ ଯାହାର ହୃଦଯ ସଦାପ୍ରଭୁଙ୍କଠାରୁ ଦୂ ରଇେ ୟାଏ ସେ ଶାପଗ୍ରସ୍ତ।

ମାଥିଉଲିଖିତ ସୁସମାଚାର 23:8
କିନ୍ତୁ ତୁମ୍ଭ ଭିତରୁ କହେି ନିଜକୁ ରାବ୍ବୀ ବୋଲଇବେ ନାହିଁ। ତୁମ୍ଭେ ସମସ୍ତେ ଭାଇଭଉଣୀ। ତୁମ୍ଭ ସମସ୍ତଙ୍କର ଜଣେ ମାତ୍ର ଗୁରୁ ଅଛନ୍ତି।

ଯୋହନଲିଖିତ ସୁସମାଚାର 3:26
ତେଣୁ ଶିଷ୍ଯମାନେ ଆସି ଯୋହନଙ୍କୁ କହିଲେ, ହେ ଗୁରୁ, ତୁମ୍ଭ ସହିତ ୟର୍ଦ୍ଦନ ନଦୀର ଆର ପାରି ରେ ଯେଉଁ ଲୋକ ଥିଲେ, ତାହାଙ୍କୁ ମନେ ପକାଅ। ତୁମ୍ଭେ ସହେି ଲୋକ ବିଷୟ ରେ ଲୋକମାନଙ୍କୁ କହିଥିଲ। ସହେି ଲୋକ ବାପ୍ତିସ୍ମ ଦେଉଛନ୍ତି ଓ ଅନକେ ଲୋକ ତାହାଙ୍କ ପାଖକୁ ଯାଉଛନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:3
ପରମେଶ୍ବର ମାେତେ ବିଶଷେ ଅନୁଗ୍ରହ ପ୍ରଦାନ କରୁଥିବାରୁ ମାରେ ତୁମ୍ଭ ସମସ୍ତଙ୍କୁ କହିବା କଥା ଯେ, ନିଜକୁ ଅନ୍ୟଠାରୁ ଭଲ ଭାବ ନାହିଁ। ପରମେଶ୍ବର ଯେଉଁ ପ୍ରକାରର ବିଶ୍ବାସ ତୁମ୍ଭକୁ ଦଇେଛନ୍ତି, ସହେି ଅନୁସାରେ ତୁମ୍ଭ ନିଜକୁ ନମ୍ର ମନେ କର।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:19
ଶାସ୍ତ୍ର ରେ ଲଖାେ ଅଛି :

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:31
ଶାସ୍ତ୍ର ରେ ଏହିପରି ଲଖାେଅଛି : ଯଦି କାହାର ଗର୍ବ କରିବାକୁ ଥାଏ। ତା' ହେଲେ ସେ କବଳେ ପ୍ରଭୁଙ୍କଠା ରେ ଗର୍ବ କରିବା ଉଚିତ୍।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:4
ତୁମ୍ଭମାନଙ୍କ ଭିତ ରେ ଜଣେ କହୁଛି, ମୁଁ ପାଉଲଙ୍କ ଅନୁଗାମୀ, ଆଉ ଜଣେ କହୁଛି ମୁଁ ଆପଲ୍ଲଙ୍କ ଅନୁଗାମୀ, ଏଭଳି କହିବା ଦ୍ବାରା ତୁମ୍ଭମାନେେ ଜାଗତିକ ମଣିଷ ଭଳି ଆଚରଣ କରୁଛ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:19
କାହିଁକି କାରଣ ପରମେଶ୍ବରଙ୍କ ଦୃଷ୍ଟି ରେ ଜାଗତିକ ଜ୍ଞାନ ପ୍ରକୃତ ରେ ମୂର୍ଖତା ଅଟେ। ଶାସ୍ତ୍ର କୁ ହେ ; ଯେତବେେଳେ ଜ୍ଞାନୀମାନେ ନିଜ ଚତୁରତା ରେ ବ୍ଯବହାର କରନ୍ତି, ପରମେଶ୍ବର ସେତବେେଳେ ସମାନଙ୍କେୁ ଧରନ୍ତି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:21
ସେଥିପାଇଁ ମନୁଷ୍ଯମାନଙ୍କ ପାଇଁ ତୁମ୍ଭମାନେେ ଗର୍ବ କରିବା ଉଚିତ୍ ନୁହେଁ, କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 5:6
ତୁମ୍ଭମାନଙ୍କ ଗର୍ବ ଓ ଅହଂଙ୍କାର ଭଲ ନୁହେଁ। ତୁମ୍ଭମାନେେ ଏହି ଉକ୍ତି ବିଷୟ ରେ ଜାଣିଛ ଯେ, ଅଳ୍ପ ଟିକିଏ ଖମୀର ସମସ୍ତ ଗୋଳାମଇଦାକୁ ଫୁଲାଇ ଦିଏ।

ଗଣନା ପୁସ୍ତକ 11:28
ତହିଁରେ ନୂନର ପୁତ୍ର ଯିହାଶୂେୟ ମାଶାଙ୍କେୁ କହିଲେ, ହେ ମାହେର ମୁନିବ ମାଶାେ, ସମାନଙ୍କେୁ ସ୍ଥଗିତ କରନ୍ତୁ। ୟିହୋଶୂଯ ୟୁବକ ସମୟରୁ ମାଶାଙ୍କେର ଜଣେ ମନୋନୀତ ସହକାରୀ ଥିଲେ।