କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6:8 in Oriya

ଓଡିଆ ଓଡିଆ ବାଇବେଲ କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6 କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6:8

1 Corinthians 6:8
ତା' ପରିବର୍ତେ ତୁମ୍ଭମାନେେ ନିଜେ ନିଜ ପ୍ରତି ଅନ୍ଯାୟ କରୁଛ ଓ ଠକୁଛ। ଖ୍ରୀଷ୍ଟ ରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ମଧ୍ଯ ଅନ୍ଯାୟ କରୁଛ।

1 Corinthians 6:71 Corinthians 61 Corinthians 6:9

1 Corinthians 6:8 in Other Translations

King James Version (KJV)
Nay, ye do wrong, and defraud, and that your brethren.

American Standard Version (ASV)
Nay, but ye yourselves do wrong, and defraud, and that `your' brethren.

Bible in Basic English (BBE)
So far from doing this, you yourselves do wrong and take your brothers' property.

Darby English Bible (DBY)
But *ye* do wrong, and defraud, and this [your] brethren.

World English Bible (WEB)
No, but you yourselves do wrong, and defraud, and that against your brothers.

Young's Literal Translation (YLT)
but ye -- ye do injustice, and ye defraud, and these -- brethren!

Nay,
ἀλλὰallaal-LA
ye
ὑμεῖςhymeisyoo-MEES
do
wrong,
ἀδικεῖτεadikeiteah-thee-KEE-tay
and
καὶkaikay
defraud,
ἀποστερεῖτεapostereiteah-poh-stay-REE-tay
and
καὶkaikay
that
ταῦταtautaTAF-ta
your
brethren.
ἀδελφούςadelphousah-thale-FOOS

Cross Reference

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:6
ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନଙ୍କ ଭାଇ ବିରୁଦ୍ଧ ରେ କୌଣସି ମନ୍ଦକାର୍ୟ୍ଯ କର ନାହିଁ ଓ ଏହି ବିଷୟ ରେ ତାହାଙ୍କୁ ଠକ ନାହିଁ। ଯେଉଁମାନେ ଏଭଳି କାମ କରିବେ, ସମାନଙ୍କେୁ ପରମେଶ୍ବର ଦଣ୍ଡ ଦବେେ। ଆମ୍ଭେ ଏ ବିଷୟ ରେ ଆଗରୁ ତୁମ୍ଭମାନଙ୍କୁ କହିଛୁ ଓ ସତର୍କ କରିଛୁ।

ଲେବୀୟ ପୁସ୍ତକ 19:13
ତୁମ୍ଭମାନେେ ଆପଣା ପ୍ରତିବେଶୀ ପ୍ରତି ଅନ୍ଯାଯ କରିବ ନାହିଁ ଓ ତାଙ୍କଠାରୁ ଚୋରି କରିବ ନାହିଁ। ପୁଣି ବତନଜେୀବିର ବତନେ ରାତ୍ରିଠାରୁ ସକାଳ ୟାଏ ତୁମ୍ଭ ପାଖ ରେ ରହିବ ନାହିଁ।

ମୀଖା 2:2
ସମାନେେ କ୍ଷତେ ଗ୍ଭହାଁନ୍ତି, ତାହା ଅନ୍ୟମାନଙ୍କଠାରୁ ହରଣ କରନ୍ତି। ସମାନେେ ଗୃହ ଗ୍ଭହାଁନ୍ତି, ଅନ୍ୟଠାରୁ ଛଡାଇ ନିଅନ୍ତି। ସମାନେେ ମଧ୍ଯ ଅନ୍ୟର ଗୃହ ଅପହରଣ କରିବାକୁ ଲୋକମାନଙ୍କୁ ଠକନ୍ତି। ଆଉ ମଧ୍ଯ ସମାନେେ ଲୋକମାନଙ୍କୁ ପ୍ରତାରଣା କରି ସମାନଙ୍କେର ଭୂମି ଅପହରଣ କରନ୍ତି।

ମଲାଖୀ 3:5
ତା'ପ ରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ଯ ଦବୋ ସମାନଙ୍କେ ବିରୁଦ୍ଧ ରେ, ଯେଉଁମାନେ ମାଯାବୀ, ବ୍ଯଭିଗ୍ଭରୀ, ମିଥ୍ଯାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ଯାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡି ଦିଅନ୍ତି। ସହେିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।

ମାର୍କଲିଖିତ ସୁସମାଚାର 10:19
କିନ୍ତୁ ମୁଁ ତୁମ୍ଭ ପ୍ରଶ୍ନର ଉତ୍ତର ଦେଉଛି। ତୁମ୍ଭେ ଆଜ୍ଞା ଗୁଡିକ ଜାଣିଛ: ହତ୍ଯା କର ନାହିଁ, ବ୍ଯଭିଗ୍ଭର କର ନାହିଁ, ଚୋରି କର ନାହିଁ, ମିଥ୍ଯା ସାକ୍ଷ୍ଯ ଦିଅ ନାହିଁ, ଠକ ନାହିଁ, ଆପଣା ବାପା ମାଆଙ୍କୁ ଆଦର କର।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:25
ମନରେଖ ! ଭୁଲ କର୍ମ ପାଇଁ, ପ୍ରେତ୍ୟକକ ଲୋକ ଦଣ୍ଡ ପାଇବ। ପ୍ରଭୁ ପ୍ରେତ୍ୟକକ ଲୋକକୁ ସମାନ ଭାବରେ ଦେଖନ୍ତି।

ଯାକୁବଙ୍କ ପତ୍ 5:4
ଲୋକେ ତୁମ୍ଭ କ୍ଷତମାନଙ୍କେ ରେ କାମ କଲେ, କିନ୍ତୁ ତୁମ୍ଭେ ତାହାଙ୍କୁ ସମାନଙ୍କେର ମଜୁରୀ ଦଲେ ନାହିଁ। ସମାନେେ ତୁମ୍ଭ ବିରୁଦ୍ଧ ରେ କ୍ରନ୍ଦନ କରୁଛନ୍ତି। ସମାନେେ ତୁମ୍ଭ ପାଇଁ ଶସ୍ଯ ଆମଦାନୀ କଲେ। ଏବେ ସ୍ବର୍ଗୀୟ ସନୋବାହିନୀ ରେ ପ୍ରଭୁ ସମାନଙ୍କେ ଚିତ୍କାର ଶୁଣିଛନ୍ତି।