ଯୋହନଙ୍କ ପ୍ରଥମ ପତ୍ର 3:2 in Oriya

ଓଡିଆ ଓଡିଆ ବାଇବେଲ ଯୋହନଙ୍କ ପ୍ରଥମ ପତ୍ର ଯୋହନଙ୍କ ପ୍ରଥମ ପତ୍ର 3 ଯୋହନଙ୍କ ପ୍ରଥମ ପତ୍ର 3:2

1 John 3:2
ପ୍ରିୟ ବନ୍ଧୁମାନେ, ଆମ୍ଭେ ବର୍ତ୍ତମାନ ପରମେଶ୍ବରଙ୍କର ସନ୍ତାନ, କିନ୍ତୁ ଭବିଷ୍ଯତ ରେ ଆମ୍ଭେ କ'ଣ ହବୋ ତାହା ଆମ୍ଭକୁ ଜଣାଇ ଦିଆଯାଇ ନାହିଁ। ଆମ୍ଭେ ଏହା ଜାଣିଛୁ ଯେ ଖ୍ରୀଷ୍ଟଙ୍କ ପୁନରାଗମନ ସମୟରେ ଆମ୍ଭେ ସବୁ ତାହାଙ୍କ ଭଳି ହାଇଯେିବା। ସେ ଯେପରି, ଆମ୍ଭେ ତାହାଙ୍କୁ ସହେି ରୂପରେ ଦେଖିବା।

1 John 3:11 John 31 John 3:3

1 John 3:2 in Other Translations

King James Version (KJV)
Beloved, now are we the sons of God, and it doth not yet appear what we shall be: but we know that, when he shall appear, we shall be like him; for we shall see him as he is.

American Standard Version (ASV)
Beloved, now are we children of God, and it is not yet made manifest what we shall be. We know that, if he shall be manifested, we shall be like him; for we shall see him even as he is.

Bible in Basic English (BBE)
My loved ones, now we are children of God, and at present it is not clear what we are to be. We are certain that at his revelation we will be like him; for we will see him as he is.

Darby English Bible (DBY)
Beloved, now are we children of God, and what we shall be has not yet been manifested; we know that if it is manifested we shall be like him, for we shall see him as he is.

World English Bible (WEB)
Beloved, now we are children of God, and it is not yet revealed what we will be. But we know that, when he is revealed, we will be like him; for we will see him just as he is.

Young's Literal Translation (YLT)
beloved, now, children of God are we, and it was not yet manifested what we shall be, and we have known that if he may be manifested, like him we shall be, because we shall see him as he is;

Beloved,
Ἀγαπητοί,agapētoiah-ga-pay-TOO
now
νῦνnynnyoon
are
we
τέκναteknaTAY-kna
sons
the
Θεοῦtheouthay-OO
of
God,
ἐσμενesmenay-smane
and
καὶkaikay
yet
not
doth
it
οὔπωoupōOO-poh
appear
ἐφανερώθηephanerōthēay-fa-nay-ROH-thay
what
τίtitee
we
shall
be:
ἐσόμεθαesomethaay-SOH-may-tha
but
οἴδαμενoidamenOO-tha-mane
know
we
δὲdethay
that,
ὅτιhotiOH-tee
when
ἐὰνeanay-AN
he
shall
appear,
φανερωθῇphanerōthēfa-nay-roh-THAY
we
shall
be
ὅμοιοιhomoioiOH-moo-oo
like
αὐτῷautōaf-TOH
him;
ἐσόμεθαesomethaay-SOH-may-tha
for
ὅτιhotiOH-tee
we
shall
see
ὀψόμεθαopsomethaoh-PSOH-may-tha
him
αὐτὸνautonaf-TONE
as
καθώςkathōska-THOSE
he
is.
ἐστινestinay-steen

Cross Reference

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3:18
ଆମ୍ଭ ଚେ ହରୋଗୁଡ଼ିକ ଆଚ୍ଛାଦିତ ନୁହେଁ। ଆମ୍ଭେ ସମସ୍ତେ ପ୍ରଭୁଙ୍କର ମହିମା ପ୍ରତିଫଳିତ କରିପାରୁ। ଆମ୍ଭେ ତାହାଙ୍କ ଭଳି ହବୋକୁ ନିଜକୁ ପରିବର୍ତ୍ତିତ କରୁ। ଏହି ପରିବର୍ତ୍ତନ ଆମ୍ଭ ଭିତ ରେ ଅଧିକରୁ ଅଧିକ ମହିମା ଆଣିଦିଏ। ଉକ୍ତ ମହିମା ପ୍ରଭୁଙ୍କଠାରୁ ଅର୍ଥାତ୍ ଆତ୍ମାଙ୍କଠାରୁ ପ୍ରାପ୍ତ ହେଉ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 13:12
ସହେି ପ୍ରକାର ଆମ୍ଭେ ଗୋଟିଏ ଦର୍ପଣ ସାହାୟ୍ଯ ରେ ଦେଖୁଛୁ, କିନ୍ତୁ ସେତବେେଳେ ଆମ୍ଭେ ପୁଷ୍ପ ଦେଖିବା। ମୁଁ ଏବେ କବଳେ ଆଂଶିକଭାବରେ ଜାଣିଛି, କିନ୍ତୁ ସେତବେେଳେ ପରମେଶ୍ବର ମାେତେ ଯେପରି ଜାଣିଛନ୍ତି, ସହେିପରି ମୁଁ ସମ୍ପୂର୍ଣ୍ଣ ଭାବରେ ଜାଣିବି।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:4
ଖ୍ରୀଷ୍ଟ ହେଉଛନ୍ତି ତୁମ୍ଭମାନଙ୍କର ଜୀବନ। ତେଣୁ ଯେତବେେଳେ ସେ ଆଉ ଥରେ ଆସିବେ, ତାହାଙ୍କ ମହିମା ରେ ତୁମ୍ଭମାନେେ ଅଂଶ ପାଇବ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:18
ଆମ୍ଭେ ଦୁଃଖ ଭୋଗ କରୁଛୁ। କିନ୍ତୁ ଯେଉଁ ଗୌରବ ଆମ୍ଭକୁ ଭବିଷ୍ଯତ ରେ ମିଳିବ ତା ତୁଳନା ରେ ଆମ୍ଭର ବର୍ତ୍ତମାନର ଦୁଃଖ କିଛି ନୁହେଁ।

ପିତରଙ୍କ ଦିତୀୟ ପତ୍ର 1:4
ଯୀଶୁ ନିଜ ମହିମା ଓ ଉତ୍ତମତା ହତେୁ, ପ୍ରତିଜ୍ଞା କରିଥିବା ଅତି ମୂଲ୍ଯବାନ୍ ଓ ମହତ ବିଷୟଗୁଡ଼ିକ ଆମ୍ଭକୁ ଦଇେଛନ୍ତି। ସହେି ଦାନଗୁଡ଼ିକ ସାହାୟ୍ଯ ରେ ତୁମ୍ଭେ ପରମେଶ୍ବରଙ୍କ ଆଚରଣର ଅଂଶ ହାଇପୋରିବ। ଏହାଦ୍ବାରା ଜଗତ ରେ ଥିବା ମନ୍ଦ ବିଷୟଗୁଡ଼ିକ ତୁମ୍ଭକୁ ନଷ୍ଟ କରିପାରିବ ନାହିଁ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:21
ସେ ସ୍ବର୍ଗରୁ ଆସିବେ ଏବଂ ଯେଉଁ ଶକ୍ତି ବଳ ରେ ସବୁ ବିଷୟକୁ ନିଜ ଅଧୀନସ୍ଥ କରନ୍ତି, ସହେି ଶକ୍ତି ବଳ ରେ ସେ ଆମ୍ଭର ହୟେ, ଦହଗେୁଡ଼ିକୁ ପରିବର୍ତ୍ତନ କରି ତାଙ୍କ ନିଜର ଦହେ ଭଳି ଗୌରବମୟ କରି ଦବେେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:29
ପରମେଶ୍ବର ଜଗତ ନିର୍ମାଣ କରିବା ପୂର୍ବରୁ ଏହି ଲୋକମାନଙ୍କୁ ଜଣାଇଥିଲେ। ଏବଂ ପରମେଶ୍ବର ନିର୍ଣୟ କରିଥିଲେ ଯେ ସହେି ଲୋକମାନେ ତାହାଙ୍କର ପୁତ୍ରଭଳି ହୁଅନ୍ତୁ। ତା ହେଲେ ଯୀଶୁ ଅନକେ ଭାଇ ଭଉଣୀ ମାନଙ୍କ ଭିତ ରେ ପ୍ରଥମଜାତ ବୋଲି ଧରା ହବେେ।

ଗୀତସଂହିତା 17:15
ମୁଁ ନ୍ଯାଯ ପାଇଁ ଏସବୁ ପ୍ରାର୍ଥନା କରୁଛି। ତଣେୁ ମୁଁ ନିଶ୍ଚଯ ତୁମ୍ଭର ମୁଖ ଦର୍ଶନ କରିବି ଓ ହେ ସଦାପ୍ରଭୁ ତୁମ୍ଭକୁ ଦର୍ଶନ କରି ଅତ୍ଯନ୍ତ ତୃପ୍ତ ହବେି।

ଯୋହନଲିଖିତ ସୁସମାଚାର 17:24
ହେ ପରମପିତା, ତୁମ୍ଭେ ମାେତେ ଯେଉଁ ଲୋକମାନଙ୍କୁ ଦଇେଛ, ମୁଁ ଗ୍ଭ ହେ, ମୁଁ ଥିବା ପ୍ରେତ୍ୟକକ ସ୍ଥାନ ରେ ସମାନେେ ମାେ ସହିତ ରୁହନ୍ତୁ। ମୁଁ ଇଚ୍ଛା କରେ, ସମାନେେ ମାରେ ଗୌରବ ଦେଖନ୍ତୁ। ଏହି ଗୌରବ ତୁମ୍ଭେ ମାେତେ ଦଇେଛ, କାରଣ ତୁମ୍ଭେ ପୃଥିବୀ ସୃଷ୍ଟି ହବୋ ପୂର୍ବରୁ ମାେତେ ପ୍ ରମେ କଲ।

ଯୋହନଙ୍କ ପ୍ରଥମ ପତ୍ର 3:1
ପରମପିତା ଆମ୍ଭମାନଙ୍କୁ ଅତ୍ଯଧିକ ପ୍ ରମେ କଲେ। ଆମ୍ଭେ ପରମେଶ୍ବରଙ୍କର ସନ୍ତାନ ରୂପେ ନାମିତ ହବୋ ଦ୍ବାରା ଆମ୍ଭ ପ୍ରତି ତାଙ୍କର ମହାନ୍ ପ୍ ରମେ ପ୍ରକାଶ ପାଏ। ଆମ୍ଭେ ପ୍ରକୃତ ରେ ତାଙ୍କର ସନ୍ତାନ ଅଟୁ। କିନ୍ତୁ ଏ ଜଗତ ( ଯେଉଁମାନେ ବିଶ୍ବାସ କରନ୍ତି ନାହିଁ) ପରମେଶ୍ବରଙ୍କୁ ଚିହ୍ନିପାରି ନ ଥିବାରୁ ଆମ୍ଭକୁ ମଧ୍ଯ ପରମେଶ୍ବରଙ୍କ ସନ୍ତାନ ବୋଲି ଚିହ୍ନି ପାରୁ ନାହିଁ।

ଏବ୍ରୀମାନଙ୍କ ନିକଟକୁ ପତ୍ର 9:28
ଖ୍ରୀଷ୍ଟ ଥରେ ବଳି ଭାବରେ ସମର୍ପିତ ହେଲେ, ଯେପରି ଅନକେ ଲୋକଙ୍କର ପାପ ଦୂର କରିପାରିବେ। ଖ୍ରୀଷ୍ଟ ଦ୍ବିତୀୟଥର ଲୋକମାନଙ୍କର ପାପ ପାଇଁ ନୁହେଁ, ମାତ୍ର ଯେଉଁମାନେ ତାହାଙ୍କ ପାଇଁ ପ୍ରତୀକ୍ଷା କରୁଥିବେ, ସମାନଙ୍କେର ମୁକ୍ତି ପାଇଁ ଆସିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:4
ସମାନେେ ତାହାଙ୍କ ମୁଖ ଦେଖିବେ। ସମାନଙ୍କେ କପାଳ ରେ ପରମେଶ୍ବରଙ୍କର ନାମ ଲଖାେ ହବେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:14
ଯେଉଁମାନେ ନିଜ ଜୀବନ ରେ ପରମେଶ୍ବରଙ୍କର ଆତ୍ମାକୁ ନତେୃତ୍ବ ନିଅନ୍ତି ସମାନେେ ପରମେଶ୍ବରଙ୍କର ପ୍ରକୃତ ସନ୍ତାନ।

ଯୋହନଙ୍କ ପ୍ରଥମ ପତ୍ର 2:28
ପ୍ରିୟ ପିଲାମାନେ, ତାହାଙ୍କଠା ରେ ରୁହ। ଏହା କଲେ, ଖ୍ରୀଷ୍ଟ ଯେଉଁଦିନ ଆସିବେ ଆମ୍ଭମାନେେ ଭରସାୟୁକ୍ତ ହାଇେ ଭୟ କରିବା ନାହିଁ। ଯେଉଁଦିନ ସେ ଆସିବେ, ସହେିଦିନ ଆମ୍ଭକୁ ଲଜ୍ଜିତ ହବୋକୁ କିମ୍ବା ଆତ୍ମଗୋପନ କରିବାକୁ ପଡ଼ିବ ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:49
ଆମ୍ଭମାନେେ ଜଗତରୁ ସହେି ମନୁଷ୍ଯ ତୁଲ୍ଯ ନିର୍ମିତ ହାଇେଅଛୁ। ଅତଏବ, ଆମ୍ଭେ ମଧ୍ଯ ସ୍ବର୍ଗର ସହେି ବ୍ଯକ୍ତି ତୁଲ୍ଯ ଶରୀର ଧାରଣ କରିବା।

ମାଥିଉଲିଖିତ ସୁସମାଚାର 5:8
ନିର୍ମଳ ହୃଦୟ ଥିବା ଲୋକମାନେ ଧନ୍ଯ; କାରଣ ସମାନେେ ପରମେଶ୍ବରଙ୍କୁ ଦେଖିବେ।

ଆୟୁବ ପୁସ୍ତକ 19:26
ମାରେ ଚମଡ଼ା ଧ୍ବଂସ ହେଲା ପରି, ବିନା ମାଂସ ରେ ମୁଁ ପରମେଶ୍ବରଙ୍କୁ ଦେଖିବି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 4:17
ବର୍ତ୍ତମାନ ଆମ୍ଭେ ସମ୍ମୁଖୀନ ହେଉଥିବା େଛାଟ େଛାଟ କ୍ଷଣିକ ଅସୁବିଧାଗୁଡ଼ିକ ଆମ୍ଭ ପାଇଁ ଏକ ଅତୁଳନୀୟ, ଉତ୍କୃଷ୍ଟ ଓ ଅନନ୍ତ ମହିମା ଉତ୍ପନ୍ନ କରୁଛି। ଏହି ଅତୁଳନୀୟ ମହିମା ଅସୁବିଧାଗୁଡ଼ିକ ତୁଳନା ରେ ଅତି ମହାନ୍।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:6
ତୁମ୍ଭମାନେେ ପରମେଶ୍ବରଙ୍କ ସନ୍ତାନ, ସେଥିପାଇଁ ସେ ତୁମ୍ଭମାନଙ୍କ ହୃଦୟ ଭିତ ରେ ନିଜ ପୁତ୍ରଙ୍କ ଆତ୍ମାକୁ ସ୍ଥାପିତ କଲେ। ସହେି ଆତ୍ମା ଆବବା, ପ୍ରିୟ ପିତା ବୋଲି ଡ଼ାକନ୍ତି।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:26
ଖ୍ରୀଷ୍ଟ ଯୀଶୁଙ୍କଠା ରେ ବିଶ୍ବାସ ଦ୍ବାରା ତୁମ୍ଭେ ସମସ୍ତେ ପରମେଶ୍ବରଙ୍କ ସନ୍ତାନଗଣ ଅଟ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:6
ଅତଏବ ଆମ୍ଭର ପୂର୍ଣ୍ଣ ଆଶା ଅଛି। ଆମ୍ଭେ ଜାଣୁ ଯେ, ଯେପର୍ୟ୍ଯନ୍ତ ଆମ୍ଭେ ଏହି ଦହେ ରେ ଅଛୁ ସପେର୍ୟ୍ଯନ୍ତ ଆମ୍ଭେ ପ୍ରଭୁଙ୍କ ଠାରୁ ଦୂର ରେ ଅଛୁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2:9
କିନ୍ତୁ ଶାସ୍ତ୍ରମାନଙ୍କ ରେ ଏହିପରି ଲଖାେ ଅଛି :

ଗୀତସଂହିତା 31:19
ପରମେଶ୍ବର, ତୁମ୍ଭେ ଆପଣା ଅନୁସରଣକାରୀମାନଙ୍କ ପାଇଁ ଉତ୍ତମତା ଏକ ଧନଭଣ୍ଡାର ପରି ରଖିଅଛ। ତୁମ୍ଭେ ସମସ୍ତଙ୍କ ସମ୍ମୁଖରେ ଭଲ କାର୍ୟ୍ଯ କର। ସହେି ଲୋକମାନଙ୍କ ପାଇଁ ଯେଉଁମାନେ ତୁମ୍ଭର ଅନୁଗତ।

ମଲାଖୀ 3:2
ମାତ୍ର ସହେି ସମୟ ପାଇଁ କୌଣସି ବ୍ଯକ୍ତି ପ୍ରସ୍ତୁତ ହାଇପୋରିବ ନାହିଁ। ସେ ଯେତବେେଳେ ଆସିବେ କହେି ରକ୍ଷା କରିବେ ନାହିଁ। ସେ ଏକ ମାର୍ଜିତ ଅଗ୍ନି ସଦୃଶ ହବେେ, ଆଉ ମଧ୍ଯ ପରିଷ୍କାରକାରୀ ରଜକର କ୍ଷାର ସ୍ବରୂପ ହବେ।

ଯୋହନଙ୍କ ପ୍ରଥମ ପତ୍ର 5:1
ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ବୋଲି ଯେଉଁମାନେ ବିଶ୍ବାସ କରନ୍ତି, ସମାନେେ ପରମେଶ୍ବରଙ୍କର ସନ୍ତାନ ଅଟନ୍ତି। ପରମ ପିତାଙ୍କୁ ପ୍ ରମେ କରୁଥିବା ବ୍ଯକ୍ତି ତାହାଙ୍କର ସନ୍ତାନମାନଙ୍କୁ ମଧ୍ଯ ପ୍ ରମେ କରେ।

ଗୀତସଂହିତା 16:11
ତୁମ୍ଭେ ମାେତେ ବଞ୍ଚିବା ପାଇଁ ଜୀବନପଥ ଶିକ୍ଷା ଦବେ। ୟେ ହତେୁ ମୁଁ ତୁମ୍ଭ ସହିତ ଅଛି। ହେ ସଦାପ୍ରଭୁ, ତୁମ୍ଭେ ମାେତେ ସୁଖ ଶାନ୍ତିରେ ରହିବାକୁ ଦବେ। ୟେ ହତେୁ ମୁଁ ତୁମ୍ଭର ଦକ୍ଷିଣ ପାଶର୍‌ବରେ ଅବସ୍ଥିତ, ମାେ ପାଇଁ ଚିରଦିନ ନିତ୍ଯ ସୁଖ ଭୋଗ ଆଣିଦବେ।

ଯିଶାଇୟ 56:5
ସମାନଙ୍କେୁ ଆମ୍ଭେ ଆମ୍ଭ ମନ୍ଦିର ମଧିଅରେ ଓ ଆମ୍ଭ ପ୍ରାଚୀର ଭିତ ରେ ପୁତ୍ର କନ୍ଯା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦବୋ।'