1 John 5:19
ଆମ୍ଭେ ଜାଣୁ, ଯେ ଆମ୍ଭେ ପରମେଶ୍ବରଙ୍କର ଅଟୁ ମାତ୍ର ସମଗ୍ର ଜଗତ ଶୟତାନର ନିୟନ୍ତ୍ରଣ ରେ ଅଛି।
1 John 5:19 in Other Translations
King James Version (KJV)
And we know that we are of God, and the whole world lieth in wickedness.
American Standard Version (ASV)
We know that we are of God, and the whole world lieth in the evil one.
Bible in Basic English (BBE)
We are certain that we are of God, but all the world is in the power of the Evil One.
Darby English Bible (DBY)
We know that we are of God, and the whole world lies in the wicked [one].
World English Bible (WEB)
We know that we are of God, and the whole world lies in the power of the evil one.
Young's Literal Translation (YLT)
we have known that of God we are, and the whole world in the evil doth lie;
| And we know | οἴδαμεν | oidamen | OO-tha-mane |
| that | ὅτι | hoti | OH-tee |
| we are | ἐκ | ek | ake |
| of | τοῦ | tou | too |
| Θεοῦ | theou | thay-OO | |
| God, | ἐσμεν, | esmen | ay-smane |
| and | καὶ | kai | kay |
| the | ὁ | ho | oh |
| whole | κόσμος | kosmos | KOH-smose |
| world | ὅλος | holos | OH-lose |
| lieth | ἐν | en | ane |
| in | τῷ | tō | toh |
| πονηρῷ | ponērō | poh-nay-ROH | |
| wickedness. | κεῖται | keitai | KEE-tay |
Cross Reference
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:4
ପରମପିତା ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ଯୀଶୁଖ୍ରୀଷ୍ଟ ଆମ୍ଭ ପାପଗୁଡ଼ିକ ପାଇଁ ଓ ଆମ୍ଭେ ରହୁଥିବା ପାପ ସଂସାରରୁ ଆମ୍ଭକୁ ମୁକ୍ତ କରିବା ପାଇଁ ନିଜକୁ ସମର୍ପିତ କଲେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:9
ବିଶାଳ ସାପକୁ ସ୍ବର୍ଗରୁ ପୃଥିବୀ ରେ ନିକ୍ଷପେ କରାଗଲା। ( ସହେି ବିଶାଳ ସାପ ହେଉଛି ସହେି ଅତୀତର ପୁରୁଣା ସାପ, ଯାହାକୁ ଶୟତାନ କୁହାୟାଏ। ସେ ପୃଥିବୀ ବାସୀଙ୍କୁ ଭୁଲ ରାସ୍ତା ରେ ନିଏ। ସାପକୁ ତା'ର ଦୂତମାନଙ୍କ ସହିତ ସଦଳବଳ ରେ ପୃଥିବୀ ରେ ନିକ୍ଷପେ କରାଗଲା।
ଯୋହନଙ୍କ ପ୍ରଥମ ପତ୍ର 4:4
ପିଲାମାନେ !ତୁମ୍ଭମାନେେ ପରମେଶ୍ବରଙ୍କର ଅଟ। ସେଥିପାଇଁ ତୁମ୍ଭମାନେେ ସମାନଙ୍କେୁ (ଭଣ୍ଡ ଶିକ୍ଷକମାନଙ୍କୁ) ପରାସ୍ତ କରିଛ କାରଣ ତୁମ୍ଭ ମଧିଅରେ ଯେ ଅଛନ୍ତି, ସେ ଜାଗତିକ ଲୋକମାନଙ୍କଠା ରେ ଥିବା ଶୟତାନଠାରୁ ମଧ୍ଯ ମହାନ୍।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 4:4
ଅବିଶ୍ବାସୀମାନଙ୍କ ମନକୁ ଜଗତପତି ଶୟତାନ ଅନ୍ଧ କରି ଦଇେଛି। ତେଣୁ ସମାନେେ ଖ୍ରୀଷ୍ଟଙ୍କର ସୁସମାଚାରର ଆଲୋକ ଦେଖି ପାରନ୍ତି ନାହିଁ।
ଯୋହନଲିଖିତ ସୁସମାଚାର 12:31
ବର୍ତ୍ତମାନ ଜଗତର ବିଚାରର ସମୟ ଉପସ୍ଥିତ, ଏହି ଜଗତର ଶାସକ ବିତାଡିତ ହବୋର ଏହା ହେଉଛି ସମୟ।
ଯୋହନଲିଖିତ ସୁସମାଚାର 16:11
ସହେି ସାହାୟ୍ଯକାରୀ ବିଚାରର ସତ୍ଯତା ବିଷୟ ରେ ଜଗତକୁ ପ୍ରମାଣ ଦବେେ, କାରଣ ଏହି ଜଗତର ଶାସକର ବିଚାର ହାଇେ ସାରିଲଣେି।
ଯୋହନଙ୍କ ପ୍ରଥମ ପତ୍ର 5:20
ଆମ୍ଭେ ଏହା ମଧ୍ଯ ଜାଣୁ ଯେ, ପରମେଶ୍ବରଙ୍କ ପୁତ୍ର ଆସି ଅଛନ୍ତି ଓ ସେ ଆମ୍ଭମାନଙ୍କୁ ବୁଝିବା ଶକ୍ତି ପ୍ରଦାନ କରିଛନ୍ତି। ତେଣୁ ବର୍ତ୍ତମାନ ଆମ୍ଭେ ପରମେଶ୍ବରଙ୍କୁ ଜାଣିପାରୁ। ସହେି ପରମେଶ୍ବର ସତ୍ଯ ଅଟନ୍ତି। ସହେି ସତ୍ଯମୟ ପରମେଶ୍ବର ଓ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କଠା ରେ ଆମ୍ଭମାନଙ୍କର ଜୀବନ ଅଛି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 13:7
ତାହାକୁ ପରମେଶ୍ବରଙ୍କ ପବିତ୍ ରେଲାକ ବିରୁଦ୍ଧ ରେ ୟୁଦ୍ଧ କରି ସମାନଙ୍କେୁ ପରାସ୍ତ କରିବାର କ୍ଷମତା ଦିଆଗଲା। ତାହାକୁ ପୃଥିବୀର ସବୁ ଗୋଷ୍ଠୀ, ଜାତି, ପ୍ରଜାତି ଓ ଦେଶଗୁଡ଼ିକ ଉପରେ ଶାସନ କରିବାକୁ କ୍ଷମତା ଦିଆଗଲା।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:2
ଅତୀତ ରେ ତୁମ୍ଭେ ସହେି ପାପ କାର୍ୟ୍ଯ ସହିତ ଜଡ଼ିତ ଥିଲ। ତୁମ୍ଭେ ସାଂସାରିକ ଜୀବନଯାପନ କରୁଥିଲ। ପୃଥିବୀ ରେ ମନ୍ଦ ଶକ୍ତିର ଶାସକକୁ ତୁମ୍ଭେ ଅନୁସରଣ କରୁ ଥିଲ। ସହେି ମନ୍ଦ ଶକ୍ତି ଏବେ ମଧ୍ଯ ପରମେଶ୍ବରଙ୍କୁ ଅମାନ୍ଯ କରୁଥିବା ଲୋକଙ୍କ ଭିତ ରେ କାମ କରୁଛି।
ଯୋହନଲିଖିତ ସୁସମାଚାର 14:30
ମୁଁ ତୁମ୍ଭ ସହିତ ବେଶୀ ସମୟ କଥାବାର୍ତ୍ତା ହବେି ନାହିଁ। ଏ ଜଗତର ଶାସକ ଆସୁଛି। ମାେ ଉପରେ ତାର କୌଣସି କ୍ଷମତା ନାହିଁ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:7
ଏକ ହଜାର ବର୍ଷ ଶଷେ ହବୋପରେ ଶୟତାନକୁ ତା'ର ଗଭୀରତମ ଗହ୍ବରର ବନ୍ଦୀଶାଳାରୁ ମୁକ୍ତି ମିଳିବ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:3
ସେ ତାହାକୁ ଗଭୀରତମ ଗହ୍ବର ରେ ଫୋପାଡ଼ି ଦେଲେ ଓ ତାହାକୁ ବନ୍ଦ କରି ଦେଲେ। ଦୂତ ସହେି ଗହ୍ବରକୁ ବନ୍ଦ କରି ମୁଦ୍ରା ବସାଇଲେ, ଯେପରି ସେ ହଜାରବର୍ଷ ପୂର୍ଣ୍ଣ ହବୋପର୍ୟ୍ଯନ୍ତ ଲୋକମାନଙ୍କୁ ଭ୍ରାନ୍ତ କରିପାରିବ ନାହିଁ। ଏକ ହଜାର ବର୍ଷ ପରେ ତାହାକୁ ଖୁବ୍ ଅଳ୍ପ ସମୟ ପାଇଁ ମୁକ୍ତ କରାୟିବ।
ଯୋହନଙ୍କ ପ୍ରଥମ ପତ୍ର 5:18
ଆମ୍ଭେ ଜାଣୁ ଯେ, ପରମେଶ୍ବରଙ୍କର ସନ୍ତାନ ହାଇେଥିବା ବ୍ଯକ୍ତି ଆଉ ପାପରେ ଲିପ୍ତ ରହେ ନାହିଁ। ବରଂ ପରମେଶ୍ବରଙ୍କ ପୁତ୍ର ତାହାକୁ ରକ୍ଷା କରନ୍ତି ଏବଂ ପାପାତ୍ମା ତା'ର କିଛି କ୍ଷତି କରିପା ରେ ନାହିଁ।
ଯୋହନଙ୍କ ପ୍ରଥମ ପତ୍ର 5:13
ହେ ପରମେଶ୍ବରଙ୍କ ପୁତ୍ରଙ୍କ ନାମ ରେ ବିଶ୍ବାସ କରୁଥିବା ଲୋକମାନେ, ତୁମ୍ଭମାନେେ ଯେପରି ଜାଣ ଯେ, ତୁମ୍ଭମାନେେ ଅନନ୍ତ ଜୀବନ ପାଇଅଛ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।
ଯୋହନଲିଖିତ ସୁସମାଚାର 15:18
ଯଦି ତୁମ୍ଭକୁ ଜଗତ ଘୃଣା କରେ, ତବେେ ମନରେଖ, ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବରୁ ଜଗତ ମାେତେ ଘୃଣା କରିଛି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:28
ପରମେଶ୍ବରଙ୍କ ବିଷୟ ରେ ପ୍ରକୃତ ଜ୍ଞାନ ପ୍ରପ୍ତ କରିବାକୁ ଲୋକେ ଗୁରୁତ୍ବ ଦେଲନୋହିଁ। ସେଥିପାଇଁ ପରମେଶ୍ବର ସମାନଙ୍କେୁ ସମାନଙ୍କେ ବିକୃତ ଚ଼ିନ୍ତା ରେ ରହିବାକୁ ଛାଡ଼ି ଦେଲେ ଓ ସମାନେେ ଅନୁଚ଼ିତ କର୍ମକରି ରହିଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:9
ସେଥିପାଇଁ ଅନ୍ୟ ଲୋକମାନଙ୍କଠାରୁ ଆମ୍ଭେ ଯିହୂଦୀଗଣ କଣ ଭଲ? ନା। ଯିହୂଦୀ ଓ ଅଣଯିହୂଦୀ ସମସ୍ତେ ସମାନ ବୋଲି ଆମ୍ଭେ ଆଗରୁ କହି ସାରିଛୁ। ସମାନେେ ସମସ୍ତେ ନିଜ ନିଜ ପାପ ପାଇଁ ଦୋଷୀ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:16
ଆମ୍ଭେ ପରମେଶ୍ବରଙ୍କର ସନ୍ତାନ ବଲେି କହିବା ଲାଗି ସହେି ଆତ୍ମା ଆମ୍ଭ ଆତ୍ମା ସହିତ ଯଡେି ହୁଅନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:1
ଆପଣ ଜାଣନ୍ତି ଯେ, ଆମ୍ଭର ଶରୀରରୂପ ତମ୍ବୁ ଯେଉଁଥି ରେ ଆମ୍ଭେ ରହିଛୁ, ତାହା ନଷ୍ଟ ହବେ। ଏପରି ଘଟିଲା ପରେ ପରମେଶ୍ବରଙ୍କ ସହିତ ବାସ କରିବା ନିମନ୍ତେ ଏକ ଗୃହ ଆମ୍ଭକୁ ଦବେେ। ଏହା ମଣିଷ ଦ୍ବାରା ନିର୍ମିତ ନୁହେଁ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:3
ଅତୀତ ରେ ଆମ୍ଭେ ମଧ୍ଯ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଇର୍ଷାଳୁ ଓ ଦ୍ବଷେପୂର୍ଣ୍ଣ ଜୀବନ ଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।
ଯାକୁବଙ୍କ ପତ୍ 4:4
ଏହାଦ୍ବାରା ତୁମ୍ଭମାନେେ ପରମେଶ୍ବରଙ୍କ ନିକଟରେ ବିଶ୍ବସ୍ତ ନୁହଁ। ତୁମ୍ଭେ ଜାଣି ରଖିବା ଉଚିତ ଯେ, ଜଗତକୁ ଭଲ ପାଇବା ଓ ପରମେଶ୍ବରଙ୍କୁ ଘୃଣା କରିବା ବିଷୟ ସମାନ। ଅତଏବ ଯଦି କହେି ଏହି ସଂସାରର ଅଂଶୀ ହବୋ ପାଇଁ ଇଚ୍ଛା କରେ, ତବେେ ସେ ନିଜକୁ ପରମେଶ୍ବରଙ୍କୁ ଶତ୍ରୁ କରି ପକାଏ।
ଯୋହନଙ୍କ ପ୍ରଥମ ପତ୍ର 3:24
ଯେଉଁ ଲୋକ ତାହାଙ୍କ ଆଦେଶଗୁଡ଼ିକ ପାଳନ କରେ, ସେ ପରମେଶ୍ବରଙ୍କଠା ରେ ରୁ ହେ ଓ ପରମେଶ୍ବର ସହେି ଲୋକଠା ରେ ରୁହନ୍ତି। ପରମେଶ୍ବର ଯେ ଆମ୍ଭମାନଙ୍କଠା ରେ ବାସ କରନ୍ତି, ତାହା ଆମ୍ଭମାନେେ କିପରି ଜାଣିବା ? ପରମେଶ୍ବରଙ୍କ ଦତ୍ତ ପବିତ୍ର ଆତ୍ମାଙ୍କ ଦ୍ବାରା ଆମ୍ଭମାନେେ ତାହା ଜାଣିପାରିବା।
ଯୋହନଙ୍କ ପ୍ରଥମ ପତ୍ର 5:10
ପରମେଶ୍ବଙ୍କର ପୁତ୍ରଙ୍କୁ ବିଶ୍ବାସ କରୁଥିବା ବ୍ଯକ୍ତି ନିଜ ହୃଦୟ ରେ ସହେି ବାକ୍ଯ ସାକ୍ଷ୍ଯ ପାଇଅଛି। ପରମେଶ୍ବରଙ୍କଠା ରେ ବିଶ୍ବାସ କରୁ ନ ଥିବା ବ୍ଯକ୍ତି ପରମେଶ୍ବରଙ୍କୁ ମିଥ୍ଯାବାଦୀ କରିଦିଏ, କାରଣ ଈଶ୍ବର ଆପଣା ପୁତ୍ରଙ୍କ ସମ୍ବନ୍ଧ ରେ ଯାହା କହିଛନ୍ତି, ସେ ତାହା ବିଶ୍ବାସ କରେ ନାହିଁ।
ଯୋହନଙ୍କ ପ୍ରଥମ ପତ୍ର 3:14
ଆମ୍ଭେ ଜାଣୁ ଯେ, ଆମ୍ଭେ ମୃତ୍ଯୁର ସୀମା ପାରି ହାଇେ ଜୀବନ ରେ ପ୍ରବେଶ କରିଛୁ, କାରଣ ଆମ୍ଭେ ନିଜ ଭାଇ ଓ ଭଉଣୀମାନଙ୍କୁ ପ୍ ରମେ କରୁ। ଯେଉଁ ଲୋକ ପ୍ ରମେ କରେ ନାହିଁ, ସେ ମୃତ୍ଯୁ ସୀମା ମଧିଅରେ ଥାଏ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:12
ସହେି ସୁସମାଚାର କହିଥିବାରୁ ଏବେ ମୁଁ କଷ୍ଟ ପାଉଛି। କିନ୍ତୁ ମୁଁ ଲଜ୍ଜିତ ନୁହେଁ। ମୁଁ ଯାହାଙ୍କୁ ବିଶ୍ବାସ କରିଛି, ତାହାଙ୍କୁ ମୁଁ ଜାଣେ। ମାରେ ପୂର୍ଣ୍ଣ ଆଶା ଅଛି ଯେ, ସେ ସହେି ବିଷୟଗୁଡ଼ିକ ସହେିଦିନ296 ପର୍ୟ୍ଯନ୍ତ ରକ୍ଷା କରିବେ, ଯେଉଁଗୁଡ଼ିକର ଦାଯିତ୍ବ ସେ ମାେ ଉପରେ ନ୍ଯସ୍ତ କରିଥିଲେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 1:12
ପୁଣି ଆମ୍ଭେ ସମ୍ପୂର୍ଣ୍ଣ ହୃଦୟର ସହ କହିପାରୁ ଯେ, ଏହି ଜଗତ ରେ ଆମ୍ଭେ ଯାହା କିଛି କରୁଛୁ, ତାହା ସବୁ ଆମ୍ଭେ ପରମେଶ୍ବରଙ୍କଠାରୁ ପାଇଥିବା ଶୁଦ୍ଧ ଓ ଅକପଟ ହୃଦୟ ରେ କହୁଛୁ। ଏଥିପାଇଁ ଆମ୍ଭେ ଗର୍ବିତ। ଏହା ତୁମ୍ଭମାନଙ୍କ ପାଇଁ କରା ଯାଇଥିବା କାର୍ୟ୍ଯ ଦୃଷ୍ଟିରୁ ଏହା ଅଧିକ ସତ୍ଯ। କାରଣ ଆମ୍ଭେ ଏହା ଜାଗତିକ ଜ୍ଞାନ ରେ ନୁହେଁ ମାତ୍ର ପରମେଶ୍ବରଙ୍କ କୃପାରୁ କରୁଛୁ।