ଓଡ଼ିଆ ଓଡ଼ିଆ ବାଇବେଲ ପ୍ରଥମ ରାଜାବଳୀ ପ୍ରଥମ ରାଜାବଳୀ 18 ପ୍ରଥମ ରାଜାବଳୀ 18:36 ପ୍ରଥମ ରାଜାବଳୀ 18:36 ଚିତ୍ର English

ପ୍ରଥମ ରାଜାବଳୀ 18:36 ଚିତ୍ର

ସନ୍ଧ୍ଯାକାଳୀନ ପ୍ରାର୍ଥନା ଉତ୍ସର୍ଗ କରିବା ସମୟରେ ଏଲିଯ ସଦାପ୍ରଭୁଙ୍କ ୟଜ୍ଞବଦେୀ ନିକଟକୁ ଗଲେ କହିଲେ, ହେ ସଦାପ୍ରଭୁ, ଅବ୍ରହାମ, ଇସ୍ହାକ ଯାକୁବର ପରମେଶ୍ବର ଇଶ୍ରାୟେଲୀୟମାନଙ୍କୁ ଆଜି ପ୍ରମାଣ କର ଯେ, ତୁମ୍ଭେ ଇଶ୍ରାୟେଲର ପରମେଶ୍ବର ମୁଁ ଯେ ତୁମ୍ଭର ସବେକ ଏବଂ ମୁଁ ଯେ ତୁମ୍ଭ ବାକ୍ଯ ଅନୁସାରେ ଏହିସବୁ କାର୍ୟ୍ଯ କରିଅଛି।
Click consecutive words to select a phrase. Click again to deselect.
ପ୍ରଥମ ରାଜାବଳୀ 18:36

ସନ୍ଧ୍ଯାକାଳୀନ ପ୍ରାର୍ଥନା ଉତ୍ସର୍ଗ କରିବା ସମୟରେ ଏଲିଯ ସଦାପ୍ରଭୁଙ୍କ ୟଜ୍ଞବଦେୀ ନିକଟକୁ ଗଲେ ଓ କହିଲେ, ହେ ସଦାପ୍ରଭୁ, ଅବ୍ରହାମ, ଇସ୍ହାକ ଓ ଯାକୁବର ପରମେଶ୍ବର ଇଶ୍ରାୟେଲୀୟମାନଙ୍କୁ ଆଜି ପ୍ରମାଣ କର ଯେ, ତୁମ୍ଭେ ଇଶ୍ରାୟେଲର ପରମେଶ୍ବର ଓ ମୁଁ ଯେ ତୁମ୍ଭର ସବେକ ଏବଂ ମୁଁ ଯେ ତୁମ୍ଭ ବାକ୍ଯ ଅନୁସାରେ ଏହିସବୁ କାର୍ୟ୍ଯ କରିଅଛି।

ପ୍ରଥମ ରାଜାବଳୀ 18:36 Picture in Oriya