English
ପ୍ରଥମ ରାଜାବଳୀ 3:1 ଚିତ୍ର
ତା'ପରେ ଶଲୋମନ ମିଶରର ରାଜା ସହିତ ଚୁକ୍ତି କରି ଫାରୋଙ୍କ କନ୍ଯାକୁ ବିବାହ କଲେ ଓ ତାକୁ ଦାଉଦ ନଗରକୁ ଆଣିଲେ। ସହେି ସମୟରେ ସେ ନିଜ ପାଇଁ ପ୍ରସାଦ ଓ ସଦାପ୍ରଭୁଙ୍କ ପାଇଁ ଏକ ମନ୍ଦିର ନିର୍ମାଣ କରୁଥିଲେ। ସେ ମଧ୍ଯ ୟିରୁଶାଲମର ଚତୁର୍ଦ୍ଦିଗ ରେ ଏକ ପ୍ରାଚୀର ନିର୍ମାଣ କରୁଥିଲେ।