1 Peter 2:16
ପରମେଶ୍ବର ଏହା ଚାହାଁନ୍ତି। ସ୍ବାଧୀନ ଲୋକ ଭଳି ବିଚରଣ କର। କିନ୍ତୁ ମନ୍ଦ କର୍ମ କରିବା ପାଇଁ ଏହି ସ୍ବାଧୀନତାର ଅପବ୍ଯବହାର କର ନାହିଁ। ପରମେଶ୍ବରଙ୍କ ସବୋ ରେ ଜୀବନ କାଟ।
1 Peter 2:16 in Other Translations
King James Version (KJV)
As free, and not using your liberty for a cloke of maliciousness, but as the servants of God.
American Standard Version (ASV)
as free, and not using your freedom for a cloak of wickedness, but as bondservants of God.
Bible in Basic English (BBE)
As those who are free, not using your free position as a cover for wrongdoing, but living as the servants of God;
Darby English Bible (DBY)
as free, and not as having liberty as a cloak of malice, but as God's bondmen.
World English Bible (WEB)
as free, and not using your freedom for a cloak of wickedness, but as bondservants of God.
Young's Literal Translation (YLT)
as free, and not having the freedom as the cloak of the evil, but as servants of God;
| As | ὡς | hōs | ose |
| free, | ἐλεύθεροι | eleutheroi | ay-LAYF-thay-roo |
| and | καὶ | kai | kay |
| not | μὴ | mē | may |
| using | ὡς | hōs | ose |
your | ἐπικάλυμμα | epikalymma | ay-pee-KA-lyoom-ma |
| liberty | ἔχοντες | echontes | A-hone-tase |
| for | τῆς | tēs | tase |
| cloak a | κακίας | kakias | ka-KEE-as |
| of | τὴν | tēn | tane |
| maliciousness, | ἐλευθερίαν | eleutherian | ay-layf-thay-REE-an |
| but | ἀλλ' | all | al |
| as | ὡς | hōs | ose |
| the servants | δοῦλοι | douloi | THOO-loo |
| of God. | θεοῦ | theou | thay-OO |
Cross Reference
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:22
କିନ୍ତୁ ଏବେ ତୁମ୍ଭମାନେେ ପାପରୁ ମୁକ୍ତ। ତୁମ୍ଭମାନେେ ଏବେ ପରମେଶ୍ବରଙ୍କର ଦାସ ଓ ଏହା କବଳେ ପରମେଶ୍ବରଙ୍କ ପାଇଁ ତୁମ୍ଭମାନଙ୍କୁ ଜୀବନ ଆଣି ଦବେ। ତା'ପରେ ତୁମ୍ଭମାନେେ ସଦାକାଳ ପାଇଁ ଅନନ୍ତ ଜୀବନ ପାଇବ।
ଯାକୁବଙ୍କ ପତ୍ 1:25
କିନ୍ତୁ ପ୍ରକୃତ ସୁଖୀ ଲୋକ ଯତ୍ନ ସହକା ରେ ପରମେଶ୍ବରଙ୍କ ସିଦ୍ଧ ବ୍ଯବସ୍ଥାକୁ ଅଧ୍ଯୟନ କରେ ଯାହା ମନୁଷ୍ଯମାନଙ୍କୁ ସ୍ବାଧୀନ କରିଥାଏ। ସେ ସର୍ବଦା ତାହା ଅଧ୍ଯୟନ କରୁଥାଏ। ସେ ପରମେଶ୍ବରଙ୍କ ଶିକ୍ଷାକୁ ଶୁଣେ ଓ ସହେି ଶୁଣିଥିବା ବିଷୟ ଭୁଲିଯାଏ ନାହିଁ। ତା'ପରେ ସେ ପରମେଶ୍ବରଙ୍କ ସହେି ଶିକ୍ଷାକୁ ପାଳନ କରେ। ଏପରି କରିବା ଦ୍ବାରା ସେ ସୁଖୀ ହୁଏ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7:22
କାରଣ ଯେଉଁ ଲୋକକୁ ପ୍ରଭୁ ଆହ୍ବାନ କଲା ବେଳେ କ୍ରୀତଦାସ ଥିଲା, ଏବେ ସେ ପ୍ରଭୁଙ୍କଠା ରେ ସ୍ବାଧୀନ ଲୋକ। ସହେି ପ୍ରକାର ସ୍ବାଧୀନ ଲୋକ ଥିଲା ବେଳେ ପ୍ରଭୁ ଯାହାକୁ ଆହ୍ବାନ କଲେ, ସେ ଏବେ ପ୍ରଭୁଙ୍କର କ୍ରୀତଦାସ ଅଟେ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:13
ମାେ ଭାଇ ଓ ଭଉଣୀମାନେ ! ପରମେଶ୍ବର ତୁମ୍ଭମାନଙ୍କୁ ସ୍ବାଧୀନ ରହିବା ପାଇଁ ବାଛିଛନ୍ତି। କିନ୍ତୁ ଏହି ସ୍ବାଧୀନତାକୁ ତୁମ୍ଭମାନେେ ନିଜ ନିଜର ପାପମୟ ସ୍ବଭାବର ଇଚ୍ଛା ପୂରଣ ନିମନ୍ତେ ବ୍ଯବହାର କର ନାହିଁ। ବରଂ ଏକ ଆ ରକରେ ପ୍ ରମେ ପୂର୍ବକ ସବୋ କର।
ଯିହୂଦାଙ୍କ ପତ୍ର 1:4
କେତକେ ଲୋକମାନେ ଗୁପ୍ତ ଭାବରେ ତୁମ୍ଭ ଦଳ ରେ ପ୍ରବେଶ କରିଛନ୍ତି। ସମାନେେ ସମାନଙ୍କେର କାର୍ୟ୍ଯ ପାଇଁ ଦୋଷୀ ବିବଚେିତ ହାଇେ ସାରିଲଣେି। ଭବିଷ୍ଯଦ୍ ବକ୍ତାମାନେ ବହୁତ ଆଗରୁ ଏହି ଲୋକମାନଙ୍କ ବିଷୟ ରେ ଲେଖିଥିଲେ। ଏହି ଲୋକମାନେ ପରମେଶ୍ବରଙ୍କର ବିରୋଧୀ। ସମାନେେ ପାପପୂର୍ଣ୍ଣ କାର୍ୟ୍ଯ କରିବା ପାଇଁ ଆମ୍ଭ ପରମେଶ୍ବରଙ୍କର ଅନୁଗ୍ରହକୁ ଅପବ୍ଯବହାର କରୁଛନ୍ତି। ଏହି ଲୋକମାନେ ଆମ୍ଭର କର୍ତ୍ତା ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କୁ ଗ୍ରହଣ କରୁ ନାହାନ୍ତି।
ପିତରଙ୍କ ଦିତୀୟ ପତ୍ର 2:19
ଏହି ଭଣ୍ଡ ଶିକ୍ଷକମାନେ ସହେି ଲୋକମାନଙ୍କୁ ମୁକ୍ତିର ପ୍ରତିଜ୍ଞା ଦିଅନ୍ତି। ମାତ୍ର ଏହି ଭଣ୍ଡ ଶିକ୍ଷକମାନେ ନିଜେ ମୁକ୍ତି ପାଇ ନାହାଁନ୍ତି। ସମାନେେ ନିଜେ ବିନଷ୍ଟ ବିଷୟର ଦାସ ଅଟନ୍ତି। ଜଣେ ବ୍ଯକ୍ତି ଯାହା ଦ୍ବାରା ନିୟନ୍ତ୍ରିତ ହୁଏ, ସେ ସେଥିର ଦାସ ଅଟେ।
ଯାକୁବଙ୍କ ପତ୍ 2:12
ଲୋକମାନଙ୍କୁ ସ୍ବାଧୀନ କରୁଥିବା ବ୍ଯବସ୍ଥା ଦ୍ବାରା ତୁମ୍ଭର ବିଚାର ହବେ। ପ୍ରେତ୍ୟକକ କଥା କହିଲା ବେଳେ ଓ ପ୍ରେତ୍ୟକକ କାମ କଲା ବେଳେ, ତୁମ୍ଭେ ଏହି କଥା ମନେ ରଖିବା ଉଚିତ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:5
ତୁମ୍ଭମାନେେ ଜାଣିଛ ଯେ, କବେେ ହେଲେ ଆମ୍ଭେ ଖୋସାମଦିଆ କଥା କହି ତୁମ୍ଭକୁ ପ୍ରଭାବିତ କରିବା ପାଇଁ ଚେଷ୍ଟା କରି ନାହୁଁ। ଆମ୍ଭେ ତୁମ୍ଭମାନଙ୍କର ଟଙ୍କା ପାଇବା ପାଇଁ ଚାହିଁ ନାହୁଁ। ତୁମ୍ଭମାନଙ୍କଠାରୁ ଆମ୍ଭେ ନିଜର କୌଣସି ସ୍ବାର୍ଥପର ଭାବ ଗୁପ୍ତ ରଖି ନାହୁଁ। ପରମେଶ୍ବର ଜାଣନ୍ତି ଯେ, ଏହା ସତ୍ଯ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:24
ମନରେଖ ! ତୁମ୍ଭମାନେେ ତୁମ୍ଭମାନଙ୍କର ପୁରସ୍କାର ପ୍ରଭୁଙ୍କଠାରୁ ପାଇବ। ସେ ତାଙ୍କ ଲୋକଙ୍କୁ ଯାହା ପ୍ରତିଶୃତି ଦଇେଛନ୍ତି, ତାହା ତୁମ୍ଭମାନଙ୍କୁ ଦବେେ। ତୁମ୍ଭମାନେେ ପ୍ରଭୁ ଖ୍ରୀଷ୍ଟଙ୍କ ସବୋ କରୁଛ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:6
ମାଲିକ ଉପସ୍ଥିତ ଥିଲା ବେଳେ ତୁମ୍ଭେ ସମାନଙ୍କେୁ ଖୁସି କରିବା ପାଇଁ କବଳେ ଆଜ୍ଞା ପାଳନ କଲେ ହବେ ନାହିଁ, ମାତ୍ର ତାହାଠାରୁ ଆହୁରି ଅଧିକ କାର୍ୟ୍ଯ ବିଶ୍ବସ୍ତ ଭାବରେ ସବୁ ସମୟରେ କରିବାକୁ ହବେ। ତୁମ୍ଭେ ଯେପରି ଖ୍ରୀଷ୍ଟଙ୍କର ବାଧ୍ଯ ହାଇେଛ, ଠିକ୍ ସହେିପରି ନିଜ ମାଲିକମାନଙ୍କର ମଧ୍ଯ ବାଧ୍ଯ ହବେ। ସମ୍ପୂର୍ଣ୍ଣ ହୃଦୟର ସହିତ ଯାହା ପରମେଶ୍ବର ଚାହାଁନ୍ତି, ତୁମ୍ଭେ ତାହା କରିବ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:1
ଆମ୍ଭେ ସମସ୍ତେ ଏବେ ସ୍ବାଧୀନ। ଖ୍ରୀଷ୍ଟ ଆମ୍ଭକୁ ସ୍ବାଧୀନ କରିଛନ୍ତି। ଦୃଢ଼ ଭାବରେ ରହିଥାଅ। ପୁଣି ଥରେ ଦାସତ୍ବର ବନ୍ଧନ ନିକଟରେ ନିଜ ନିଜକୁ ସମର୍ପଣ କର ନାହିଁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:18
ତୁମ୍ଭମାନଙ୍କୁ ପାପରୁ ମୁକ୍ତ କରା ହେଲା ଓ ଏବେ ତୁମ୍ଭମାନେେ ଧାମିର୍କତାର ଦାସ ହାଇେଛ।
ଯୋହନଲିଖିତ ସୁସମାଚାର 15:22
ମୁଁ ଯଦି ଆସି ନଥାନ୍ତି ଓ ଏଜଗତର ଲୋକମାନଙ୍କୁ କହିନଥାନ୍ତି, ତବେେ ସମାନେେ ପାପରେ ଦୋଷୀ ବୋଲି ବିବଚେିତ ହୁଅନ୍ତେ ନାହିଁ। କିନ୍ତୁ ମୁଁ ବର୍ତ୍ତମାନ ସମାନଙ୍କେୁ କହିଛି। ତେଣୁ ତାହାଙ୍କ ପାପ ପାଇଁ ସମାନଙ୍କେ ପାଖ ରେ କୌଣସି ଆଳ ନାହିଁ।
ଯୋହନଲିଖିତ ସୁସମାଚାର 8:32
ତୁମ୍ଭେ ସତ୍ଯକୁ ଜାଣିବ ଓ ସହେି ସତ୍ଯ ତୁମ୍ଭକୁ ମୁକ୍ତ କରିବ।
ମାଥିଉଲିଖିତ ସୁସମାଚାର 23:13
ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ? ତୁମ୍ଭକୁ ଧିକ୍! ତୁମ୍ଭମାନେେ ଲୋକମାନଙ୍କ ପାଇଁ ସ୍ବର୍ଗରାଜ୍ଯର ଦ୍ବାର ବନ୍ଦ କରି ଦେଉଛ।