1 Peter 4:6
ଯେଉଁ ଲୋକମାନେ ବର୍ତ୍ତମାନ ମୃତ, ସମାନଙ୍କେୁ ସୁସମାଚାର କୁହାୟାଇଥିଲା, କାରଣ ସବୁ ଲୋକଙ୍କର ବିଚାର ହବୋ ଭଳି ସମାନଙ୍କେର ମଧ୍ଯ ବିଚାର ହବେ। ସମାନେେ ଜୀବିତ ଥିଲା ବେଳେ ଯାହା କିଛି କରିଥିଲେ, ସହେି ଅନୁସାରେ ବିଚାରିତ ହବେେ। କିନ୍ତୁ ସମାନେେ ଯେପରି ପରମେଶ୍ବରଙ୍କ ଭଳି ଆତ୍ମା ରେ ଜୀବିତ ହବେେ, ଏଥିପାଇଁ ସମାନଙ୍କେ ନିକଟରେ ସୁସମାଚାର ପ୍ରଚାରିତ ହାଇେଥିଲା।
1 Peter 4:6 in Other Translations
King James Version (KJV)
For for this cause was the gospel preached also to them that are dead, that they might be judged according to men in the flesh, but live according to God in the spirit.
American Standard Version (ASV)
For unto this end was the gospel preached even to the dead, that they might be judged indeed according to men in the flesh, but live according to God in the spirit.
Bible in Basic English (BBE)
For this was the reason why the good news of Jesus was given even to the dead, so that they might be judged as men in the flesh, but might be living before God in the spirit.
Darby English Bible (DBY)
For to this [end] were the glad tidings preached to [the] dead also, that they might be judged, as regards men, after [the] flesh, but live, as regards God, after [the] Spirit.
World English Bible (WEB)
For to this end was the Gospel preached even to the dead, that they might be judged indeed as men in the flesh, but live as to God in the spirit.
Young's Literal Translation (YLT)
for for this also to dead men was good news proclaimed, that they may be judged, indeed, according to men in the flesh, and may live according to God in the spirit.
| For | εἰς | eis | ees |
| for | τοῦτο | touto | TOO-toh |
| this cause | γὰρ | gar | gahr |
| was the gospel preached | καὶ | kai | kay |
| also | νεκροῖς | nekrois | nay-KROOS |
| to them that are dead, | εὐηγγελίσθη | euēngelisthē | ave-ayng-gay-LEE-sthay |
| that | ἵνα | hina | EE-na |
| judged be might they | κριθῶσιν | krithōsin | kree-THOH-seen |
| μὲν | men | mane | |
| according to | κατὰ | kata | ka-TA |
| men | ἀνθρώπους | anthrōpous | an-THROH-poos |
| flesh, the in | σαρκὶ | sarki | sahr-KEE |
| but | ζῶσιν | zōsin | ZOH-seen |
| live | δὲ | de | thay |
| according to | κατὰ | kata | ka-TA |
| God | θεὸν | theon | thay-ONE |
| in the spirit. | πνεύματι | pneumati | PNAVE-ma-tee |
Cross Reference
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:3
ଅତୀତ ରେ ଆମ୍ଭେ ମଧ୍ଯ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଇର୍ଷାଳୁ ଓ ଦ୍ବଷେପୂର୍ଣ୍ଣ ଜୀବନ ଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:3
ଅତୀତ ରେ ଆମ୍ଭେ ସମସ୍ତେ ସହେିଭଳି ଜୀବନଯାପନ କରୁଥିଲୁ। ଆମ୍ଭେ ଆମ୍ଭର ପାପଭରା ମନୋଭାବର କାମନା ସବୁ ପୂରଣ କରିବା ରେ ଚେଷ୍ଟିତ ଥିଲୁ। ଯାହା ଆମ୍ଭ ଦହେ ଚାହୁଁଥିଲା ଓ ମନ ଭାବୁଥିଲା, ସହେି କାର୍ୟ୍ଯ କରୁଥିଲୁ। ଆମ୍ଭେ ମନ୍ ଦଲୋକ ଥିଲୁ। ଆମ୍ଭର ପାପପୂର୍ଣ୍ଣ ଜୀବନ ଲାଗି ଆମ୍ଭମାନେେ ଅନ୍ୟମାନଙ୍କ ପରି ପରମେଶ୍ବରଙ୍କ କୋର୍ଧର ପାତ୍ର ହାଇେ ଦଣ୍ଡ ଭୋଗ କରିଥାନ୍ତୁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:9
କିନ୍ତୁ ତୁମ୍ଭମାନେେ ନିଜର ପାପପୂର୍ଣ ଶରୀର ଦ୍ବାରା ଶାସିତ ନୁହଁ। ଯଦି ପ୍ରକୃତ ରେ ଖ୍ରୀଷ୍ଟଙ୍କର ଆତ୍ମା ତୁମ୍ଭମାନଙ୍କ ଭିତ ରେ ଅଛି, ତା' ହେଲେ ତୁମ୍ଭମାନେେ ଆତ୍ମା ଦ୍ବାରା ଶାସିତ ହେଉଛ। କିନ୍ତୁ ଯଦି କୌଣସି ଲୋକ ଭିତ ରେ ଖ୍ରୀଷ୍ଟଙ୍କର ଆତ୍ମା ନାହିଁ, ତା ହେଲେ ସେ ଖ୍ରୀଷ୍ଟଙ୍କର ନୁହେଁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:2
ମୁଁ ଦୋଷୀ ବଲେି ବିଚାରିତ ହେଉ ନାହିଁ କାହିଁକି? କାରଣ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଆତ୍ମାର ବ୍ଯବସ୍ଥା ଜୀବନ ଦିଏ ଓ ତାହା ମାେତେ ମୁକ୍ତ କରିଛି। ପାପ ଓ ମୃତ୍ଯୁ ଆଣୁଥିବା ବ୍ଯବସ୍ଥାରୁ ଏହା ମାେତେ ମୁକ୍ତ କରିଛି।
ପିତରଙ୍କ ପ୍ରଥମ ପତ୍ 4:1
ଖ୍ରୀଷ୍ଟ ନିଜ ଶରୀର ରେ ଥିଲା ବେଳେ ଯାତନା ପାଇଲେ। ଅତଏବ ତାହାଙ୍କର ଯଭେଳି ଚିନ୍ତାଧାରା ଥିଲା, ତାହା ଦ୍ବାରା ତୁମ୍ଭେ ଆପଣାକୁ ଶକ୍ତିୟୁକ୍ତ କର। ଯେଉଁ ଲୋକ ନିଜ ଶରୀର ରେ ଯାତନ ଭୋଗ କଲା ; ସେ ପାପରୁ ନିବୃତ୍ତ ହାଇେଛି।
ପିତରଙ୍କ ପ୍ରଥମ ପତ୍ 3:19
ଏବଂ ଆତ୍ମା ରେ ସେ ଗଲେ ଓ ବନ୍ଦୀ ଆତ୍ମାମାନଙ୍କୁ ଉପଦେଶ ପ୍ରଦାନ କଲେ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:25
ସହେି ଆତ୍ମାଙ୍କଠାରୁ ଆମ୍ଭେ ନୂତନ ଜୀବନ ପାଇଅଛୁ। ଅତଏବ ଆମ୍ଭେ ଆତ୍ମାଙ୍କର ଅନୁସରଣ କରିବା ଉଚିତ୍।
ଯୋହନଲିଖିତ ସୁସମାଚାର 5:25
ମୁଁ ତୁମ୍ଭକୁ ସତ୍ଯ କହୁଛି, ଗୋଟିଏ ଗୁରୁତ୍ବପୂର୍ଣ୍ଣ ସମୟ ଆସୁଛି। ସେ ସମୟ ଆସି ଗଲାଣି ା ପାପ ଦ୍ବାରା ମୃତ ଲୋକମାନେ ଈଶ୍ବରଙ୍କ ପୁତ୍ରଙ୍କର ସ୍ବର ଶୁଣିବେ। ପୁତ୍ରଙ୍କର ସ୍ବର ଶୁଣି ଗ୍ରହଣ କରିଥିବା ଲୋକମାନେ ଅନନ୍ତ ଜୀବନ ଲାଭ କରିବେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:18
ତା'ପରେ ଆଉ ଜଣେ ସ୍ବର୍ଗଦୂତ ବଦେୀରୁ ଆସିଲେ। ସହେି ଦୂତଙ୍କର ଅଗ୍ନି ଉପରେ କ୍ଷମତା ଥିଲା। ସେ ଧାରୁଆ ଦାଆ ଧରିଥିବା ଦୂତଙ୍କୁ ଉଚ୍ଚସ୍ବର ରେ ଡ଼ାକି କହିଲେ, ପୃଥିବୀର ଅଙ୍ଗୁର ପନ୍େଥାଗୁଡ଼ିକ ଦାଆ ବ୍ଯବହାର କରି କାଟି ପକାଅ, କାରଣ ଦ୍ରାକ୍ଷା ପାଚିଗଲାଣି।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:19
ମୁଁ ବ୍ଯବସ୍ଥା ପାଇଁ ଆଉ ବଞ୍ଚି ରହି ନାହିଁ। କାରଣ ବ୍ଯବସ୍ଥାସମାର ମୃତ୍ଯୁ ଘଟାଇଲା। କିନ୍ତୁ ମୁଁ ପରଲମଶ୍ବରଙ୍କ ପାଇଁ ଜୀବନଯାପନ କରୁଛି, ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶ ଉପଲର ମୃତ୍ଯୁଲଭାଗ କରିସାରିଛି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 11:31
କିନ୍ତୁ ଯଦି ଆମ୍ଭେ ନିଜକୁ ପରୀକ୍ଷା କରି ନବୋ, ତା' ହେଲେ ଆମ୍ଭକୁ ପ୍ରଭୁଙ୍କ ଦ୍ବାରା ବିଚାରିତ ହବୋକୁ ପଡ଼ିବ ନାହିଁ।
ମାଥିଉଲିଖିତ ସୁସମାଚାର 24:9
ସେତବେେଳେ ଲୋକେ ତୁମ୍ଭମାନଙ୍କ ପ୍ରତି ଖରାପ ବ୍ଯବହାର କରିବେ। ସମାନେେ ତୁମ୍ଭମାନଙ୍କୁ ଦଣ୍ଡ ଦବୋ ପାଇଁ ଧରାଇ ଦବେେ। ସମାନେେ ତୁମ୍ଭମାନଙ୍କୁ ମାରି ଦବେେ। ତୁମ୍ଭମାନେେ ମାରେ ଶିଷ୍ଯ ହାଇେଥିବା ଯୋଗୁଁ ସମସ୍ତ ଦେଶର ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ।