ପିତରଙ୍କ ପ୍ରଥମ ପତ୍ 4:9 in Oriya

ଓଡିଆ ଓଡିଆ ବାଇବେଲ ପିତରଙ୍କ ପ୍ରଥମ ପତ୍ ପିତରଙ୍କ ପ୍ରଥମ ପତ୍ 4 ପିତରଙ୍କ ପ୍ରଥମ ପତ୍ 4:9

1 Peter 4:9
ପ୍ ରମେ ଅନକେ ପାପ ଆଚ୍ଛାଦିତ କରେ। କୌଣସି ପ୍ରକାରର ଆପତ୍ତି ନ ଉଠାଇ ପରସ୍ପରକୁ ନିଜ ଘରକୁ ସ୍ବାଗତ ଜଣାଅ।

1 Peter 4:81 Peter 41 Peter 4:10

1 Peter 4:9 in Other Translations

King James Version (KJV)
Use hospitality one to another without grudging.

American Standard Version (ASV)
using hospitality one to another without murmuring:

Bible in Basic English (BBE)
Keep open house for all with a glad heart;

Darby English Bible (DBY)
hospitable one to another, without murmuring;

World English Bible (WEB)
Be hospitable one to another without grumbling.

Young's Literal Translation (YLT)
hospitable to one another, without murmuring;

Use
hospitality
φιλόξενοιphiloxenoifeel-OH-ksay-noo
one
to
εἰςeisees
another
ἀλλήλουςallēlousal-LAY-loos
without
ἄνευaneuAH-nayf
grudging.
γογγυσμῶν·gongysmōngohng-gyoo-SMONE

Cross Reference

ଏବ୍ରୀମାନଙ୍କ ନିକଟକୁ ପତ୍ର 13:2
ନିଜ ଘ ରେ ସ୍ବାଗତ ଜଣାଇ ସର୍ବଦା ଲୋକଙ୍କୁ ସାହାୟ୍ଯ କରିବା କଥା ମନେ ରଖ। କେତବେେଳେ ଏହିପରି କରି ଅଜାଣତ ରେ ସ୍ବର୍ଗଦୂତମାନଙ୍କୁ ସାହାୟ୍ଯ କରିଛନ୍ତି।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:14
ଅଭିଯୋଗ ବା ବାଦାନୁବାଦ ନ କରି ପ୍ରେତ୍ୟକକ କାର୍ୟ୍ଯ କର।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:13
ପରମେଶ୍ବରଙ୍କ ନିଜ ଲକମାନଙ୍କେର କାମ ରେ ସାହାୟ୍ଯ କର। ଯେଉଁ ମାନଙ୍କୁ ସାହାୟ୍ଯ ଦରକାର ସମାନଙ୍କେ ପ୍ରତି ଦୃଷ୍ଟି ରଖ, ନିଜ ଘରକୁ ସମାନଙ୍କେୁ ଅତିଥି ଭାବରେ ସ୍ବାଗତ କର।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1:8
ନିଜ ଘ ରେ ଲୋକମାନଙ୍କୁ ସ୍ବାଗତ କରି ସାହାୟ୍ଯ କରିବା ପାଇଁ ପ୍ରସ୍ତୁତ ଥିବେ। ସେ ଉତ୍ତମ ବିଷୟକୁ ପ୍ ରମେ କରୁଥିବେ, ଜ୍ଞାନୀ ହାଇେଥିବେ, ଧାର୍ମିକଭାବେ ଜୀବନଯାପନ କରୁଥିବେ, ପବିତ୍ର ହାଇେଥିବେ ଓ ନିଜକୁ ସଂୟମ କରି ପାରୁଥିବେ। ଆମ୍ଭେ ସତ୍ଯର ଯେଉଁ ରୂପରେ ଶିକ୍ଷା ପ୍ରଦାନ କରିଛୁ, ଜଣେ ପ୍ରାଚୀନ, ନିଷ୍ଠାପର ଭାବରେ ତାହା ପ୍ରଦାନ କରୁଥିବେ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:2
ଅଧ୍ଯକ୍ଷ ବ୍ଯକ୍ତି ଜଣଙ୍କ ଏତେ ଭଲ ହବୋ ଦରକାର ଯେ ଲୋକେ ପ୍ରକୃତ ରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହବେେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ। ତାହାଙ୍କର ଆତ୍ମସଂୟମ ଥିବା ଦରକାର ଓ ସେ ବୁଦ୍ଧିମାନ ହବୋ ଦରକାର। ସେ ଅନ୍ୟମାନଙ୍କ ଦ୍ବାରା ସମ୍ମାନ ପାଉଥିବା ଦରକାର। ନିଜ ଘ ରେ ସ୍ବାଗତ କରି ଲୋକମାନଙ୍କୁ ସେ ସାହାୟ୍ଯ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହାଇେଥିବା ଦରକାର।

ଯାକୁବଙ୍କ ପତ୍ 5:9
ଭାଇ ଓ ଭଉଣୀମାନେ, ପରସ୍ପର ବିରୁଦ୍ଧ ରେ ଅଭିଯୋଗ କର ନାହିଁ। ତୁମ୍ଭେ ଅଭିଯୋଗ କରିବା ବନ୍ଦ ନ କଲେ, ନିଜେ ଦୋଷୀ ବୋଲି ବିଚାରିତ ହବେ। ବିଚାରପତି ଆସିବାକୁ ପ୍ରସ୍ତୁତ ଅଛନ୍ତି।

ଏବ୍ରୀମାନଙ୍କ ନିକଟକୁ ପତ୍ର 13:16
ଅନ୍ୟମାନଙ୍କର ପାଇଁ ଭଲ କାମ କରିବା କବେେ ହେଲେ ଭୁଲି ଯାଅ ନାହିଁ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି ଅନ୍ୟ ଲୋକମାନଙ୍କ ସହିତ ଅଂଶୀ କର। ଏହିପରି ବଳିଗୁଡ଼ିକ ଦ୍ବାରା ପରମେଶ୍ବର ପ୍ରସନ୍ନ ହୁଅନ୍ତି।

ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର 1:14
କିନ୍ତୁ ତୁମ୍ଭମାନଙ୍କୁ ପ୍ରଥମେ ନ ପଚାରି ମୁଁ କିଛି କରିବା ପାଇଁ ଇଚ୍ଛା କଲି ନାହିଁ। ତୁମ୍ଭର କୌଣସି ଭଲ କାମ ନିଜ ଇଚ୍ଛା ରେ ହେଉ, ମାରେ ବାଧ୍ଯ ବାଧ୍ଯକତା ରେ ନ ହେଉ ବୋଲି ମୁଁ ଚା ହେଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 9:7
ପ୍ରେତ୍ୟକକ ଲୋକ ଆପଣା ହୃଦୟ ରେ ସ୍ଥିର କରିଥିବା ଅନୁସାରେ ଦାନ କରୁ, ମନ ରେ କୌଣସି ଦୁଃଖ ରଖି ବା ବାଧ୍ଯବାଧକତା ରେ ଦାନ ନ ଦେଉ, ଆନନ୍ଦିତ ମନ ରେ ଦାନ କରିଥିବା ଲୋକକୁ ପରମେଶ୍ବର ଭଲ ପାଆନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 16:23
ମାେତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ଯ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରମାଣ ଜଣାଉଛନ୍ତି।