ପିତରଙ୍କ ପ୍ରଥମ ପତ୍ 5:2 in Oriya

ଓଡିଆ ଓଡିଆ ବାଇବେଲ ପିତରଙ୍କ ପ୍ରଥମ ପତ୍ ପିତରଙ୍କ ପ୍ରଥମ ପତ୍ 5 ପିତରଙ୍କ ପ୍ରଥମ ପତ୍ 5:2

1 Peter 5:2
ମୁଁ ତୁମ୍ଭକୁ ଅନୁ ରୋଧ କରେ ଯେ, ପରମେଶ୍ବରଙ୍କ ଯେଉଁ ମଷଗେଣର ଦାଯିତ୍ବ ରେ ତୁମ୍ଭେ ରହିଛ, ସହେି ମଷେ ସମୂହର ତୁମ୍ଭେ ଯତ୍ନ ନବୋ ଉଚିତ। ସମାନେେ ପରମେଶ୍ବରଙ୍କ ମଷେପଲ। ତୁମ୍ଭେ ବାଧ୍ଯବାଧକତା ରେ ନୁହେଁ, ମାତ୍ର ସ୍ବଇଚ୍ଛା ରେ ପ୍ରତିପାଳନ କର। ପରମେଶ୍ବର ତାହାହିଁ ଚାହାଁନ୍ତି। ତୁମ୍ଭେ ସବୋ କରିବା ରେ ଆନନ୍ଦ ପାଉଛ ବୋଲି ସପରେି କର, ଧନ ଲୋଭ ରେ ତାହା କର ନାହିଁ।

1 Peter 5:11 Peter 51 Peter 5:3

1 Peter 5:2 in Other Translations

King James Version (KJV)
Feed the flock of God which is among you, taking the oversight thereof, not by constraint, but willingly; not for filthy lucre, but of a ready mind;

American Standard Version (ASV)
Tend the flock of God which is among you, exercising the oversight, not of constraint, but willingly, according to `the will of' God; nor yet for filthy lucre, but of a ready mind;

Bible in Basic English (BBE)
Keep watch over the flock of God which is in your care, using your authority, not as forced to do so, but gladly; and not for unclean profit but with a ready mind;

Darby English Bible (DBY)
shepherd the flock of God which [is] among you, exercising oversight, not by necessity, but willingly; not for base gain, but readily;

World English Bible (WEB)
Shepherd the flock of God which is among you, exercising the oversight, not under compulsion, but voluntarily, not for dishonest gain, but willingly;

Young's Literal Translation (YLT)
feed the flock of God that `is' among you, overseeing not constrainedly, but willingly, neither for filthy lucre, but of a ready mind,

Feed
ποιμάνατεpoimanatepoo-MA-na-tay
the
τὸtotoh
flock
ἐνenane
of

ὑμῖνhyminyoo-MEEN
God
ποίμνιονpoimnionPOOM-nee-one
among
is
which
τοῦtoutoo
you,
θεοῦtheouthay-OO
taking
the
oversight
ἐπισκοποῦντεςepiskopountesay-pee-skoh-POON-tase
not
thereof,
μὴmay
by
constraint,
ἀναγκαστῶςanankastōsah-nahng-ka-STOSE
but
ἀλλ'allal
willingly;
ἑκουσίωςhekousiōsake-oo-SEE-ose
not
μηδὲmēdemay-THAY
lucre,
filthy
for
αἰσχροκερδῶςaischrokerdōsaysk-roh-kare-THOSE
but
ἀλλὰallaal-LA
of
a
ready
mind;
προθύμωςprothymōsproh-THYOO-mose

Cross Reference

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1:7
ଏହି ପ୍ରାଚୀନମାନଙ୍କର କାମ ହେଉଛି ପରମେଶ୍ବରଙ୍କ କାମର ଯତ୍ନ ନବୋ, ଅତଏବ ସେ ନିର୍ଦ୍ ଦୋଷ ହବୋ କଥା। ସେ ଗର୍ବୀ, ସ୍ବାର୍ଥୀ ଓ ଶୀଘ୍ର କୋରଧୀ ହାଇେ ନ ଥିବେ। ସେ ଅତ୍ଯଧିକ ମଦ୍ଯ ପାନ କରୁ ନ ଥିବେ। ସେ କଳହ ପ୍ରିୟ ହାଇେ ନ ଥିବେ। ଅନ୍ୟମାନଙ୍କୁ ଠକି ଧନୀ ହବୋ ପାଇଁ ସର୍ବଦା ଚେଷ୍ଟା କରୁ ନ ଥିବେ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:8
ସହେିପରି ମଣ୍ଡଳୀ ରେ ନିୟୁକ୍ତି ପାଇଥିବା ସ୍ବତନ୍ତ୍ର ସବେକଗଣ ଏଭଳି ଲୋକ ହାଇେଥିବା କଥା, ଯେଉଁମାନଙ୍କୁ ଲୋକେ ସମ୍ମାନ କରୁଥିବେ। ସମାନେେ ଯାହା କହନ୍ତି, ତାହା ବିଶ୍ବାସ ଯୋଗ୍ଯ ହବୋ ଉଚିତ। ଅଧିକ ଦ୍ରାକ୍ଷାରସ ପିଇବା ରେ ନିଜ ସମୟ କାଟିବା ଉଚିତ ନୁହେଁ। ସବୁବେଳେ ଅନ୍ୟମାନଙ୍କୁ ଠକି ଧନୀ ହବୋକୁ ଚେଷ୍ଟା କରୁଥିବା ଲୋକମାନଙ୍କ ପରି ସମାନେେ ହାଇେ ନ ଥିବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:26
ତେଣୁ ମୁଁ ଆଜି ତୁମ୍ଭକୁ ଗୋଟିଏ କଥା କହୁଛି। ମୁଁ ତୁମ୍ଭମାନଙ୍କର ରକ୍ତପାତ ଦୋଷର ସମ୍ପୂର୍ଣ୍ଣ ନିର୍ଦ୍ ଦୋଷ ଅଟେ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:3
ସେ ଅତ୍ଯଧିକ ମଦ୍ଯପାନ କରିବା ଉଚିତ ନୁହେଁ। ସେ କଳହ ମନୋବୃତ୍ତିର ଲୋକ ନ ହାଇେଥିବା କଥା। ସେ ନମ୍ର ଓ ଶାନ୍ତ ହବୋ ଦରକାର।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1:11
ଜଣେ ପ୍ରାଚୀନ ସମାନଙ୍କେର ଭୁଲ ବିଷୟ ରେ ତାହାଙ୍କୁ ଅବଗତ କରାଇବାକୁ ସକ୍ଷମ ଥିବେ ଓ ସମାନଙ୍କେୁ ଏପରି ଅବାନ୍ତର କଥା କହିବାରୁ ବନ୍ଦ କରାଇପାରୁଥିବେ। ସହେି ଲୋକମାନେ କୁଶିକ୍ଷାର ଉପଦେଶ ଦଇେ ସମ୍ପୂର୍ଣ୍ଣ ପରିବାରଗୁଡ଼ିକୁ ନଷ୍ଟ କରୁଛନ୍ତି। ସମାନେେ କବଳେ ଲୋକମାନଙ୍କୁ ଠକିବା ପାଇଁ ଏଭଳି ଶିକ୍ଷା ଦିଅନ୍ତି କାରଣ ସମାନେେ ଧନ ଅର୍ଜନ କରିବାକୁ ଇଚ୍ଛା କରନ୍ତି।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:1
ଲୋକମାନଙ୍କୁ ସର୍ବଦା ଏହିଗୁଡ଼ିକ କରିବା ପାଇଁ ମନେ ରଖିବାକୁ କୁହ : ସମାନେେ ସରକାରୀ ଅଧିକାରୀମାନଙ୍କ ଅଧୀନ ରେ ରୁହନ୍ତୁ, ସମାନଙ୍କେ ଆଜ୍ଞା ପାଳନ କରନ୍ତୁ ଓ ଭଲ କାମ କରିବା ପାଇଁ ପ୍ରସ୍ତୁତ ଥାଆନ୍ତୁ ;

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:12
ସମାନେେ ସୁନା, ରୂପା, ମୂଲ୍ଯବାନ ପଥର, ମୁକ୍ତା, ସୂକ୍ଷ୍ମ ରେଶମବସ୍ତ୍ର, ବାଇଗଣି ରଙ୍ଗର ବସ୍ତ୍ର ; ରେଶମୀ ଓ ଲାଲ ବସ୍ତ୍ର ; ପ୍ରେତ୍ୟକକ ପ୍ରକାରର ଚନ୍ଦନ ଆଦି ସୁବାସିତ କାଠଜିନିଷ ; ହାତୀ ଦାନ୍ତର ପଦାର୍ଥମାନ, ମୂଲ୍ଯବାନ୍ କାଠ, ପିତ୍ତଳ, ଲୌହ ଓ ମର୍ମର ପଥର ରେ ନିର୍ମିତ ଶିଳ୍ପ, ଦ୍ରବ୍ଯ ;

ରେରିତମାନଙ୍କ କାର୍ଯ୍ୟର ବିବରଣ 20:33
ମୁଁ ଯେତବେେଳେ ତୁମ୍ଭମାନଙ୍କ ସହିତ ଥିଲି, ସେତବେେଳେ ମୁଁ କବେେ କାହାର ଟଙ୍କା ଓ ସୁନ୍ଦର ବସ୍ତ୍ର ପ୍ରତି ଲୋଭ ଦଖାଇେ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 21:13
କିନ୍ତୁ ପାଉଲ କହିଲେ, ତୁମ୍ଭମାନେେ କାହିଁକି କାନ୍ଦୁଛ? ତୁମ୍ଭମାନେେ କାହିଁକି ଏପରି ମାେତେ ଦୁଃଖିତ କରୁଛ? ୟିରୂଶାଲମ ରେ ମୁଁ ବନ୍ଧା ହବୋ ପାଇଁ ଯେ କବଳେ ପ୍ରସ୍ତୁତ ଅଛି, ତାହା ନୁହେଁ, ମାତ୍ର ମୁଁ ପ୍ରଭୁ ଯୀଶୁଙ୍କ ନାମ ରେ ମରିବା ପାଇଁ ମଧ୍ଯ ପ୍ରସ୍ତୁତ ଅଛି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:15
ସେଥିପାଇଁ ମୁଁ ରୋମ ରେ ରହୁଥିବା ତୁମ୍ଭ ସମସ୍ତଙ୍କୁ ସୁସମାଚ଼ାର ଦବୋକୁ ଇଚ୍ଛା କରୁଛି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:7
ସନୋବାହିନୀ ରେ କୌଣସି ସୈନିକ କ'ଣ ନିଜ ଖର୍ଚ୍ଚ ରେ ୟୁଦ୍ଧ କରେ ? କୌଣସି ଲୋକ କ'ଣ ଅଙ୍ଗୁର ବଗିଚା ଲଗାଏ ଓ ନିଜେ ଏହାର ଫଳ ଖାଏ ନାହିଁ। ଏପରି କେଉଁ ଲୋକ ଅଛି, ଯେ ମଷେପାଳନ କରି ନିଜ ପାଇଁ ମଷଦେୁଧ ନିଏ ନାହିଁ ?

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:16
ସୁସମାଚାର ପ୍ରଚାର କରିବା ପାଇଁ ମାରେ ଗର୍ବ କରିବା କିଛି ନାହିଁ। ଏହା ମାହେର କର୍ତ୍ତବ୍ଯ। ମୁଁ ଯଦି ସୁସମାଚାର ପ୍ରଚାର ନ କରିବି, ତବେେ ମାେ ଜୀବନ ଧିକ୍।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12:14
ମୁଁ ତୁମ୍ଭମାନଙ୍କ ପାଖକୁ ତୃତୀୟ ଥର ୟିବା ପାଇଁ ପ୍ରସ୍ତୁତ। ଓ ମୁଁ ତୁମ୍ଭମାନଙ୍କ ପାଇଁ ଭାରସ୍ବରୂପ ହବେି ନାହିଁ। ତୁମ୍ଭମାନଙ୍କର ଥିବା ସମ୍ପତ୍ତିରୁ ମୁଁ କିଛି ଇଚ୍ଛା କରେ ନାହିଁ। ପ୍ରତି ବଦଳ ରେ ମୁଁ ତୁମ୍ଭମାନଙ୍କୁ ଚା ହେଁ। ସନ୍ତାନମାନଙ୍କର ନିଜ ମାତାପିତା ଲାଗି କୌଣସି ସଞ୍ଚୟର ଆବଶ୍ଯକତା ନ ଥାଏ, କିନ୍ତୁ ସନ୍ତାନମାନଙ୍କ ଲାଗି ପିତାମାତା ସଞ୍ଚୟ କରନ୍ତି।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2:14
ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।

ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର 1:14
କିନ୍ତୁ ତୁମ୍ଭମାନଙ୍କୁ ପ୍ରଥମେ ନ ପଚାରି ମୁଁ କିଛି କରିବା ପାଇଁ ଇଚ୍ଛା କଲି ନାହିଁ। ତୁମ୍ଭର କୌଣସି ଭଲ କାମ ନିଜ ଇଚ୍ଛା ରେ ହେଉ, ମାରେ ବାଧ୍ଯ ବାଧ୍ଯକତା ରେ ନ ହେଉ ବୋଲି ମୁଁ ଚା ହେଁ।

ଏବ୍ରୀମାନଙ୍କ ନିକଟକୁ ପତ୍ର 12:15
ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ମଧ୍ଯରୁ କହେି ପରମେଶ୍ବରଙ୍କ ଅନୁଗ୍ରହ ପାଇବା ରେ ବଞ୍ଚିତ ହବେ ନାହିଁ। ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ତିକ୍ତତାମୂଳକ ନ ହେଉ। ସଭେଳି ଲୋକ ସମୁଦାୟ ଦଳକୁ ନଷ୍ଟ କରି ଦବେେ।

ପିତରଙ୍କ ଦିତୀୟ ପତ୍ର 2:3
ସହେି ଭଣ୍ଡ ଶିକ୍ଷକମାନେ କବଳେ ତୁମ୍ଭର ଧନ ଚାହାଁନ୍ତି। ସମାନେେ ଖାଲି ମିଛ କଥା କହି ତୁମ୍ଭର ମନ ନବେେ। ଏହି ଭଣ୍ଡ ଶିକ୍ଷକଙ୍କର ନ୍ଯାୟ ବିଚାର ବହୁ ପୂର୍ବରୁ ପ୍ରସ୍ତୁତ ହାଇେ ରହିଛି। ପରମେଶ୍ବର ସମାନଙ୍କେୁ ନଷ୍ଟ କରି ଦବେେ। ସମାନେେ ତାହାଙ୍କଠାରୁ ରକ୍ଷା ପାଇବେ ନାହିଁ।

ଯୋହନଲିଖିତ ସୁସମାଚାର 21:15
ସମାନେେ ଖାଇବା ପରେ ଯୀଶୁ ଶିମାନେ ପିତରଙ୍କୁ କହିଲେ, ଯୋହନଙ୍କର ପୁତ୍ର ଶିମାନେ। ତୁମ୍ଭେ କ'ଣ ମାେତେ ଏମାନଙ୍କ ଅପେକ୍ଷା ଅଧିକ ପ୍ ରମେ କର?

ଲୂକଲିଖିତ ସୁସମାଚାର 12:32
ହେ ସାନ ମଷେପଲ! ଭୟ କର ନାହିଁ। ତୁମ୍ଭମାନଙ୍କ ପରମପିତା ତୁମ୍ଭମାନଙ୍କୁ ସହେି ସ୍ବର୍ଗ ରାଜ୍ଯ ଦବୋକୁ ଚାହାଁନ୍ତି।

ମଲାଖୀ 1:10
ଆମ୍ଭେ ଇଛାକରୁ, ତୁମ୍ଭର କହେି ଯାଜକ ଦ୍ବାରା ବନ୍ଦ କରିଦିଅନ୍ତୁ। ତା' ହେଲେ ତୁମ୍ଭେ ମାରେ ବଦେୀ ରେ ଅନୁପୟୋଗୀ ଅଗ୍ନି ଜଳାଇ ପିରିବ ନାହିଁ। ଆମ୍ଭେ କିନ୍ତୁ ତୁମ୍ଭଠା ରେ ସନ୍ତୁଷ୍ଟ ନୁହଁ। ଆମ୍ଭେ ତୁମ୍ଭର ନବୈେଦ୍ଯ ଗ୍ରହଣ କରିବୁ ନାହିଁ। ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କହିଥିଲେ।

ପରମଗୀତ 1:8
ହେ ନାରୀ, ତୁମ୍ଭେ କେତେ ସୁନ୍ଦରୀ! ନିଶ୍ଚଯ ତୁମ୍ଭେ ଜାଣ କ'ଣ କରିବାକୁ ହବେ। ମଷେମାନଙ୍କୁ ଅନୁସରଣ କର ଏବଂ ତୁମ ମଷଗେଣଙ୍କୁ ମଷେପାଳକ ତମ୍ବୁ ନିକଟରେ ଚରାଅ।

ଯିଶାଇୟ 6:8
ତା'ପ ରେ ମୁଁ ସଦାପ୍ରଭୁଙ୍କର ସ୍ବର ଶୁଣିଲି। ସେ କହିଲେ, ମୁଁ କାହାକୁ ପଠାଇବି ? କିଏ ଆମ୍ଭମାନଙ୍କ ପାଇଁ ୟିବ?'

ଯିଶାଇୟ 40:11
ମଷେଶାବକ ମଷେମାନଙ୍କୁ ଚରାଇଲା ପରି ସେ ଆପଣା ଲୋକମାନଙ୍କର ଯତ୍ନ ନବେେ। ମଷେ ଛୁଆମାନଙ୍କୁ ସେ ନିଜର ବାହୁ ବଳ ରେ ସଂଗ୍ରହ କରିବେ ଓ ନିଜର କୋଳ ରେ ସମାନଙ୍କେୁ ବହି ନବେେ। ସମାନଙ୍କେର ମାଆମାନେ ପେଛ ପେଛ ଯିବେ।

ଯିଶାଇୟ 56:11
ସମାନେେ ପଟେୁ କୁକୁର ସଦୃଶ ତବେେ ତୃପ୍ତ ହୁଅନ୍ତି ନାହିଁ। ଆଉ ମଧ୍ଯ ସମାନେେ ବିଚାରଶୂନ୍ଯ ମଷେପାଳକ। ସମାନେେ ଚାରିଆଡ଼ୁ ଆପଣା ଆପଣା ଲାଭ ଚେଷ୍ଟା ରେ ଆପଣା ଆପଣା ବାଟ ଆଡ଼େ ଫରେିଅଛନ୍ତି।

ଯିଶାଇୟ 63:11
ସେତବେେଳେ ସେ ପ୍ରାଚୀନ କାଳ ଓ ମାଶାେ ଓ ନିଜର ଲୋକମାନଙ୍କୁ ସ୍ମରଣ କଲେ, ସେ ନିଜର ମଷେପାଳକମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ ଓ ସେ ୟିଏକି ସମାନଙ୍କେ ମଧିଅରେ ନିଜର ପବିତ୍ର ଆତ୍ମାକୁ ସ୍ଥାପନ କଲେ, ସେ କାହାଁନ୍ତି ?

ଯିରିମିୟ 6:13
ଇଶ୍ରାୟେଲର େଛାଟରୁ ବଡ଼ ପର୍ୟ୍ଯନ୍ତ ସମସ୍ତ ଲୋକ ଲୋଭାସକ୍ତ। ଆଉ ଭବିଷ୍ଯଦବକ୍ତାଠାରୁ ଯାଜକ ପର୍ୟ୍ଯନ୍ତ ପ୍ରେତ୍ୟକକ ମିଥ୍ଯାଚାରୀ।

ଯିରିମିୟ 8:10
ତେଣୁ ଆମ୍ଭେ ସମାନଙ୍କେର ସ୍ତ୍ରୀମାନଙ୍କୁ ଅନ୍ୟମାନଙ୍କୁ ଦବୋ ଓ ସମାନଙ୍କେର କ୍ଷେତ୍ରକୁ ଅନ୍ୟମାନଙ୍କ ଅଧିକାରକୁ ଦବୋ। କାରଣ ଇଶ୍ରାୟେଲ କ୍ଷୁଦ୍ରଠାରୁ ମହାନ୍ ଲୋକ ପର୍ୟ୍ଯନ୍ତ ସମସ୍ତେ ଲୋଭାସକ୍ତ ଆଉ ଭବିଷ୍ଯଦବକ୍ତାଠାରୁ ଆରମ୍ଭ କରି ଯାଜକ ପର୍ୟ୍ଯନ୍ତ ସମସ୍ତେ ମିଥ୍ଯାଚରଣ କରନ୍ତି।

ଯିରିମିୟ 13:17
କିନ୍ତୁ ଯଦି ତୁମ୍ଭମାନେେ ମାେ କଥା ନ ଶୁଣ, ତୁମ୍ଭମାନେେ ଅହଙ୍କାରୀ ବୋଲି ମୁଁ ଚୁପ୍ଚାପ୍ କାନ୍ଦିବି। ମୁଁ ମଧ୍ଯ ଜାରେ ରେ କାନ୍ଦିବି ଏବଂ ମାରଚେକ୍ଷୁ ଅଶ୍ରୁ ରେ ପୂର୍ଣ୍ଣ ହବେ। କାରଣ ସଦାପ୍ରଭୁଙ୍କର ଲୋକମାନେ ବନ୍ଦୀ ହାଇେଛନ୍ତି।

ଯିରିମିୟ 13:20
ହେ ୟିରୁଶାଲମ, ତୁମ୍ଭମାନେେ ଉତ୍ତର ଦିଗରୁ ଆସୁଥିବା ଲୋକମାନଙ୍କୁ ଚକ୍ଷୁ ମଲେି ଦେଖ, ତୁମ୍ଭକୁ ଯେଉଁ, ସୁନ୍ଦର ପଲ ଦତ୍ତ ହାଇେଥିଲା, ତୁମ୍ଭର ସେ ପଲ କାହିଁ ?

ଯିହିଜିକଲ 34:2
ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଇଶ୍ରାୟେଲ ମଷେପାଳକମାନଙ୍କ ବିରୁଦ୍ଧ ରେ ଭବିଷ୍ଯଦବାଣୀ ପ୍ରଚାର କର। ସହେି ପାଳକମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି ଭବିଷ୍ଯବାଣୀ କହନ୍ତି, 'ଇଶ୍ରାୟେଲର ମଷେପାଳକମାନଙ୍କୁ ଧିକ, ଯେଉଁମାନେ କବଳେ ସମାନଙ୍କେର ଯତ୍ନ ନିଅନ୍ତି। ମଷେପାଳକମାନେ ମଷେମାନଙ୍କର ଯତ୍ନ ନବୋ ଉଚିତ୍ ନୁହେଁ କି ?

ଯିହିଜିକଲ 34:23
ପୁଣି ସମାନଙ୍କେ ଉପ ରେ ମାରେ ମଷେପାଳକ ଦାଉଦଙ୍କୁ ନିୟୁକ୍ତ କରିବି। ସେ ସମାନଙ୍କେୁ ଚରାଇବ ଓ ସମାନଙ୍କେର ପାଳକ ହବେ।

ଯିହିଜିକଲ 34:31
ଆଉ ତୁମ୍ଭମାନେେ ଆମ୍ଭର ମଷେ ଓ ଆମ୍ଭ ତୃଣଭୂମିର ମଷେ ଅଟ। ତୁମ୍ଭମାନେେ ମନୁଷ୍ଯ ଅଟ ଓ ଆମ୍ଭେ ତୁମ୍ଭମାନଙ୍କ ପରମେଶ୍ବର ଅଟୁ। ଏହା ମାରେପ୍ରଭୁ ସଦାପ୍ରଭୁ କହନ୍ତି।

ମୀଖା 3:11
ୟିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନଇେ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନଇେ ଶିକ୍ଷା ଦିଅନ୍ତି ଓ ଭବିଷ୍ଯଦ୍ବକ୍ତାଗଣ ଭବିଷ୍ଯବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାୟ୍ଯ ପାଇଁ ଆଶା କରନ୍ତି। ସମାନେେ ମଧ୍ଯ କୁହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠା ରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।

ମୀଖା 5:4
ତା'ପ ରେ ଇଶ୍ରାୟେଲର ଶାସକ ସଦାପ୍ରଭୁଙ୍କ ଶକ୍ତି ରେ ଓ ତାଙ୍କ ସଦାପ୍ରଭୁ ପରମେଶ୍ବରଙ୍କ ଅପୂର୍ବ ମହିମା ରେ ଦଣ୍ତାଯମାନ ହାଇେ ତାଙ୍କ ପଲଙ୍କୁ ଚରାଇବେ। ସମାନେେ ଶାନ୍ତି ରେ ବାସ କରିବେ କାରଣ ସେ ସମୟରେ ତାଙ୍କର ମହାନତା ପୃଥିବୀର ଶଷେ ପ୍ରାନ୍ତ ପର୍ୟ୍ଯନ୍ତ ବିସ୍ତୃତ ହବେ।

ମୀଖା 7:14
ତେଣୁ ଅଧିକାର ଦ୍ବାରା ତୁମ୍ଭର ଲୋକମାନଙ୍କୁ ଶାସନ କର। ତୁମ୍ଭ ରାଜ୍ଯର ଯତ୍ନ ନିଅ। ସହେି ଜାତି ଏକାକୀ ଜଙ୍ଗଲ ଓ କର୍ମିଲ ପର୍ବତ ଉପ ରେ ବାସ କରିବେ। ସମାନେେ ପୂର୍ବପରି ବାଶନ ଓ ଗଲିଯଦରୁ ଶସ୍ଯ ଉତ୍ପାଦନ କରି ଭୋଜନ କରିବେ।

ଯିଖରିୟ 11:17
ଯେ ଅ ଯୋଗ୍ଯ ମଷେପାଳକ, ସେ ପଲକୁ ତ୍ଯାଗ କରେ। ତାକୁ ଧ୍କ୍! ଖଡ୍ଗ ତା'ର ବାହୁକୁ ଏବଂ ତାଙ୍କ ଦକ୍ଷିଣ ଚକ୍ଷୁକୁ ଆଘାତ କରୁ। ତାହାର ବାହୁ ନିଶ୍ଚଯ ଶୁଷ୍କ ହବେ ଏବଂ ତାହାର ଦକ୍ଷିଣ ଚକ୍ଷୁ ନିଶ୍ଚଯ ଅନ୍ଧ ହାଇଯେିବ।

ଗୀତସଂହିତା 78:71
ସେ ଦାଉଦଙ୍କୁ ମଷେ ଓ ମଷେଶାବକ ଜଗିବା କାମରୁ ଆଣି, ତାଙ୍କୁ ଆପଣାର ଲୋକମାନଙ୍କୁ ଜଗିବାର ଦାଯିତ୍ବ ଦେଲେ। କାରଣ ଇଶ୍ରାୟେଲୀୟ ଓ ୟାକୁବର ଲୋକମାନେ, ପରମେଶ୍ବରଙ୍କର ସମ୍ପତ୍ତି ଥିଲେ।