1 Peter 5

fullscreen6 ଅତଏବ ପରମେଶ୍ବରଙ୍କ ବଳିଷ୍ଠ ହାତ ତଳେ ନିଜକୁ ନମ୍ର କର। ତା ହେଲେ ଠିକ୍ ସମୟ ଉପସ୍ଥିତ ହେଲେ ସେ ତୁମ୍ଭକୁ ଉନ୍ନତ କରିବେ।

fullscreen7 ତୁମ୍ଭର ସମସ୍ତ ଚିନ୍ତା ତାହାଙ୍କ ଉପରେ ରଖ, କାରଣ ସେ ତୁମ୍ଭର ଯତ୍ନ ନିଅନ୍ତି।

fullscreen8 ନିଜକୁ ସଂୟଜ କର ଓ ସାବଧାନ ରୁହ। ଶୟତାନ ହେଉଛି ତୁମ୍ଭର ଶତ୍ରୁ। ସେ ଗର୍ଜନ କରୁଥିବା ସିଂହ ଭଳି କାହାକୁ ମାରି ଖାଇବା ପାଇଁ ଚାରିଆଡ଼େ ଖାଜେି ବୁଲୁଛି।

fullscreen9 ଶୟତାନର ଅନୁସରଣ କର ନାହିଁ। ନିଜ ବିଶ୍ବାସ ରେ ଦୃଢ଼ ହାଇେ ରୁହ। ସମଗ୍ର ବିଶ୍ବ ରେ ସର୍ବତ୍ର ତୁମ୍ଭ ଭାଇ ଓ ଭଉଣୀମାନେ ସମାନ ଭାବରେ ତୁମ୍ଭ ଭଳି ଯାତନା ପାଉଛନ୍ତି, ଏ କଥା ତୁମ୍ଭେ ଜାଣ।

6 Humble yourselves therefore under the mighty hand of God, that he may exalt you in due time:

7 Casting all your care upon him; for he careth for you.

8 Be sober, be vigilant; because your adversary the devil, as a roaring lion, walketh about, seeking whom he may devour:

9 Whom resist stedfast in the faith, knowing that the same afflictions are accomplished in your brethren that are in the world.

1 Peter 5 in Tamil and English

6 ଅତଏବ ପରମେଶ୍ବରଙ୍କ ବଳିଷ୍ଠ ହାତ ତଳେ ନିଜକୁ ନମ୍ର କର। ତା ହେଲେ ଠିକ୍ ସମୟ ଉପସ୍ଥିତ ହେଲେ ସେ ତୁମ୍ଭକୁ ଉନ୍ନତ କରିବେ।
Humble yourselves therefore under the mighty hand of God, that he may exalt you in due time:

7 ତୁମ୍ଭର ସମସ୍ତ ଚିନ୍ତା ତାହାଙ୍କ ଉପରେ ରଖ, କାରଣ ସେ ତୁମ୍ଭର ଯତ୍ନ ନିଅନ୍ତି।
Casting all your care upon him; for he careth for you.

8 ନିଜକୁ ସଂୟଜ କର ଓ ସାବଧାନ ରୁହ। ଶୟତାନ ହେଉଛି ତୁମ୍ଭର ଶତ୍ରୁ। ସେ ଗର୍ଜନ କରୁଥିବା ସିଂହ ଭଳି କାହାକୁ ମାରି ଖାଇବା ପାଇଁ ଚାରିଆଡ଼େ ଖାଜେି ବୁଲୁଛି।
Be sober, be vigilant; because your adversary the devil, as a roaring lion, walketh about, seeking whom he may devour:

9 ଶୟତାନର ଅନୁସରଣ କର ନାହିଁ। ନିଜ ବିଶ୍ବାସ ରେ ଦୃଢ଼ ହାଇେ ରୁହ। ସମଗ୍ର ବିଶ୍ବ ରେ ସର୍ବତ୍ର ତୁମ୍ଭ ଭାଇ ଓ ଭଉଣୀମାନେ ସମାନ ଭାବରେ ତୁମ୍ଭ ଭଳି ଯାତନା ପାଉଛନ୍ତି, ଏ କଥା ତୁମ୍ଭେ ଜାଣ।
Whom resist stedfast in the faith, knowing that the same afflictions are accomplished in your brethren that are in the world.