ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:18 in Oriya

ଓଡିଆ ଓଡିଆ ବାଇବେଲ ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6 ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:18

1 Timothy 6:18
ଧନୀ ଲୋକମାନଙ୍କୁ କୁହ ଯେ ସମାନେେ ଭଲ କାମ କରନ୍ତୁ। ସମାନଙ୍କେୁ କୁହ ଯେ, ଭଲ କାମ କରିବା ରେ ସମାନେେ ଧନୀ ହୁଅନ୍ତୁ।

1 Timothy 6:171 Timothy 61 Timothy 6:19

1 Timothy 6:18 in Other Translations

King James Version (KJV)
That they do good, that they be rich in good works, ready to distribute, willing to communicate;

American Standard Version (ASV)
that they do good, that they be rich in good works, that they be ready to distribute, willing to communicate;

Bible in Basic English (BBE)
And to do good, having wealth in good works, being quick to give, taking part with one another;

Darby English Bible (DBY)
to do good, to be rich in good works, to be liberal in distributing, disposed to communicate [of their substance],

World English Bible (WEB)
that they do good, that they be rich in good works, that they be ready to distribute, willing to communicate;

Young's Literal Translation (YLT)
to do good, to be rich in good works, to be ready to impart, willing to communicate,

That
they
do
good,
ἀγαθοεργεῖνagathoergeinah-ga-thoh-are-GEEN
that
they
be
rich
πλουτεῖνplouteinploo-TEEN
in
ἐνenane
good
ἔργοιςergoisARE-goos
works,
καλοῖςkaloiska-LOOS
ready
to
distribute,
εὐμεταδότουςeumetadotousave-may-ta-THOH-toos

εἶναιeinaiEE-nay
willing
to
communicate;
κοινωνικούςkoinōnikouskoo-noh-nee-KOOS

Cross Reference

ଏବ୍ରୀମାନଙ୍କ ନିକଟକୁ ପତ୍ର 13:16
ଅନ୍ୟମାନଙ୍କର ପାଇଁ ଭଲ କାମ କରିବା କବେେ ହେଲେ ଭୁଲି ଯାଅ ନାହିଁ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି ଅନ୍ୟ ଲୋକମାନଙ୍କ ସହିତ ଅଂଶୀ କର। ଏହିପରି ବଳିଗୁଡ଼ିକ ଦ୍ବାରା ପରମେଶ୍ବର ପ୍ରସନ୍ନ ହୁଅନ୍ତି।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:10
ସେ ଜୀବନ ରେ ଭଲ କାମ କରିଥିବେ। ଯେପରି ପିଲାମାନଙ୍କୁ ବୃଦ୍ଧି କରିବା, ଘ ରେ ଅତିଥିମାନଙ୍କୁ ସତ୍କାର କରିବା, ପରମେଶ୍ବରଙ୍କ ଲୋକମାନଙ୍କର ଗୋଡ଼ ଧୋଇବ, କଷ୍ଟ ରେ ପଡ଼ିଥିବା ଲୋକଙ୍କୁ ସାହାୟ୍ଯ କରିବା ଓ ନିଜ ଜୀବନ ରେ ସମସ୍ତ ପ୍ରକାରର ଭଲ କାମ କରିବା।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:13
ପରମେଶ୍ବରଙ୍କ ନିଜ ଲକମାନଙ୍କେର କାମ ରେ ସାହାୟ୍ଯ କର। ଯେଉଁ ମାନଙ୍କୁ ସାହାୟ୍ଯ ଦରକାର ସମାନଙ୍କେ ପ୍ରତି ଦୃଷ୍ଟି ରଖ, ନିଜ ଘରକୁ ସମାନଙ୍କେୁ ଅତିଥି ଭାବରେ ସ୍ବାଗତ କର।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:8
ଯଦି କାହାକୁ ଅନ୍ୟ ଲୋକମାନଙ୍କୁ ସାନ୍ତ୍ବନା ଦବୋର ଅନୁଗ୍ରହ ଦାନ ମିଳିଛି, ତା' ହେଲେ ସେ ଲୋକମାନଙ୍କୁ ସାନ୍ତ୍ବନା ଦେଉ। ଯଦି କାହାକୁ ଦାନ ଦବୋ ଅନୁଗ୍ରହ ଦାନ ମିଳିଛ ତା' ହେଲେ ସେ ଖାେଲା ମନ ରେ ଦାନ କରୁ। ଯଦି କାହାକୁ ନତେୃତ୍ବ ନବୋର ଅନୁଗ୍ରହ ଦାନ ମିଳିଛି, ତା' ହେଲେ ସେ ମନ ପ୍ରାଣ ଢାଳି ନତେୃତ୍ବ ଦେଉ। ଯଦି କାହାକୁ ଅନ୍ୟମାନଙ୍କୁ ଦୟା ଦଖାଇବୋ ଅନୁଗ୍ରହ ଦାନ ମିଳିଛି ତା' ହେଲେ ସେ ଆନନ୍ଦ ମନ ରେ ଦୟା ଦଖାେଉ।

ଲୂକଲିଖିତ ସୁସମାଚାର 12:21
ଯେଉଁଲୋକ କବଳେ ନିଜ ପାଇଁ ଅନକେ ପଦାର୍ଥ ସାଇତି କରି ରେଖ, ତା ହେ ପ୍ରତି ଏହିଭଳି ଘଟିବ। ପରମେଶ୍ବରଙ୍କ ଦୃଷ୍ଟି ରେ ସହେିଲୋକ ଆଦୌ ଧନୀ ନୁହେଁ।'

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:8
ତାହାହିଁ ଆମ୍ଭର ଭରସା। ଏହି ଶିକ୍ଷା ବିଶ୍ବାସ ଯୋଗ୍ଯ ଅଟେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 8:9
ତୁମ୍ଭମାନେେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ସହିତ ପରିଚିତ। ତୁମ୍ଭମାନେେ ଜାଣ ଯେ, ଖ୍ରୀଷ୍ଟ ଈଶ୍ବରଙ୍କଠା ରେ ଧନୀ ହାଇେଥିଲେ ମଧ୍ଯ, ତୁମ୍ଭମାନଙ୍କ ପାଇଁ ସେ ଗରିବ ହେଲେ। ତାହାଙ୍କର ଗରିବ ହବୋ ଦ୍ବାରା ତୁମ୍ଭମାନେେ ଯେପରି ଧନୀ ହୁଅ, ସେଥିପାଇଁ ଯୀଶୁଖ୍ରୀଷ୍ଟ ଏପରି କଲେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 8:12
ଯଦି ତୁମ୍ଭମାନଙ୍କର ଦାନ ଦବୋର ଇଚ୍ଛା ଅଛି, ତା' ହେଲେ ତୁମ୍ଭମାନଙ୍କର ଦାନ ଗ୍ରହଣୀୟ ହବେ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି, ସହେି ଅନୁସାରେ ତୁମ୍ଭମାନଙ୍କ ଦାନ ଗ୍ରାହ୍ଯ କରାୟିବ ; ତୁମ୍ଭମାନଙ୍କ ପାଖ ରେ ଯାହା ନାହିଁ, ସେ ଅନୁସାରେ ନୁହେଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 9:6
ଏହି କଥାଟି ମନେ ରଖ ; ଯେଉଁ ଲୋକ ଅଳ୍ପ ବୁଣିବ, ସେ ଅଳ୍ପ କାଟିବ। ଯେଉଁ ଲୋକ ଅଧିକ ବୁଣିବ, ସେ ଅଧିକ କାଟିବ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 6:10
ତେଣୁ ଯେତବେେଳେ ଆମ୍ଭେ କାହାର ଉପକାର କରିବା ନିମନ୍ତେ ସୁ ଯୋଗ ପାଉ, ଆମ୍ଭେ ଅବଶ୍ଯ ତାହା କରିବା ଉଚିତ୍। କିନ୍ତୁ ଯେଉଁମାନେ ମଣ୍ଡଳୀଭୁକ୍ତ ବିଶ୍ବାସୀ ଅଟନ୍ତି, ସମାନଙ୍କେ ପ୍ରତି ଆମ୍ଭକୁ ବିଶଷେ ଧ୍ଯାନ ଦବୋକୁ ପଡ଼ିବ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:18
ମାରେସମସ୍ତ ଆବଶ୍ଯକୀୟ ଜିନିଷ ମାେ ପାଖ ରେ ଅଛି। ଏପାଫ୍ରାଦିତଙ୍କ ଦ୍ବାରା ତୁମ୍ଭମାନେେ ଉପହାରମାନ ପଠାଇଥିବାରୁ ମାେ ପାଖ ରେ ମାରେ ଆବଶ୍ଯକତାଠାରୁ ଅଧିକ ରହିଛି। ତୁମ୍ଭର ଉପହାରଗୁଡ଼ିକ ସୁଗନ୍ଧି ବଳି ରୂପେ ପରମେଶ୍ବରଙ୍କୁ ଅର୍ପଣ କରାଯାଇଛି।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2:14
ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।

ଯାକୁବଙ୍କ ପତ୍ 2:5
ମାେ ପ୍ରିୟ ଭାଇ ଓ ଭଉଣୀମାନେ, ଶୁଣ ! ପରମେଶ୍ବର ବିଶ୍ବାସ ରେ ଧନୀ ହବୋ ପାଇଁ ପୃଥିବୀର ଗରିବ ଲୋକମାନଙ୍କୁ ବାଛିଛନ୍ତି। ଯେଉଁମାନେ ପରମେଶ୍ବରଙ୍କୁ ପ୍ ରମେ କରନ୍ତି, ସମାନଙ୍କେୁ ସେ ଯେଉଁ ରାଜ୍ଯ ଦବୋ ପାଇଁ ପ୍ରତିଜ୍ଞା କରିଥଇଲେ, ସେଥିପାଇଁ ସମାନଙ୍କେୁ ବାଛିଛନ୍ତି।

ପିତରଙ୍କ ପ୍ରଥମ ପତ୍ 3:11
ସେ ମନ୍ଦ କାର୍ୟ୍ଯ ନିଶ୍ଚୟ ବନ୍ଦ କରୁ ଓ ଭଲ କାମ କରୁ। ସେ ଶାନ୍ତି ପାଇବା ପାଇଁ ଲକ୍ଷ୍ଯ ରଖି ଚେଷ୍ଟା କରିବା ଉଚିତ।

ଯୋହନଙ୍କ ପ୍ରଥମ ପତ୍ର 3:17
ଯେଉଁ ବିଶ୍ବାସୀ ଜଗତର ସମସ୍ତ ଧନ ରେ ଧନୀ, କିନ୍ତୁ ନିଜ ଭାଇକୁ ଅଭାବ ଅବସ୍ଥା ରେ ଦେଖି ମଧ୍ଯ ତାହାକୁ ସାହାୟ୍ଯ କରେ ନାହିଁ, ତା' ହୃଦୟ ରେ ପରମେଶ୍ବରଙ୍କର ପ୍ ରମେ ନାହିଁ।

ଯୋହନଙ୍କ ତୃତୀୟ ପତ୍ର 1:11
ମାରେ ପ୍ରିୟ ବନ୍ଧୁ, ମନ୍ଦ ବିଷୟକୁ ଅନୁସରଣ କର ନାହିଁ, କିନ୍ତୁ ଉତ୍ତମ ବିଷୟର ଅନୁଗାମୀ ହୁଅ। ଉତ୍ତମ କାର୍ୟ୍ଯ କରୁଥିବା ବ୍ଯକ୍ତି ପରମେଶ୍ବରଙ୍କ ପାଖରୁ ଆସିଥାଏ। କିନ୍ତୁ ମନ୍ଦ କାର୍ୟ୍ଯ କରୁଥିବା ବ୍ଯକ୍ତି ପରମେଶ୍ବରଙ୍କୁ କବେେ ଦେଖି ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 8:1
ଭାଇ ଓ ଭଉଣୀମାନେ! ପରମେଶ୍ବର ମାକିଦନିଆର ମଣ୍ଡଳୀମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ପ୍ରକାଶ କରିଛନ୍ତି, ସହେି ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଇବାକୁ ଇଚ୍ଛା କରୁଛୁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16:2
ପ୍ରେତ୍ୟକକ ସପ୍ତାହର ପ୍ରଥମ ଦିନ ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକ ନିଜ ଆୟ ଅନୁଯାଯୀ ଯେତିକି ସମ୍ଭବ ନିଶ୍ଚୟ ସଞ୍ଚୟ କର। ତୁମ୍ଭମାନେେ ଏହାକୁ ଗୋଟିଏ ବିଶଷେ ସ୍ଥାନ ରେ ରଖି ଥାଅ। ଏପରି କଲେ, ମୁଁ ତୁମ୍ଭମାନଙ୍କ ପାଖ ରେ ପହଁଚିଲା ପରେ ତୁମ୍ଭମାନଙ୍କୁ ସଂଗ୍ରହ କରିବାକୁ ପଡ଼ିବ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 11:29
ସେଥିପାଇଁ ବିଶ୍ବାସୀମାନେ ସ୍ଥିର କଲେ ଯେ, ସମାନେେ ଯଥାଶକ୍ତି ସାହାୟ୍ଯ ପାଠାଇବେ। ପ୍ରେତ୍ୟକକ ବିଶ୍ବାସୀ ନିଜର ସାଧ୍ଯମତେ ସାହାୟ୍ଯ ଦବୋପାଇଁ ଯୋଜନା କଲେ।

ଦିତୀୟ ବଂଶାବଳୀ 24:16
ଲୋକମାନେ ୟିହୋଯାଦାଙ୍କୁ ଦାଉଦଙ୍କ ନଗର ରେ, ଯେଉଁଠା ରେ ରାଜାମାନେ କବରପ୍ରାପ୍ତ ହାଇେଛନ୍ତି, ସହେିଠା ରେ କବର ଦେଲେ। ଲୋକମାନେ ସହେି ସ୍ଥାନ ରେ ୟିହୋଯାଦାଙ୍କୁ କବର ଦେଲେ, କାରଣ ସେ ଆପଣାର ଜୀବନକାଳ ରେ ଇଶ୍ରାୟେଲ ମଧିଅରେ ପରମେଶ୍ବରଙ୍କ ନିମନ୍ତେ ଓ ପରମେଶ୍ବରଙ୍କ ମନ୍ଦିର ନିମନ୍ତେ ବହୁତ ଉତ୍ତମ କର୍ମ କରିଥିଲେ।

ଗୀତସଂହିତା 37:3
ୟଦି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ବିଶ୍ବାସ ରଖିବ ଓ ସୁକର୍ମ କରିବ ତୁମ୍ଭେ ତା' ହେଲେ ଆନନ୍ଦରେ ରହିବ ଓ ଅନକେ ଜିନିଷ ଉପଭୋଗ କରିବ ୟାହା ସହେି ଭୂମିରୁ ତୁମ୍ଭେ ପାଇବ।

ଗୀତସଂହିତା 112:9
ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ, ତା'ର ଧର୍ମ ଏକ। ଚିରକାଳସ୍ଥାଯୀ। ସେ ବିଜଯ ଏବଂ ସମ୍ମାନ ପାଇବ।

ହିତୋପଦେଶ 11:24
କହେି କହେି ଦାନ କରି ଆହୁରି ଧନ ବଢ଼ାନ୍ତି। ପୁଣି କହେି କହେି ଉଚିତ୍ ବ୍ଯଯ ଅସ୍ବୀକାର କଲେ ହେଁ ତହିଁରୁ କବଳେ ଅଭାବ ଜନ୍ମେ।

ଉପଦେଶକ 3:12
ତେଣୁ ମୁଁ ଅନୁଭବ କଲି ଯେ ବଞ୍ଚିଥିବା ପର୍ୟ୍ଯନ୍ତ ସମାନେେ ଖୁସି ରହିବା ଓ ସମାନେେ ନିଜକୁ ଉପ ଭୋଗ କରିବା ଛଡ଼ା ଅନ୍ୟ କିଛି ଲୋକମାନଙ୍କ ପାଇଁ ଅଧିକ ଉତ୍ତମ ନୁହେଁ।

ଉପଦେଶକ 11:1
ତୁମ୍ଭେ ଯେଉଁଠାକୁ ୟାଅ, ଉତ୍ତମ କାର୍ୟ୍ଯ କର। କିଛି ସମୟ ପ ରେ ତୁମ୍ଭେ କରିଥିବା ଉତ୍ତମ କଥା ତୁମ୍ଭ ପାଖକୁ ଫରେି ଆସିବ।

ଉପଦେଶକ 11:6
ତୁମ୍ଭେ ସକାଳରୁ ସନ୍ଧ୍ଯା ପର୍ୟ୍ଯନ୍ତ ବୀଜ ବୁଣ ଏବଂ ତା'ପ ରେ ତୁମ୍ଭର କାମ ବନ୍ଦ କରିବା ଉଚିତ୍। ପ୍ରଭାତ ରେ ବୀଜ ବୁଣ ଓ ସନ୍ଧ୍ଯା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ। କାରଣ ତୁମ୍ଭେ ଜାଣ ନାହିଁ କେଉଁ ମଞ୍ଜି ଭଲ ବଢ଼ିବ ଯାହାକୁ ତୁମ୍ଭେ ସକାଳ ରେ ବୁଣିଥିଲ, ଯେଉଁଗୁଡ଼ିକ ସନ୍ଧ୍ଯା ରେ ବୁଣିଥିଲ କିଅବା ପ୍ରାଯ ଉଭୟ ଭଲ ବଢ଼ିବ।

ଯିଶାଇୟ 32:8
ମାତ୍ର ଜଣେ ମହାତ୍ମା ଉତ୍ତମ କଥା କଳ୍ପନା କରେ ଓ ସହେି ଉତ୍ତମ ଆଚରଣ ରେ ସେ ସ୍ଥିର ରହେ।

ଯିଶାଇୟ 58:7
ପୁଣି କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର ତାଡ଼ିତ ଦୁଃଖୀ ଲୋକକୁ ନିଜ ଗୃହକୁ ଆଣିବାର, ଉଲଗ୍ନକୁ ଦେଖି ତାକୁ ବସ୍ତ୍ର ପିନ୍ଧାଇଦବୋର ଓ ତୁମ୍ଭର ନିଜ ବଂଶୀଯ ଲୋକଠାରୁ ନିଜକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କ'ଣ ମନୋନୀତ କରି ନାହୁଁ ?'

ଲୂକଲିଖିତ ସୁସମାଚାର 6:33
ଯେଉଁମାନେ ତୁମ୍ଭମାନଙ୍କର ଉପକାର କରନ୍ତି, ତୁମ୍ଭମାନେେ ଯଦି କବଳେ ସହେିମାନଙ୍କର ଉପକାର କରିବ, ତବେେ ତୁମ୍ଭମାନଙ୍କର ମହତ ପଣିଆ କେଉଁଠି ରହିଲା? କାରଣ ପାପୀମାନେ ମଧ୍ଯ ଏହିପରି କରନ୍ତି।

ଲୂକଲିଖିତ ସୁସମାଚାର 14:12
ଯୀଶୁ ତାହାଙ୍କୁ ନିମନ୍ତ୍ରଣ କରିଥିବା ଫାରୂଶୀ ଜଣଙ୍କୁ କହିଲେ, ତୁମ୍ଭେ କାହାରିକୁ ଦିନ ରେ ବା ରାତି ରେ ଖାଇବାକୁ ନିମନ୍ତ୍ରଣ କଲୋ ବେଳେ କବଳେ ତୁମ୍ଭର ଭାଇ ବନ୍ଧୁ କୁଟୁମ୍ବ ଓ ଧନୀ ପଡ଼ୋଶୀମାନଙ୍କୁ ଡିକ ନାହିଁ। କାରଣ ଅନ୍ୟ ବେଳେ ସମାନେେ ମଧ୍ଯ ତୁମ୍ଭକୁ ତାହାଙ୍କ ସହିତ ଖାଇବାକୁ ଡାକିବେ। ସେତବେେଳେ ତୁମ୍ଭେ ତୁମ୍ଭର ପ୍ରତିଦାନ ପାଇୟିବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:44
ସମସ୍ତ ବିଶ୍ବାସୀମାନେ ଏକାଠି ରହିଲେ ଏବଂ ସମାନଙ୍କେ ପାଖ ରେ ଯାହା ସବୁଥିଲା, ସେଥି ରେ ସମସ୍ତେ ଭାଗୀଦାର ହେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:34
ସମାନଙ୍କେ ମଧିଅରେ କାହାର କିଛି ଅଭାବ ନଥିଲା। ଯାହାର ଘର ବା ଜମି ଥିଲା, ସେ ତାହାକୁ ବିକ୍ରୀ କରି ଦେଉଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:36
ଟାବୀଥା ନାମକ ଜଣେ ଶିଷ୍ଯା ଯାଫୋ ନଗର ରେ ରହୁଥିଲେ। ଯାହାର ଗ୍ରୀକ ଅନୁବାଦ ଦର୍କା ଅର୍ଥାତ୍ ହରିଣୀ। ସେ ସବୁବେଳେ ଗରିବ ଲୋକମାନଙ୍କୁ ଦାନ ଦେଉଥିଲେ ଓ ଲୋକମାନଙ୍କର ଉପକାର କରୁଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:38
ତୁମ୍ଭମାନେେ ନାଜରିତୀୟ ଯୀଶୁଙ୍କ ବିଷୟ ରେ ମଧ୍ଯ ଜାଣିଛ। ପରମେଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତି ରେ ପୂର୍ଣ୍ଣକରି ଖ୍ରୀଷ୍ଟରୂପେ ଅଭିଷିକ୍ତ କରିଥିଲେ। ଯୀଶୁ ଚତୁର୍ଦ୍ଦିଗକୁ ଯାଇ ଲୋକଙ୍କ ଉପକାର କରୁଥିଲେ। ଶୟତାନର ଅତ୍ଯାଚ଼ାର ଅଧୀନ ରେ ରହୁଥିବା ଲୋକଙ୍କୁ ସେ ସୁସ୍ଥ କରି ଦେଉଥିଲେ। ଏହିସବୁ ଦ୍ବାରା ପ୍ରମାଣିତ ହେଉଥିଲା ଯେ, ପରମେଶ୍ବର ତାହାଙ୍କ ସହିତ ଥିଲେ।

ଦିତୀୟ ବିବରଣ 15:7
ଯେତବେେଳେ ତୁମ୍ଭମାନେେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ଦତ୍ତ ଦେଶ ରେ ବାସ କରିବ, ସେତବେେଳେ ତୁମ୍ଭମାନଙ୍କ ମଧିଅରେ ଥିବା ଦରିଦ୍ର ଲୋକମାନଙ୍କୁ ଦୟା କରିବ, ତୁମ୍ଭମାନେେ ସ୍ବାର୍ଥପର ହବେ ନାହିଁ। ତୁମ୍ଭମାନେେ ସମାନଙ୍କେୁ ସାହାୟ୍ଯ କରିବାକୁ ମନା କରିବ ନାହିଁ।