ଦିତୀୟ ବଂଶାବଳୀ 6:41 in Oriya

ଓଡିଆ ଓଡିଆ ବାଇବେଲ ଦିତୀୟ ବଂଶାବଳୀ ଦିତୀୟ ବଂଶାବଳୀ 6 ଦିତୀୟ ବଂଶାବଳୀ 6:41

2 Chronicles 6:41
ହେ ସଦାପ୍ରଭୁ ପରମେଶ୍ବର, ବର୍ତ୍ତମାନ ଜାଗ୍ରତ ହୁଅ, ନିଯମ-ସିନ୍ଦୁକ ଯାହାକି ତୁମ୍ଭର ଶକ୍ତି ପ୍ରଦର୍ଶନ କରେ, ତୁମ୍ଭର ସହେି ବିଶଷେ ସ୍ଥାନକୁ ଆସ। ତୁମ୍ଭର ଯାଜକଗଣ ପରିତ୍ରାଣ ଦ୍ବାରା ସଜ୍ଜିତ ହୁଅନ୍ତୁ। ତୁମ୍ଭର ସତ୍ ଅନୁଗାମୀଗଣ, ଏହି ସମସ୍ତ ଉତ୍ତମ ବିଷଯ ରେ ଆନନ୍ଦିତ ହୁଅନ୍ତୁ।

2 Chronicles 6:402 Chronicles 62 Chronicles 6:42

2 Chronicles 6:41 in Other Translations

King James Version (KJV)
Now therefore arise, O LORD God, into thy resting place, thou, and the ark of thy strength: let thy priests, O LORD God, be clothed with salvation, and let thy saints rejoice in goodness.

American Standard Version (ASV)
Now therefore arise, O Jehovah God, into thy resting-place, thou, and the ark of thy strength: let thy priests, O Jehovah God, be clothed with salvation, and let thy saints rejoice in goodness.

Bible in Basic English (BBE)
Up! now, O Lord God, come back to your resting-place, you and the ark of your strength: let your priests, O Lord God, be clothed with salvation, and let your saints be glad in what is good.

Darby English Bible (DBY)
And now, arise, Jehovah Elohim, into thy resting-place, thou and the ark of thy strength: let thy priests, Jehovah Elohim, be clothed with salvation, and let thy saints rejoice in [thy] goodness.

Webster's Bible (WBT)
Now therefore arise, O LORD God, into thy resting-place, thou, and the ark of thy strength: let thy priests, O LORD God, be clothed with salvation, and let thy saints rejoice in goodness.

World English Bible (WEB)
Now therefore arise, Yahweh God, into your resting-place, you, and the ark of your strength: let your priests, Yahweh God, be clothed with salvation, and let your saints rejoice in goodness.

Young's Literal Translation (YLT)
and now, rise, O Jehovah God, to Thy rest, Thou, and the ark of Thy strength; Thy priests, O Jehovah God, are clothed with salvation, and Thy saints rejoice in the goodness,

Now
וְעַתָּ֗הwĕʿattâveh-ah-TA
therefore
arise,
קוּמָ֞הqûmâkoo-MA
O
Lord
יְהוָ֤הyĕhwâyeh-VA
God,
אֱלֹהִים֙ʾĕlōhîmay-loh-HEEM
place,
resting
thy
into
לְֽנוּחֶ֔ךָlĕnûḥekāleh-noo-HEH-ha
thou,
אַתָּ֖הʾattâah-TA
ark
the
and
וַֽאֲר֣וֹןwaʾărônva-uh-RONE
of
thy
strength:
עֻזֶּ֑ךָʿuzzekāoo-ZEH-ha
priests,
thy
let
כֹּֽהֲנֶ֜יךָkōhănêkākoh-huh-NAY-ha
O
Lord
יְהוָ֤הyĕhwâyeh-VA
God,
אֱלֹהִים֙ʾĕlōhîmay-loh-HEEM
be
clothed
יִלְבְּשׁ֣וּyilbĕšûyeel-beh-SHOO
salvation,
with
תְשׁוּעָ֔הtĕšûʿâteh-shoo-AH
and
let
thy
saints
וַֽחֲסִידֶ֖יךָwaḥăsîdêkāva-huh-see-DAY-ha
rejoice
יִשְׂמְח֥וּyiśmĕḥûyees-meh-HOO
in
goodness.
בַטּֽוֹב׃baṭṭôbva-tove

Cross Reference

ପ୍ରଥମ ବଂଶାବଳୀ 28:2
ରାଜା ଦାଉଦ ଉଠି ଠିଆ ହେଲେ ଓ କହିଲେ, ହେ ମାରେ ଭ୍ରାତା ଓ ମାରେ ଲୋକଗଣ, ମାରେ କଥା ଶୁଣ। ମାରେ ହୃଦଯ ରେ ମୁଁ ସଦାପ୍ରଭୁଙ୍କ ନିଯମସିନ୍ଦୁକ ରଖିବା ନିମନ୍ତେ ଏକ ସ୍ଥାନ ନିର୍ମାଣ କରିବାକ ମୁଁ ଇଚ୍ଛା କରିଥିଲି। ପରମେଶ୍ବରଙ୍କ ପାଦପୀଠ ହବୋ ନିମନ୍ତେ ଏକ ସ୍ଥାନ ନିର୍ମାଣ କରିବାକୁ ମୁଁ ଇଚ୍ଛା କରିଥିଲି। ଆଉ, ପରମେଶ୍ବରଙ୍କ ସହେି ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ଅନକେ ଯୋଜନାମାନ କରିଥିଲି।

ଯିଶାଇୟ 61:10
ମୁଁ ସଦାପ୍ରଭୁଙ୍କଠା ରେ ଅତିଶଯ ଆନନ୍ଦ କରିବି, ମାରେ ପ୍ରାଣ ମାରେ ପରମେଶ୍ବରଙ୍କଠା ରେ ଉଲ୍ଲସିତ ହବେ ; କାରଣ ବର ଯେପରି ଭୂଷଣ ରେ ନିଜକୁ ଭୂଷିତ କରେ ଓ କନ୍ଯା ଯେପରି ନିଜକୁ ରତ୍ନ ରେ ଭୂଷିତା କରେ ସହେିପରି ସେ ପରିତ୍ରାଣରୂପ ବସ୍ତ୍ର ରେ ମାେତେ ଆଚ୍ଛାଦିତ କରିଅଛନ୍ତି ଓ ଧର୍ମରୂପକ ରାଜବସ୍ତ୍ର ରେ ମାେତେ ଆବୃତ କରିଅଛନ୍ତି।

ଗୀତସଂହିତା 132:16
ଆମ୍ଭେ ତାଙ୍କର ୟାଜକଗଣଙ୍କୁ ହିଁ ପରିତ୍ରାଣ ରୂପକ ବସ୍ତ୍ର ପିନ୍ଧାଇବା ଓ ଆମ୍ଭର ଅନୁଗାମୀମାନେ ଆନନ୍ଦରେ ଧ୍ବନି କରିବେ।

ନିହିମିୟା 9:25
ତହିଁରେ ସମାନେେ ପ୍ରାଚୀର ବେଷ୍ଟୀତ ନଗର ସକଳ ଓ ଉର୍ବର ଭୂମି ଦେଲେ। ସର୍ବପ୍ରକାର ଉତ୍ତମ ଦ୍ରବ୍ଯ ରେ ପରିପୂର୍ଣ୍ଣ ଗୃହ, ଖାଦେିତ କୂପ, ଦ୍ରାକ୍ଷାକ୍ଷେତ୍ର, ଜିତକ୍ଷେତ୍ର ଓ ଅପାର ଫଳବୃକ୍ଷ ଅଧିକାର କଲେ। ସମାନେେ ତୃପ୍ତ ହବୋ ପର୍ୟ୍ଯନ୍ତ ଖାଇଲେ। ସମାନେେ ତୁମ୍ଭର ମହା ମଙ୍ଗଳ ଦାନ ରେ ଆନନ୍ଦ କଲେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13:14
ନିଜର ପାପପୂର୍ଣ ସ୍ବାର୍ଥପର ଇଚ୍ଛାକୁ ତୃପ୍ତି କରିବା ରେ ଲାଗି ନ ରହି ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ପରିଧାନ କରିବା ଉଚିତ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:27
ତୁମ୍ଭେ ଯେତେଲୋକ ଖ୍ରୀଷ୍ଟଙ୍କଠା ରେ ବାପ୍ତିସ୍ମ ଗ୍ରହଣ କରିଛ, ତୁମ୍ଭମାନେେ ତାହାଙ୍କୁ ବସ୍ତ୍ରରୂପେ ପରିଧାନ କରିଛ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:22
ତୁମ୍ଭମାନଙ୍କୁ ଶିକ୍ଷା ଦିଆଯାଇଛି ଯେ ତୁମ୍ଭର ପୁରୁଣା ଆଚରଣ ଓ ତୁମ୍ଭର ପୂର୍ବର ଜୀବନଯାପନ ଛାଡ଼ି ଦିଅ। କାରଣ ଲୋକମାନେ ମନ୍ଦକାର୍ୟ୍ଯ କରିବାକୁ ଭଲ ପାଇବାରୁ ତଦ୍ଦ୍ବାରା ପ୍ରବଞ୍ଚିତ ହୁଅନ୍ତି ଓ ତାହା ଫଳେ ରେ ପୁରୁଣାରୂପ ଦ୍ବାରା ମନ୍ଦ ଆହୁରି ହାଇଯୋଏ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:3
କିନ୍ତୁ ଆମ୍ଭମାନେେ ପ୍ରକୃତ ରେ ସୁନ୍ନତ ହାଇେଥିବା ଲୋକ ଅଟୁ। ଆମ୍ଭେ ଆତ୍ମା ଦ୍ବାରା ପରମେଶ୍ବରଙ୍କର ସବୋ କରୁ। ଆମ୍ଭେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଗର୍ବ କରୁ। ଆମ୍ଭେ ନିଜେ କିଛି କରି ପାରିବା ବୋଲି ନିଜ ଉପରେ ନିର୍ଭର କରୁ ନାହୁଁ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:4
ପ୍ରଭୁଙ୍କଠା ରେ ସର୍ବଦା ଆନନ୍ଦ କର। ମୁଁ ଆଉ ଥରେ କ ହେ, ଆନନ୍ଦ କର।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:8
କନ୍ଯାକୁ ପିନ୍ଧିବା ପାଇଁ ସୂକ୍ଷ୍ମ, ଶୁଭ୍ର ଓ ପରିଷ୍କାର ବସ୍ତ୍ର ଦିଆଯାଇଛି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:14
ସ୍ବର୍ଗର ସନୋବାହିନୀଗଣ ତାହାଙ୍କର ଅନୁଗମନ କରୁଥିଲେ। ସମାନେେ ମଧ୍ଯ ଶ୍ବତେଅଶ୍ବ ଉପରେ ବସିଥିଲେ। ସମାନେେ ସୂକ୍ଷ୍ମ ପରିଷ୍କୃତ, ଶୁଭ୍ରବସ୍ତ୍ର ପିନ୍ଧିଥିଲେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:16
ମୁଁ ଏହି ସୁସମାଚ଼ାର ପାଇଁ ଗର୍ବ ଅନୁଭବ କରୁଛି। ଏହି ସୁସମାଚ଼ାର ହେଉଛି ଶକ୍ତି, ଯାହା ଦ୍ବାରା ପରମେଶ୍ବର ତାହାଙ୍କୁ ବିଶ୍ବାସ କରୁଥିବା ପ୍ରେତ୍ୟକକ ଲୋକଙ୍କୁ ଉଦ୍ଧାର କରନ୍ତି। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ଯ।

ଯିଖରିୟ 9:17
ପ୍ରେତ୍ୟକକ ଜିନିଷ ଉତ୍ତମ ଓ ସୁନ୍ଦର ହବେ। ଶସ୍ଯ ଏବଂ ନୂତନ ଦ୍ରାକ୍ଷାରସ ୟୁବକ ୟୁବତୀଙ୍କର ବଳ ବଢାଇବ।

ଯିହୋଶୂୟ 6:4
ସାତାଟେି ମଷେଶିଙ୍ଗା ସହିତ ସାତଜଣ ଯାଜକ ପବିତ୍ର ସିନ୍ଦକ୍ସ୍ଟକ ସମ୍ମକ୍ସ୍ଟଖକକ୍ସ୍ଟ ଯିବେ। ଆଉ ସଲ୍ଗମ ଦିନ ରେ ତୁମ୍ଭମାନେେ ସାତଥର ନଗର ପ୍ରଦକ୍ଷିଣ କରବା ଉଚିତ୍ ଓ ଯାଜକମାନେ ମଷେର ଶିଙ୍ଗା ବଜାଇବା ଉଚିତ୍।

ଗୀତସଂହିତା 65:4
କେତେ ଭାଗ୍ଯବାନ୍ ସମାନେେ, ଯେଉଁମାନଙ୍କୁ ତୁମ୍ଭେ ତୁମ୍ଭ ମନ୍ଦିରର ଅଗଣାରେ ରଖିବା ପାଇଁ ମନୋନୀତ କର। ତୁମ୍ଭ ପବିତ୍ର ମନ୍ଦିରରେ ଆମ୍ଭେ ଆଶୀର୍ବାଦର ଗୃହସହ ପରିପୂର୍ଣ୍ଣ ହେଉ।

ଗୀତସଂହିତା 65:11
ତୁମ୍ଭେ ପ୍ରେତ୍ୟକକ ନୂତନ ବର୍ଷରେ ଉତ୍ତମ ଶସ୍ଯ ଅମଳ କରାଅ। ଉତ୍ତମ ଶସ୍ଯରେ ଶଗଡ଼ ଭରିଦିଅ।

ଗୀତସଂହିତା 110:2
ସଦାପ୍ରଭୁ ତୁମ୍ଭର ରାଜ୍ଯ ସିୟୋନରୁ ବଢ଼ାଇବେ, ୟପରେିକି ତୁମ୍ଭେ ଶତ୍ରୁଗଣର ରାଜ୍ଯକୁ ଶାସନ କର।

ଗୀତସଂହିତା 132:8
ସଦାପ୍ରଭୁ, ଉଠ ଏବଂ ତୁମ୍ଭର ବିଶ୍ରାମ ସ୍ଥାନକୁ ୟାଅ, ସିନ୍ଦୁକ ସହିତ ୟାଅ, ତାହା ତୁମ୍ଭର ଶକ୍ତିକୁ ପ୍ରଦର୍ଶନ କରେ।

ଯିଶାଇୟ 59:16
ସଦାପ୍ରଭୁ ଦେଖିଲେ କୌଣସି ପୁରୁଷ ବର୍ତ୍ତମାନ ନାହିଁ। ପୁଣି ମଧ୍ଯସ୍ଥ କହେି ନାହିଁ ବୋଲି ଚମତ୍କୃତ ହେଲେ। ତେଣୁ ତାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା ଓ ତାଙ୍କର ଧାର୍ମିକତା ହିଁ ତାଙ୍କୁ ରକ୍ଷା କଲା।

ଯିଶାଇୟ 61:3
ସିୟୋନର ଶାେକର୍ତ୍ତ ଲୋକମାନଙ୍କୁ ଯୋଗାଇ ଦବୋକୁ ଓ ଭସ୍ମ ପରିବର୍ତେ ଭୂଷଣ, ଦୁଃଖ ପରିବର୍ତେ ସୁଖ ରୂପ ତୈଳ, ଅବସନ୍ନ ଆତ୍ମା ପରିବର୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମାେତେ ପ୍ ରରଣେ କରିଅଛନ୍ତି । ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ବିତ ହବେେ, ଏଥିପାଇଁ ସମାନେେ 'ଧର୍ମରୂପ ବୃକ୍ଷ' ଓ 'ତାଙ୍କର ଉଦ୍ୟାନ ବୋଲି ବିଖ୍ଯାତ ହବେେ।'

ଯିଶାଇୟ 61:6
ମାତ୍ର ତୁମ୍ଭମାନେେ ସଦାପ୍ରଭୁଙ୍କର ଯାଜକ' ବୋଲି ଖ୍ଯାତ ହବେ। ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କର ପରିଚାଳକ' ବୋଲି ଡ଼ାକିବେ। ତୁମ୍ଭମାନେେ ଅନ୍ୟଦେଶୀଯମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସମାନଙ୍କେ ଐଶ୍ବର୍ୟ୍ଯ ରେ ତୁମ୍ଭମାନେେ ଗର୍ବିତ ହବେ।

ଯିଶାଇୟ 65:18
ମାତ୍ର ଯାହା ଆମ୍ଭେ ସୃଷ୍ଟି କରୁ, ତୁମ୍ଭମାନେେ ଚିରକାଳ ତହିଁରେ ଆନନ୍ଦ ଉଲ୍ଲାସ କର। କାରଣ ଆମ୍ଭେ ୟିରୁଶାଲମକୁ ଏକ ଆନନ୍ଦ ମୁଖରିତ ନଗରରୂପେ ଓ ତହିଁର ନିବାସୀଗଣଙ୍କୁ ଆନନ୍ଦର ପାତ୍ର ରୂପେ ସୃଷ୍ଟି କରୁ।

ଯିଶାଇୟ 66:1
ସଦାପ୍ରଭୁ ଏହିକଥା କୁହନ୍ତି, ସ୍ବର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ। ତୁମ୍ଭମାନେେ ଆମ୍ଭପାଇଁ କି ପ୍ରକାର ଗୃହ ନିର୍ମାଣ କରିପାରିବ ଓ କେଉଁ ପ୍ରକାର ସ୍ଥାନ ଆମ୍ଭର ବିଶ୍ରାମସ୍ଥଳ ହବେ ?

ଯିହୋଶୂୟ 3:13
ଯେତବେେଳେ ଯାଜକଗଣ ସମଗ୍ର ଜଗତର ସଦାପ୍ରଭୁଙ୍କର ନିଯମ ସିନ୍ଦକ୍ସ୍ଟକ ବହନ କରି ୟର୍ଦ୍ଦନ ନଦୀ ରେ ପ୍ରବେଶ କରିବେ, ୟର୍ଦ୍ଦନର ପ୍ରବାହ ବନ୍ଦ ହାଇଯେିବ। ୟର୍ଦ୍ଦନର ପାଣିସବୁ ରୋକିବ ଓ ଗୋଟିଏ ରାଶି ହାଇେ ସ୍ଥଗିତ ରହିବ।