2 Chronicles 14:11
ଆସା ତାଙ୍କର ସଦାପ୍ରଭୁ ପରମେଶ୍ବରଙ୍କୁ ଡ଼ାକ ପକାଇଲେ ଓ କହିଲେ, ସଦାପ୍ରଭୁ, ତୁମ୍ଭ ପାଇଁ ଶକ୍ତିହୀନ ଲୋକଙ୍କୁ ସାହାୟ୍ଯ କରିବା ଯେତିକି ସହଜ ଶକ୍ତିଶାଳୀ ଲୋକଙ୍କୁ ସାହାୟ୍ଯ କରିବା ସତେିକି ସହଜ। ଆମ୍ଭମାନଙ୍କୁ ସାହାୟ୍ଯ କର। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ବର ଅଟ। ଏହି ବିଶାଳ ସୈନ୍ଯବାହିନୀ ବିପକ୍ଷ ରେ ଥିଲେ ହେଁ ଆମ୍ଭମାନେେ ତୁମ୍ଭ ଉପରେ ନିର୍ଭର କରୁ ! ତୁମ୍ଭେ ତୁମ୍ଭ ବିରୁଦ୍ଧ ରେ କାହାରିକୁ ଜଯ ଲାଭ କରିବାକୁ ଦିଅ ନାହିଁ।
2 Chronicles 14:11 in Other Translations
King James Version (KJV)
And Asa cried unto the LORD his God, and said, LORD, it is nothing with thee to help, whether with many, or with them that have no power: help us, O LORD our God; for we rest on thee, and in thy name we go against this multitude. O LORD, thou art our God; let no man prevail against thee.
American Standard Version (ASV)
And Asa cried unto Jehovah his God, and said, Jehovah, there is none besides thee to help, between the mighty and him that hath no strength: help us, O Jehovah our God; for we rely on thee, and in thy name are we come against this multitude. O Jehovah, thou art our God; let not man prevail against thee.
Bible in Basic English (BBE)
And Asa made prayer to the Lord his God and said, Lord, you only are able to give help against the strong to him who has no strength; come to our help, O Lord our God, for our hope is in you, and in your name we have come out against this great army. O Lord, you are our God; let not man's power be greater than yours.
Darby English Bible (DBY)
And Asa cried unto Jehovah his God, and said, Jehovah, it maketh no difference to thee to help, whether there be much or no power: help us, O Jehovah our God, for we rely on thee, and in thy name have we come against this multitude. Jehovah, thou art our God; let not man prevail against thee.
Webster's Bible (WBT)
And Asa cried to the LORD his God, and said, LORD, it is nothing with thee to help, whether with many, or with them that have no power: help us, O LORD our God; for we rest on thee, and in thy name we go against this multitude. O LORD, thou art our God; let not man prevail against thee.
World English Bible (WEB)
Asa cried to Yahweh his God, and said, Yahweh, there is none besides you to help, between the mighty and him who has no strength: help us, Yahweh our God; for we rely on you, and in your name are we come against this multitude. Yahweh, you are our God; don't let man prevail against you.
Young's Literal Translation (YLT)
And Asa calleth unto Jehovah his God, and saith, `Jehovah! it is nothing with Thee to help, between the mighty and those who have no power; help us, O Jehovah, our God, for on Thee we have leant, and in Thy name we have come against this multitude; O Jehovah, our God thou `art'; let him not prevail with Thee -- mortal man!
| And Asa | וַיִּקְרָ֨א | wayyiqrāʾ | va-yeek-RA |
| cried | אָסָ֜א | ʾāsāʾ | ah-SA |
| unto | אֶל | ʾel | el |
| the Lord | יְהוָ֣ה | yĕhwâ | yeh-VA |
| his God, | אֱלֹהָיו֮ | ʾĕlōhāyw | ay-loh-hav |
| said, and | וַיֹּאמַר֒ | wayyōʾmar | va-yoh-MAHR |
| Lord, | יְהוָ֗ה | yĕhwâ | yeh-VA |
| it is nothing | אֵֽין | ʾên | ane |
| with | עִמְּךָ֤ | ʿimmĕkā | ee-meh-HA |
| help, to thee | לַעְזֹר֙ | laʿzōr | la-ZORE |
| whether | בֵּ֥ין | bên | bane |
| with many, | רַב֙ | rab | rahv |
| no have that them with or | לְאֵ֣ין | lĕʾên | leh-ANE |
| power: | כֹּ֔חַ | kōaḥ | KOH-ak |
| help | עָזְרֵ֜נוּ | ʿozrēnû | oze-RAY-noo |
| Lord O us, | יְהוָ֤ה | yĕhwâ | yeh-VA |
| our God; | אֱלֹהֵ֙ינוּ֙ | ʾĕlōhênû | ay-loh-HAY-NOO |
| for | כִּֽי | kî | kee |
| we rest | עָלֶ֣יךָ | ʿālêkā | ah-LAY-ha |
| on | נִשְׁעַ֔נּוּ | nišʿannû | neesh-AH-noo |
| name thy in and thee, | וּבְשִׁמְךָ֣ | ûbĕšimkā | oo-veh-sheem-HA |
| we go | בָ֔אנוּ | bāʾnû | VA-noo |
| against | עַל | ʿal | al |
| this | הֶֽהָמ֖וֹן | hehāmôn | heh-ha-MONE |
| multitude. | הַזֶּ֑ה | hazze | ha-ZEH |
| O Lord, | יְהוָ֤ה | yĕhwâ | yeh-VA |
| thou | אֱלֹהֵ֙ינוּ֙ | ʾĕlōhênû | ay-loh-HAY-NOO |
| God; our art | אַ֔תָּה | ʾattâ | AH-ta |
| let not | אַל | ʾal | al |
| man | יַעְצֹ֥ר | yaʿṣōr | ya-TSORE |
| prevail | עִמְּךָ֖ | ʿimmĕkā | ee-meh-HA |
| against | אֱנֽוֹשׁ׃ | ʾĕnôš | ay-NOHSH |
Cross Reference
ଦିତୀୟ ବଂଶାବଳୀ 13:18
ତେଣୁ ସହେି ସମୟରେ ଇଶ୍ରାୟେଲର ଲୋକମାନେ ପରାସ୍ତ ହେଲେ ଓ ଯିହୁଦାର ଲୋକମାନେ ବିଜଯୀ ହେଲେ। ଯିହୁଦାର ସୈନ୍ଯଦଳ ସମାନଙ୍କେ ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ଉପରେ ନିର୍ଭର କରିଥିବାରୁ ବିଜଯଲାଭ କଲେ।
ଦିତୀୟ ବଂଶାବଳୀ 13:14
ଅବିଯଙ୍କ ସୈନ୍ଯଦଳ ରେ ଥିବା ଯିହୁଦାର ସୈନ୍ଯଗଣ ଯେତବେେଳେ ଚତୁର୍ଦ୍ଦିଗକୁ ଚାହିଁଲେ, ସମାନେେ ଦେଖିଲେ ଯେ, ୟାରବିଯାମ୍ଙ୍କ ସୈନ୍ଯଦଳ ସମ୍ମୁଖରୁ ଓ ପଶ୍ଚାତ୍ରୁ ଉଭୟ ପାଶର୍ବରୁ ଆକ୍ରମଣ କରୁଛନ୍ତି। ଯିହୁଦାର ଲୋକମାନେ ସଦାପ୍ରଭୁଙ୍କ ନିକଟରେ ପାଟି କରି ଡାକ ପକାଇଲେ ଓ ଯାଜକମାନେ ତୂରୀ ବଜାଇଲେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12:9
କିନ୍ତୁ ପ୍ରଭୁ ମାେତେ କହିଲେ, ତୁମ୍ଭ ପାଇଁ ମାରେ ଅନୁଗ୍ରହ ୟଥେଷ୍ଟ। ଯେତବେେଳେ ତୁମ୍ଭେ ଦୁର୍ବଳ, ସେତବେେଳେ ମାରେ ଶକ୍ତି ତୁମ୍ଭଠା ରେ ପରିପୂର୍ଣ୍ଣତା ଭାବେ ଦଖାେ ଦିଏ। ଅତଏବ ମୁଁ ମାରେ ଦୁର୍ବଳତା ପାଇଁ ଗର୍ବ ଅନୁଭବ କରିବା ରେ ଆନନ୍ଦ ପାଏ। ଏହା ଦ୍ବାରା ଖ୍ରୀଷ୍ଟଙ୍କର ଶକ୍ତି ମାେ ଠା ରେ ରହିଥିବ।
ଯାତ୍ରା ପୁସ୍ତକ 14:10
ଇଶ୍ରାୟେଲୀୟମାନେ ଦେଖିଲେ,ଫାରୋ ଏବଂ ତାଙ୍କର ସୈନ୍ଯମାନେ ସମାନଙ୍କେ ଆଡକୁ ଆସୁଛନ୍ତି। ସମାନେେ ତାଙ୍କୁ ଦେଖି ଅତ୍ଯନ୍ତ ଭୟଭିତ ହାଇଗେଲେ। ସମାନେେ ସଦାପ୍ରଭୁଙ୍କୁ ଡାକିଲେ।
ପ୍ରଥମ ଶାମୁୟେଲ 14:6
ଯୋନାଥନ ତାଙ୍କ ଆଜ୍ଞାକାରୀ ୟକ୍ସ୍ଟବକଙ୍କକ୍ସ୍ଟ ୟିଏ ଅସ୍ତ୍ର ଶସ୍ତ୍ର ବୋହିଥାଏ ତାକକ୍ସ୍ଟ କହିଲେ, ଆସ, ଆମ୍ଭେ ବିଦେଶୀଙ୍କର ଶିବିର ଆଡକକ୍ସ୍ଟ ୟିବା। ସଦାପ୍ରଭୁ ଆମ୍ଭମାନଙ୍କୁ ବ୍ଯବହାର କରି ସମାନଙ୍କେୁ ପରାସ୍ତ କରିପାରନ୍ତି, କାରଣ ଅଳ୍ପ ବା ବେଶୀ ସୈନ୍ଯ ହକ୍ସ୍ଟଅନ୍ତକ୍ସ୍ଟ ସଦାପ୍ରଭୁଙ୍କୁ ସମାନଙ୍କେୁ ରକ୍ଷା କରିବାରକ୍ସ୍ଟ କହେି ଅଟକାଇ ପାରିବ ନାହିଁ।
ପ୍ରଥମ ବଂଶାବଳୀ 5:20
ମନଃଶିର ରୂବନେ ଓ ଗାଦ୍ ଗୋଷ୍ଠୀଯର ଏହି ଲୋକମାନେ ୟୁଦ୍ଧ କ୍ଷେତ୍ର ରେ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କଲେ। ପରମେଶ୍ବର ସମାନଙ୍କେୁ ଯେପରି ସାହାୟ୍ଯ କରନ୍ତି, ଏଥିନିମନ୍ତେ ସମାନେେ ତାଙ୍କ ନିକଟରେ ବୀନତି କଲେ। କାରଣ ସମାନେେ ତାଙ୍କ ଠା ରେ ବିଶ୍ବାସ କରୁଥିଲେ। ତେଣୁ ପରମେଶ୍ବର ସମାନଙ୍କେୁ ସାହାୟ୍ଯ କଲେ। ହାଗରୀଯ ଲୋକମାନଙ୍କୁ ପରାସ୍ତ କରିବାକୁ ପରମେଶ୍ବର ସମାନଙ୍କେୁ ଅନୁମତି ଦେଲେ। ଆହୁରି ମଧ୍ଯ ସମାନେେ ହାଗରୀଯ ଲୋକମାନଙ୍କ ସହିତ ରେ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ଯ ପରାସ୍ତ କଲେ।
ଗୀତସଂହିତା 9:19
ହେ ସଦାପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ। ସହେି ଜାତିମାନଙ୍କୁ ନ୍ଯାଯ ପ୍ରଦାନ କର। ଲୋକମାନଙ୍କୁ ଭାବିବାକୁ ସୁଯୋଗ ଦିଅ ନାହିଁ ୟେ ସମାନେେ ଶକ୍ତିଶାଳୀ ଅଟନ୍ତି।
ଗୀତସଂହିତା 18:6
ସହେି ୟନ୍ତାରେ ପଡ଼ି ସହାୟତା ପାଇଁ ମୁଁ ସଦାପ୍ରଭୁଙ୍କୁ ଡ଼ାକିବାକୁ ଲାଗିଲି। ହଁ, ମୁଁ ମାରେ ପରମେଶ୍ବରଙ୍କୁ ଡ଼ାକିଲି, ସେ ଆପଣା ମନ୍ଦିରରେ ଥାଇ ମାେ ଡ଼ାକ ଶୁଣିଲେ। ସେ ମାରେ ସହାୟତା ପାଇଁ ଆର୍ତ୍ତନାଦ ଶୁଣିବାକୁ ପାଇଲେ।
ଗୀତସଂହିତା 20:7
କେତକେ ଲୋକ ସମାନଙ୍କେ ରଥ ଉପରେ ବିଶ୍ବାସ ରଖନ୍ତି। ଅନ୍ୟ ଲୋକମାନେ ସମାନଙ୍କେ ସୈନିକଙ୍କ ଉପରେ ରଖନ୍ତି କିନ୍ତୁ ଆମ୍ଭେ ଆମ୍ଭର ସଦାପ୍ରଭୁ ପରମେଶ୍ବରଙ୍କର ନାମକୁ ଉଚ୍ଚସ୍ବରରେ ଡ଼ାକୁ।
ଯିଶାଇୟ 40:29
ସେ ଦୁର୍ବଳକୁ ବଳ ଦିଅନ୍ତି ଓ ଶକ୍ତିହୀନକୁ ଶକ୍ତି ପ୍ରଦାନ କରନ୍ତି।
ଯିଶାଇୟ 41:10
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।
ଯିରିମିୟ 1:19
ଯଦିଓ ସମାନେେ ତୁମ୍ଭ ବିରୁଦ୍ଧ ରେ ୟୁଦ୍ଧ କରିବେ, ସମାନେେ ତୁମ୍ଭକୁ ଜଯ କରିପାରିବେ ନାହିଁ। କାରଣ ଆମ୍ଭେ ତୁମ୍ଭର ପାଖେ ପାଖେ ରହି ତୁମ୍ଭକୁ ଉଦ୍ଧାର କରିବା। ଏହା ସଦାପ୍ରଭୁ କହନ୍ତି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:31
ସେଥିପାଇଁ ଆମ୍ଭେ ଏହି ବିଷୟ ରେ କ'ଣ କହିବା? ଯଦି ପରମେଶ୍ବର ଆମ୍ଭ ସହିତ ଅଛନ୍ତି, ତାହାହେଲେ କୌଣସି ଲୋକ ଆମ୍ଭକୁ ପରାଜିତ କରି ପାରିବ ନାହିଁ।
ପ୍ରଥମ ଶାମୁୟେଲ 2:9
ସଦାପ୍ରଭୁ ତାଙ୍କର ପବିତ୍ର ଭକ୍ତମାନଙ୍କୁ ସକ୍ସ୍ଟରକ୍ଷା କରନ୍ତି। ସେ ସମାନଙ୍କେୁ ଝକ୍ସ୍ଟଣ୍ଟିବାରକ୍ସ୍ଟ ରକ୍ଷା କରନ୍ତି। କିନ୍ତୁ ମନ୍ଦ ଲୋକମାନେ ଅନ୍ଧକାର ରେ ଝକ୍ସ୍ଟଣ୍ଟିପଡନ୍ତି ଓ ଧ୍ବଂସ ହକ୍ସ୍ଟଅନ୍ତି। ସମାନଙ୍କେର ଶକ୍ତି ସମାନଙ୍କେୁ ରକ୍ଷା କରିବା ପାଇଁ ସାହାୟ୍ଯ କରେ ନାହିଁ।
ଯିଶାଇୟ 26:13
ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ବର, ତୁମ୍ଭକୁ ଛାଡ଼ି ଆମ୍ଭେ ଅନ୍ୟ ପ୍ରଭୁଙ୍କୁ ଅନୁସରଣ କରୁଥିଲୁ ଓ ଅନ୍ୟ ପ୍ରଭୁ ଆମ୍ଭମାନଙ୍କ ଉପ ରେ ରାଜତ୍ବ କରୁଥିଲେ। ମାତ୍ର ଆମ୍ଭମାନେେ ତୁମ୍ଭର ନାମକୁ କବଳେ ସ୍ମରଣ କରିବୁ ଓ କୀର୍ତ୍ତନ କରିବୁ।
ଆମୋଷ 5:9
ତାଙ୍କର ନାମ ଯିହାବୋଃ। ସେ କୌଣସି ଶକ୍ତିଶାଳୀ ନଗରକୁ ବା ଦୁର୍ଗକୁ ଧ୍ବଂସ କରି ପାରନ୍ତି।
ଯିଖରିୟ 2:8
ସେ ଆମ୍ଭକୁ ସହେି ଦେଶମାନଙ୍କଠାରୁ ତୁମ୍ଭମାନଙ୍କୁ ଫରୋଇ ଆଣିବା ପାଇଁ ପଠାଇଲେ, ଯେଉଁମାନେ ତୁମ୍ଭକୁ ଲୁଟିଥିଲେ। ତୁମ୍ଭମାନେେ ତାଙ୍କର ଗୌରବ।
ମାଥିଉଲିଖିତ ସୁସମାଚାର 16:18
ମୁଁ ମଧ୍ଯ ତୁମ୍ଭକୁ କହି ରଖୁଛି ଯେ ତୁମ୍ଭେ ହେଉଛ ପିତର ଏବଂ ମୁଁ ଏହି ପଥର ଉପରେ ମାରେ ମଣ୍ଡଳୀ ତୋଳିବି। ମୃତ୍ଯୁଶକ୍ତି ମାରେ ମଣ୍ଡଳୀକୁ ପରାଜିତ କରିବାକୁ ସମର୍ଥ ହାଇପୋରିବ ନାହିଁ।
ଯୋହନଲିଖିତ ସୁସମାଚାର 14:1
ଯୀଶୁ କହିଲେ, ତୁମ୍ଭମାନଙ୍କେର ହୃଦୟ ଦୁଃଖିତ ନ ହେଉ। ପରମେଶ୍ବରଙ୍କଠା ରେ ବିଶ୍ବାସ ରଖିଥାଅ। ମାଠାେ ରେ ମଧ୍ଯ ବିଶ୍ବାସ ରଖ,
ଯୋହନଲିଖିତ ସୁସମାଚାର 14:27
ମୁଁ ତୁମ୍ଭକୁ ଶାନ୍ତି ଦଇେ ଯାଉଛି। ଏହି ଶାନ୍ତି ମାେ ନିଜର, ଯାହା ମୁଁ ତୁମ୍ଭକୁ ଦେଉଛି। ଜଗତ ଯେପରି ଶାନ୍ତି ଦିଏ, ତା'ଠାରୁ ଭିନ୍ନ ଶାନ୍ତି ମୁଁ ତୁମ୍ଭକୁ ଦେଉଛି। ତେଣୁ ମନ ରେ ଦୁଃଖ କର ନାହିଁ। ଭୟ ମଧ୍ଯ କର ନାହିଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2:21
ସେତବେେଳେ ଯେ କହେି ପ୍ରଭୁଙ୍କ ନାମ ଉଚ୍ଚାରଣ କରିବ, ସେ ଉଦ୍ଧାର ପାଇବ।'ଯାୟେଲ 2:28-32
ରେରିତମାନଙ୍କ କାର୍ଯ୍ୟର ବିବରଣ 3:16
ଏ ଯେଉଁ ଲୋକକୁ ତୁମ୍ଭମାନେେ ଦେଖୁଛ ଓ ଚିହ୍ନିଛ, ସେ ଯୀଶୁଙ୍କ ନାମ ରେ ଶକ୍ତି ପାଇ ଚ଼ାଲି ପାରିଲା। ଯୀଶୁଙ୍କ ନାମ ରେ ଆମ୍ଭମାନଙ୍କର ବିଶ୍ବାସ ଅଛି। ହଁ, କବଳେ ଯୀଶୁଙ୍କ ଉପରେ ଥିବା ବିଶ୍ବାସ ତାକୁ ସମ୍ପୁର୍ଣ୍ଣ ରୂପେ ଆରୋଗ୍ୟ କରି ଦଲୋ ଆଉ ତାହା ତୁମ୍ଭମାନେେ ଦେଖିଲ।
ରେରିତମାନଙ୍କ କାର୍ଯ୍ୟର ବିବରଣ 9:4
ସେ ଭୂମିରେ ପଡ଼ିଗଲେ। ସେ ଗୋଟିଏ ସ୍ବର ଶୁଣିବାକୁ ପାଇଲେ, ଶାଉଲ, ତୁମ୍ଭେ ମାେତେ କାହିଁକି ତାଡ଼ନା ଦେଉଛ?
ଯିଶାଇୟ 26:3
ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭ ଉପ ରେ ନିର୍ଭର କରନ୍ତି ଓ ବିଶ୍ରାମ କରନ୍ତି, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତି ରେ ରଖିବ।
ଯିଶାଇୟ 2:22
ତୁମ୍ଭମାନେେ ପ୍ରାଣବାଯୁଧାରୀ ମନୁଷ୍ଯ ଉପ ରେ ବିଶ୍ବାସ ରଖିବ ନାହିଁ। ମନୁଷ୍ଯମାତ୍ ରେ ମୃତ୍ଯୁ ସୁନିଶ୍ଚିତ। ଏମାନେ ଯେ ଈଶ୍ବରଙ୍କ ପରି ବଳବାନ୍ ଏହା ତୁମ୍ଭମାନେେ ଚିନ୍ତା କରିବା ଉଚିତ୍ ନୁହେଁ।
ହିତୋପଦେଶ 18:10
ସଦାପ୍ରଭୁଙ୍କର ନାମ ଦୃଢ଼ଗଡ଼ ସଦୃଶ। ଧାର୍ମିକ ଲୋକମାନେ ସଠାେକୁ ୟାଇ ରକ୍ଷା ପାଆନ୍ତି।
ଦିତୀୟ ବଂଶାବଳୀ 13:12
ପରମେଶ୍ବର ସ୍ବଯଂ ଆମ୍ଭମାନଙ୍କ ସହିତ ରହିଛନ୍ତି। ସେ ଆମ୍ଭମାନଙ୍କର ଶାସକ ଅଟନ୍ତି, ଆଉ ତାଙ୍କର ଯାଜକମାନେ ଆମ୍ଭମାନଙ୍କ ସହିତ ଅଛନ୍ତି। ତୁମ୍ଭ ବିରୁଦ୍ଧ ରେ ୟୁଦ୍ଧର ଆହ୍ବାନ ରୂପେ ପରମେଶ୍ବରଙ୍କ ଯାଜକମାନେ ତାଙ୍କର ତୂରୀ ବଜାନ୍ତି। ହେ ଇଶ୍ରାୟେଲର ଲୋକମାନେ, ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ବିରୁଦ୍ଧ ରେ ୟୁଦ୍ଧ କର ନାହିଁ। ତୁମ୍ଭମାନେେ କବେେ ସଫଳ ହବେ ନାହିଁ।
ପ୍ରଥମ ରାଜାବଳୀ 20:27
ଇଶ୍ରାୟେଲୀୟ ସୈନ୍ଯ ୟୁଦ୍ଧ ପାଇଁ ପ୍ରସ୍ତୁତ ହେଲେ ଓ ଅରାମୀଯ ସୈନ୍ଯଗଣ ଆଡକୁ ମାଡି ଗ୍ଭଲି ରେ। ସମାନେେ ଅରାମୀଯମାନଙ୍କ ବିପରୀତ ପାଶର୍ବ ରେ ଶିବିର ସ୍ଥାପନ କଲେ। ମାତ୍ର ଇଶ୍ରାୟେଲର ସୈନ୍ଯଗଣ ଦୁଇଟି କ୍ଷୁଦ୍ର ଛାଗପଲ ସଦୃଶ ଦଖାେ ଯାଉଥିଲା ବେଳେ ଅରାମୀଯମାନେ ସମଗ୍ର ଦେଶ ରେ ବ୍ଯାପି ୟାଇଥିଲେ।
ପ୍ରଥମ ଶାମୁୟେଲ 17:45
ଦାଉଦ ଗଲିଯାତକକ୍ସ୍ଟ କହିଲା, ତୁମ୍ଭେ ଖଡ୍ଗ ବର୍ଚ୍ଛା ଓ ଶଲ୍ଯ ଘନେି ମାେ ପାଖକକ୍ସ୍ଟ ଆସିଛ। କିନ୍ତୁ ତୁମ୍ଭେ ଯାହାଙ୍କକ୍ସ୍ଟ ତକ୍ସ୍ଟଚ୍ଛ କରିଅଛ ସଗେି ଇଶ୍ରାୟେଲର ସୈନ୍ଯବାହିନୀର ପରମେଶ୍ବର, ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନାମ ରେ ତକ୍ସ୍ଟମ୍ଭ ନିକଟକକ୍ସ୍ଟ ମଁ ଆସକ୍ସ୍ଟଅଛି।
ପ୍ରଥମ ଶାମୁୟେଲ 17:35
ମୁ ତା' ପଛ ରେ ଗୋଡ଼ାଇଲି ଏବଂ ତାକକ୍ସ୍ଟ ଆଘାତ କରି, ତା' ପାଟିରକ୍ସ୍ଟ ମଷେକକ୍ସ୍ଟ ଛଡାଇ ଆଣିଲି। ବନ୍ଯ ପଶକ୍ସ୍ଟଟି ମାେ ଉପରକକ୍ସ୍ଟ କକ୍ସ୍ଟଦା ମାରିଲା ମୁ ତା'ର ଦାଢି ଧରି ତାହାକକ୍ସ୍ଟ ମାରିଦଲେି।
ବିଚାରକର୍ତାମାନଙ୍କ ବିବରଣ 7:7
ସଦାପ୍ରଭୁ ଗିଦ୍ଦିୟୋନଙ୍କକ୍ସ୍ଟ କହିଲେ, ମୁ ଏହି 300 ଲୋକଙ୍କକ୍ସ୍ଟ ବ୍ଯବହାର କରିବି ଯେଉଁମାନେ କକ୍ସ୍ଟକକ୍ସ୍ଟର ପରି ଗ୍ଭକକ୍ସ୍ଟ ଗ୍ଭକକ୍ସ୍ଟ କରି ଜଳପାନ କଲେ, ମୁ ସମାନଙ୍କେ ଦ୍ବାରା ତୁମ୍ଭକୁ ସାହାୟ୍ଯ କରିବି ଓ ମିଦିଯନୀଯମାନଙ୍କୁ ସମାନଙ୍କେ ହସ୍ତ ରେ ପରାସ୍ତ କରାଇବି। ଅବଶିଷ୍ଟ ଲୋକମାନଙ୍କୁ ସମାନଙ୍କେ ସ୍ବଗୃହକକ୍ସ୍ଟ ଫରୋଇ ଦିଅ।
ଯିହୋଶୂୟ 7:8
ହେ ସଦାପ୍ରଭୁ ଇଶ୍ରାୟେଲ ଶତୃଗଣଙ୍କ ଦ୍ବାରା ପରାଜିତ ହବୋ ପରେ ମୁ କ'ଣ କରିବି?
ଦିତୀୟ ବିବରଣ 32:36
ସଦାପ୍ରଭୁ ତାଙ୍କର ଲୋକମାନଙ୍କର ବିଗ୍ଭର କରିବେ। କାରଣ ସମାନେେ ତାଙ୍କର ଦାସ। ସଦାପ୍ରଭୁ ସମାନଙ୍କେୁ ବିନାଶ କରିବା ବିଷଯ ରେ ନିଜ ମନ ପରିବର୍ତ୍ତନ କରିବେ। କାରଣ ସେ ଦେଖିବେ ଯେ ତାଙ୍କର ଶକ୍ତି ଗ୍ଭଲିୟାଇଛି ଏବଂ ସମାନେେ କିଛି ନକ୍ସ୍ଟହଁ, କବଳେ ଆତ୍ମରକ୍ଷାହୀନ ଓ ଭୀତସ୍ରତ।
ଦିତୀୟ ବିବରଣ 32:30
ଜଣେ ଲୋକ କ'ଣ ହଜାରେ ଲୋକଙ୍କକ୍ସ୍ଟ ଗୋଡ଼ାଇ ପାରିବ? ଦକ୍ସ୍ଟଇଜଣ ଲୋକ କ'ଣ ଦଶହଜାର ଲୋକଙ୍କକ୍ସ୍ଟ ଘଉଡାଇ ଦଇପୋରିବେ? ତାହା ଘଟିବ କବଳେ ଯଦି ସଦାପ୍ରଭୁ ସମାନଙ୍କେୁ ତାଙ୍କର ଶତୃମାନଙ୍କ ହସ୍ତ ରେ ସମର୍ପଣ କରନ୍ତି।
ଦିତୀୟ ବିବରଣ 32:27
କିନ୍ତୁ ଆମ୍ଭେ ଜାଣକ୍ସ୍ଟ ତାଙ୍କର ଶତୃମାନେ କ'ଣ କହିବେ। ଶତୃମାନେ ବକ୍ସ୍ଟଝି ପାରକ୍ସ୍ଟ ନଥିବେ। ସମାନେେ ଏପରି କହି ପାରନ୍ତି, ସଦାପ୍ରଭୁ ଇଶ୍ରାୟେଲକକ୍ସ୍ଟ ଧ୍ବଂସ କରି ନାହାଁନ୍ତି। ଆମ୍ଭେ ଆପଣା ଶକ୍ତି ବଳ ରେ ସମାନଙ୍କେୁ ଜିତିଛକ୍ସ୍ଟ।'
ଦିତୀୟ ବଂଶାବଳୀ 18:31
ଯେତବେେଳେ ରଥ-ଚାଳକମାନେ ଯିହାଶାଫେଟ୍ଙ୍କୁ ଦେଖିଲେ, ସମାନେେ ଭାବିଲେ, ସଠାେରେ ଇଶ୍ରାୟେଲର ରାଜା ଅଛନ୍ତି। ତେଣୁ ସମାନେେ ଯିହାଶାଫେଟ୍ଙ୍କ ଆଡ଼େ ଆକ୍ରମଣ କରିବାକୁ ଗଲେ। ତେଣୁ ଯିହାଶାଫେଟ୍ ଚିତ୍କାର କଲେ, ଆଉ ସଦାପ୍ରଭୁ ତାଙ୍କୁ ସାହାୟ୍ଯ କଲେ। ପରମେଶ୍ବର ରଥ-ଚାଳକମାନଙ୍କୁ ଯିହାଶାଫେଟ୍ଙ୍କ ଆଡ଼ୁ ଫରୋଇ ନେଲେ।
ଦିତୀୟ ବଂଶାବଳୀ 20:12
ହେ ଆମ୍ଭମାନଙ୍କର ପରମେଶ୍ବର, ସହେି ଲୋକମାନଙ୍କୁ ଦଣ୍ଡ ଦିଅ। ଏହି ଯେଉଁ ବୃହତ୍ ସୈନ୍ଯଦଳ ଆମ୍ଭମାନଙ୍କ ବିରୁଦ୍ଧ ରେ ଆସୁଛନ୍ତି, ସମାନଙ୍କେ ବିରୁଦ୍ଧ ରେ ଆମ୍ଭମାନଙ୍କର କୌଣସି ଶକ୍ତି ନାହିଁ। କ'ଣ କରିବାକୁ ହବେ, ତାହା ଆମ୍ଭମାନେେ ଜାଣି ନାହୁଁ। ସେଥିନିମନ୍ତେ ଆମ୍ଭମାନେେ ତୁମ୍ଭର ସାହାୟ୍ଯ ଲୋଡ଼ୁଅଛୁ।
ଦିତୀୟ ବଂଶାବଳୀ 32:8
ଅଶୂରର ରାଜାଙ୍କ ସହିତ କବଳେ ଲୋକମାନେ ଅଛନ୍ତି। କିନ୍ତୁ ଆମ୍ଭମାନଙ୍କ ସହିତ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଅଛନ୍ତି। ଆମ୍ଭମାନଙ୍କର ପରମେଶ୍ବର ଆମ୍ଭମାନଙ୍କୁ ସାହାୟ୍ଯ କରିବେ। ସେ ଆମ୍ଭମାନଙ୍କର ନିମନ୍ତେ ୟୁଦ୍ଧ କରିବେ। ଏହିପରି ଯିହୁଦାର ରାଜା ହିଜକିଯ ଲୋକମାନଙ୍କୁ ଉତ୍ସାହିତ କଲେ ଓ ସମାନଙ୍କେୁ ଶକ୍ତିୟୁକ୍ତ କଲେ।
ଗୀତସଂହିତା 120:1
ମୁଁ ଆପଣା ବିପଦ ସମଯରେ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଏବଂ ସେ ମାେତେ ଉତ୍ତର ଦେଲେ।
ଗୀତସଂହିତା 91:15
ଆମ୍ଭର ଅନୁସରଣକାରୀମାନେ ଆମ୍ଭଙ୍କୁ ସାହାୟ୍ଯ ପାଇଁ ଡ଼ାକିବେ, ଆମ୍ଭେ ସମାନଙ୍କେର ଡ଼ାକ ଶୁଣିବା। ସମାନଙ୍କେ କଷ୍ଟ ସମଯରେ ଆମ୍ଭେ ସମାନଙ୍କେ ସହିତ ରହିବା। ଆମ୍ଭେ ସମାନଙ୍କେୁ ରକ୍ଷା କରିବା ଏବଂ ସମ୍ମାନ ଦବୋ।
ଗୀତସଂହିତା 79:9
ହେ ଆମ୍ଭମାନଙ୍କର ପରିତ୍ରାଣର ପରମେଶ୍ବର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାୟ୍ଯ କର ଏବଂ ଆପଣା ନାମରେ ଆମ୍ଭମାନଙ୍କୁ ରକ୍ଷା କର ଏବଂ ପାପସବୁ କ୍ଷମା କର।
ଗୀତସଂହିତା 50:15
ପରମେଶ୍ବର କହନ୍ତି, ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡ଼ାକ, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବୁ ଓ ତା'ପରେ ତୁମ୍ଭେ ଆମ୍ଭର ମହିମା କରିବ।
ଗୀତସଂହିତା 37:5
ସଦାପ୍ରଭୁଙ୍କ ଉପରେ ନିର୍ଭର ରଖ। ତାଙ୍କୁ ବିଶ୍ବାସ କର ଓ ସେ ନିଶ୍ଚଯ ୟାହା କରିବା କଥା ସଫଳ କରିବେ।
ଗୀତସଂହିତା 34:6
ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାୟ୍ଯ ପାଇଁ ପ୍ରାର୍ଥନା କଲା ଓ ସଦାପ୍ରଭୁ ତାହା ଶୁଣିଲେ ସେ ମାେତେ ମାରେ ସମସ୍ତ ବିପଦରୁ ଉଦ୍ଧାର କଲେ।
ଗୀତସଂହିତା 22:5
ହେ ପରମେଶ୍ବର, ଆମ୍ଭର ପୂର୍ବପୁରୁଷମାନେ ତୁମ୍ଭକୁ ସାହାୟ୍ଯ ପାଇଁ ଡାକିଲେ ଏବଂ ସମାନେେ ଶତ୍ରୁମାନଙ୍କ କବଳରୁ ରକ୍ଷା ପାଇଲେ। ସମାନେେ ତୁମ୍ଭଙ୍କୁ ବିଶ୍ବାସ କରିଥିବାରୁ ସମାନେେ ନିରାଶ ହେଲେ ନାହିଁ।
ଗୀତସଂହିତା 20:5
ଆମ୍ଭେ ସମସ୍ତେ ଖୁସି ହବେୁ ଯେତବେେଳେ ପରମେଶ୍ବର ତୁମ୍ଭକୁ ସାହାୟ୍ଯ କରିବେ। ଆସ ସମସ୍ତେ ପରମେଶ୍ବରଙ୍କ ନାମର ଜଯଗାନ କରିବା। ୟାହା ତୁମ୍ଭେ ଚାହୁଁଛ, ସଦାପ୍ରଭୁ ତୁମ୍ଭର ସହେି ସକଳ କାମନା ପୂରଣ କରନ୍ତୁ।
ଦିତୀୟ ବଂଶାବଳୀ 32:20
ରାଜା ହିଜକିଯ ଓ ଆମାେସ୍ଙ୍କ ପୁତ୍ର ଭବିଷ୍ଯତ୍ବକ୍ତା ଯିଶାଇୟ ଏହି ସମସ୍ଯା ସମ୍ବନ୍ଧ ରେ ପ୍ରାର୍ଥନା କଲେ। ସମାନେେ ସ୍ବର୍ଗ ପ୍ରତି ଅତି ଉଚ୍ଚସ୍ବର ରେ ପ୍ରାର୍ଥନା କଲେ।
ଲେବୀୟ ପୁସ୍ତକ 26:8
ତୁମ୍ଭମାନଙ୍କ ମଧ୍ଯରୁ ପାଞ୍ଚ ଜଣ ଶତୃ ପକ୍ଷରୁ ଶ ହେ ଲୋକଙ୍କୁ ଘଉଡାଇ ଦବେେ ଓ ଶ ହେ ଜଣ ଦଶସହସ୍ର ଜଣଙ୍କୁ ଘଉଡାଇ ଦବେେ ତୁମ୍ଭମାନଙ୍କ ଖଡ୍ଗ ରେ ତୁମ୍ଭମାନଙ୍କର ଶତୃର ବିନାଶ ଘଟିବ।