English
ଦିତୀୟ ବଂଶାବଳୀ 14:3 ଚିତ୍ର
ଆସା ଉଚ୍ଚ ସ୍ଥାନ ରେ ଥିବା ବିଦେଶୀଯ ୟଜ୍ଞବଦେୀକୁ ଉଠାଇ ଦେଲେ। ଆସା ଉଚ୍ଚସ୍ଥାନସବୁ ଦୂର କରି ଦେଲେ ଓ ସ୍ମରଣାର୍ଥକ ପବିତ୍ର ପ୍ରସ୍ତରସବୁକୁ ଭାଙ୍ଗି ଚୂରମାର୍ କରି ଦେଲେ। ଆଉ ଆସା ଆଶରୋ ସ୍ତମ୍ଭ ସବୁକୁ ଭାଙ୍ଗି ଦେଲେ।