ଓଡ଼ିଆ ଓଡ଼ିଆ ବାଇବେଲ ଦିତୀୟ ବଂଶାବଳୀ ଦିତୀୟ ବଂଶାବଳୀ 15 ଦିତୀୟ ବଂଶାବଳୀ 15:8 ଦିତୀୟ ବଂଶାବଳୀ 15:8 ଚିତ୍ର English

ଦିତୀୟ ବଂଶାବଳୀ 15:8 ଚିତ୍ର

ଆସା ଓବେଦ୍ ଭବିଷ୍ଯଦ୍ବକ୍ତାଙ୍କଠାରୁ ଏହି ସମସ୍ତ ବାର୍ତ୍ତା ଶୁଣି ଉତ୍ସାହ ଅନୁଭବ କଲେ। ଏହାପରେ ସେ ଯିହୁଦା ବିନ୍ଯାମୀନର ସମସ୍ତ ଅଞ୍ଚଳରୁ ଘୃଣ୍ଯ ପ୍ରତିମାଗୁଡ଼ିକ ଦୂର କରି ଦେଲେ। ଆସା ଇଫ୍ରଯିମ୍ର ପାର୍ବତ୍ଯମଯ ଦେଶର ଯେଉଁ ସହରଗୁଡ଼ିକ ଅଧିକାର କରିଥିଲେ, ସହେି ସହରଗୁଡ଼ିକରୁ ମଧ୍ଯ ସହେି ଘୃଣ୍ଯ ପ୍ରତିମାଗୁଡ଼ିକ ବାହାର କରି ଦେଲେ। ଆଉ ସେ ସଦାପ୍ରଭୁଙ୍କ ମନ୍ଦିରର ବାରଣ୍ଡା ସମ୍ମୁଖସ୍ଥ ସଦାପ୍ରଭୁଙ୍କ ୟଜ୍ଞବଦେୀକୁ ମରାମତି କଲେ।
Click consecutive words to select a phrase. Click again to deselect.
ଦିତୀୟ ବଂଶାବଳୀ 15:8

ଆସା ଓବେଦ୍ ଭବିଷ୍ଯଦ୍ବକ୍ତାଙ୍କଠାରୁ ଏହି ସମସ୍ତ ବାର୍ତ୍ତା ଶୁଣି ଉତ୍ସାହ ଅନୁଭବ କଲେ। ଏହାପରେ ସେ ଯିହୁଦା ଓ ବିନ୍ଯାମୀନର ସମସ୍ତ ଅଞ୍ଚଳରୁ ଘୃଣ୍ଯ ପ୍ରତିମାଗୁଡ଼ିକ ଦୂର କରି ଦେଲେ। ଆସା ଇଫ୍ରଯିମ୍ର ପାର୍ବତ୍ଯମଯ ଦେଶର ଯେଉଁ ସହରଗୁଡ଼ିକ ଅଧିକାର କରିଥିଲେ, ସହେି ସହରଗୁଡ଼ିକରୁ ମଧ୍ଯ ସହେି ଘୃଣ୍ଯ ପ୍ରତିମାଗୁଡ଼ିକ ବାହାର କରି ଦେଲେ। ଆଉ ସେ ସଦାପ୍ରଭୁଙ୍କ ମନ୍ଦିରର ବାରଣ୍ଡା ସମ୍ମୁଖସ୍ଥ ସଦାପ୍ରଭୁଙ୍କ ୟଜ୍ଞବଦେୀକୁ ମରାମତି କଲେ।

ଦିତୀୟ ବଂଶାବଳୀ 15:8 Picture in Oriya