ଦିତୀୟ ବଂଶାବଳୀ 21:12 in Oriya

ଓଡିଆ ଓଡିଆ ବାଇବେଲ ଦିତୀୟ ବଂଶାବଳୀ ଦିତୀୟ ବଂଶାବଳୀ 21 ଦିତୀୟ ବଂଶାବଳୀ 21:12

2 Chronicles 21:12
ଯିହାରୋମ୍ ଭବିଷ୍ଯତ୍ବକ୍ତା ଏଲୀଯଙ୍କଠାରୁ ଏକ ବାର୍ତ୍ତା ପାଇଲେ। ସହେି ବାର୍ତ୍ତା ରେ ଏହିପରି ଲଖାେଥିଲା : ସଦାପ୍ରଭୁ ପରମେଶ୍ବର ଏହିକଥା କହନ୍ତି। ତୁମ୍ଭ ପିତା ଦାଉଦ ଯାହାଙ୍କର ଅନୁଗମନ କରିଥିଲେ, ଏ ସହେି ପରମେଶ୍ବର ଅଟନ୍ତି। ସଦାପ୍ରଭୁ କହନ୍ତି, 'ଯିହାରୋମ୍, ତୁମ୍ଭ ପିତା ଯିହାଶାଫେଟ୍ ଯେଉଁ ପ୍ରକାର ଜୀବନୟାପନ କରିଥିଲେ, ତୁମ୍ଭେ ସେ ପ୍ରକାର କରି ନାହଁ। ଯିହୁଦାର ରାଜା ଆସା ଯେ ପ୍ରକାର ଜୀବନୟାପନ କରିଥିଲେ, ତୁମ୍ଭେ ସପରେି ଜୀବନୟାପନ କରି ନାହଁ।

2 Chronicles 21:112 Chronicles 212 Chronicles 21:13

2 Chronicles 21:12 in Other Translations

King James Version (KJV)
And there came a writing to him from Elijah the prophet, saying, Thus saith the LORD God of David thy father, Because thou hast not walked in the ways of Jehoshaphat thy father, nor in the ways of Asa king of Judah,

American Standard Version (ASV)
And there came a writing to him from Elijah the prophet, saying, Thus saith Jehovah, the God of David thy father, Because thou hast not walked in the ways of Jehoshaphat thy father, nor in the ways of Asa king of Judah,

Bible in Basic English (BBE)
And a letter came to him from Elijah the prophet, saying, The Lord, the God of your father David, says, Because you have not kept to the ways of your father Jehoshaphat or the ways of Asa, king of Judah,

Darby English Bible (DBY)
And there came a writing to him from Elijah the prophet saying, Thus saith Jehovah, the God of David thy father: Because thou hast not walked in the ways of Jehoshaphat thy father, nor in the ways of Asa king of Judah,

Webster's Bible (WBT)
And there came a writing to him from Elijah the prophet, saying, Thus saith the LORD God of David thy father, Because thou hast not walked in the ways of Jehoshaphat thy father, nor in the ways of Asa king of Judah,

World English Bible (WEB)
There came a writing to him from Elijah the prophet, saying, Thus says Yahweh, the God of David your father, Because you have not walked in the ways of Jehoshaphat your father, nor in the ways of Asa king of Judah,

Young's Literal Translation (YLT)
And there cometh in unto him a writing from Elijah the prophet, saying, `Thus said Jehovah, God of David thy father, Because that thou hast not walked in the ways of Jehoshaphat thy father, and in the ways of Asa king of Judah,

And
there
came
וַיָּבֹ֤אwayyābōʾva-ya-VOH
a
writing
אֵלָיו֙ʾēlāyway-lav
to
מִכְתָּ֔בmiktābmeek-TAHV
him
from
Elijah
מֵאֵֽלִיָּ֥הוּmēʾēliyyāhûmay-ay-lee-YA-hoo
prophet,
the
הַנָּבִ֖יאhannābîʾha-na-VEE
saying,
לֵאמֹ֑רlēʾmōrlay-MORE
Thus
כֹּ֣ה׀koh
saith
אָמַ֣רʾāmarah-MAHR
Lord
the
יְהוָ֗הyĕhwâyeh-VA
God
אֱלֹהֵי֙ʾĕlōhēyay-loh-HAY
of
David
דָּוִ֣ידdāwîdda-VEED
thy
father,
אָבִ֔יךָʾābîkāah-VEE-ha
Because
תַּ֗חַתtaḥatTA-haht

אֲשֶׁ֤רʾăšeruh-SHER
thou
hast
not
לֹֽאlōʾloh
walked
הָלַ֙כְתָּ֙hālaktāha-LAHK-TA
ways
the
in
בְּדַרְכֵי֙bĕdarkēybeh-dahr-HAY
of
Jehoshaphat
יְהֽוֹשָׁפָ֣טyĕhôšāpāṭyeh-hoh-sha-FAHT
father,
thy
אָבִ֔יךָʾābîkāah-VEE-ha
nor
in
the
ways
וּבְדַרְכֵ֖יûbĕdarkêoo-veh-dahr-HAY
Asa
of
אָסָ֥אʾāsāʾah-SA
king
מֶֽלֶךְmelekMEH-lek
of
Judah,
יְהוּדָֽה׃yĕhûdâyeh-hoo-DA

Cross Reference

ଦିତୀୟ ବଂଶାବଳୀ 17:3
ସଦାପ୍ରଭୁ ଯିହାଶାଫେଟ୍ଙ୍କ ସହିତ ଥିଲେ, କାରଣ ଯିହାଶାଫେଟ୍ ଆରମ୍ଭରୁ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ତୁଲ୍ଯ ଉତ୍ତମ କର୍ମମାନ କରିଥିଲେ। ଯିହାଶାଫେଟ୍ ବାଲ୍ ପ୍ରତିମାମାନଙ୍କର ଉପାସନା କଲେ ନାହିଁ।

ଦିତୀୟ ବଂଶାବଳୀ 14:2
ଆସା ତାଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ସମ୍ମୁଖ ରେ ଉତ୍ତମ ଓ ଯଥାର୍ଥ ବିଷଯମାନ କଲେ।

ଦାନିଏଲ 5:25
କାନ୍ଥ ରେ ଲିଖିତ ହାଇେଥିବା ଶଦ୍ଦଗୁଡିକ ହେଲା ଏହି: ମିନେ, ମିନେ, ତକେଲ୍, ଉପାରସୀନ।

ଦାନିଏଲ 5:5
ସହେି ସମୟରେ ହଠାତ୍ ମନୁଷ୍ଯର ଏକ ହସ୍ତ ଦଶୃମାନ ହେଲା ଓ ରାଜପ୍ରାସାଦର କାନ୍ଥର ଲପନେ ଉପ ରେ ଅଙ୍ଗୁଳି ରେ ଲେଖିଲା। ସହେି ହସ୍ତ ଦୀପରୂଖା ନିକଟସ୍ଥ ରାଜପ୍ରାସାଦ କାନ୍ଥ ରେ ଲେଖୁଥିଲା। ଆଉ ରାଜା ଲେଖୁଥିବା ସ୍ବହସ୍ତର ଅଂଶ ଦେଖୁଥିଲେ।

ଯିରିମିୟ 36:28
ହେ ଯିରିମିୟ, ଯିହୁଦାର ରାଜା ଯିହାୟୋଦାରକୀମ୍ ଯେଉଁ ପୁସ୍ତକ ପୋଡ଼ି ପକାଇଅଛି, ସହେି ପୁସ୍ତକ ଲିଖିତ ସମସ୍ତ ବାକ୍ଯ ତୁମ୍ଭେ ଆଉ ଖଣ୍ଡେ ପୁସ୍ତକ ନଇେ ପୁନର୍ବାର ଲେଖ।

ଯିରିମିୟ 36:23
ଅନନ୍ତର ୟିହୁଦି ପୁସ୍ତକରୁ ତନିଚାରି ପତ୍ର ପାଠ କଲାପ ରେ ରାଜା ଏକ କ୍ଷୁଦ୍ର ଛୁରୀ ରେ ତାହାକୁ କାଟି ଅଗ୍ନିପାତ୍ର ରେ ଥିବା ଅଗ୍ନି ରେ ତାହା ପକାଇ ଦେଲେ। ଶଷେ ରେ ସହେି ପାତ୍ର ଅଗ୍ନି ରେ ସମସ୍ତ ପୁସ୍ତକ ଭସ୍ମସାତ୍ ହେଲା।

ଯିରିମିୟ 36:2
ହେ ଯିରିମିୟ, ଗୋଟିଏ ନଳାକାର ପୁସ୍ତକ ନିଅ। ଆମ୍ଭେ ଯୋଶିୟ ରାଜାଙ୍କ ରାଜତ୍ବ କାଳରୁ ଆଜି ପର୍ୟ୍ଯନ୍ତ ଇଶ୍ରାୟେଲ, ଯିହୁଦା ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧ ରେ ଯାହା ଯାହା କରିଅଛୁ, ସେ ସମସ୍ତ ସହେି ପୁସ୍ତକରେ ଲେଖ।

ଦିତୀୟ ରାଜାବଳୀ 2:11
ଏହିପରି ସେ ଦୁ ହେଁ ଏକତ୍ର କଥାବାର୍ତ୍ତା ହାଇେ ଯାଉଥିବା ବେଳେ ହଠାତ୍ ଏକ ଅଗ୍ନିମଯ ରଥ ଓ ଅଗ୍ନିମଯ ଅଶ୍ବମାନ ଉପସ୍ଥିତ ହେଲେ ଏବଂ ସେ ଦୁହିଁଙ୍କୁ ପୃଥକ୍ କଲେ। ତା'ପରେ ଏଲିଯ ଘୂର୍ଣ୍ଣିବାଯୁ ରେ ସ୍ବର୍ଗାରୋହଣ କଲେ।

ଦିତୀୟ ରାଜାବଳୀ 2:1
ଅନନ୍ତର ସଦାପ୍ରଭୁ ଏଲିଯଙ୍କୁ ଘୂର୍ଣ୍ଣିବାଯୁ ରେ ସ୍ବର୍ଗକୁ ଘନେିୟିବାକୁ ଉଦ୍ଯତ ଥିଲେ, ଏଲିଯ ଓ ଇଲୀଶାୟ ଗିଲ୍ଗଲଠାରୁ ସମାନଙ୍କେର ରାସ୍ତା ରେ ଥିଲେ।

ପ୍ରଥମ ରାଜାବଳୀ 22:43
ୟିହୋଶାଫଟ୍ ଅତି ଉତ୍ତମ ଥିଲେ। ସେ ତାଙ୍କର ପିତା ଆସାଙ୍କର ପଥ ଅନୁସରଣ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟି ରେ ଯାହା ଯଥାର୍ଥ ତାହାହିଁ କଲେ। କିନ୍ତୁ ସେ ଉଚ୍ଚସ୍ଥଳୀଗୁଡିକୁ ଧ୍ବଂସ କଲେ ନାହିଁ। ସେ ସମୟରେ ଲୋକମାନେ ସହେି ଉଚ୍ଚସ୍ଥଳୀ ରେ ବଳିଦାନ ଉତ୍ସର୍ଗ କଲେ ଓ ଧୂପ ଜଳାଇଲେ।

ପ୍ରଥମ ରାଜାବଳୀ 15:11
ଆସା ନିଜ ପୂର୍ବପୁରୁଷ ଦାଉଦଙ୍କ ପରି ଯାହା ସଦାପ୍ରଭୁଙ୍କ ଦୃଷ୍ଟି ରେ ନ୍ଯାଯ ଓ ଯଥାର୍ଥ ଥିଲା, ସହେିପରି ଉତ୍ତମ କାର୍ୟ୍ଯମାନ କଲେ।

ଯିହିଜିକଲ 2:9
ତା'ପ ରେ ମୁଁ ଦେଖିଲି ଏକ ହସ୍ତ ମାେ ଆଡ଼େ ପ୍ରସାରିତ ହେଲା। ସେ ହାତ ରେ ଲଖାେଥିବା ଏକ ନଳାକାର ପୁସ୍ତକ ଥିଲା।