ଓଡ଼ିଆ ଓଡ଼ିଆ ବାଇବେଲ ଦିତୀୟ ବଂଶାବଳୀ ଦିତୀୟ ବଂଶାବଳୀ 32 ଦିତୀୟ ବଂଶାବଳୀ 32:5 ଦିତୀୟ ବଂଶାବଳୀ 32:5 ଚିତ୍ର English

ଦିତୀୟ ବଂଶାବଳୀ 32:5 ଚିତ୍ର

ହିଜକିଯ ୟିରୁଶାଲମକୁ ଆହୁରି ଦୃଢ଼ କଲେ। ସେ ତାହା ଏହି ପ୍ରକାର କଲେ ; ସେ ପ୍ରାଚୀରର ଉଚ୍ଚସ୍ଥାନ ସବୁ ପୁନଃନିର୍ମାଣ କଲେ। ସେ ପ୍ରାଚୀର ଉପରେ ଦୁର୍ଗ ନିର୍ମାଣ କଲେ। ସେ ପ୍ରଥମ ପ୍ରାଚୀରର ବାହ୍ଯ ଭାଗ ରେ ଆଉ ଏକ ପ୍ରାଚୀର ନିର୍ମାଣ କଲେ। ସେ ୟିରୁଶାଲମ ପ୍ରାଚୀନ ଅଂଶର ପୂର୍ବକୁ ଏକ ଶକ୍ତିଶାଳୀ ସ୍ଥାନ ପୁନଃନିର୍ମାଣ କଲେ। ସେ ଅନକେ ଅସ୍ତ୍ର ଢ଼ାଲମାନ ନିର୍ମାଣ କଲେ।
Click consecutive words to select a phrase. Click again to deselect.
ଦିତୀୟ ବଂଶାବଳୀ 32:5

ହିଜକିଯ ୟିରୁଶାଲମକୁ ଆହୁରି ଦୃଢ଼ କଲେ। ସେ ତାହା ଏହି ପ୍ରକାର କଲେ ; ସେ ପ୍ରାଚୀରର ଉଚ୍ଚସ୍ଥାନ ସବୁ ପୁନଃନିର୍ମାଣ କଲେ। ସେ ପ୍ରାଚୀର ଉପରେ ଦୁର୍ଗ ନିର୍ମାଣ କଲେ। ସେ ପ୍ରଥମ ପ୍ରାଚୀରର ବାହ୍ଯ ଭାଗ ରେ ଆଉ ଏକ ପ୍ରାଚୀର ନିର୍ମାଣ କଲେ। ସେ ୟିରୁଶାଲମ ପ୍ରାଚୀନ ଅଂଶର ପୂର୍ବକୁ ଏକ ଶକ୍ତିଶାଳୀ ସ୍ଥାନ ପୁନଃନିର୍ମାଣ କଲେ। ସେ ଅନକେ ଅସ୍ତ୍ର ଓ ଢ଼ାଲମାନ ନିର୍ମାଣ କଲେ।

ଦିତୀୟ ବଂଶାବଳୀ 32:5 Picture in Oriya