କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12:7 in Oriya

ଓଡିଆ ଓଡିଆ ବାଇବେଲ କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12 କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12:7

2 Corinthians 12:7
ମାେତେ ଦିଆଯାଇଥିବା ଆଶ୍ଚର୍ୟ୍ଯଜନକ ପ୍ରତ୍ଯାଦେଶଗୁଡ଼ିକ ପାଇଁ କାଳେ ମୁଁ ଅତ୍ଯଧିକ ଗର୍ବ କରିବି, ସେଥିପାଇଁ ମାେତେ ଶରୀର ରେ ୟନ୍ତ୍ରଣାଦାୟକ ଏକ କଣ୍ଟକ ଦିଆ ହେଲା। ଶୟତାନର ଦୂତ ସ୍ବରୂପେ ଏହା ମାେତେ ଦିଆଯାଇଛି ଓ ମୁଁ ଯେପରିକି ଅଧିକ ଗର୍ବ ନ କରେ। ମାେତେ ମାଡ଼ ମାରିବା ପାଇଁ ସେଥିପାଇଁ ତାହାକୁ ପଠାଯାଇଛି।

2 Corinthians 12:62 Corinthians 122 Corinthians 12:8

2 Corinthians 12:7 in Other Translations

King James Version (KJV)
And lest I should be exalted above measure through the abundance of the revelations, there was given to me a thorn in the flesh, the messenger of Satan to buffet me, lest I should be exalted above measure.

American Standard Version (ASV)
And by reason of the exceeding greatness of the revelations, that I should not be exalted overmuch, there was given to me a thorn in the flesh, a messenger of Satan to buffet me, that I should not be exalted overmuch.

Bible in Basic English (BBE)
And because the revelations were so very great, in order that I might not be overmuch lifted up, there was given to me a thorn in the flesh, one sent from Satan to give me pain.

Darby English Bible (DBY)
And that I might not be exalted by the exceeding greatness of the revelations, there was given to me a thorn for the flesh, a messenger of Satan that he might buffet me, that I might not be exalted.

World English Bible (WEB)
By reason of the exceeding greatness of the revelations, that I should not be exalted excessively, there was given to me a thorn in the flesh, a messenger of Satan to buffet me, that I should not be exalted excessively.

Young's Literal Translation (YLT)
and that by the exceeding greatness of the revelations I might not be exalted overmuch, there was given to me a thorn in the flesh, a messenger of the Adversary, that he might buffet me, that I might not be exalted overmuch.

And
καὶkaikay
the
τῇtay
through
ὑπερβολῇhyperbolēyoo-pare-voh-LAY
abundance
the
of
revelations,
lest

τῶνtōntone
I
measure
ἀποκαλύψεωνapokalypseōnah-poh-ka-LYOO-psay-one
above
ἵναhinaEE-na
exalted
be
μὴmay
should
ὑπεραίρωμαιhyperairōmaiyoo-pare-A-roh-may
given
was
there
ἐδόθηedothēay-THOH-thay
to
me
μοιmoimoo
thorn
a
σκόλοψskolopsSKOH-lohps
the
in
τῇtay
flesh,
σαρκίsarkisahr-KEE
messenger
the
ἄγγελοςangelosANG-gay-lose
of
Satan
Σατᾶν,satansa-TAHN
to
ἵναhinaEE-na
me,
μεmemay
buffet
κολαφίζῃkolaphizēkoh-la-FEE-zay
lest
ἵναhinaEE-na

μὴmay
I
should
be
exalted
above
measure.
ὑπεραίρωμαιhyperairōmaiyoo-pare-A-roh-may

Cross Reference

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 5:5
ମୁଁ ଆତ୍ମିକ ଭାବରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ ଥିବି ଓ ତୁମ୍ଭମାନେେ ପ୍ରଭୁଯୀଶୁଙ୍କ ଶକ୍ତି ରେ ଏହି ଲୋକକୁ ଶୟତାନ ହସ୍ତ ରେ ସମର୍ପଣ କରିଦିଅ, ୟଦ୍ଦ୍ବାରା ତାର ପାପର ଶରୀର ନଷ୍ଟ ହାଇଯେିବ। ତା' ହେଲେ ତା'ର ଆତ୍ମା ପ୍ରଭୁଙ୍କ ଦିନ ରେ ରକ୍ଷା ପାଇ ପାରିବ।

ଦାନିଏଲ 5:20
କିନ୍ତୁ ନବୂଖଦ୍ନିତ୍ସର ଗର୍ବୀ ଏବଂ ଜିଦ୍ଖୋର ହେଲେ। ତେଣୁ ତାଙ୍କର ରାଜ୍ଯ ତାଙ୍କଠାରୁ ନିଆଗଲା। ତା'ପ ରେ ତାଙ୍କୁ ଲୋକମାନଙ୍କ ଗହଣରୁ ତଡି ନିଆଗଲା।

ଗଣନା ପୁସ୍ତକ 33:55
ଯଦି ତୁମ୍ଭମାନେେ ସହେି ଦେଶନିବାସୀମାନଙ୍କୁ ନିଜ ସମ୍ମୁଖରୁ ତଡି ବାହାର କରି ନ ଦବେ, ଯେଉଁମାନେ ବାସ କରିବେ, ସମାନେେ ତୁମ୍ଭମାନଙ୍କ ଚକ୍ଷୁ ରେ କଣ୍ଟା ସ୍ବରୂପ ଓ ତୁମ୍ଭମାନଙ୍କ ପାଶର୍‌ବ ରେ କଣ୍ଟକ ସ୍ବରୂପ ହବେେ। ତୁମ୍ଭମାନେେ ବାସ କରିବ, ସମାନେେ ତୁମ୍ଭମାନଙ୍କ ପାଇଁ ବହୁ ଦୁଃଖ ଆଣିବେ।

ବିଚାରକର୍ତାମାନଙ୍କ ବିବରଣ 2:3
ବର୍ତ୍ତମାନ ମୁ ତୁମ୍ଭକୁ ଏହିକଥା କହକ୍ସ୍ଟଛି, 'ମୁ କବେେ ଅନ୍ୟ ଲୋକମାନଙ୍କୁ ଏହି ଦେଶରକ୍ସ୍ଟ ବିତାଡିତ କରିବି ନାହିଁ। ଏହି ଲୋକମାନେ ଭବିଷ୍ଯତ ରେ ତୁମ୍ଭର ଏକ ସମସ୍ଯା ହବେେ। ସମାନେେ ତକ୍ସ୍ଟମ୍ଭ ପ୍ରତି ଫାନ୍ଦ ସ୍ବରୂପ ହବେେ ଓ ସମାନଙ୍କେର ଦବେତାଗଣ ତୁମ୍ଭମାନଙ୍କ ପାଇଁ କଣ୍ଟା ସ୍ବରୂପ ହବେେ।'

ଦିତୀୟ ବଂଶାବଳୀ 26:16
କିନ୍ତୁ ଉଷିୟ ଯେତବେେଳେ ଶକ୍ତିଶାଳୀ ହାଇେ ଉଠିଲେ, ତାଙ୍କର ଗର୍ବ ତାଙ୍କର ବିନାଶର କାରଣ ହେଲା। ସେ ତାଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ପ୍ରତି ବିଶ୍ବସ୍ତ ହାଇେ ରହିଲେ ନାହିଁ। ସେ ସୁଗନ୍ଧିଧୂପର ବଦେୀ ଉପରେ ସୁଗନ୍ଧିଧୂପ ଜ୍ବଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।

ଦିତୀୟ ବଂଶାବଳୀ 32:25
କିନ୍ତୁ ହିଜକିଯଙ୍କ ହୃଦଯ ଗର୍ବୀ ଥିଲା, ତେଣୁ ସେ ପରମେଶ୍ବରଙ୍କ ମହାଦୟା ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ ନାହିଁ। ଏଥି ନିମନ୍ତେ ପରମେଶ୍ବର ହିଜକିଯ ଓ ଯିହୁଦା ଏବଂ ୟିରୁଶାଲମର ଲୋକଙ୍କ ପ୍ରତି କୋର୍ଧ କଲେ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:6
କିନ୍ତୁ ଜଣେ ଅଧ୍ଯକ୍ଷ ନୂତନ ଶିଷ୍ଯ ହାଇେ ନ ଥିବେ। ନୂତନ ବିଶ୍ବାସୀଙ୍କୁ ଅଧ୍ଯକ୍ଷ କରାଗଲେ, ତାହା ତାହାଙ୍କୁ ଅତିଶୟ ଗର୍ବୀ କରିପା ରେ। ଏଭଳି ପରିସ୍ଥିତି ରେ ତା'ର ଗର୍ବ ଲାଗି ସେ ଶୟତାନ ଭଳି ଦୋଷୀ ହାଇେ ଦଣ୍ଡିତ ହବେ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:13
ତୁମ୍ଭମାନେେ ମାେ ପାଇଁ ଖୁବ୍ ଭଲ ଥିଲ। ତୁମ୍ଭମାନେେ ମନେ ପକାଅ, ମୁଁ ପ୍ରଥମ ଥର ତୁମ୍ଭମାନଙ୍କ ପାଖକୁ ଆସି ଥିଲି। ଯେ ହତେୁ ମୁଁ ଅସୁସ୍ଥ ଥିଲି। ସେ ସମୟରେ ମୁଁ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିଥିଲି।

ଯିହିଜିକଲ 28:24
'ଏବଂ ଇଶ୍ରାୟେଲ ଦେଶ ଆଉ ପଡ଼ୋଶୀମାନଙ୍କ ଦ୍ବାରା ବେଷ୍ଟିତ ହବେ ନାହିଁ, ଯେଉଁମାନେ କି ତିକ୍ଷଣ ଛୁରୀ ଓ ମୁନିଆଁ କଣ୍ଟାବୁଦା ତୁଲ୍ଯ। ଏବଂ ସମାନେେ ଜାଣିବେ ଯେ, ମୁଁ ସଦାପ୍ରଭୁ ସମାନଙ୍କେର ପ୍ରଭୁ ଅଟେ।'

ଆୟୁବ ପୁସ୍ତକ 2:7
ତା'ପରେ ଶଯତାନ ସଦାପ୍ରଭୁଙ୍କଠାରୁ ବିଦାଯ ନଇେ ଚାଲିଗଲା। ସେ ଆୟୁବକୁ ୟନ୍ତ୍ରଣାଦାୟକ କ୍ଷତ ଦଲୋ। ଏହି କ୍ଷତଗୁଡ଼ିକ ସମଗ୍ର ଶରୀର ରେ ମୁଣ୍ଡଠାରୁ ପାଦ ପର୍ୟ୍ଯନ୍ତ ଥିଲା।

ଦିତୀୟ ବଂଶାବଳୀ 32:31
ଥରେ ବାବିଲୀଯ ନେତାମାନେ ହିଜକିଯଙ୍କ ନିକଟକୁ ବାର୍ତ୍ତାବାହକମାନଙ୍କୁ ପ୍ ରରଣେ କଲେ। ସହେି ବାର୍ତ୍ତାବାହକମାନେ ଦେଶ ମଧିଅରେ ଘଟିଥିବା ଏକ ଅଦ୍ଭୁତ ଚିହ୍ନ ସମ୍ବନ୍ଧ ରେ ପଚାରିଲେ। ଯେତବେେଳେ ସମାନେେ ଆସିଲେ ସେତବେେଳେ ହିଜକିଯଙ୍କୁ ପରୀକ୍ଷା କରିବା ନିମନ୍ତେ ଓ ହିଜକିଯଙ୍କ ହୃଦଯ ରେ ଯାହା କିଛି ଅଛି, ତାହା ଜାଣିବା ନିମନ୍ତେ ପରମେଶ୍ବର ହିଜକିଯଙ୍କୁ ଏକାକୀ ଛାଡ଼ିଗଲେ।

ଦିତୀୟ ବିବରଣ 17:20
ତାଙ୍କର ହୃଦଯ ଅହଙ୍କାରି ହବୋ ଉଚିତ୍ ନକ୍ସ୍ଟହଁ। ସେ ନିଯମରକ୍ସ୍ଟ ବିମକ୍ସ୍ଟଖ ହବୋ ଉଚିତ୍ ନକ୍ସ୍ଟହଁ। ନିଯମକକ୍ସ୍ଟ ଠିକ୍ ଭାବରେ ସେ ପାଳନ କରିବା ଉଚିତ୍। ତବେେ ସେ ଓ ତା'ର ଭବିଷ୍ଯତ ବଂଶଧରମାନେ ଇଶ୍ରାୟେଲ ରେ ବହକ୍ସ୍ଟଦିନ ଧରି ରାଜତ୍ବ କରିବେ।

ଦିତୀୟ ବିବରଣ 8:14
ଯେତବେେଳେ ଏପରି ହବେ ସାବଧାନ, ଗର୍ବ କରିବ ନାହିଁ। ଏକଥା ଭକ୍ସ୍ଟଲ ନାହିଁ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ମିଶରରକ୍ସ୍ଟ ତୁମ୍ଭମାନଙ୍କୁ ଦାସତ୍ବରକ୍ସ୍ଟ ମକ୍ସ୍ଟକ୍ତ କରିଛନ୍ତି ଓ ମିଶରରକ୍ସ୍ଟ ବାହାର କରି ଆଣିଛନ୍ତି।

ଆଦି ପୁସ୍ତକ 32:31
ଏହାପରେ ସୂର୍ େଯ୍ଯାଦଯ ବଳକେୁ ସେ ପନୂଯଲେ ପାର ହେଲେ।ମାତ୍ର ତା'ର ଗୋଡ଼ ୟୋଗୁ େଛାଟାଇ ଚାଲିଲା।

ମାଥିଉଲିଖିତ ସୁସମାଚାର 26:67
ତା'ପରେ ସଠାେରେ ଥିବା ଲୋକମାନେ ଯୀଶୁଙ୍କ ମୁହଁ ଉପରେ ଛପେ ପକାଇଲେ, ବିଧା ମାରିଲେ। କେତକେ ଲୋକ ଚାପୁଡ଼ା ମାରିଲେ।

ଲୂକଲିଖିତ ସୁସମାଚାର 13:16
ଏହି ଯେଉଁ ସ୍ତ୍ରୀ ଲୋକଟିକୁ ମୁଁ ସୁସ୍ଥ କରିଦଲେି ସେ ଆମ୍ଭର ଜଣେ ଯିହୂଦୀ ଭଉଣୀ ଶୟତାନ ତାକୁ ଅଠର ବର୍ଷ ହେଲା ବାନ୍ଧି ରଖିଥିଲା, ବିଶ୍ରାମବାର ରେ ସେଥିରୁ ସେ ମୁକ୍ତ ହବୋ କ'ଣ ଉଚିତ ନୁହେଁ?

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:11
ଏପରିକି ବର୍ତ୍ତମାନ ସୁଦ୍ଧା ଆମ୍ଭେ ଭୋକ ଓ ଶୋଷ ରେ ଅଛୁ, ଓ ବସ୍ତ୍ରହୀନ ଅଟୁ। ଆମ୍ଭକୁ ଅଧିକାଂଶ ସମୟରେ ପ୍ରହାର କରାଯାଇଛି। ଆମ୍ଭର ଘର ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 10:5
ଆମ୍ଭେ ପ୍ରେତ୍ୟକକ ପ୍ରକାରର ଚିନ୍ତାଧାରାକୁ ଖ୍ରୀଷ୍ଟଙ୍କ ନିୟନ୍ତ୍ରଣାଧୀନ କରୁ ଓ ତାଙ୍କର ଆଜ୍ଞାକାରୀ ହବୋ ପାଇଁ ବାଧ୍ଯ କରୁ। ଆମ୍ଭେ ପ୍ରେତ୍ୟକକ ପ୍ରକାରର ଚିନ୍ତାଧାରାକୁ ଖ୍ରୀଷ୍ଟଙ୍କ ନିୟନ୍ତ୍ରଣାଧୀନ କରୁ ଓ ତାଙ୍କର ଆଜ୍ଞାକାରୀ ହବୋ ପାଇଁ ବାଧ୍ଯ କରୁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 11:20
କାରଣ ତୁମ୍ଭମାନେେ ତୁମ୍ଭକୁ ଦାସ ଭଳି ବ୍ଯବହାର କରୁଥିବା, ଫାନ୍ଦ ରେ ପକାଇ ଧରୁଥିବା, ନିଜକୁ ତୁମ୍ଭମାନଙ୍କଠାରୁ ବଡ଼ ବୋଲି କହୁଥିବା ଓ ତୁମ୍ଭମାନଙ୍କ ଗାଲ ରେ ଚାପୁଡ଼ା ମାରୁଥିବା ଲୋକମାନଙ୍କ ପ୍ରତି ସହନଶୀଳ ହାଇେଛ।

ଆଦି ପୁସ୍ତକ 32:25
ସହେି ଲୋକଟି ଦେଖିଲା ସେ ଯାକୁବକୁ ପରାସ୍ତ କରିପାରିବ ନାହିଁ। ତେଣୁ ସେ ଯାକୁବର ଗୋଡ଼କୁ ଟାଣି ଦବୋରୁ ତା'ର ଗୋଡ଼ ଖଞ୍ଜାରୁ ଛାଡ଼ିଗଲା।