English
ଦିତୀୟ ରାଜାବଳୀ 21:16 ଚିତ୍ର
ପୁଣି ମନଃଶି ବହୁ ନିର୍ଦ୍ଦୋଶ ଲୋକଙ୍କୁ ହତ୍ଯା କରି ୟିରୁଶାଲମ୍ ରେ ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ୟ୍ଯନ୍ତ ରକ୍ତ ରେ ପରିପୂର୍ଣ୍ଣ କଲେ। ଏହା ସହିତ ସେ ଯିହୁଦାକୁ ପାପରେ ଅଶିଂକୃତ କରାଇଲେ ଓ ସଦାପ୍ରଭୁଙ୍କ ଦୃଷ୍ଟି ରେ ଦୁଷ୍କର୍ମ କଲେ।'