2 Peter 1:3 ଯୀଶୁଙ୍କଠା ରେ ପରମେଶ୍ବରଙ୍କ ଶକ୍ତି ଅଛି। ଆମ୍ଭର ଜୀବନଯାପନ ପାଇଁ ଓ ପରମେଶ୍ବରଙ୍କୁ ସବୋ କରିବା ପାଇଁ ଯାହା କିଛି ଦରକାର ସେ ସବୁ ଆପଣା ଶକ୍ତି ରେ ଆମ୍ଭକୁ ଦଇେଛନ୍ତି। ଆମ୍ଭେ ତାହାଙ୍କୁ ଜାଣିଛୁ ବୋଲି ଏହାସବୁ ପାଇଛୁ। ଯୀଶୁ ଆପଣା ମହିମା ଓ ଉତ୍ତମତା ରେ ଆମ୍ଭମାନଙ୍କୁ ଡ଼ାକିଛନ୍ତି।
2 Peter 1:3 in Other Translations
King James Version (KJV) According as his divine power hath given unto us all things that pertain unto life and godliness, through the knowledge of him that hath called us to glory and virtue:
American Standard Version (ASV) seeing that his divine power hath granted unto us all things that pertain unto life and godliness, through the knowledge of him that called us by his own glory and virtue;
Bible in Basic English (BBE) Because by his power he has given us everything necessary for life and righteousness, through the knowledge of him who has been our guide by his glory and virtue;
Darby English Bible (DBY) As his divine power has given to us all things which relate to life and godliness, through the knowledge of him that has called us by glory and virtue,
World English Bible (WEB) seeing that his divine power has granted to us all things that pertain to life and godliness, through the knowledge of him who called us by his own glory and virtue;
Young's Literal Translation (YLT) As all things to us His divine power (the things pertaining unto life and piety) hath given, through the acknowledgement of him who did call us through glory and worthiness,
According as
Ὡς
hōs
ose
all things
πάντα
pas
pahs
unto us
ἡμῖν
hēmin
ay-MEEN
τῆς
ho
oh
divine
θείας
theios
THEE-ose
power
δυνάμεως
dynamis
THYOO-na-mees
his
αὐτοῦ
autos
af-TOSE
that
τὰ
ho
oh
unto
πρὸς
pros
prose
life
ζωὴν
zōē
zoh-A
and
καὶ
kai
kay
godliness,
εὐσέβειαν
eusebeia
afe-SAY-vee-ah
hath given
δεδωρημένης
dōreomai
thoh-RAY-oh-may
through
διὰ
dia
thee-AH
the
τῆς
ho
oh
knowledge of him that hath
ἐπιγνώσεως
epignōsis
ay-PEE-gnoh-sees
τοῦ
ho
oh
called
καλέσαντος
kaleō
ka-LAY-oh
us
ἡμᾶς
hēmas
ay-MAHS
to
διὰ
dia
thee-AH
glory
δόξης
doxa
THOH-ksa
and
καὶ
kai
kay
virtue:
ἀρετῆς·
aretē
ah-RAY-tay
Read Full Chapter :
2 Peter 1
Cross Reference
ପିତରଙ୍କ ପ୍ରଥମ ପତ୍ 5:10
ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ବର ସବୁ ଠିକ୍ କରି ଦବେେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସଇେ ପରମେଶ୍ବର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠା ରେ ତାହାଙ୍କ ମହିମା ରେ ଅଂଶୀଦାର ହବୋ ଲାଗି ସେ ତୁମ୍ଭକୁ ଡ଼ାକି ଅଛନ୍ତି। ସହେି ମହିମା ଅନନ୍ତ କାଳ ଧରି ରହିବ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:19
ତୁମ୍ଭମାନେେ ଏହା ମଧ୍ଯ ବୁଝି ପାରିବ ଯେ, ଆମ୍ଭେ ଯେଉଁମାନେ ବିଶ୍ବାସ କରୁଛୁ, ଆମ୍ଭମାନଙ୍କ ନିମନ୍ତେ କାମ କରୁଥିବା ପରମେଶ୍ବରଙ୍କ ଶକ୍ତି କେତେ ମହାନ୍।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:14
ପରମେଶ୍ବର ସହେି ମୁକ୍ତି ଦବୋ ଲାଗି ତୁମ୍ଭମାନଙ୍କୁ ଡାକିଲେ। ଆମ୍ଭ ଦ୍ବାରା ପ୍ରଚାରିତ ସୁସମାଚାର ମାଧ୍ଯମ ରେ ସେ ତୁମ୍ଭମାନଙ୍କୁ ଡାକିଲେ। ଆମ୍ଭମାନଙ୍କର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମହିମା ରେ ଅଂଶ ଗ୍ରହଣ କରିବା ପାଇଁ ସେ ତୁମ୍ଭମାନଙ୍କୁ ଡାକିଲେ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:9
ପରମେଶ୍ବର ଆମ୍ଭକୁ ଉଦ୍ଧାର କରି ନିଜର ପବିତ୍ର ଲୋକ କରିଛନ୍ତି। ଆମ୍ଭମାନଙ୍କର ନିଜ ବଳ ରେ ତାହା ହାଇେ ନାହିଁ। ବରଂ ପରମେଶ୍ବର ନିଜେ ଇଚ୍ଛାକରି ଓ ନିଜର ଅନୁଗ୍ରହ ଦ୍ବାରା ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି ଓ ନିଜ ଲୋକ କରିଛନ୍ତି। ସହେି ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ଆମ୍ଭକୁ ଅନାଦି କାଳରୁ ମିଳିଛି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:28
ଆମ୍ଭେ ଜାଣୁ ଯେ, ଯେଉଁ ମାନେ ତାହାଙ୍କୁ ପ୍ ରମେ କରନ୍ତି ସମାନଙ୍କେ ପାଇଁ ପରମେଶ୍ବର ପ୍ରତକେ ବିଷୟ ରେ ମଙ୍ଗଳ ଜନ୍ମାନ୍ତି।ପରମେଶ୍ବର ଏହି ଲୋକମାନଙ୍କୁ ବାଛିଛନ୍ତି, କାରଣ ଏହାହିଁ ତାଙ୍କର ଯୋଜନା ଥିଲା।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:12
ଆମ୍ଭେ ତୁମ୍ଭମାନଙ୍କୁ ଉତ୍ସାହ ପ୍ରଦାନ କରିଛୁ, ଆମ୍ଭେ ତୁମ୍ଭମାନଙ୍କୁ ଆଶ୍ବାସନା ଦଲେୁ ଏବଂ ପରମେଶ୍ବରଙ୍କ ପାଇଁ ଭଲ ଜୀବନଯାପନ କରିବା ପାଇଁ କହିଛୁ। ପରମେଶ୍ବର ତୁମ୍ଭମାନଙ୍କୁ ନିଜ ରାଜ୍ଯ ଓ ମହିମା ପ୍ରାପ୍ତ କରିବା ପାଇଁ ଡ଼ାକୁଛନ୍ତି।
ପିତରଙ୍କ ପ୍ରଥମ ପତ୍ 2:21
ଏହା କରିବାକୁ ତୁମ୍ଭେ ଆହ୍ବାନ ପାଇଛ। ତୁମ୍ଭେ ଅନୁସରଣ କରିବା ପାଇଁ ଖ୍ରୀଷ୍ଟ ଏକ ଉଦାହରଣ ଦଖାଇେ ଦଇଯୋଇଛନ୍ତି। ସେ ଯାହା କରିଥିଲେ, ତୁମ୍ଭେ ତାହା କରିବା ଉଚିତ୍। ସେ ତୁମ୍ଭ ପାଇଁ ଯାତନା ସହି ଥିବାରୁ, ତୁମ୍ଭେ ମଧ୍ଯ କଷ୍ଟ ଭୋଗିଲା ବେଳେ ର୍ଧୈୟ୍ଯଶୀଳ ହବୋ ଉଚିତ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:7
ପରମେଶ୍ବର ଆମ୍ଭକୁ ପବିତ୍ର ହବୋ ପାଇଁ ଆହ୍ବାନ କରିଛନ୍ତି। ଆମ୍ଭେ ପାପରେ ଜୀବନ ଯାପନ କରିବା ପାଇଁ ସେ ଚାହାଁନ୍ତି ନାହିଁ।
ପିତରଙ୍କ ଦିତୀୟ ପତ୍ର 1:2
ଅନୁଗ୍ରହ ଓ ଶାନ୍ତି ପ୍ରଚୁର ଭାବେ ତୁମ୍ଭକୁ ମିଳୁ। ତୁମ୍ଭମାନେେ ପ୍ରକୃତ ରେ ପରମେଶ୍ବରଙ୍କୁ ଓ ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ଜାଣିଥିବାରୁ ତୁମ୍ଭେ ଅନୁଗ୍ରହ ଓ ଶାନ୍ତି ପାଇବ।
ଗୀତସଂହିତା 84:11
ସୂର୍ୟ୍ଯ ୟପରେି ତା'ର ଆଲୋକର କିରଣ ତଳକୁ ପଠାଇବା ପରି ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି। ସେ ଆମ୍ଭର ଢ଼ାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ୟ୍ଯ କରନ୍ତି ସମାନଙ୍କେ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:21
ସେଥିପାଇଁ ମନୁଷ୍ଯମାନଙ୍କ ପାଇଁ ତୁମ୍ଭମାନେେ ଗର୍ବ କରିବା ଉଚିତ୍ ନୁହେଁ, କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12:9
କିନ୍ତୁ ପ୍ରଭୁ ମାେତେ କହିଲେ, ତୁମ୍ଭ ପାଇଁ ମାରେ ଅନୁଗ୍ରହ ୟଥେଷ୍ଟ। ଯେତବେେଳେ ତୁମ୍ଭେ ଦୁର୍ବଳ, ସେତବେେଳେ ମାରେ ଶକ୍ତି ତୁମ୍ଭଠା ରେ ପରିପୂର୍ଣ୍ଣତା ଭାବେ ଦଖାେ ଦିଏ। ଅତଏବ ମୁଁ ମାରେ ଦୁର୍ବଳତା ପାଇଁ ଗର୍ବ ଅନୁଭବ କରିବା ରେ ଆନନ୍ଦ ପାଏ। ଏହା ଦ୍ବାରା ଖ୍ରୀଷ୍ଟଙ୍କର ଶକ୍ତି ମାେ ଠା ରେ ରହିଥିବ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:1
ମୁଁ ପ୍ରଭୁଙ୍କର ହାଇେ ଥିବାରୁ କାରାଗାର ରେ ବନ୍ଦୀରୂପେ ଅଛି। ତୁମ୍ଭମାନଙ୍କୁ ପରମେଶ୍ବର ନିଜ ଲୋକ ବୋଲି ବାଛିଛନ୍ତି। ଅତଏବ ପରମେଶ୍ବରଙ୍କ ଲୋକମାନେ ଯେଉଁଭଳି ଜୀବନଯାପନ କରିବା ଉଚିତ୍, ତୁମ୍ଭମାନେେ ସହେିଭଳି ଜୀବନଯାପନ କର।
ପିତରଙ୍କ ପ୍ରଥମ ପତ୍ 2:9
କିନ୍ତୁ ତୁମ୍ଭମାନେେ ମନୋନୀତ ଲୋକ ଅଟ। ତୁମ୍ଭମାନେେ ରାଜାଙ୍କର ଯାଜକ। ତୁମ୍ଭମାନେେ ପବିତ୍ର ଜାତି ଅଟ। ତୁମ୍ଭମାନେେ ପରମେଶ୍ବରଙ୍କ ଲୋକ। ପରମେଶ୍ବର କରିଥିବା ଆଶ୍ଚର୍ୟ୍ଯ ଘଟଣାମାନ କହିବା ପାଇଁ ପରମେଶ୍ବର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ୟ୍ଯ ଜନକ ଆଲୋକକୁ ଆଣିଛନ୍ତି।
ମାଥିଉଲିଖିତ ସୁସମାଚାର 28:18
ତେଣୁ ଯୀଶୁ ସମାନଙ୍କେ ପାଖକୁ ଆସି କହିଲେ, ସ୍ବର୍ଗ ଓ ପୃଥିବୀର ସମସ୍ତ ଅଧିକାର ମାେତେ ଦିଆ ଯାଇଛି।
ଯୋହନଲିଖିତ ସୁସମାଚାର 17:2
ତୁମ୍ଭେ ତାହାଙ୍କୁ ସମସ୍ତ ଲୋକଙ୍କ ଉପରେ କ୍ଷମତା ହଇେଛ। ଯେପରି ତୁମ୍ଭେ ତାହାଙ୍କୁ ଯେଉଁମାନଙ୍କ ପାଇଁ ଦଇେଛ, ସେସମସ୍ତଙ୍କୁ ସହେି ପୁତ୍ର ଅନନ୍ତ ଜୀବନ ଦିଅନ୍ତି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:32
ପରମେଶ୍ବର ଆମ୍ଭ ପାଇଁ ସବୁ କିଛି
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:24
ସମାନଙ୍କେୁ ତାହାଙ୍କ ମହିମା ଦବୋ ପାଇଁ ପ୍ରସ୍ତୁତ କଲେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:9
ପରମେଶ୍ବର ବିଶ୍ବସ୍ତ ଅଟନ୍ତି। ତାହାଙ୍କ ପୁତ୍ର ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସହିତ ଜୀବନ ରେ ସହଭାଗୀ ହବୋପାଇଁ ସେ ତୁମ୍ଭମାନଙ୍କୁ ବାଛିଛନ୍ତି।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:8
ଭାଇ ଓ ଭଉଣୀମାନେ ! ଯାହା ସତ୍ଯ, ସମ୍ମାନଜନକ, ଯଥାର୍ଥ, ଶୁଦ୍ଧ, ଆଦରଣୀୟ, ପ୍ରୀତିଭାଜନ ଓ କୌଣସି ସଦ୍ ଗୁଣ ଓ ପ୍ରଶଂସାର ଥାଏ, ସହେି ବିଷୟଗୁଡ଼ିକରେ ମନୋୟୋଗ କର।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:16
ତାହାଙ୍କର ଶକ୍ତି ରେ ସମସ୍ତ ବିଷୟଗୁଡ଼ିକର ଉତ୍ପତ୍ତି ସ୍ବର୍ଗର ଓ ପୃଥିବୀର ବିଷୟ, ଦୃଶ୍ଯ ଓ ଅଦୃଶ୍ଯ ବିଷୟ ସବୁ, ସମସ୍ତ ଆଧ୍ଯାତ୍ମିକ ଶକ୍ତି, ଅଧିକାରୀଗଣ, ପ୍ରଭୁଗଣ ଓ ଶାସକଗଣ।
ପିତରଙ୍କ ପ୍ରଥମ ପତ୍ 1:15
ନିଜେ କରୁଥିବା ସମସ୍ତ କାମ ରେ, ପରମେଶ୍ବର ଯେପରି ପବିତ୍ର, ସହେିପରି ପବିତ୍ର ହୁଅ। ପରମେଶ୍ବର ହିଁ ତୁମ୍ଭକୁ ଆହ୍ବାନ କରିଥିଲେ।
ପିତରଙ୍କ ପ୍ରଥମ ପତ୍ 3:9
ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ଯ ରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ ପଥା କହିଥିବା ଯୋଗୁ କୌଣସି ଲୋକକୁ ତା' ବଦଳ ରେ ମନ୍ଦ କଥା କୁହ ନାହିଁ। ତା' ବଦଳ ରେ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କର ଯେ, ସେ ତା'କୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ବାନ ପାଇଥିବାରୁ ଏପରି କର।
ଏବ୍ରୀମାନଙ୍କ ନିକଟକୁ ପତ୍ର 1:3
ସେ ପରମେଶ୍ବରଙ୍କ ମହିମାର ଅବିକଳ ପ୍ରତିମୂର୍ତ୍ତି। ସହେି ପୁତ୍ର ନିଜର ଶକ୍ତିୟୁକ୍ତ ବାକ୍ଯ ଦ୍ବାରା ପ୍ରେତ୍ୟକକ ବିଷୟକୁ ଧରି ରଖିଛନ୍ତି। ସହେି ପୁତ୍ର ଲୋକମାନଙ୍କୁ ପାପରୁ ମୁକ୍ତ କରି ସମାନଙ୍କେୁ ପବିତ୍ର କଲେ। ତା'ପରେ ସେ ସ୍ବର୍ଗସ୍ଥ ମହାମହିମ ପରମେଶ୍ବରଙ୍କ ଡ଼ାହାଣପଟ ରେ ବସିଲେ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:8
ନିଜ ଶରୀର ସାଧନା ଅନକୋଂଶ ରେ ତୁମ୍ଭକୁ ସାହାୟ୍ଯ କରେ। କିନ୍ତୁ ପରମେଶ୍ବରଙ୍କ ଉପାସନା କରିବା ଦ୍ବାରା ତାହା ସମସ୍ତ ବିଷୟ ରେ ତୁମ୍ଭକୁ ସାହାୟ୍ଯ କରେ। ଏହା ବର୍ତ୍ତମାନର ଜୀବନ ରେ ଓ ଭବିଷ୍ଯତ ରେ ଜୀବନ ରେ ମଧ୍ଯ ତୁମ୍ଭ ପାଇଁ ଆଶୀର୍ବାଦ ଆଣେ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:4
ଶରୀର ଏକ, ପବିତ୍ର ଆତ୍ମା ମଧ୍ଯ ଏକ। ପରମେଶ୍ବର ତୁମ୍ଭମାନଙ୍କୁ ଏକ ଭରସା ପାଇବା ପାଇଁ ଡ଼ାକି ଥିଲେ।
ରୂତର ବିବରଣ 3:11
ହେ ୟକ୍ସ୍ଟବତୀ, ଭୟ କରନାହିଁ। ତୁମ୍ଭେ ଯାହା ଇଚ୍ଛା କରିବ, ମୁ ତାହା ନିଶ୍ଚିତ କରିବି। ସହରର ସମସ୍ତ ଲୋକ ଜାଣନ୍ତି ଯେ ତୁମ୍ଭେ ବହକ୍ସ୍ଟତ ଭଲ।
ପିତରଙ୍କ ଦିତୀୟ ପତ୍ର 1:5
ଯେ ହତେୁ ଏହି ଆଶୀର୍ବାଦଗୁଡ଼ିକ ତୁମ୍ଭଠା ରେ ଅଛି, ତେଣୁ ତୁମ୍ଭେ ନିଜ ଜୀବନ ରେ ଏଗୁଡ଼ିକ ଅଧିକ ପାଇବା ପାଇଁ ପାରୁପର୍ୟ୍ଯନ୍ତ ପରିଶ୍ରମ କରିବା ଉଚିତ। ନିଜ ବିଶ୍ବାସ ରେ ଉତ୍ତମ ଗୁଣ, ନିଜ ଉତ୍ତମଗୁଣ ରେ ଜ୍ଞାନ,
ପିତରଙ୍କ ପ୍ରଥମ ପତ୍ 1:5
ତୁମ୍ଭର ପରିତ୍ରାଣର ସମୟ ନ ଆସିବା ପର୍ୟ୍ଯନ୍ତ ତୁମ୍ଭ ବିଶ୍ବାସ ମାଧ୍ଯମ ରେ ପରମେଶ୍ବରଙ୍କ ଶକ୍ତି ତୁମ୍ଭକୁ ରକ୍ଷା କରିବ। ସହେି ପରିତ୍ରାଣ ତୁମ୍ଭ ପାଇଁ ପ୍ରସ୍ତୁତ ହାଇେ ରହିଛି ଏବଂ ୟୁଗର ଶଷେ ରେ ତୁମ୍ଭେ ଏହା ପାଇବ।