ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:1 in Oriya

ଓଡିଆ ଓଡିଆ ବାଇବେଲ ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3 ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:1

2 Thessalonians 3:1
ଭାଇ ଓ ଭଉଣୀମାନେ ! ଏବେ ଆମ୍ଭ ପାଇଁ ପ୍ରାର୍ଥନା କର। ପ୍ରାର୍ଥନା କର, ଯେ ପ୍ରଭୁଙ୍କ ଶିକ୍ଷାଗୁଡ଼ିକ ଶୀଘ୍ର ପ୍ରସାରିତ ହବେ। ପ୍ରାର୍ଥନା କର, ତୁମ୍ଭମାନେେ ଯେଉଁଭଳି ସହେି ଶିକ୍ଷାକୁ ସମ୍ମାନ ଦଲେ, ଠିକ୍ ସହେିଭଳି ଲୋକେ ସହେି ଶିକ୍ଷାକୁ ସମ୍ମାନ ଦବେେ।

2 Thessalonians 32 Thessalonians 3:2

2 Thessalonians 3:1 in Other Translations

King James Version (KJV)
Finally, brethren, pray for us, that the word of the Lord may have free course, and be glorified, even as it is with you:

American Standard Version (ASV)
Finally, brethren, pray for us, that the word of the Lord may run and be glorified, even as also `it is' with you;

Bible in Basic English (BBE)
For the rest, my brothers, let there be prayer for us that the word of the Lord may go forward with increasing glory, even as it does with you;

Darby English Bible (DBY)
For the rest, brethren, pray for us, that the word of the Lord may run and be glorified, even as also with you;

World English Bible (WEB)
Finally, brothers, pray for us, that the word of the Lord may spread rapidly and be glorified, even as also with you;

Young's Literal Translation (YLT)
As to the rest, pray ye, brethren, concerning us, that the word of the Lord may run and may be glorified, as also with you,

free
Τὸtotoh
it
λοιπὸνloiponloo-PONE
is
προσεύχεσθεproseuchestheprose-AFE-hay-sthay

ἀδελφοίadelphoiah-thale-FOO
Finally,
περὶperipay-REE
pray
ἡμῶνhēmōnay-MONE
brethren,
ἵναhinaEE-na
for
hooh
us,
λόγοςlogosLOH-gose
that
the
τοῦtoutoo
word
κυρίουkyrioukyoo-REE-oo
the
Lord
of
course,
τρέχῃtrechēTRAY-hay
have
καὶkaikay
may
and
δοξάζηταιdoxazētaithoh-KSA-zay-tay
be
καθὼςkathōska-THOSE
glorified,
καὶkaikay
as
even
with
πρὸςprosprose
you:
ὑμᾶςhymasyoo-MAHS

Cross Reference

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:25
ଭାଇ ଓ ଭଉଣୀମାନେ ! ଆମ୍ଭ ପାଇଁ ପ୍ରାର୍ଥନା କର।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:8
ମାକିଦନିଆ ଓ ଆଖାଯା ରେ ତୁମ୍ଭମାନଙ୍କ ପାଖରୁ ପ୍ରଭୁଙ୍କର ଶିକ୍ଷା ପ୍ରସାରିତ ହାଇେଥିଲା। ପ୍ରେତ୍ୟକକ ସ୍ଥାନ ରେ ପରମେଶ୍ବରଙ୍କଠା ରେ ତୁମ୍ଭ ବିଶ୍ବାସ ପରିଚିତ ହାଇେଛି। ଅତଏବ ତୁମ୍ଭମାନଙ୍କ ବିଶ୍ବାସ ବିଷୟ ରେ ଆମ୍ଭର କିଛି କହିବାର ଆବଶ୍ଯକ ନାହିଁ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:3
ଆମ୍ଭ ପାଇଁ ମଧ୍ଯ ପ୍ରାର୍ଥନା କର। ପରମେଶ୍ବରଙ୍କ ସମ୍ବାଦ ଲୋକମାନଙ୍କୁ କହିବା ପାଇଁ ଆମ୍ଭକୁ ସୁଯୋଗ ପ୍ରଦାନ କରିବା ପାଇଁ ପରମେଶ୍ବରଙ୍କୁ ପ୍ରାର୍ଥନା କର। ଖ୍ରୀଷ୍ଟଙ୍କ ବିଷୟ ରେ ପରମେଶ୍ବର ଯେଉଁ ଗୁପ୍ତ ସତ୍ଯ ପ୍ରକାଶ କରିଛନ୍ତି, ତାହାକୁ ଯେପରି ଆମ୍ଭେ ପ୍ରଚାର କରିପାରୁ, ସେଥିପାଇଁ ପ୍ରାର୍ଥନା କର। ଏହି ସତ୍ଯ ପ୍ରଚାର କରୁଛି ବୋଲି ମୁଁ କାରାଗାର ରେ ବନ୍ଦୀ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:19
ମାେ ପାଇଁ ମଧ୍ଯ ପ୍ରାର୍ଥନା କର। ମୁଁ ଯେପରି ନିର୍ଭୟ ହାଇେ, ସୁସମାଚାରର ନିଗୂଢ଼ ସତ୍ଯ ପ୍ରକାଶ କରିପା ରେ, ସେଥିନିମନ୍ତେ ପରମେଶ୍ବର ମାେତେ ତାହାଙ୍କର ବାକ୍ଯ ପ୍ରଦାନ କଲେ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:13
ତୁମ୍ଭମାନେେ ଆମ୍ଭମାନଙ୍କଠାରୁ ଶୁଣିଥିବା ଶିକ୍ଷାଗୁଡ଼ିକୁ ମଣିଷମାନଙ୍କର ନୁହେଁ ବରଂ ପରମେଶ୍ବରଙ୍କ ବାକ୍ଯ ବୋଲି ଭାବି ଗ୍ରହଣ କରିଥିବାରୁ, ଆମ୍ଭେ ପରମେଶ୍ବରଙ୍କୁ ଅନବରତ ଧନ୍ଯବାଦ ଜଣାଉଛୁ। ଏହା ପ୍ରକୃତ ରେ ପରମେଶ୍ବରଙ୍କ ଶିକ୍ଷା। ଏହି ଶିକ୍ଷାର ପ୍ରଭାବ, ବିଶ୍ବାସୀ ଯେ ତୁମ୍ଭମାନେେ, ତୁମ୍ଭମାନଙ୍କ ଉପରେ ପଡ଼ିଛି।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:1
ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମାରେ କେତକେ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ବରଙ୍କୁ ପ୍ରସନ୍ନ କରିପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟ ରେ ଆମ୍ଭମାନେେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭମାନେେ ସହେିଭଳି ଜୀବନଯାପନ କରୁଛ। ପ୍ରଭୁଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସହେିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ଯ କରୁଛୁ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:17
କଦାପି ପ୍ରାର୍ଥନା କରିବା ବନ୍ଦ କର ନାହିଁ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:9
ଏହି ସୁସମାଚାର ମୁଁ ଲୋକଙ୍କୁ ଶୁଣାଏ। ସହେି ସୁସମାଚାର କହିଥିବାରୁ ମୁଁ ଯାତନା ଭୋଗ କରୁଛି। ଏପରିକି ଜଣେ ଅପରାଧୀ ଭଳି ମୁଁ ଶିକୁଳି ରେ ବନ୍ଧା ମଧ୍ଯ ହାଇେଛି।

ଏବ୍ରୀମାନଙ୍କ ନିକଟକୁ ପତ୍ର 13:18
ଆମ୍ଭ ପାଇଁ ପ୍ରାର୍ଥନା କରୁଥାଅ। ଆମ୍ଭେ ସବୁବେଳେ ସର୍ବୋତ୍କୃଷ୍ଟ କାମ କରିବାକୁ ଚେଷ୍ଟା କରୁଥିବାରୁ, ଆମ୍ଭେ କରୁଥିବା କାମଗୁଡ଼ିକ ଠିକ୍ ବୋଲି ଅନୁଭବ କରୁ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:1
ଭାଇ ଓ ଭଉଣୀମାନେ! ତୁମ୍ଭମାନେେ ଜାଣିଛ ଯେ, ଆମ୍ଭମାନଙ୍କର ତୁମ୍ଭମାନଙ୍କ ପାଖକୁ ୟିବା ବୃଥା ନ ଥିଲା।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:5
ଆମ୍ଭେ ତୁମ୍ଭମାନଙ୍କୁ ସୁସମାଚାର କହିଛୁ। କିନ୍ତୁ ଆମ୍ଭେ କବଳେ ଶବ୍ଦ ବ୍ଯବହାର କରି ନାହୁଁ। ସହେି ସୁସମାଚାର ଆମ୍ଭେ ଶକ୍ତି ଓ ପବିତ୍ର ଆତ୍ମା ସହିତ ଆଣିଛୁ। ଆମ୍ଭେ ନିଶ୍ଚିତ ଭାବରେ ଜାଣିଛୁ ଯେ, ତାହା ସତ୍ଯ। ତୁମ୍ଭମାନେେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲା ବେଳେ କିଭଳି ଜୀବନ ବିତାଉଥିଲୁ, ସଭେଳି ଜୀବନଯାପନ କରି ତୁମ୍ଭମାନଙ୍କୁ ସାହାୟ୍ଯ କରିବା ପାଇଁ ଚାହୁଁଥିଲୁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 1:11
ତୁମ୍ଭମାନେେ ନିଜ ପ୍ରାର୍ଥନା ଦ୍ବାରା ଆମ୍ଭକୁ ସାହାୟ୍ଯ କରିପାର। ଅନକେେ ଆମ୍ଭ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦବେେ, ଯେ ହତେୁ ସମାନଙ୍କେର ପ୍ରାର୍ଥନା ଦ୍ବାରା ପରମେଶ୍ବର ଆମ୍ଭକୁ ଆଶୀର୍ବାଦ ପ୍ରଦାନ କଲେ।

ମାଥିଉଲିଖିତ ସୁସମାଚାର 9:38
ଫସଲ ଅମଳ(ଉଦ୍ଧାର) କରିବା ପାଇଁ ଅଧିକ ମୂଲିଆ ପଠାଇବାକୁ ଫସଲର ମାଲିକ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କର।

ଲୂକଲିଖିତ ସୁସମାଚାର 10:2
ଯୀଶୁ ସମାନଙ୍କେୁ କହିଲେ, ଅମଳ ହବୋକୁ ପ୍ରଚୁର ଫସଲ ପଡି ରହିଛି। କିନ୍ତୁ ମୂଲିଆ ଖୁବ କମ୍। ତେଣୁ ଫସଲର ମାଲିକଙ୍କୁ ପ୍ରାର୍ଥନା କର ଯେ, ସେ ଯେପରି ତାହାଙ୍କର ଫସଲ କାଟିବା ପାଇଁ କାମ କରିବାକୁ ଅଧିକ ମୂଲିଆ ପଠାଇବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 6:7
ଏହିପରି ଭାବରେ ପରମେଶ୍ବରଙ୍କର ବାକ୍ଯ ଚ଼ାରିଆଡ଼େ ବ୍ଯାପିଗଲା। ୟିରୂଶାଲମ ରେ ଶିଷ୍ଯମାନଙ୍କର ସଂଖ୍ଯା ବହୁତ ବଢ଼ିଗଲା। ଏପରିକି ଯିହୂଦୀ ଯାଜକମାନଙ୍କ ମଧ୍ଯରୁ ଅନକେ ବିଶ୍ବାସ କଲେ ଓ ପାଳନ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 12:24
କିନ୍ତୁ ପରମେଶ୍ବରଙ୍କର ସୁସମାଚ଼ାର ଚ଼ାରିଆଡ଼େ ବ୍ଯାପିଗଲା। ଅଧିକରୁ ଅଧିକ ଲୋକମାନେ ଏହି ସୁସମାଚ଼ାର ଦ୍ବାରା ପ୍ରଭାବିତ ଦେଲେ। ବିଶ୍ବାସୀମାନଙ୍କ ସଂଖ୍ଯା ବୃଦ୍ଧି ପାଇବାକୁ ଲାଗିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:48
ଅନ୍ୟ ଜାତୀୟ ଲୋକମାନେ ଏହା ଶୁଣି ଖୁସି ହେଲେ ଓ ପ୍ରଭୁଙ୍କର ସୁସମାଚ଼ାରର ପ୍ରଶଂସା କଲେ ଓ ଯେଉଁମାନେ ଅନନ୍ତ ଜୀବନ ନିମନ୍ତେ ମନୋନୀତ ହାଇେଥିଲେ, ସହେି ଲୋକମାନେ ପ୍ରଭୁଙ୍କଠା ରେ ବିଶ୍ବାସ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:20
ଏହିପରି ଭାବରେ ପ୍ରଭୁଙ୍କର କଥା ଅଧିକ ପ୍ରଭାବଶାଳୀ ହାଇେ ଚ଼ାରିଆଡ଼େ ବ୍ଯାପିବାକୁ ଲାଗିଲା ଏବଂ ଅଧିକରୁ ଅଧିକ ଲୋକ ପ୍ରଭୁଙ୍କଠା ରେ ବିଶ୍ବାସ କଲେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15:30
ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ପ୍ରଭୁ ୟିଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ଅନୁ ରଧେ କରେ ଯେ, ତୁମ୍ଭମାନେେ ପରମେଶ୍ବରଙ୍କ ଠା ରେ ମାେ ପାଇଁ ପ୍ରାର୍ଥନା କରିବା ଦ୍ବାରା ମାେତେ ସାହାୟ୍ଯ କର। ତୁମ୍ଭମାନେେ ପ୍ରଭୁ ୟିଶୁ ଓ ଆତ୍ମାର ପ୍ ରମେ ଲାଭ କରୁଥିବା ଦୃଷ୍ଟିରୁ ଏପରି କର।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16:9
କାରଣ ସଠାେରେ ଫଳପ୍ରଦ କାର୍ୟ୍ଯ ନିମନ୍ତେ ମାେ ପାଇଁ ଏକ ମହାନ୍ ସୁ ଯୋଗର ଦ୍ବାର ଖାେଲା ହାଇେଛି। ସଠାେରେ ମାରେ ଅନକେ ବିପକ୍ଷ ମଧ୍ଯ ଅଛନ୍ତି।

ଗୀତସଂହିତା 138:2
ହେ ପରମେଶ୍ବର, ମୁଁ ତୁମ୍ଭର ପବିତ୍ର ମନ୍ଦିର ପ୍ରତି ପ୍ରଣାମ ଦଣ୍ଡବତ କରିବି। ମୁଁ ତୁମ୍ଭର ନାମ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଏବଂ ତୁମ୍ଭର ସତ୍ଯତାକୁ ପ୍ରଶଂସା କରିବି। ତୁମ୍ଭେ ପ୍ରସିଦ୍ଧ ଅଟ ଏବଂ ୟାହା ତୁମ୍ଭେ କରିବା ପାଇଁ ପ୍ରତିଜ୍ଞା କର ତାହା ଏପରିକି ମଧ୍ଯ ତୁମ୍ଭକୁ ଅଧିକ ପ୍ରସିଦ୍ଧ କରିବ।