English
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:10 ଚିତ୍ର
ସହେି ଅନୁଗ୍ରହ ବର୍ତ୍ତମାନ ସମୟ ପର୍ୟ୍ଯନ୍ତ ଆମ୍ଭକୁ ଦଖାଯାେଉ ନ ଥିଲା। ଆମ୍ଭର ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଆସିବା ପରେ ତାହା ଆମ୍ଭଠା ରେ ପ୍ରକାଶିତ ହେଲା। ଖ୍ରୀଷ୍ଟ ଯୀଶୁ ମୃତ୍ଯୁକୁ ନଷ୍ଟ କଲେ ଓ ଆମ୍ଭକୁ ଜୀବନ ପାଇବାର ପଥ ଦଖାଇେଲେ। ସୁସମାଚାର ମାଧ୍ଯମ ରେ ସେ ଆମ୍ଭକୁ ଅନନ୍ତ ଜୀବନ ପାଇବା ପାଇଁ ମାର୍ଗ ଦଖାଇେଲେ।
⇦ ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:9 ଚିତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:11 ଚିତ୍ର ⇨