Acts 16:8
ତା'ପରେ ସମାନେେ ମୂସିଆ ଦେଶ ଛାଡ଼ି ତ୍ରୋଯା ନଗରକୁ ଆସିଲେ।
Acts 16:8 in Other Translations
King James Version (KJV)
And they passing by Mysia came down to Troas.
American Standard Version (ASV)
and passing by Mysia, they came down to Troas.
Bible in Basic English (BBE)
And going past Mysia, they came down to Troas.
Darby English Bible (DBY)
and having passed by Mysia they descended to Troas.
World English Bible (WEB)
Passing by Mysia, they came down to Troas.
Young's Literal Translation (YLT)
and having passed by Mysia, they came down to Troas.
| And | παρελθόντες | parelthontes | pa-rale-THONE-tase |
| they passing by | δὲ | de | thay |
| τὴν | tēn | tane | |
| Mysia | Μυσίαν | mysian | myoo-SEE-an |
| came down | κατέβησαν | katebēsan | ka-TAY-vay-sahn |
| to | εἰς | eis | ees |
| Troas. | Τρῳάδα | trōada | troh-AH-tha |
Cross Reference
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 2:12
ମୁଁ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଚାର ପ୍ରଚାର କରିବା ପାଇଁ ତ୍ରୋଯା ନଗରକୁ ଯାଇଥିଲି। ପ୍ରଭୁ ସଠାେରେ ମାେତେ ଭଲ ସୁଯୋଗଟିଏ ଦେଲେ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:13
ମୁଁ ଯେତବେେଳେ ତ୍ରୋଯା ରେ ଥିଲି, ମୁଁ କାର୍ପଙ୍କ ପାଖ ରେ ମାରେ ଏକ ଭଲ ଜାମା ଛାଡ଼ି ଆସିଥିଲି। ଅତଏବ ତୁମ୍ଭେ ଯେତବେେଳେ ଆସିବ, ତାହା ମାେ ପାଇଁ ନଇେ ଆସିବ। ମାେ ବହିଗୁଡ଼ିକୁ ମଧ୍ଯ ଆଣିବ। ଚର୍ମପତ୍ର 300 ଉପରେ ଲିଖିତ ବହିଗୁଡ଼ିକ ବିଶଷେଭାବରେ ମାରେ ଦରକାର।
ରେରିତମାନଙ୍କ କାର୍ଯ୍ୟର ବିବରଣ 16:11
ଆମ୍ଭେ ତ୍ରୋଯା ନଗରରୁ ଜଳଯାତ୍ରା ରେ ସାମଥ୍ରାକୀ ଉପଦ୍ବୀପରେ ପହଞ୍ଚିଲୁ। ତା ଆରଦିନ ଆମ୍ଭେ ନିଯାପଲି ନଗରକୁ ଗଲୁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 20:5
ଏମାନେ ସମସ୍ତେ ଆଗେ ଯାଇ ତ୍ରୋଯା ନଗର ରେ ଆମ୍ଭମାନଙ୍କୁ ଅପେକ୍ଷା କଲେ।