ରେରିତମାନଙ୍କ କାର୍ଯ୍ୟର ବିବରଣ 2:20 in Oriya

ଓଡିଆ ଓଡିଆ ବାଇବେଲ ରେରିତମାନଙ୍କ କାର୍ଯ୍ୟର ବିବରଣ ରେରିତମାନଙ୍କ କାର୍ଯ୍ୟର ବିବରଣ 2 ରେରିତମାନଙ୍କ କାର୍ଯ୍ୟର ବିବରଣ 2:20

Acts 2:20
ପ୍ରଭୁଙ୍କର ସହେି ମହତ୍ ଓ ପ୍ରସିଦ୍ଧ ଦିନ ଆସିବା ପୂର୍ବରୁ ସୁର୍ୟ୍ଯ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତ ବର୍ଣ୍ଣ ହାଇୟିବେ।

Acts 2:19Acts 2Acts 2:21

Acts 2:20 in Other Translations

King James Version (KJV)
The sun shall be turned into darkness, and the moon into blood, before the great and notable day of the Lord come:

American Standard Version (ASV)
The sun shall be turned into darkness, And the moon into blood, Before the day of the Lord come, That great and notable `day'.

Bible in Basic English (BBE)
The sun will become dark and the moon will be turned to blood, before that great day of the Lord comes in glory:

Darby English Bible (DBY)
the sun shall be changed to darkness and the moon to blood, before the great and gloriously appearing day of [the] Lord come.

World English Bible (WEB)
The sun will be turned into darkness, And the moon into blood, Before the great and glorious day of the Lord comes.

Young's Literal Translation (YLT)
the sun shall be turned to darkness, and the moon to blood, before the coming of the day of the Lord -- the great and illustrious;

The
hooh
sun
ἥλιοςhēliosAY-lee-ose
shall
be
turned
μεταστραφήσεταιmetastraphēsetaimay-ta-stra-FAY-say-tay
into
εἰςeisees
darkness,
σκότοςskotosSKOH-tose
and
καὶkaikay
the
ay
moon
σελήνηselēnēsay-LAY-nay
into
εἰςeisees
blood,
αἷμαhaimaAY-ma
that
before
πρὶνprinpreen

ay

ἐλθεῖνeltheinale-THEEN
great
τὴνtēntane
and
ἡμέρανhēmeranay-MAY-rahn
notable
κυρίουkyrioukyoo-REE-oo
day
τὴνtēntane
of
the
Lord
μεγάληνmegalēnmay-GA-lane
come:
καὶkaikay
ἐπιφανῆepiphanēay-pee-fa-NAY

Cross Reference

ପିତରଙ୍କ ଦିତୀୟ ପତ୍ର 3:10
କିନ୍ତୁ ଚୋର ଆସିବା ଦିନପରି, ପ୍ରଭୁଙ୍କ ଆସିବା ଦିନଟି ପ୍ରେତ୍ୟକକଙ୍କୁ ଆଶ୍ଚର୍ୟ୍ଯ କରିବ। ଭୟଙ୍କର ଗର୍ଜନ ସହିତ ଆକାଶମଣ୍ଡଳ ଅଦୃଶ୍ଯ ହାଇୟିବେ। ଆକାଶମଣ୍ଡଳର ସମସ୍ତ ବସ୍ତୁ ଅଗ୍ନି ରେ ଧ୍ବଂସ ହାଇଯେିବ। ଜଗତ ଏହାର ସମସ୍ତ ବିଷୟ ସହିତ ଜଳି ୟିବ।

ମାଥିଉଲିଖିତ ସୁସମାଚାର 24:29
ସହେି ଦିନଗୁଡ଼ିକର ବିପଦ ପଡ଼ିବା ପରେ ପରେ ଏହି ଘଟଣାମାନ ଘଟିବ:

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:2
କାରଣ ଏହା ତୁମ୍ଭେ ଭଲ ଭାବେ ଜାଣ ଯେ, ଜଣେ ଚୋର ରାତି ରେ ଆସିବା ଭଳି, ପ୍ରଭୁଙ୍କର ପୁନରାଗମନ ଦିନଟି ଆଶ୍ଚର୍ୟ୍ଯଜନକ ହବେ।

ଆମୋଷ 8:9
ସଦାପ୍ରଭୁ ଏହା କହିଥିଲେ: ସଦେିନ ମଧ୍ଯାହ୍ନ ରେ ସୂର୍ୟ୍ଯଙ୍କୁ ଅସ୍ତ କରାଇବା ଓ ଏକ ନିର୍ମଳ ଦିନ ରେ ପୃଥିବୀକୁ ଅନ୍ଧକାରମଯ କରାଇବା।

ଯୋୟେଲ 2:1
ତୁମ୍ଭମାନେେ ସିୟୋନ ରେ ତୂରୀ ବଜାଅ। ଆମ୍ଭର ପବିତ୍ର ପର୍ବତ ଉପ ରେ ଗୋଟିଏ ବିପଦ ସଂକତେ କରି ପାଟି କର। ସମଗ୍ର ଦେଶବାସୀ ଭୟ ରେ କମ୍ପିତ ହବେ। ସଦାପ୍ରଭୁଙ୍କର ବିଶଷେ ଦିନ ଆସୁଛି। ସହେି ବିଶଷେ ଦିନଟି ଅତି ସନ୍ନିକଟ।

ଯୋୟେଲ 3:14
ଦଣ୍ତ ବିଗ୍ଭର ଉପତ୍ୟକା ରେ ଲୋକରଣ୍ଯ। ସଦାପ୍ରଭୁଙ୍କର ବିଶଷେ ବିଗ୍ଭରଦିନ ନିକଟବର୍ତ୍ତୀ।

ମଲାଖୀ 4:5
ସଦାପ୍ରଭୁ କହିଲେ, ଦେଖ, ଭବିଷ୍ଯଦ୍ବକ୍ତା ଏଲିଯଙ୍କୁ ଆମ୍ଭେ ତୁମ୍ଭ ନିକଟକୁ ପଠାଇବା। ସଦାପ୍ରଭୁଙ୍କଠାରୁ ମହାନ୍ ଓ ଭୟଙ୍କର ବିଗ୍ଭର ଦିନ ଆସିବା ପୂର୍ବରୁ ସେ ଆସିବେ।

ଲୂକଲିଖିତ ସୁସମାଚାର 21:25
ସୂର୍ୟ୍ଯ, ଚନ୍ଦ୍ର ଓ ତାରାମାନଙ୍କ ରେ ସଙ୍କତେ ରୂପକ ଅନକେ ଅଦ୍ଭୁତ ବିଷୟ ଘଟିବ। ପୃଥିବୀ ରେ ଲୋକମାନେ ନିରାଶ ଅନୁଭବ କରିବ। ସମୁଦ୍ରଗୁଡିକ ଭୟଙ୍କର ରୂପ ଧାରଣ କରିବ। ଲୋକେ କ'ଣ ପାଇଁ ଏପରି ହେଲା, ଜାଣିବେ ନାହିଁ।

ପିତରଙ୍କ ଦିତୀୟ ପତ୍ର 3:7
ମାତ୍ର ପରମେଶ୍ବରଙ୍କ ସହେି ବାକ୍ଯ ଦ୍ବାରା ଆକାଶମଣ୍ଡଳ ଓ ବର୍ତ୍ତମାନର ଜଗତ ରହିଅଛି। ଆକାଶମଣ୍ଡଳ ଓ ପୃଥିବୀ ଅଗ୍ନି ଦ୍ବାରା ବିନଷ୍ଟ ହବୋ ନିମନ୍ତେ ରକ୍ଷିତ ଅଛି। ପରମେଶ୍ବରଙ୍କ ସମସ୍ତ ବିରୋଧୀ ଲୋକମାନେ ପୁଣି ଆକାଶମଣ୍ଡଳ ଓ ପୃଥିବୀ ନଷ୍ଟ ହବୋ ନିମନ୍ତେ ବିଚାର ଦିନ ପର୍ୟ୍ଯନ୍ତ ସୁରକ୍ଷିତ ଥିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:12
ତା'ପରେ ମୁଁ ମଷେଶାବକଙ୍କୁ ଷଷ୍ଠ ମୁଦ୍ରା ଭାଙ୍ଗିବାର ଦେଖିଲି। ସେତବେେଳେ ଭୀଷଣ ଭୂମିକମ୍ପ ହେଲା। ସୂର୍ୟ୍ଯ ଲୋମ ରେ ତିଆରି ହାଇେଥିବା କଳାକମ୍ବଳ ପରି କଳାବର୍ଣ୍ଣ ହାଇଗେଲା। ପୂର୍ଣ୍ଣଚନ୍ଦ୍ର ସମ୍ପୂର୍ଣ୍ଣ ଭାବରେ ରକ୍ତ ପରି ଲାଲବର୍ଣ୍ଣ ହାଇଗେଲା।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 5:5
ମୁଁ ଆତ୍ମିକ ଭାବରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ ଥିବି ଓ ତୁମ୍ଭମାନେେ ପ୍ରଭୁଯୀଶୁଙ୍କ ଶକ୍ତି ରେ ଏହି ଲୋକକୁ ଶୟତାନ ହସ୍ତ ରେ ସମର୍ପଣ କରିଦିଅ, ୟଦ୍ଦ୍ବାରା ତାର ପାପର ଶରୀର ନଷ୍ଟ ହାଇଯେିବ। ତା' ହେଲେ ତା'ର ଆତ୍ମା ପ୍ରଭୁଙ୍କ ଦିନ ରେ ରକ୍ଷା ପାଇ ପାରିବ।

ମାର୍କଲିଖିତ ସୁସମାଚାର 13:24
ସହେି ଦିନମାନଙ୍କ ରେ ଏହି ବଡ ବିପଦର ସମୟ ଚାଲି ଗଲାପରେ

ଯିଶାଇୟ 2:12
ସଦାପ୍ରଭୁଙ୍କର ଏକ ସ୍ଥିରକୃତ ଦିନ ଆସିବ। ସହେିଦିନ ସଦାପ୍ରଭୁ ଅହଙ୍କାରୀ ଓ ଗର୍ବିତ ଲୋକଙ୍କୁ ଦଣ୍ଡ ଦବେେ। ସେତବେେଳେ ସହେି ଗର୍ବିତ ଲୋକମାନେ ନିଜକୁ ବଡ଼ ମନେ କରିବେ ନାହିଁ।

ଯିଶାଇୟ 13:9
ଦେଖ, ସଦାପ୍ରଭୁଙ୍କର ସେ ଭୟଙ୍କର ଦିବସ ଆସୁଅଛି। ପରମେଶ୍ବର ଅତ୍ଯନ୍ତ କ୍ରୁଦ୍ଧ ହବେେ ଓ ଦେଶକୁ ଧ୍ବଂସ କରିବେ। ପାପୀମାନଙ୍କୁ ଦେଶ ଛାଡ଼ିବାକୁ ବାଧ୍ଯ କରିବେ।

ଯିଶାଇୟ 13:15
ମାତ୍ର ଶତ୍ରୁଗଣ ବାବିଲନୀଯଙ୍କ ପଶ୍ଚାତ୍ଧାବନ କରିବେ ଓ ଯେତବେେଳେ ସମାନଙ୍କେୁ ଧରିବେ ଖଡ୍ଗ ରେ ସମାନଙ୍କେୁ ହତ୍ଯା କରିବେ।

ଯିଶାଇୟ 24:23
ସେତବେେଳେ ସଦାପ୍ରଭୁ ସିୟୋନ ପର୍ବତ ଉପ ରେ ୟିରୁଶାଲମ ରେ ପ୍ରାଚୀନବର୍ଗ ସମ୍ମୁଖ ରେ ରାଜତ୍ବ କଲାପରି ଶାସନ କରିବେ। ତାଙ୍କର ଗୌରବ ଏପରି ମହିମାନ୍ବିତ ହବେ ଯେ ଚନ୍ଦ୍ର ତାଙ୍କ ନିକଟରେ ଅପ୍ରସ୍ତୁତ ହବେେ ଓ ସୂର୍ୟ୍ଯ ଲଜ୍ଜିତ ହବେେ।

ଯିଶାଇୟ 34:8
କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ। ଏହା ସିୟୋନର ଦିବା ସମ୍ବନ୍ଧୀଯ ପ୍ରତିଫଳର ବର୍ଷ।

ଯିରିମିୟ 4:23
ମୁଁ ପୃଥିବୀ ଉପ ରେ ଦୃଷ୍ଟିପାତ କଲି, ଦେଖିଲି ତାହା ନିର୍ଜ୍ଜନ ଓ ଶୂନ୍ଯ ଥିଲା। ପୁଣି ଆକାଶମଣ୍ଡଳକୁ ଦୃଷ୍ଟି ନିକ୍ଷପେ କରି ଦେଖିଲି ସଠାେ ରେ ଆଲୋକ ନ ଥିଲା।

ସିଫନିୟ 2:2
ତୁମ୍ଭ ଉପ ରେ ବିଗ୍ଭର ଆସିବା ପୂର୍ବରୁ, ତୁଷ ପରି ସୁଯୋଗ ହରାଇବା ପୂର୍ବରୁ, ସଦାପ୍ରଭୁଙ୍କର କୋରଧ ତୁମ୍ଭ ଉପ ରେ ଆସିବା ପୂର୍ବରୁ, ସଦାପ୍ରବୁଙ୍କର ଭୟଙ୍କର କୋର୍ଧର ଶଷଦେିନ ଆସିବା ପୂର୍ବରୁ, ତୁମ୍ଭମାନେେ ଏକତ୍ରୀତ ହୁଅ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:8
ଏହାପରେ ଚତୁର୍ଥ ଦୂତ ତାହାଙ୍କ ପାତ୍ର ସୂର୍ୟ୍ଯଙ୍କ ଉପରେ ଢ଼ାଳିଲେ। ସେଥି ରେ ସୂର୍ୟ୍ଯକୁ, ମନୁଷ୍ଯମାନଙ୍କୁ ଅଗ୍ନି ରେ ପୋଡ଼ି ଦବୋର କ୍ଷମତା ଦିଆଗଲା।

ମାଥିଉଲିଖିତ ସୁସମାଚାର 27:45
ଦ୍ବପ୍ରହରଠାରୁ ତିନିଟା ବାଜିବା ପର୍ୟ୍ଯନ୍ତ ସାରା ଦେଶ ରେ ଅନ୍ଧକାର ଘୋଟିଗଲା।