Ephesians 2:17
ଖ୍ରୀଷ୍ଟ କ୍ରୁଶ ରେ ଆପଣା ମୃତ୍ଯୁ ଦ୍ବାରା ଏହା ସାଧନ କଲେ। ତୁମ୍ଭମାନେେ ଦୂର ରେ ଥିଲ ଯେ, ଖ୍ରୀଷ୍ଟ ଆସି ତୁମ୍ଭମାନଙ୍କ ନିକଟରେ ଶାନ୍ତି ପ୍ରଚାର କଲେ।
Ephesians 2:17 in Other Translations
King James Version (KJV)
And came and preached peace to you which were afar off, and to them that were nigh.
American Standard Version (ASV)
and he came and preached peace to you that were far off, and peace to them that were nigh:
Bible in Basic English (BBE)
And he came preaching peace to you who were far off, and to those who were near;
Darby English Bible (DBY)
and, coming, he has preached the glad tidings of peace to you who [were] afar off, and [the glad tidings of] peace to those [who were] nigh.
World English Bible (WEB)
He came and preached peace to you who were far off and to those who were near.
Young's Literal Translation (YLT)
and having come, he did proclaim good news -- peace to you -- the far-off and the nigh,
| And | καὶ | kai | kay |
| came | ἐλθὼν | elthōn | ale-THONE |
| and preached | εὐηγγελίσατο | euēngelisato | ave-ayng-gay-LEE-sa-toh |
| peace | εἰρήνην | eirēnēn | ee-RAY-nane |
| to you | ὑμῖν | hymin | yoo-MEEN |
| which | τοῖς | tois | toos |
| off, afar were | μακρὰν | makran | ma-KRAHN |
| and | καὶ | kai | kay |
| to them that were | τοῖς | tois | toos |
| nigh. | ἐγγύς· | engys | ayng-GYOOS |
Cross Reference
ରେରିତମାନଙ୍କ କାର୍ଯ୍ୟର ବିବରଣ 10:36
ପରମେଶ୍ବର ଇଶ୍ରାୟେଲ ଲୋକମାନଙ୍କ ପାଖକୁ ତାହାଙ୍କ ସମାଚ଼ାର ପଠାଇଥିଲେ। ସେ ମଧ୍ଯ ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ତାହାଙ୍କର ଶାନ୍ତି ସୁସମାଚ଼ାର ପଠାଇଛନ୍ତି। ସେ ସମସ୍ତଙ୍କର ପ୍ରଭୁ।
ଗୀତସଂହିତା 148:14
ସେ ତାଙ୍କର ଲୋକମାନଙ୍କୁ ଶକ୍ତିଶାଳୀ କଲେ, ତଣେୁ ସେ ତାଙ୍କର ବିଶ୍ବସ୍ତ ଲୋକମାନଙ୍କ ଦ୍ବାରା ପ୍ରଶଂସିତ ହୁଅନ୍ତି। ତୁମ୍ଭମାନେେ ସଦାପ୍ରଭୁଙ୍କୁ ପ୍ରଶଂସା କର।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:13
ସେତବେେଳେ ତୁମ୍ଭମାନେେ ପରମେଶ୍ବରଙ୍କଠାରୁ ଦୂର ରେ ଥିଲ। କିନ୍ତୁ ଏବେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ବିଶ୍ବାସ ଥିବା ହତେୁ ତୁମ୍ଭେ ତାଙ୍କର ନିକଟବର୍ତ୍ତୀ ହାଇେଛ। ଖ୍ରୀଷ୍ଟଙ୍କର ରକ୍ତ ଦ୍ବାରା ତୁମ୍ଭେ ପରମେଶ୍ବରଙ୍କର ନିକଟତର ହାଇେଛ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2:39
ଏହି ପ୍ରତିଜ୍ଞା ତୁମ୍ଭମାନଙ୍କ ପାଇଁ ଦିଆଯାଇଛି। ଆହୁରି ମଧ୍ଯ ଏହା ତୁମ୍ଭର ପିଲାମାନଙ୍କ ପାଇଁ ଓ ଯେଉଁମାନେ ବହୁତ ଦୂର ରେ ଅଛନ୍ତି ସମାନଙ୍କେ ପାଇଁ ଦିଆଯାଇଛି। ଯେଉଁମାନଙ୍କୁ ଇଶ୍ବର ଆମ୍ଭମାନଙ୍କ ପ୍ରଭୁ, ଡ଼ାକନ୍ତି ସେ ସମସ୍ତଙ୍କ ପାଇଁ ଏହି ପ୍ରତିଜ୍ଞା ଦିଆଯାଇଛି।
ଯିଖରିୟ 9:10
ଆମ୍ଭେ ଇଫ୍ରଯିମଠାରୁ ରଥକୁ କାଢି ନବୋ, ୟିରୁଶାଲମଠାରୁ ଅଶ୍ବ ୟୁଦ୍ଧ ରେ ବ୍ଯବହୃତ ଧନୁ କାଢି ନିଆୟିବ। ସହେି ରାଜା ଗୋଷ୍ଠୀଗଣଙ୍କ ନିକଟକୁ ଶାନ୍ତିର ସନ୍ଦେଶ ଆଣିବେ। ତାଙ୍କର ରାଜ୍ଯ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ୟ୍ଯନ୍ତ ଓ ଫରାତ୍ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ୟ୍ଯନ୍ତ ବିସ୍ତୁତ ହବେ।
ଯିଶାଇୟ 57:19
ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ। ସଦାପ୍ରଭୁ କୁହନ୍ତି, ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକପ୍ରତି ଶାନ୍ତି' ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା।
ଦିତୀୟ ବିବରଣ 4:7
ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଆମ୍ଭମାନଙ୍କ ସ୍ମରଣ ରେ ଯେପରି ସର୍ବଦା ଆମ୍ଭମାନଙ୍କର ନିକଟବର୍ତ୍ତୀ ହକ୍ସ୍ଟଅନ୍ତି। ଅନ୍ୟ ଓ କୌଣସି ଗୋଷ୍ଠୀଯମାନଙ୍କ ପ୍ରତି ଏପରି ପ୍ରଦର୍ଶନ କରନ୍ତି ନାହିଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:20
ସେ ଆମ୍ଭ ମାଧ୍ଯମ ରେ ପୃଥିବୀର ଲୋକମାନଙ୍କୁ ଡ଼ାକୁଛନ୍ତି। ଯେତବେେଳେ ଆମ୍ଭେ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ସହିତ ପୁନର୍ମିଳିତ ହବୋ ପାଇଁ ଅନୁ ରୋଧ କରୁ,
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:1
ଆମ୍ଭର ବିଶ୍ବାସ ହତେୁ ଆମ୍ଭକୁ ପରମେଶ୍ବରଙ୍କଠା ରେ ଧାର୍ମିକ କରାଯାଇଛି। ସେଥିପାଇଁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ସହିତ ଆମ୍ଭେ ଶାନ୍ତି ରେ ଅଛୁ। ବିଶ୍ବାସ ଦ୍ବାରା ଖ୍ରୀଷ୍ଟ ଆମ୍ଭକୁ ପରମେଶ୍ବରଙ୍କ ଅନୁଗ୍ରହର ଅଧୀନ କଲେ।
ଲୂକଲିଖିତ ସୁସମାଚାର 15:5
ମେଣ୍ଢାଟି ପାଇଗଲେ ସେ ବହୁତ ଖୁସି ହବେ। ସେ ମେଣ୍ଢାଟିକୁ କାନ୍ଧ ରେ ବସାଇ ଘରକୁ ଆଣିବ।
ଲୂକଲିଖିତ ସୁସମାଚାର 10:9
ସଠାେରେ ରହୁଥିବା ଲୋଗୀଙ୍କୁ ସୁସ୍ଥ କର। ତା'ପରେ ସମାନଙ୍କେୁ କୁହ, 'ପରମେଶ୍ବରଙ୍କ ରାଜ୍ଯ ତୁମ୍ଭମାନଙ୍କ ନିକଟରେ ଖୁବ୍ ଶୀଘ୍ର ଆସି ପହଞ୍ଚିଯାଉଛି।'
ଲୂକଲିଖିତ ସୁସମାଚାର 2:14
ସ୍ବର୍ଗ ରେ ରହୁଥିବା ପରମେଶ୍ବରଙ୍କୁ ଜୟ ହେଉ ଏବଂ ଏ ପୃଥିବୀ ରେ ଯେଉଁ ଲୋକମାନଙ୍କ ଉପରେ ପରମେଶ୍ବର ପ୍ରସନ୍ନ ଅଛନ୍ତି, ସେ ସମସ୍ତଙ୍କୁ ଶାନ୍ତି ମିଳୁ।
ମାଥିଉଲିଖିତ ସୁସମାଚାର 10:13
ଯଦି ସେ ପରିବାର ଲୋକେ ଅୟୋଗ୍ଯ ତବେେ ତୁମ୍ଭର ଶାନ୍ତି ତୁମ୍ଭ ନିକଟକୁ ଫରେିଆସିବ।
ଯିଶାଇୟ 52:7
ଯେଉଁ ବ୍ଯକ୍ତି ସୁସମାଚାର ଆଣୁଛନ୍ତି, ୟିଏ ଶାନ୍ତି ପ୍ରଚାର କରୁଅଛି, ୟିଏ ମଙ୍ଗଳ ସୁସମାଚାର ଆଣୁଛନ୍ତି, ୟିଏ ପରିତ୍ରାଣ ପ୍ରଚାର କରୁଅଛି ଓ ୟିଏ ସିୟୋନକୁ ତୁମ୍ଭ ପରମେଶ୍ବର ରାଜ୍ଯ କରନ୍ତି ବୋଲି କହୁଅଛି, ସହେି ଶାନ୍ତିଦୂତର ଚରଣ ପର୍ବତଗଣ ଉପ ରେ ସ୍ବାଗତ ଯୋଗ୍ଯ।'
ଯିଶାଇୟ 27:5
ମାତ୍ର ଯଦି କହେି ନିରାପତ୍ତା ପାଇଁ ମାେ ସହିତ ଶାନ୍ତି ସ୍ଥାପନ କରେ, ତବେେ ସେ ଶାନ୍ତି ସ୍ଥାପନ କରୁ।
ଗୀତସଂହିତା 147:19
ପରମେଶ୍ବର ୟାକୁବକୁ ଆପଣା ଆଦେଶ ଦେଲେ, ପରମେଶ୍ବର ଇଶ୍ରାୟେଲ ପ୍ରତି ଆପଣା ବ୍ଯବସ୍ଥା ଓ ବିଧି ପ୍ରକାଶ କଲେ !
ଗୀତସଂହିତା 85:10
ସ୍ନହପେୂର୍ଣ୍ଣ କରୁଣା ଓ ବିଶ୍ବସ୍ତତା ଦେଶକୁ ପ୍ରତ୍ଯାବର୍ତ୍ତନ କରେ। ଧର୍ମ ଓ ଶାନ୍ତି ପରସ୍ପରକୁ ବନ୍ଧୁପରି ଅଭିନନ୍ଦନ କରନ୍ତି।
ଗୀତସଂହିତା 76:1
ପରମେଶ୍ବର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି। ଇଶ୍ରାୟେଲ ମଧ୍ୟରେ ତାଙ୍କ ନାମ ମହତ୍।
ଗୀତସଂହିତା 75:1
ହେ ପରମେଶ୍ବର, ଆମ୍ଭମାନେେ ତୁମ୍ଭଙ୍କୁ ପ୍ରଶଂସା କରୁଛୁ। ଆମ୍ଭମାନେେ ତୁମ୍ଭଙ୍କୁ ଧନ୍ଯବାଦ କରୁଛ! କାରଣ ତୁମ୍ଭେ ଅତି ନିକଟବର୍ତ୍ତୀ ଲୋକମାନେ ତୁମ୍ଭର ଆଶ୍ଚର୍ୟ୍ଯ କ୍ରିଯା ସକଳ ବର୍ଣ୍ଣନା କରନ୍ତି।