Ephesians 5:9
ଆଲୋକ ପ୍ରେତ୍ୟକକ ପ୍ରକାରର ଉତ୍ତମ ଭାବ, ଉଚିତ ଜୀବନଯାପନ ଓ ସତ୍ଯ ଫଳ ଉତ୍ପନ୍ନ କରେ।
Ephesians 5:9 in Other Translations
King James Version (KJV)
(For the fruit of the Spirit is in all goodness and righteousness and truth;)
American Standard Version (ASV)
(for the fruit of the light is in all goodness and righteousness and truth),
Bible in Basic English (BBE)
(Because the fruit of the light is in all righteousness and in everything which is good and true),
Darby English Bible (DBY)
(for the fruit of the light [is] in all goodness and righteousness and truth,)
World English Bible (WEB)
for the fruit of the Spirit is in all goodness and righteousness and truth,
Young's Literal Translation (YLT)
for the fruit of the Spirit `is' in all goodness, and righteousness, and truth,
| (For | ὁ | ho | oh |
| the | γὰρ | gar | gahr |
| fruit | καρπὸς | karpos | kahr-POSE |
| of the | τοῦ | tou | too |
| Spirit | Πνεύματος | pneumatos | PNAVE-ma-tose |
| in is | ἐν | en | ane |
| all | πάσῃ | pasē | PA-say |
| goodness | ἀγαθωσύνῃ | agathōsynē | ah-ga-thoh-SYOO-nay |
| and | καὶ | kai | kay |
| righteousness | δικαιοσύνῃ | dikaiosynē | thee-kay-oh-SYOO-nay |
| and | καὶ | kai | kay |
| truth;) | ἀληθείᾳ | alētheia | ah-lay-THEE-ah |
Cross Reference
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:14
ଅତଏବ, ଅଣ୍ଟା ରେ ସତ୍ଯର କଟିବନ୍ଧ ବାନ୍ଧି, ବକ୍ଷ ରେ ଧାର୍ମିକ ଜୀବନର ସୁରକ୍ଷାୟୁକ୍ତ ବୁକୁପଟା ପିନ୍ଧ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:25
ଅତଏବ ତୁମ୍ଭେ ମିଛ କହିବା ବନ୍ଦ କର। ସର୍ବଦା ପରସ୍ପରକୁ ସତ୍ଯ କୁହ, ଯେ ହତେୁ ଆମ୍ଭେ ସମସ୍ତେ ଗୋଟିଏ ଦହରେ ଅଙ୍ଗପ୍ରତ୍ଯଙ୍ଗ ଅଟୁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15:14
ମାେ ଭାଇ ଓ ଭଉଣୀମାନେ! ମୁଁ ଜାଣେ ଯେ ତୁମ୍ଭେ ମାନେ ଭଲ ଗୁଣ ରେ ପରିପୂର୍ଣ। ତୁମ୍ଭମାନଙ୍କର ପ୍ରଚୁର ଜ୍ଞାନ ଅଛି ଓ ତୁମ୍ଭେ ମାନେ ପରସ୍ପରକୁ ଶିକ୍ଷା ଦଇେ ପାରିବ।
ଯୋହନଙ୍କ ତୃତୀୟ ପତ୍ର 1:11
ମାରେ ପ୍ରିୟ ବନ୍ଧୁ, ମନ୍ଦ ବିଷୟକୁ ଅନୁସରଣ କର ନାହିଁ, କିନ୍ତୁ ଉତ୍ତମ ବିଷୟର ଅନୁଗାମୀ ହୁଅ। ଉତ୍ତମ କାର୍ୟ୍ଯ କରୁଥିବା ବ୍ଯକ୍ତି ପରମେଶ୍ବରଙ୍କ ପାଖରୁ ଆସିଥାଏ। କିନ୍ତୁ ମନ୍ଦ କାର୍ୟ୍ଯ କରୁଥିବା ବ୍ଯକ୍ତି ପରମେଶ୍ବରଙ୍କୁ କବେେ ଦେଖି ନାହିଁ।
ଯୋହନଙ୍କ ପ୍ରଥମ ପତ୍ର 3:9
ପରମେଶ୍ବରଙ୍କର ସନ୍ତାନ ହବୋ ଲୋକ ଆଉ ପାପ କରେ ନାହିଁ, କାରଣ ଯେଉଁ ନୂଆ ଜୀବନ ପରମେଶ୍ବର ସହେି ଲୋକକୁ ଦିଅନ୍ତି, ତାହା ତା'ଠା ରେ ଥାଏ। ତେଣୁ ସେ ଆଉ ପାପ କରିପା ରେ ନାହିଁ ଯେ ହତେୁ ସେ ପରମେଶ୍ବରଙ୍କର ସନ୍ତାନ ହାଇେସାରିଥାଏ।
ଯୋହନଙ୍କ ପ୍ରଥମ ପତ୍ର 2:29
ସେ ଧାର୍ମିକ ବୋଲି ତୁମ୍ଭେ ଜାଣିଛ। ତେଣୁ ତୁମ୍ଭେ ଏହା ମଧ୍ଯ ଜାଣିରଖ ଯେ, ଧର୍ମାଚରଣ କରୁଥିବା ସମସ୍ତ ବ୍ଯକ୍ତି ପରମେଶ୍ବରଙ୍କର ସନ୍ତାନ ଅଟନ୍ତି।
ପିତରଙ୍କ ପ୍ରଥମ ପତ୍ 2:24
ପରମେଶ୍ବର ନ୍ଯାୟ ବିଚାର କରନ୍ତି। କୃଶ ଉପରେ ଯୀଶୁ ଆମ୍ଭ ପାପଗୁଡ଼ିକୁ ସ୍ବଦହେ ରେ ବହନ କଲେ। ସେ ଏହା କଲେ, ଯେପରି ଆମ୍ଭେ ପାପ ପାଇଁ ମୃତ ହେଉ, ଯାହା ସତ୍ଯ ତାହା ପାଇଁ ଜୀବିତ ରହିବା। ଯୀଶୁଙ୍କ କ୍ଷତଗୁଡ଼ିକ ଦ୍ବାରା ତୁମ୍ଭମାନେେ ସୁସ୍ଥ ହାଇେଛ।
ଏବ୍ରୀମାନଙ୍କ ନିକଟକୁ ପତ୍ର 11:33
ସେ ସମସ୍ତଙ୍କର ବହୁତ ଅଧିକ ବିଶ୍ବାସ ଥିଲା। ସହେି ବିଶ୍ବାସ ବଳ ରେ ସମାନେେ ସାମ୍ରାଜ୍ଯଗୁଡ଼ିକୁ ପରାସ୍ତ କରିଥିଲେ। ସମାନେ ସମସ୍ତେ ଧାର୍ମିକ କାର୍ୟ୍ଯ କଲେ, ପରମେଶ୍ବରଙ୍କ ପ୍ରତିଜ୍ଞାର ବିଷୟଗୁଡ଼ିକ ପାଇଲେ। ସମାନେେ ନିଜ ବିଶ୍ବାସ ଦ୍ବାରା ସିଂହମାନଙ୍କର ମୁହଁ ବନ୍ଦ କଲେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 1:8
କିନ୍ତୁ ପରମେଶ୍ବର ନିଜ ପୁତ୍ର ବିଷୟ ରେ କୁହନ୍ତି :
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:11
କିନ୍ତୁ ତୁମ୍ଭେ ଜଣେ ପରମେଶ୍ବରଙ୍କର ଲୋକ। ଅତଏବ ତୁମ୍ଭେ ସହେି ସବୁ ବିଷୟଠାରୁ ଦୂର ରେ ରହିବା କଥା। ଧାର୍ମିକ ଭାବରେ ରହିବା ପାଇଁ ଚେଷ୍ଟା କର, ପରମେଶ୍ବରଙ୍କ ଉପାସନା କର। ତୁମ୍ଭ୍ ଜୀବନ ରେ ବିଶ୍ବାସ, ପ୍ ରମେ, ର୍ଧୈୟ୍ଯ, ଭଦ୍ର ଆଚରଣ କରିବା ପାଇଁ ଚେଷ୍ଟା କର।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:11
ତୁମ୍ଭେ ପରମେଶ୍ବରଙ୍କ ପାଇଁ ମହିମା ଓ ପ୍ରଶଂସା ଉଦ୍ଦେଶ୍ଯ ରେ ଯୀଶୁଖ୍ରୀଷ୍ଟଙ୍କ ସାହାୟ୍ଯ ରେ ଅନକେ ଉତ୍ତମ କାମ କରିବ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:15
ନା ! ଆମ୍ଭେ ପ୍ ରମେ ସହକା ରେ ସତ୍ଯ କହିବା। ଆମ୍ଭେ ପ୍ରେତ୍ୟକକ ବିଷୟ ରେ ଖ୍ରୀଷ୍ଟଙ୍କ ଭଳି ବୃଦ୍ଧିପ୍ରାପ୍ତ ହବୋ। ଖ୍ରୀଷ୍ଟ ଆମ୍ଭର ମସ୍ତକ ଓ ଆମ୍ଭେ ସମସ୍ତେ ତାହାଙ୍କର ଶରୀର।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:22
ମାତ୍ର ପବିତ୍ର ଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି : ପ୍ ରମେ, ଆନନ୍ଦ, ଶାନ୍ତି, ର୍ଧୈୟ୍ଯ, ଦୟାଭାବ, ଉଦାରତା, ବିଶ୍ବସ୍ତତା,
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:4
ପରମେଶ୍ବର ତୁମ୍ଭପ୍ରତି ଅତି ଦୟାଳୁ। ସେ ତୁମ୍ଭ ପ୍ରତି ର୍ଧୈୟ୍ଯବାନ। ପରମେଶ୍ବର ଅପେକ୍ଷା କରିଛନ୍ତି ଯେ, ତୁମ୍ଭେ ବଦଳି ଯାଅ। କିନ୍ତୁ ତୁମ୍ଭେ ତାହାଙ୍କର ଦୟାଳୁତା ବିଷୟ ରେ ଆଦୌ ଭାବୁ ନାହଁ। ଏହା ହାଇେ ପା ରେ ଯେ, ତୁମ୍ଭେ ସମ୍ଭବତଃ ବୁଝିପାରୁ ନାହଁ ଯେ ତୁମ୍ଭକୁ ନିଜର ହୃଦୟ ଓ ଜୀବନ ବଦଳାଇବା ପାଇଁ ସୁଯୋଗ ଦବୋ ଉଦ୍ଦେଶ୍ଯ ରେ ପରମେଶ୍ବର ତୁମ୍ଭ ପ୍ରତି ଦୟାଳୁ ହାଇେଛନ୍ତି।
ଗୀତସଂହିତା 16:2
ମୁଁ ସଦାପ୍ରଭୁଙ୍କୁ କହିଅଛି, ସଦାପ୍ରଭୁ ତୁମ୍ଭେ ମାରେ ପ୍ରଭୁ। ମାରେ ୟାହା କିଛି ମଙ୍ଗଳମଯ ସେ ସବୁ ତୁମ୍ଭ କୃପାରୁ।
ଯୋହନଲିଖିତ ସୁସମାଚାର 1:47
ଯୀଶୁ ନିଥନିଯଲଙ୍କେୁ ତାହାଙ୍କ ଆଡେ ଆସିବାର ଦେଖିଲେ। ସେ କହିଲେ, ଏହି ଲୋକ ପ୍ରକୃତ ରେ ପରମେଶ୍ବରଙ୍କର ଜଣେ ବ୍ଯକ୍ତି। ତାହାଙ୍କଠା ରେ କୌଣସି ଅସାଧୁତା ନାହିଁ।