Exodus 25:8
ପରମେଶ୍ବର ଏହା ମଧ୍ଯ କହିଲେ, ସମାନେେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ରସ୍ଥାନ ନିର୍ମାଣ କରନ୍ତୁ। ତହିଁରେ ମୁଁ ସମାନଙ୍କେ ମଧିଅରେ ବାସ କରିବି।
Exodus 25:8 in Other Translations
King James Version (KJV)
And let them make me a sanctuary; that I may dwell among them.
American Standard Version (ASV)
And let them make me a sanctuary, that I may dwell among them.
Bible in Basic English (BBE)
And let them make me a holy place, so that I may be ever present among them.
Darby English Bible (DBY)
And they shall make me a sanctuary, that I may dwell among them.
Webster's Bible (WBT)
And let them make me a sanctuary; that I may dwell among them.
World English Bible (WEB)
Let them make me a sanctuary, that I may dwell among them.
Young's Literal Translation (YLT)
`And they have made for Me a sanctuary, and I have tabernacled in their midst;
| And let them make | וְעָ֥שׂוּ | wĕʿāśû | veh-AH-soo |
| sanctuary; a me | לִ֖י | lî | lee |
| that I may dwell | מִקְדָּ֑שׁ | miqdāš | meek-DAHSH |
| among | וְשָֽׁכַנְתִּ֖י | wĕšākantî | veh-sha-hahn-TEE |
| them. | בְּתוֹכָֽם׃ | bĕtôkām | beh-toh-HAHM |
Cross Reference
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6:16
ପରମେଶ୍ବରଙ୍କ ମନ୍ଦିର ଓ ମୂର୍ତ୍ତିଗୁଡ଼ିକ ମଧିଅରେ ଚୁକ୍ତି ହାଇେ ପାରିବ ନାହିଁ, କାରଣ ଆମ୍ଭେ ହେଉଛୁ ପରମେଶ୍ବରଙ୍କ ମନ୍ଦିର। ଯେପରି ପରମେଶ୍ବର କହିଛନ୍ତି :
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:3
ମୁଁ ସିଂହାସନରୁ ଏକ ଉଚ୍ଚ ସ୍ବର ଶୁଣିଲି। ସହେି ସ୍ବର କହିଲା, ବର୍ତ୍ତମାନ ପରମେଶ୍ବରଙ୍କର ବାସସ୍ଥାନ ଲୋକମାନଙ୍କ ପାଖ ରେ ଅଛି। ସେ ସମାନଙ୍କେ ସହିତ ରହିବେ। ସମାନେେ ତାହାଙ୍କର ଲୋକ ହବେେ। ପରମେଶ୍ବର ନିଜେ ସମାନଙ୍କେ ସହିତ ରହିବେ ଓ ସମାନଙ୍କେର ପରମେଶ୍ବର ହବେେ।
ପ୍ରଥମ ରାଜାବଳୀ 6:13
ଇଶ୍ରାୟେଲର ସନ୍ତାନଗଣ ମଧିଅରେ ଆମ୍ଭେ ମନ୍ଦିର ରେ ବାସ କରିବା, ଯେଉଁଟାକି ତୁମ୍ଭେ ଆମ୍ଭ ପାଇଁ ନିର୍ମାଣ କରିଛ ଏବଂ ଆମ୍ଭେ ଆପଣ ଇଶ୍ରାୟେଲର ଲୋକମାନଙ୍କୁ ପରିତ୍ଯାଗ କରିବା ନାହିାଁ
ଯାତ୍ରା ପୁସ୍ତକ 29:45
ମୁଁ ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ବାସ କରିବି ଏବଂ ସମାନଙ୍କେର ପରମେଶ୍ବର ହବେି।
ଏବ୍ରୀମାନଙ୍କ ନିକଟକୁ ପତ୍ର 9:1
ପ୍ରଥମ ନିୟମ ରେ ଉପାସନାର ନିୟମାବଳୀ ଥିଲା। ଏନିମନ୍ତେ ମଣିଷ ନିର୍ମିତ ଗୋଟିଏ ଉପାସନା ଗୃହ ମଧ୍ଯ ଥିଲା।
ଏବ୍ରୀମାନଙ୍କ ନିକଟକୁ ପତ୍ର 3:6
କିନ୍ତୁ ଖ୍ରୀଷ୍ଟ ପୁତ୍ର ଭାବେ ପରମେଶ୍ବରଙ୍କ ଗୃହର ତତ୍ତ୍ବାବଧାନ ରେ ବିଶ୍ବସ୍ତ ଥିଲେ। ଆମ୍ଭେ ବିଶ୍ବାସୀଗଣ ପରମେଶ୍ବରଙ୍କ ଗୃହ ପରିବାର ସ୍ବରୂପ ଅଟୁ। ଯଦି ଆମ୍ଭେ ସହେି ମହତ୍ ଆଶାର ଅପେକ୍ଷା ରେ ଦୃଢ଼ ଓ ଅଟଳ ରହିବା, ତା' ହେଲେ ଆମ୍ଭ ଅନ୍ତର ରେ ପରମେଶ୍ବର ବାସ କରିବେ।
ଯିଖରିୟ 8:3
ସଦାପ୍ରଭୁ ପୁଣି କୁହନ୍ତି, ଆମ୍ଭେ ସିୟୋନକୁ ଫରେି ଆସିଛୁ ଏବଂ ୟିରୁଶାଲମ ମଧିଅରେ ବାସ କରିବା। ୟିରୁଶାଲମ 'ସତ୍ଯର ନଗରୀ' ବୋଲି କୁହାୟିବ। ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ପର୍ବତକୁ ପବିତ୍ର ବୋଲି କୁହାୟିବ।
ଯିଖରିୟ 2:10
ସଦାପ୍ରଭୁ କୁହନ୍ତି, ହେ ସିୟୋନର କନ୍ଯା ଆନନ୍ଦ ରେ ଚିତ୍କାର କର ଏବଂ ଖୁସି ହୁଅ। କାରଣ ତୁମ୍ଭ ସହିତ ନଗର ରେ ବାସ କରିବା ପାଇଁ ଆମ୍ଭେ ଆସୁଛୁ।
ଯିଶାଇୟ 12:6
ହେ ସିୟୋନ ନିବାସୀଗଣ, ଉଚ୍ଚସ୍ବର ରେ ତାଙ୍କର ପ୍ରଶଂସା କର। ଇଶ୍ରାୟେଲ ସହେି ପବିତ୍ର ଧର୍ମସ୍ବରୂପ ତୁମ୍ଭମାନଙ୍କ ମଧିଅରେ ଅଛନ୍ତି, ତେଣୁ ଆନନ୍ଦ କର।
ଗଣନା ପୁସ୍ତକ 5:3
ପୁରୁଷ ବା ସ୍ତ୍ରୀ ୟିଏ ହେଉନା କାହିଁକି ଛାଉଣୀର ବାହା ରେ ତୁମ୍ଭେ ସମାନଙ୍କେୁ ରଖିବ। ୟଦ୍ବାରା ଯେଉଁ ଛାଉଣୀ ମଧିଅରେ ଆମ୍ଭେ ବାସ କରୁ, ତାହା ସମାନେେ ଅଶୁଚି କରିବେ ନାହିଁ।
ଲେବୀୟ ପୁସ୍ତକ 21:12
ଆଉ ଜଣେ ମହାୟାଜକ ପରମେଶ୍ବରଙ୍କ ପବିତ୍ରସ୍ଥାନରୁ ବାହାରିବ ନାହିଁ। କିମ୍ବା ଆପଣା ପରମେଶ୍ବରଙ୍କ ପବିତ୍ରସ୍ଥାନକୁ ଅପବିତ୍ର କରିବ ନାହିଁ। କାରଣ ପରମେଶ୍ବରଙ୍କ ଅଭିଷକୋର୍ଥକ ତୈଳ ତାହା ମସ୍ତକରେ ଢଳାୟାଇ ତାଙ୍କୁ ମହାୟାଜକ ପଦ ରେ ଅଭିଷିକ୍ତ କରାୟାଇଛି। ଆମ୍ଭେ ସଦାପ୍ରଭୁ ଅଟୁ।
ଲେବୀୟ ପୁସ୍ତକ 10:4
ଏହାପରେ ମାଶାେ ହାରୋଣଙ୍କର କକା ଉଷୀଯଲରେ ପୁତ୍ର ମୀଖାଯଲକେୁ ଓ ଇଲୀଷାଫନକୁ ଡାକିଲେ ଏବଂ କହିଲେ, ତୁମ୍ଭମାନେେ ପବିତ୍ର ସ୍ଥାନର ସମ୍ମୁଖକୁ ୟାଅ ଓ ତୁମ୍ଭମାନଙ୍କର ସଂପର୍କୀଯ ଭାଇମାନଙ୍କର ଶବକୁ ଛାଉଣୀର ବାହାରକୁ ନଇୟୋଅ।
ଲେବୀୟ ପୁସ୍ତକ 4:6
ତା'ପରେ ସେ ଯାଜକ ସହେି ରକ୍ତ ରେ ନିଜର ଆଙ୍ଗୁଠି ବୁଡାଇ ସଦାପ୍ରଭୁଙ୍କ ଛାମୁ ରେ ମହାପବିତ୍ର ସ୍ଥାନର ବିଚ୍ଛଦେ ବସ୍ତ୍ର ଆଗ ରେ ସାତ ଥର ଛିଞ୍ଚିବ।
ଯାତ୍ରା ପୁସ୍ତକ 36:1
ତେଣୁ ବତ୍ସଲଲେ, ଅହଲୀଯାବ ଏବଂ ପ୍ରେତ୍ୟକକ କୁଶଳୀ ଲୋକମାନେ ଯେଉଁମାନଙ୍କୁ ସଦାପ୍ରଭୁ ଏହି ପବିତ୍ର ସ୍ଥାନ ସମ୍ବନ୍ଧୀଯ କାର୍ୟ୍ଯ କରିବାର କୌଶଳ ଓ ଜ୍ଞାନ ପ୍ରଦାନ କରିଛନ୍ତି, ସମାନଙ୍କେୁ ପବିତ୍ର ସ୍ଥାନ ସମ୍ବନ୍ଧୀଯ ସମସ୍ତ କାର୍ୟ୍ଯ କରିବାକୁ ଦିଅ। ଠିକ୍ ଯେପରି ସଦାପ୍ରଭୁ ଆଜ୍ଞା ଦଇେଥିଲେ।
ଯାତ୍ରା ପୁସ୍ତକ 15:2
ସଦାପ୍ରଭୁ ହେଉଛନ୍ତି ମାରେ ଶକ୍ତି। ସେ ମାେତେ ରକ୍ଷା କରନ୍ତି। ଏବଂ ମୁଁ ତାଙ୍କର ପ୍ରଶଂସା କରି ଗାନ କରିବି। ସଦାପ୍ରଭୁ ହେଉଛନ୍ତି ମାରେ ପରମେଶ୍ବର ଏବଂ ମୁଁ ତାଙ୍କର ପ୍ରଶଂସା କରିବି। ସଦାପ୍ରଭୁ ହେଉଛନ୍ତି ମାରେ ପୂର୍ବପୁରୁଷମାନଙ୍କର ପରମେଶ୍ବର ଏବଂ ମୁଁ ତାଙ୍କର ସମ୍ମାନ କରିବି।