Exodus 29:7
ଏହାପରେ ଅଭିଷକୋର୍ଥକ ତୈଳ ନଇେ ତାହାର ମସ୍ତକ ଉପରେ ଢାଳି ତାକୁ ଅଭିଷକେ କରିବ।
Exodus 29:7 in Other Translations
King James Version (KJV)
Then shalt thou take the anointing oil, and pour it upon his head, and anoint him.
American Standard Version (ASV)
Then shalt thou take the anointing oil, and pour it upon his head, and anoint him.
Bible in Basic English (BBE)
Then take the oil and put it on his head.
Darby English Bible (DBY)
and shalt take the anointing oil, and pour [it] on his head, and anoint him.
Webster's Bible (WBT)
Then shalt thou take the anointing oil, and pour it upon his head, and anoint him.
World English Bible (WEB)
Then you shall take the anointing oil, and pour it on his head, and anoint him.
Young's Literal Translation (YLT)
and hast taken the anointing oil, and hast poured `it' on his head, and hast anointed him.
| Then shalt thou take | וְלָֽקַחְתָּ֙ | wĕlāqaḥtā | veh-la-kahk-TA |
| אֶת | ʾet | et | |
| the anointing | שֶׁ֣מֶן | šemen | SHEH-men |
| oil, | הַמִּשְׁחָ֔ה | hammišḥâ | ha-meesh-HA |
| pour and | וְיָֽצַקְתָּ֖ | wĕyāṣaqtā | veh-ya-tsahk-TA |
| it upon | עַל | ʿal | al |
| his head, | רֹאשׁ֑וֹ | rōʾšô | roh-SHOH |
| and anoint | וּמָֽשַׁחְתָּ֖ | ûmāšaḥtā | oo-ma-shahk-TA |
| him. | אֹתֽוֹ׃ | ʾōtô | oh-TOH |
Cross Reference
ଗଣନା ପୁସ୍ତକ 35:25
ଆଉ ମଣ୍ତଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସହେି ନରହତ୍ଯାକାରୀକି ଉଦ୍ଧାର କରିବେ, ପୁଣି ସେ ଯେଉଁ ସ୍ଥାନକୁ ପଳାଇ ୟାଇଥିଲା ସହେି ଆଶ୍ରଯ ନଗର ରେ ମଣ୍ତଳୀ ପୁନର୍ବାର ତାହାକୁ ପହୁଞ୍ଚାଇ ଦବେେ; ଆଉ ଯେଉଁ ପର୍ୟ୍ଯନ୍ତ ପବିତ୍ର ତୈଳର ଅଭିଷିକ୍ତ ମହାୟାଜକର ମୃତ୍ଯୁ ନହୁଏ, ସେ ପର୍ୟ୍ଯନ୍ତ ସେ ସହେି ସ୍ଥାନ ରେ ବାସ କରିବ।
ଲେବୀୟ ପୁସ୍ତକ 21:10
ଆଉ ନିଜ ଭ୍ରାତାମାନଙ୍କ ଉପରେ ଯେଉଁ ଲୋକ ମହାୟାଜକ ହାଇେଅଛି, ଯାହାର ମସ୍ତକରେ ଅଭିଷକୋର୍ଥକ ତୈଳ ଢଳା ୟାଇଅଛି, ଆଉ ୟିଏ ପବିତ୍ର ବସ୍ତ୍ର ପରିଧାନ କରିବାକୁ ପଦବୀ ରେ ନିୟୁକ୍ତ ହାଇେଅଛି, ସେ ନିଜ ମସ୍ତକର କେଶ ମୁକୁଳା କରିବା ଉଚିତ୍ ନୁହେଁ ଓ ନିଜ ବସ୍ତ୍ର ଚିରିବା ଉଚିତ୍ ନୁହେଁ।
ଗୀତସଂହିତା 133:2
ଏହା ହାରୋଣଙ୍କର ମସ୍ତରେ ବହୁମୂଲ୍ଯ ତୈଳ ସ୍ବରୂପ ୟାହା ତାଙ୍କ ଦାଢ଼ି ବାଟେ ବହି ତାହାଙ୍କ ବସ୍ତ୍ରାଞ୍ଚଳରେ ପଡ଼େ।
ଲେବୀୟ ପୁସ୍ତକ 10:7
ଆଉ ତୁମ୍ଭେ ସମାଗମ ତମ୍ବୁ ଦ୍ବାରରୁ ବାହାରକୁ ୟିବ ନାହିଁ, ଗଲେ ମରିବ। କାରଣ ତୁମ୍ଭମାନଙ୍କ ଦହେ ରେ ସଦାପ୍ରଭୁଙ୍କର ଅଭିଷକେ ତୈଳ ଅଛି। ତେଣୁ ହାରୋଣ, ଇଲିଯାସର ଓ ଈଥାମର ମାଶାଙ୍କେ ଆଜ୍ଞା ଅନୁସାରେ କାର୍ୟ୍ଯ କଲେ।
ଯାତ୍ରା ପୁସ୍ତକ 28:41
ପୁଣି ତୁମ୍ଭର ଭ୍ରାତା ହାରୋଣକୁ ଓ ତା'ର ପୁତ୍ରଗଣକୁ ସହେିସବୁ ବସ୍ତ୍ର ପରିଧାନ କରାଅ। ତା'ପରେ ସମାନଙ୍କେୁ ଅଭିଷିକ୍ତ କର ଓ ଧର୍ମ ସମ୍ପ୍ରଦାଯଭୁକ୍ତ କର, ତା'ପରେ ସମାନଙ୍କେୁ ଯାଜକ ରୂପେ ମାରେ ସବୋ କରିବା ପାଇଁ ଛାଡିଦିଅ।
ଯିଶାଇୟ 61:1
ସଦାପ୍ରଭୁଙ୍କର ସବେକ କୁହନ୍ତି, ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମାଠାେ ରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମାେତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦବୋକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଚାର କରିବା ନିମନ୍ତେ ମାେତେ ପ୍ ରରଣେ କରିଛନ୍ତି।
ଗୀତସଂହିତା 89:20
ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ। ଆମ୍ଭେ ପବିତ୍ର ତୈଳରେ ତାକୁ ଅଭିଷିକ୍ତ କରିଅଛୁ।
ଲେବୀୟ ପୁସ୍ତକ 8:10
ଅନନ୍ତର ମାଶାେ ଅଭିଷକୋର୍ଥକ ତୈଳ ନଇେ ପବିତ୍ର ତମ୍ବୁ ଓ ତହିଁ ମଧିଅରେ ଥିବା ସମସ୍ତ ବସ୍ତୁ ଉପରେ ସିଞ୍ଚନ କରି ସେସବୁକୁ ପବିତ୍ର କଲେ।
ଯାତ୍ରା ପୁସ୍ତକ 30:23
ଏହି ଅତ୍ଯୁତ୍ତମ ସୁଗନ୍ଧି ଦ୍ରବ୍ଯ, ଅର୍ଥାତ୍ ପବିତ୍ରସ୍ଥାନର ଶକେଲ ଅନୁସାରେ ପାଞ୍ଚଶତ ଶକେଲ ନିର୍ମଳ ଗନ୍ଧରସ ଓ ତା'ର ଅଧା ଅର୍ଥାତ୍ ଅଢାଇଶ ଶକେଲ ସୁଗନ୍ଧି ବାରୁଚିନୀ ଓ ଅଢାଇଶତ ଶକେଲ ସୁଗନ୍ଧି ବଚ ସଂଗ୍ରହ କର।
ଯୋହନଙ୍କ ପ୍ରଥମ ପତ୍ର 2:27
ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଏକ ବିଶଷେ ଦାନ ଦଇେଛନ୍ତି, ତାହା ତୁମ୍ଭଠା ରେ ଏପର୍ୟ୍ଯନ୍ତ ଅଛି। ଏଥିପାଇଁ ତୁମ୍ଭର କାହାଠାରୁ ଶିକ୍ଷା ନବୋ ଆବଶ୍ଯକ ନାହିଁ। ମାତ୍ର ତାହାଙ୍କଠାରୁ ପ୍ରାପ୍ତ ସହେି ଦାନ ତୁମ୍ଭକୁ ସମସ୍ତ ବିଷୟ ରେ ଶିକ୍ଷା ଦେଉଛି। ସେ ତୁମ୍ଭକୁ ଦଇେଥିବା ସହେି ଦାନ ସତ୍ଯ ଅଟେ, ମିଥ୍ଯା ନୁହେଁ। ତେଣୁ ତାହାଙ୍କର ସହେି ଦାନର ଶିକ୍ଷାନୁସା ରେ ତୁମ୍ଭମାନେେ ଖ୍ରୀଷ୍ଟଙ୍କଠା ରେ ଆଉ ଜୀବନଯାପନ କର।
ଯୋହନଲିଖିତ ସୁସମାଚାର 3:34
ପରମେଶ୍ବର ତାହାଙ୍କୁ ପଠାଇଛନ୍ତି। ପରମେଶ୍ବର ଯାହା କହିଥାନ୍ତି, ସେ ତାହା କହନ୍ତି। ପରମେଶ୍ବର ସମ୍ପୂର୍ଣ୍ଣଭାବେ ତାହାଙ୍କୁ ପବିତ୍ର ଆତ୍ମା ପ୍ରଦାନ କରିଛନ୍ତି।