ଆଦି ପୁସ୍ତକ 28:20 in Oriya

ଓଡିଆ ଓଡିଆ ବାଇବେଲ ଆଦି ପୁସ୍ତକ ଆଦି ପୁସ୍ତକ 28 ଆଦି ପୁସ୍ତକ 28:20

Genesis 28:20
ଏହାପରେ ଯାକୁବ ଏକ ପ୍ରତିଜ୍ଞା କଲେ, ସେ କହିଲେ, ଯଦି ପରମେଶ୍ବର ମାେ ସହିତ ରହିବେ, ଯଦି ଏହି ୟାତ୍ରା ରେ ପରମେଶ୍ବର ମାରେ ସହାୟ ହବେେ, ଯଦି ପରମେଶ୍ବର ମାେତେ ଖାଦ୍ୟ ବସ୍ତ୍ର ଯୋଗଇବେ।

Genesis 28:19Genesis 28Genesis 28:21

Genesis 28:20 in Other Translations

King James Version (KJV)
And Jacob vowed a vow, saying, If God will be with me, and will keep me in this way that I go, and will give me bread to eat, and raiment to put on,

American Standard Version (ASV)
And Jacob vowed a vow, saying, If God will be with me, and will keep me in this way that I go, and will give me bread to eat, and raiment to put on,

Bible in Basic English (BBE)
Then Jacob took an oath, and said, If God will be with me, and keep me safe on my journey, and give me food and clothing to put on,

Darby English Bible (DBY)
And Jacob vowed a vow, saying, If God will be with me, and keep me on this road that I go, and will give me bread to eat, and a garment to put on,

Webster's Bible (WBT)
And Jacob vowed a vow, saying, If God will be with me, and will keep me in this way that I go, and will give me bread to eat, and raiment to put on,

World English Bible (WEB)
Jacob vowed a vow, saying, "If God will be with me, and will keep me in this way that I go, and will give me bread to eat, and clothing to put on,

Young's Literal Translation (YLT)
And Jacob voweth a vow, saying, `Seeing God is with me, and hath kept me in this way which I am going, and hath given to me bread to eat, and a garment to put on --

And
Jacob
וַיִּדַּ֥רwayyiddarva-yee-DAHR
vowed
יַֽעֲקֹ֖בyaʿăqōbya-uh-KOVE
a
vow,
נֶ֣דֶרnederNEH-der
saying,
לֵאמֹ֑רlēʾmōrlay-MORE
If
אִםʾimeem
God
יִֽהְיֶ֨הyihĕyeyee-heh-YEH
be
will
אֱלֹהִ֜יםʾĕlōhîmay-loh-HEEM
with
me,
and
will
keep
me
עִמָּדִ֗יʿimmādîee-ma-DEE
this
in
וּשְׁמָרַ֙נִי֙ûšĕmāraniyoo-sheh-ma-RA-NEE
way
בַּדֶּ֤רֶךְbadderekba-DEH-rek
that
הַזֶּה֙hazzehha-ZEH
I
אֲשֶׁ֣רʾăšeruh-SHER
go,
אָֽנֹכִ֣יʾānōkîah-noh-HEE
and
will
give
הוֹלֵ֔ךְhôlēkhoh-LAKE
bread
me
וְנָֽתַןwĕnātanveh-NA-tahn
to
eat,
לִ֥יlee
and
raiment
לֶ֛חֶםleḥemLEH-hem
to
put
on,
לֶֽאֱכֹ֖לleʾĕkōlleh-ay-HOLE
וּבֶ֥גֶדûbegedoo-VEH-ɡed
לִלְבֹּֽשׁ׃lilbōšleel-BOHSH

Cross Reference

ଦିତୀୟ ଶାମୁୟେଲ 15:8
ଅବଶା ଲୋମ କହିଲେ, ମୁ ଅରାମର ଗଶୂର ରେ ଥିବା ସମୟରେ ଏକ ଶପଥ କରିଥିଲି ଯେ, 'ଯଦି ରାଜା ମାେତେ ଯିରୁଶାଲମକୁ ଫରେି ଆସିବାକକ୍ସ୍ଟ କହନ୍ତି ତବେେ ମୁ ସଦାପ୍ରଭୁଙ୍କର ସବୋ କରିବି।'

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:8
ଅତଏବ ଯଦି ଆମ୍ଭର ଖାଇବା ଓ ପିନ୍ଧିବା ଜିନିଷ ଅଛି, ଆମ୍ଭେ ସେଥି ରେ ସନ୍ତୁଷ୍ଟ ରହିବା।

ଆଦି ପୁସ୍ତକ 31:13
ମୁଁ ବେଥଲରେ ସହେି ପରମେଶ୍ବର। ଯେଉଁଠା ରେ ତୁମ୍ଭେ ଗୋଟିଏ ସ୍ତମ୍ଭ ଠିଆ କରିଥିଲ। ଏବଂ ମାେ ପାଖ ରେ ଏକ ଶପଥ କରିଥିଲ। ବର୍ତ୍ତମାନ ଉଠ ଏବଂ ଏହି ଭୂମି ପରିତ୍ଯାଗ କର ଏବଂ ତୁମ୍ଭର ଗୃହକୁ ୟାଅ।'

ଗୀତସଂହିତା 116:14
ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ ତାଙ୍କର ସବୁ ଲୋକଙ୍କ ଆଗରେ ପୂର୍ଣ୍ଣ କରିବି।

ଗୀତସଂହିତା 116:18
ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ ତାଙ୍କ ଲୋକମାନଙ୍କ ଆଗରେ ପୂର୍ଣ୍ଣ କରିବି।

ଗୀତସଂହିତା 119:106
ତୁମ୍ଭର ବିଚାର ଉତ୍ତମ ଏବଂ ମୁଁ ତାହାସବୁ ମାନିବା ପାଇଁ ଶପଥ କରେ।

ଗୀତସଂହିତା 132:2
ଏବଂ ସ୍ମରଣ କର, କିପରି ସେ ସଦାପ୍ରଭୁଙ୍କଠାରେ ଶପଥ ନଲେେ, ଦାଉଦ ୟାକୁବର ଶକ୍ତିମାନ୍ ପରମେଶ୍ବରଙ୍କଠାରେ ଏକ ବିଶଷେ ପ୍ରତିଜ୍ଞା କଲେ।

ଉପଦେଶକ 5:1
ଯେତବେେଳେ ତୁମ୍ଭମାନେେ ପରମେଶ୍ବରଙ୍କୁ ଉପାସନା କରିବାକୁ ୟାଅ, ବହୁତ ସାବଧାନ ହୁଅ। ମୂର୍ଖମାନଙ୍କ ପରି ବଳିଦବୋ ଅପେକ୍ଷା ପରମେଶ୍ବରଙ୍କୁ ମାନିବା ଅଧିକ ଉତ୍ତମ। ମୂର୍ଖମାନେ ଜାଣନ୍ତି ମଧ୍ଯ ନାହିଁ, ଯେତବେେଳେ ସମାନେେ ମନ୍ଦକର୍ମ କରନ୍ତି।

ଯିଶାଇୟ 19:21
ସହେିଦିନ ମିଶରୀଯମାନେ ସଦାପ୍ରଭୁଙ୍କର ପ୍ରକୃତ ପରିଚଯ ପାଇବେ। ସମାନେେ ପରମେଶ୍ବରଙ୍କୁ ପ୍ ରମେ କରିବେ। ସମାନେେ ତାଙ୍କୁ ସବୋ କରିବେ ଓ ତାଙ୍କ ଉଦ୍ଦେଶ୍ଯ ରେ ବଳିଦାନ ଦବେେ। ଆଉ ମଧ୍ଯ ସମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଶପଥ ନବେେ ଓ ସେ ଶପଥ ପାଳନ କରିବେ।

ଯୋହନଲିଖିତ ସୁସମାଚାର 1:16
'ବାକ୍ଯ' ଖ୍ରୀଷ୍ଟ ଅନୁଗ୍ରହ ଓ ସତ୍ଯ ରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କଠାରୁ ପ୍ରଚୁର ଆଶୀର୍ବାଦ ପାଇଲୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 18:18
ପାଉଲ ସଠାେରେ ଭାଇମାନଙ୍କ ସହିତ ଅନକେ ଦିନ ରହିଲେ। ତା'ପରେ ସେ ବିଦାୟ ନଇେ ଜଳପଥରେ ସୁରିଆ ଦେଶକୁ ଗଲେ। ତାହାଙ୍କ ସହିତ ପ୍ରୀସ୍କିଲ୍ଲା ଓ ଆକ୍ବିଲା ମଧ୍ଯ ଗଲେ। ପରମେଶ୍ବରଙ୍କ ନିକଟରେ ଏକ ଶପଥ କରିଥିବାରୁ ପାଉଲ କେଙ୍କ୍ ରଯୋ ରେ ଲଣ୍ଡା ହେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:12
ତହିଁ ଆରଦିନ କେତକେ ଯିହୂଦୀ ଗୋଟିଏ ଯୋଜନା କଲେ। ସମାନେେ ପାଉଲଙ୍କୁ ହତ୍ଯା କରିବା ପାଇଁ ଚାହିଁଲେ। ତାହାଙ୍କୁ ହତ୍ଯା ନକରିବା ପର୍ୟ୍ଯନ୍ତ ସମାନେେ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ଶପଥ କଲେ।

ଗୀତସଂହିତା 76:11
ଲୋକମାନେ ପରମେଶ୍ବରଙ୍କଠାରେ ମାନସିକ କରନ୍ତି, ଏବଂ ସସବେୁକୁ ପରମେଶ୍ବରଙ୍କଠାରେ ଅର୍ପଣ କରନ୍ତି। ଲୋକମାନେ ଚତୁର୍ଦ୍ଦିଗରେ ଥିବା ଜାତିଗଣ ପରମେଶ୍ବରଙ୍କ ନିକଟକୁ ଉପହାର ଆଣିବା ଉଚିତ୍, ଯେଉଁମାନେ କି ସମ୍ମାନ ପାଇଁ ଉପୟୁକ୍ତ ଅଟନ୍ତି।

ଗୀତସଂହିତା 66:13
ତଣେୁ, ମୁଁ ତୁମ୍ଭ ପବିତ୍ର ମନ୍ଦିରକୁ ହାମବେଳି ନଇେ ଆସିବି। ଯେତବେେଳେ ମୁଁ ସଂଙ୍କଟରେ ଥିଲି, ମୁଁ ତୁମ୍ଭର ସାହାୟ୍ଯ ପାଇଁ ଅନୁ ରୋଧ କରିଥିଲି।

ଗୀତସଂହିତା 61:8
ଏବଂ ମୁଁ ସର୍ବଦା ତୁମ୍ଭ ନାମର ପ୍ରଶଂସା ଗାନ କରିବି ଓ ପ୍ରେତ୍ୟକକ ଦିନ, ମୁଁ ମାରେ ପ୍ରତିଜ୍ଞା ପାଳନ କରିବି।

ଲେବୀୟ ପୁସ୍ତକ 27:1
ସଦାପ୍ରଭୁ ମାଶାଙ୍କେୁ କହିଲେ,

ଗଣନା ପୁସ୍ତକ 6:1
ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,

ଗଣନା ପୁସ୍ତକ 21:2
ଇଶ୍ରାୟେଲର ଲୋକମାନେ ପ୍ରତିଜ୍ଞା କଲେ: ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତ ରେ ସମର୍ପଣ କର, ତବେେ ଆମ୍ଭେ ସମାନଙ୍କେ ନଗରସବୁ ବିନାଶ କରିବୁ।

ବିଚାରକର୍ତାମାନଙ୍କ ବିବରଣ 11:30
ସହେି ସମୟରେ ୟିଲ୍ଗହ ସଦାପ୍ରଭୁଙ୍କ ନିକଟରେ ଏକ ପ୍ରତିଜ୍ଞା କଲେ, ଯଦି ତୁମ୍ଭେ ଅମ୍ମାନେ ଲୋକମାନଙ୍କୁ ମାେ ହସ୍ତ ରେ ସମର୍ପଣ କର ତବେେ

ପ୍ରଥମ ଶାମୁୟେଲ 1:11
ସେ ଏହା କହି ପରମେଶ୍ବରଙ୍କ ନିକଟରେ ପ୍ରତିଜ୍ଞା କଲା, ସର୍ବଶକ୍ତିମାନ ସଦାପ୍ରଭୁ ଯଦି ତୁମ୍ଭେ ଦେଖକ୍ସ୍ଟଥାଅ ମୁ କେତେ ଦକ୍ସ୍ଟଃଖି, ଯଦି ତୁମ୍ଭେ ତୁମ୍ଭର ସବେକକକ୍ସ୍ଟ ମନେ ରଖିଥାଅ, ତବେେ ମାେତେ ଏକ ପକ୍ସ୍ଟତ୍ର ଦିଅ। ତା' ହେଲେ ମୁ ସହେି ପକ୍ସ୍ଟତ୍ରଟିକକ୍ସ୍ଟ ସଦାପ୍ରଭୁଙ୍କଠା ରେ ଉତ୍ସର୍ଗ କରିବି। ସେ ତା'ର ଜୀବନସାରା ତୁମ୍ଭର ସବୋ କରିବ। ସେ ଦ୍ରାକ୍ଷାରସ ଏବଂ ସକ୍ସ୍ଟରା ନାସରୀଯ ତକ୍ସ୍ଟଲ୍ଯ ପିଇବ ନାହିଁ ଏବଂ ତା'ର ବାଳ କାଟିବାପାଇଁ କୌଣସି କ୍ଷକ୍ସ୍ଟର ତା'ର ମକ୍ସ୍ଟଣ୍ତ ରେ ସ୍ପର୍ଶ କରିବ ନାହିଁ।

ପ୍ରଥମ ଶାମୁୟେଲ 1:28
ସେଥିପାଇଁ ବର୍ତ୍ତମାନ ମୁ ତାକକ୍ସ୍ଟ ସଦାପ୍ରଭୁଙ୍କ ସବୋ କରିବା ପାଇଁ ଉତ୍ସର୍ଗ କରୁଛି। ସେ ୟାବଜ୍ଜୀବନ ସଦାପ୍ରଭୁଙ୍କ ଉପାସନା କରିବ।

ପ୍ରଥମ ଶାମୁୟେଲ 14:24
କିନ୍ତୁ ଶାଉଲ ସଦେିନ ପକ୍ସ୍ଟଣି ଏକ ଭୂଲ୍ କଲେ। ଯେତବେେଳେ ସୈନ୍ଯମାନେ କ୍ଲାନ୍ତ ଓ କ୍ଷକ୍ସ୍ଟଧାର୍ତ୍ତ ହେଲେ, ଶାଉଲ ସମାନଙ୍କେୁ, ଯଦି କୌଣସି ଲୋକ ସଂନ୍ଧ୍ଯା ପୂର୍ବରକ୍ସ୍ଟ କିମ୍ବା ଶତୃ ବିନାଶ କରିବା ପୂର୍ବରକ୍ସ୍ଟ ଖାଦ୍ୟ ଗ୍ରହଣ କରେ, ତବେେ ସେ ଦଣ୍ତିତ ହବେ। ସେ ସମାନଙ୍କେୁ ଏହି ପ୍ରତିଜ୍ଞା କରିବା ପାଇଁ ବାଧ୍ଯ କଲେ। ତେଣୁ ଇଶ୍ରାୟେଲୀୟ ସୈନ୍ଯଗଣ କିଛି ଖାଦ୍ୟ ଗ୍ରହଣ କଲେ ନାହିଁ।

ନିହିମିୟା 9:1
ସହେି ମାସ ଚବିଶ ଦିନ ରେ ଇଶ୍ରାୟେଲର ଲୋକମାନେ ଏକତ୍ରୀତ ହେଲେ। ସମାନେେ ଉପବାସ କରି ଦୁଃଖଦ ବସ୍ତ୍ର ପିନ୍ଧି ଏବଂ ସମାନଙ୍କେ ମୁଣ୍ତ ରେ କାଦୁଅ ବୋଳି ଏକତ୍ର ଠିଆ ହେଲେ।

ଗୀତସଂହିତା 22:25
ହେ ସଦାପ୍ରଭୁ, ମୁଁ ମହାସଭାରେ ତୁମ୍ଭର ଯେଉଁ ଜଯଗାନ କଲି ତାହା ତୁମ୍ଭ ପ୍ରରଣୋର ଫଳ। ସମସ୍ତ ଉପାସକମାନଙ୍କ ସମ୍ମୁଖରେ ମୁଁ ମାରେ ନବୈେଦ୍ଯ ତାଙ୍କ ଉଦ୍ଦେଶ୍ଯରେ ଉତ୍ସର୍ଗ କରିବି ୟାହା ମୁଁ ପ୍ରତିଜ୍ଞା କରିଛି।

ଗୀତସଂହିତା 56:12
ହେ ପରମେଶ୍ବର, ତୁମ୍ଭ ନିକଟରେ କରିଥିବା ପ୍ରତିଜ୍ଞା, ମୁଁ ପୂରଣ କରିବି। ମୁଁ ତୁମ୍ଭକୁ ଧନ୍ଯବାଦ ରୂପକ ନବୈେଦ୍ଯ ଦବେି।

ଗୀତସଂହିତା 61:5
ହେ ପରମେଶ୍ବର, ତୁମ୍ଭେ ଶୁଣିଛ ମୁଁ ତୁମ୍ଭକୁ କ'ଣ ଦବୋପାଇଁ ପ୍ରତିଜ୍ଞା କରିଛି। ଯେଉଁମାନେ ତୁମ୍ଭକୁ ସମ୍ମାନ କରନ୍ତି, ସମାନଙ୍କେୁ ସର୍ବଦା ତୁମ୍ଭେ ୟାହା ଦିଅ, ତାହା ତୁମ୍ଭେ ମାେତେ ଦଲେ।

ଆଦି ପୁସ୍ତକ 28:15
ମୁଁ ତୁମ୍ଭ ସହିତ ଅଛି। ମୁଁ ତୁମ୍ଭକୁ ସବୁଠା ରେ ସୁରକ୍ଷା ଦବେି। ପୁଣି ଆମ୍ଭେ ତୁମ୍ଭକୁ ଏହି ଭୂମିକୁ ଫରୋଇ ଆଣିବୁ। ଆମ୍ଭର ପ୍ରତିଜ୍ଞା ପୂର୍ଣ୍ଣ ନ ହବୋ ପର୍ୟ୍ଯନ୍ତ ଆମ୍ଭ ତୁମ୍ଭକୁ ଛାଡୁ ନାହୁଁ।