ଏବ୍ରୀମାନଙ୍କ ନିକଟକୁ ପତ୍ର 9:14 in Oriya

ଓଡିଆ ଓଡିଆ ବାଇବେଲ ଏବ୍ରୀମାନଙ୍କ ନିକଟକୁ ପତ୍ର ଏବ୍ରୀମାନଙ୍କ ନିକଟକୁ ପତ୍ର 9 ଏବ୍ରୀମାନଙ୍କ ନିକଟକୁ ପତ୍ର 9:14

Hebrews 9:14
ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପା ରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ବାରା ଆପଣାକୁ ନିଖୁଣ ବଳିସ୍ବରୂପେ ପରମେଶ୍ବରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ୟ୍ଯରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦବେ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ଯ ପବିତ୍ର କରିବ। ଆମ୍ଭେ ପବିତ୍ର ହାଇେ ଜୀବନ୍ତ ପରମେଶ୍ବରଙ୍କର ସବୋ କରିପାରିବା।

Hebrews 9:13Hebrews 9Hebrews 9:15

Hebrews 9:14 in Other Translations

King James Version (KJV)
How much more shall the blood of Christ, who through the eternal Spirit offered himself without spot to God, purge your conscience from dead works to serve the living God?

American Standard Version (ASV)
how much more shall the blood of Christ, who through the eternal Spirit offered himself without blemish unto God, cleanse your conscience from dead works to serve the living God?

Bible in Basic English (BBE)
How much more will the blood of Christ, who, being without sin, made an offering of himself to God through the Holy Spirit, make your hearts clean from dead works to be servants of the living God?

Darby English Bible (DBY)
how much rather shall the blood of the Christ, who by the eternal Spirit offered himself spotless to God, purify your conscience from dead works to worship [the] living God?

World English Bible (WEB)
how much more will the blood of Christ, who through the eternal Spirit offered himself without blemish to God, cleanse your conscience from dead works to serve the living God?

Young's Literal Translation (YLT)
how much more shall the blood of the Christ (who through the age-during Spirit did offer himself unblemished to God) purify your conscience from dead works to serve the living God?

How
much
πόσῳposōPOH-soh
more
μᾶλλονmallonMAHL-lone
shall
the
τὸtotoh
blood
αἷμαhaimaAY-ma
of

τοῦtoutoo
Christ,
Χριστοῦchristouhree-STOO
who
ὃςhosose
through
διὰdiathee-AH
the
eternal
πνεύματοςpneumatosPNAVE-ma-tose
Spirit
αἰωνίουaiōniouay-oh-NEE-oo
offered
ἑαυτὸνheautonay-af-TONE
himself
προσήνεγκενprosēnenkenprose-A-nayng-kane
spot
without
ἄμωμονamōmonAH-moh-mone
to

τῷtoh
God,
θεῷtheōthay-OH
purge
καθαριεῖkatharieika-tha-ree-EE
your
τὴνtēntane

συνείδησινsyneidēsinsyoon-EE-thay-seen
conscience
ὑμῶνhymōnyoo-MONE
from
ἀπὸapoah-POH
dead
νεκρῶνnekrōnnay-KRONE
works
ἔργωνergōnARE-gone
to
εἰςeisees
serve
τὸtotoh

λατρεύεινlatreueinla-TRAVE-een
the
living
θεῷtheōthay-OH
God?
ζῶντιzōntiZONE-tee

Cross Reference

ପିତରଙ୍କ ପ୍ରଥମ ପତ୍ 3:18
ଖ୍ରୀଷ୍ଟ ନିଜେ ତୁମ୍ଭ ପାଇଁ ମଲେ। ସହେି ମୂଲ୍ଯ ତୁମ୍ଭର ପାପ ପାଇଁ ମୂଲ୍ଯ ଦଲୋ। ସେ ନିଜେ ଦୋଷୀ ନ ଥିଲେ କିନ୍ତୁ ଦୋଷୀ ଲୋକଙ୍କ ଲାଗି ମୃତ୍ଯୁ ବରଣ କଲେ। ସେ ତୁମ୍ଭ ସମସ୍ତଙ୍କୁ ପରମେଶ୍ବରଙ୍କ ପାଖକୁ ଆଣିବା ପାଇଁ ଏପରି କଲେ। ତାହାଙ୍କର ଶରୀରକୁ ବଧ କରାଗଲା, କିନ୍ତୁ ଆତ୍ମା ରେ ସେ ପୁନର୍ଜୀବିତ ହେଲେ,

ଏବ୍ରୀମାନଙ୍କ ନିକଟକୁ ପତ୍ର 1:3
ସେ ପରମେଶ୍ବରଙ୍କ ମହିମାର ଅବିକଳ ପ୍ରତିମୂର୍ତ୍ତି। ସହେି ପୁତ୍ର ନିଜର ଶକ୍ତିୟୁକ୍ତ ବାକ୍ଯ ଦ୍ବାରା ପ୍ରେତ୍ୟକକ ବିଷୟକୁ ଧରି ରଖିଛନ୍ତି। ସହେି ପୁତ୍ର ଲୋକମାନଙ୍କୁ ପାପରୁ ମୁକ୍ତ କରି ସମାନଙ୍କେୁ ପବିତ୍ର କଲେ। ତା'ପରେ ସେ ସ୍ବର୍ଗସ୍ଥ ମହାମହିମ ପରମେଶ୍ବରଙ୍କ ଡ଼ାହାଣପଟ ରେ ବସିଲେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 10:22
ଆମ୍ଭର ଦହେ ଶୁଦ୍ଧ ଜଳ ରେ ସ୍ନାନ କରିଛି। ଅତଏବ ପରମେଶ୍ବରଙ୍କ ପାଖକୁ ସତ୍ଯନିଷ୍ଠା ହୃଦୟ ରେ ଆସ। ଆମ୍ଭ ବିଶ୍ବାସ ହତେୁ ଆମ୍ଭେ ନିଶ୍ଚିତତା ଅନୁଭବ କରିବା ଉଚିତ୍।

ଏବ୍ରୀମାନଙ୍କ ନିକଟକୁ ପତ୍ର 9:12
ଏହି ସ୍ଥାନଟି ଏହି ଜଗତର ନୁହେଁ। ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ରେ ଛଳେି ବା ଗୋବତ୍ସର ରକ୍ତ ନୁହେଁ, ମାତ୍ର ନିଜ ରକ୍ତ ଘନେି ଏକାଥରକେ ପ୍ରବେଶ କଲେ ଓ ସବୁ ଦିନ ପାଇଁ ଆମ୍ଭକୁ ମୁକ୍ତି ଦାନ କଲେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 6:1
ଅତଏବ ଖ୍ରୀଷ୍ଟଙ୍କ ବିଷୟ ରେ ପ୍ରାରମ୍ଭିକ ଶିକ୍ଷାର ସମାପ୍ତି ଘଟାଇବା ଦରକାର। ଆମ୍ଭେ ଯେଉଁସବୁ କାର୍ୟ୍ଯ କରିବା ଆରମ୍ଭ କରିଛୁ, ତହିଁରୁ ପଶ୍ଚାତପଦ ହବୋ ନାହିଁ। ଯେତବେେଳେ ଆମ୍ଭେ ଖ୍ରୀଷ୍ଟଙ୍କଠା ରେ ଆମ୍ଭ ଜୀବନ ଆରମ୍ଭ କରିଲୁ, ଆମ୍ଭମାନେେ ମନ୍ଦକର୍ମରୁ ବିମୁଖ ହାଇେ ପରମେଶ୍ବରଙ୍କଠା ରେ ବିଶ୍ବାସ କଲୁ।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2:14
ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।

ଏବ୍ରୀମାନଙ୍କ ନିକଟକୁ ପତ୍ର 7:27
ସେ ଅନ୍ୟ ଯାଜକମାନଙ୍କ ଭଳି ନୁହଁନ୍ତି। ଅନ୍ୟ ଯାଜକମାନେ ପ୍ରତିଦିନ ବଳି ଉତ୍ସର୍ଗ କରିବା ଆବଶ୍ଯକ ଥିଲା। ପ୍ରଥମେ ନିଜ ପାଇଁ ଓ ପରେ ଅନ୍ୟ ଲୋକମାନଙ୍କ ପାପ ଲାଗି ସମାନଙ୍କେୁ ବଳି ଉତ୍ସର୍ଗ କରିବାକୁ ପଡ଼ୁଥିଲା। କିନ୍ତୁ ଯୀଶୁଙ୍କୁ ଏହା କରିବାକୁ ପଡ଼ି ନାହିଁ। ଯୀଶୁ ଚିରକାଳ ନିମନ୍ତେ ଏକାଥରକେ ବଳୀକୃତ ହେଲେ। ସେ ନିଜକୁ ସମର୍ପି ଦେଲେ।

ଯିରିମିୟ 10:10
ମାତ୍ର ସଦାପ୍ରଭୁ ସତ୍ଯ ପରମେଶ୍ବର ଅଟନ୍ତି। ସେ ଜୀବନ୍ତ ପରମେଶ୍ବର ଓ ଅନନ୍ତକାଳସ୍ଥାଯୀ ରାଜା। ଯେତବେେଳେ ସେ କୋପ କରନ୍ତି ପୃଥିବୀ କିତ ହୁଏ। ବିଦେଶୀ ରାଷ୍ଟ୍ର ତାଙ୍କ କୋର୍ଧ ସହ୍ଯ କରିପାରିବେ ନାହିଁ।

ଏବ୍ରୀମାନଙ୍କ ନିକଟକୁ ପତ୍ର 10:2
ଯଦି ବ୍ଯବସ୍ଥା ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରିଥାନ୍ତା ତା' ହେଲେ ସହେି ବଳିଗୁଡ଼ିକ ବନ୍ଦ ହାଇେ ଯାଇ ସାରିଥାଆନ୍ତା। ସହେି ଲୋକମାନେ ମଧ୍ଯ ପାପରୁ ଶୁଦ୍ଧ ହାଇଯୋଇ ସାରିଥାନ୍ତେ। ସମାନେେ ଏବେ ସୁଦ୍ଧା ନିଜ ପାପ ପାଇଁ ନିଜକୁ ଦୋଷୀ ଅନୁଭବ କରୁ ନ ଥାନ୍ତେ। କିନ୍ତୁ ବ୍ଯବସ୍ଥା କଦାପି ତାହା କରି ପାରିବ ନାହିଁ।

ପିତରଙ୍କ ପ୍ରଥମ ପତ୍ 1:19
ବରଂ ନିର୍ଦ୍ ଦୋଷ ପବିତ୍ର ମଷେଶାବକ ଖ୍ରୀଷ୍ଟଙ୍କର ବହୁମୂଲ୍ଯ ରକ୍ତ ଦ୍ବାରା ତୁମ୍ଭେ କିଣା ହାଇେଅଛ।

ରେରିତମାନଙ୍କ କାର୍ଯ୍ୟର ବିବରଣ 14:15
ହେ ଲୋକମାନେ ତୁମ୍ଭମାନେେ ଏପରି କାହିଁକି କରୁଛ? ଆମ୍ଭେ ତୁମ୍ଭମାନଙ୍କ ପରି କବଳେ ମଣିଷ। ଆମ୍ଭେ ତୁମ୍ଭମାନଙ୍କୁ ସୁସମାଚ଼ାର କହିବା ପାଇଁ ଆସିଛୁ। ତୁମ୍ଭମାନଙ୍କୁ ଏହି ମୂଲ୍ଯହୀନ ବିଷୟଗୁଡ଼ିକ ଠାରୁ ଦୂ ରଇେ ରହି ଜୀବନ୍ତ ପରମେଶ୍ବରଙ୍କ ଆଡ଼କୁ ଫରୋଇବା ପାଇଁ ଆମ୍ଭେ ଆସିଛୁ। ସହେି ପରମେଶ୍ବର ଆକାଶ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ଯସ୍ତ ବିଷୟ ସୃଷ୍ଟି କରିଛନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:13
ପାପର ସବୋ କରିବା ପାଇଁ ତୁମ୍ଭମାନଙ୍କ ଶରୀରର ଅଙ୍ଗ ଗୁଡ଼କକୁ ଅନୁମତି ଦିଅ ନାହିଁ। ମନ୍ଦ କାମ କରିବା ପାଇଁ ଶରୀରକୁ ବ୍ଯବହାର କର ନାହିଁ। ତା' ପରିବର୍ତେ ନିଜକୁ ପରମେଶ୍ବରଙ୍କଠା ରେ ସମର୍ପଣ କର। ଯେଉଁମାନେ ମରି ଥିଲେ ଓ ଏବେ ଜୀବିତ ଅଛନ୍ତି ସେ ଲୋକଙ୍କ ଭଳି ହୁଅ। ନିଜ ଶରୀରର ଅଙ୍ଗହୁଡ଼ିକୁ ଭଲ କାମ କରିବା ପାଇଁ ପରମେଶ୍ବରଙ୍କଠା ରେ ସମର୍ପଣ କର।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:2
ପ୍ ରମେପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ ରମେ କରିଛନ୍ତି, ତୁମ୍ଭମାନେେ ମଧ୍ଯ ସହେିଭଳି ଅନ୍ୟମାନଙ୍କୁ ପ୍ ରମେ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ବରଙ୍କ ନିକଟରେ ମଧୁର-ସୁଗନ୍ଧି-ୟୁକ୍ତ ଭଟେି ଓ ପରମେଶ୍ବରଙ୍କ ବଳି ସ୍ବରୂପ ଅଟନ୍ତି।

ପିତରଙ୍କ ପ୍ରଥମ ପତ୍ 4:2
ତୁମ୍ଭେ ଏପରି ଭାବରେ ନିଜକୁ ଶକ୍ତିଶାଳୀ କର, ଯେପରି ତୁମ୍ଭେ ପରମଶ୍ବରଙ୍କ ଇଚ୍ଛାନୁସା ରେ ଜୀବନଯାପନ କରିବ, ଲୋକମାନଙ୍କ ଇଚ୍ଛା ରେ, ମନ୍ଦକାର୍ୟ୍ଯ କରି ଜୀବନଯାପନ କରିବ ନାହିଁ।

ଯୋହନଙ୍କ ପ୍ରଥମ ପତ୍ର 1:7
ପରମେଶ୍ବର ଆଲୋକରେ ବାସ କରନ୍ତି, ତେଣୁ ଆମ୍ଭେ ମଧ୍ଯ ଆଲୋକରେ ବାସ କରିବା ଉଚିତ। ଯଦି ଆମ୍ଭେ ଆଲୋକରେ ଜୀବନଯାପନ କରୁ, ତବେେ ଆମ୍ଭେ ପରସ୍ପର ସହଭାଗୀ ହାଇପୋରିବା। ଯଦି ଆମ୍ଭମାନେେ ଆଲୋକରେ ରହୁ, ତବେେ ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ଆମ୍ଭର ସମସ୍ତ ପାପ ଧୋଇଦିଏ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:9
ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲା ବେଳେ, ଯେପରି ଭଲ ଭାବରେ ତୁମ୍ଭମାନେେ ଆମ୍ଭମାନଙ୍କୁ ଗ୍ରହଣ କରିଥିଲ, ସେ ବିଷୟ ରେ ସର୍ବତ୍ର ଲୋକମାନେ କଥାବାର୍ତ୍ତା ହେଉଛନ୍ତି। ତୁମ୍ଭମାନେେ କିପରି ମୂର୍ତ୍ତିପୂଜା ବନ୍ଦ କରି, ଜୀବିତ ଓ ପ୍ରକୃତ ପରମେଶ୍ବରଙ୍କ ସବୋ କରିବା ପାଇଁ ପରିବର୍ତ୍ତିତ ହେଲ, ସେ ବିଷୟ ରେ ସମାନେେ କହନ୍ତି।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:5
ସେ ସମୟରେ ଆମ୍ଭେ ପରମେଶ୍ବରଙ୍କ ଇଚ୍ଛା ବିରୁଦ୍ଧ ରେ ଆଚରଣ କରୁଥିବାରୁ ଆତ୍ମିକ ଭାବରେ ମୃତ ଥିଲୁ। କିନ୍ତୁ ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ହତେୁ ସେ ଆମ୍ଭକୁ ନୂତନ ଜୀବନ ପ୍ରଦାନ କଲେ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:19
ମୁଁ ବ୍ଯବସ୍ଥା ପାଇଁ ଆଉ ବଞ୍ଚି ରହି ନାହିଁ। କାରଣ ବ୍ଯବସ୍ଥାସମାର ମୃତ୍ଯୁ ଘଟାଇଲା। କିନ୍ତୁ ମୁଁ ପରଲମଶ୍ବରଙ୍କ ପାଇଁ ଜୀବନଯାପନ କରୁଛି, ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶ ଉପଲର ମୃତ୍ଯୁଲଭାଗ କରିସାରିଛି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:12
ଯିହୂଦୀମାନଙ୍କର ତୃଟୀ ଏହି ସଂସାର ପାଇଁ ଆଶୀର୍ବାଦର ଧନ ସ୍ବରୂପ ହେଲା, ସମାନେେ ଯାହା ହରାଇଲେ, ତାହା ଅଣଯିହୂଦୀମାନଙ୍କ ପାଇଁ ଆଶୀର୍ବାଦର ଧନ ଆଣି ଦଲୋ। ତେଣୁ ପରମେଶ୍ବର ଯାହା ଚାହୁଁଛନ୍ତି ସହେି ଅନୁସାରେ ପୂଣର୍‌ନ ସଂଖ୍ଯକ ଯିହୂଦୀମାନେ ଯେତବେେଳେ ଚାଲିବେ, ସେତବେେଳେ ସଂସାର ନିଶ୍ଚିତ ରୂପେ ଅଧିକ ମାତ୍ରା ରେ ଆଶୀର୍ବାଦର ଧନ ପ୍ରାପ୍ତ କରିବ!

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6:16
ପରମେଶ୍ବରଙ୍କ ମନ୍ଦିର ଓ ମୂର୍ତ୍ତିଗୁଡ଼ିକ ମଧିଅରେ ଚୁକ୍ତି ହାଇେ ପାରିବ ନାହିଁ, କାରଣ ଆମ୍ଭେ ହେଉଛୁ ପରମେଶ୍ବରଙ୍କ ମନ୍ଦିର। ଯେପରି ପରମେଶ୍ବର କହିଛନ୍ତି :

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:21
ଆମ୍ଭେ ଖ୍ରୀଷ୍ଟଙ୍କ ନିମନ୍ତେ କହୁ। ଖ୍ରୀଷ୍ଟଙ୍କର କିଛି ପାପ ନ ଥିଲା। କିନ୍ତୁ ପରମେଶ୍ବର ଆମ୍ଭମାନଙ୍କ ପାଇଁ ତାହାଙ୍କୁ ପାପ ରୂପେ ଗଣ୍ଯ କଲେ, ଯେପରି ତାହାଙ୍କ ମାଧ୍ଯମ ରେ ଆମ୍ଭେ ପରମେଶ୍ବରଙ୍କ ଠା ରେ ଧାର୍ମିକ ଗଣିତ ହାଇପୋରିବା।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:24
ତୁମ୍ଭମାନେେ ଜଙ୍ଗଲୀ ଜୀତଗଛର କଟାଯାଇଥିବା ଶାଖା। ତୁମ୍ଭମାନେେ ଭଲ ଜୀତଗଛ ସହିତ ସଂୟୁକ୍ତ ହାଇେଛ। କିନ୍ତୁ ଏହା ସ୍ବାଭାବିକ। ଅତଏବ, ସହେି ଯିହୂଦୀମାନେ ପ୍ରକୃତ ରେ ନିଜର ବୃକ୍ଷ ସହିତ ପୁନର୍ବାର ସଂୟୁକ୍ତ ହାଇପୋରିବେ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:17
ସହେି ଅନନ୍ତକାଳୀନ ରାଜାଙ୍କର ଗୌରବ ଓ ସମ୍ଭ୍ରମ ହେଉ। ସେ ଅଦୃଶ୍ଯ ଓ ଅକ୍ଷୟ। ଗୌରବ ଓ ସମ୍ଭ୍ରମ ୟୁଗେ ୟୁଗେ କବଳେ ପରମେଶ୍ବରଙ୍କର। ଆମେନ୍।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:15
କିନ୍ତୁ ମୁଁ ଏବେ ଏହି କଥାଗୁଡ଼ିକ ତୁମ୍ଭକୁ ଲେଖୁଛି। ଯଦି ମୁଁ ଶୀଘ୍ର ନ ଯାଏ, ତବେେ ମଧ୍ଯ ତୁମ୍ଭମାନେେ ଜାଣି ପାରିବ ଯେ ପରମେଶ୍ବରଙ୍କ ପରିବାର ରେ ଲୋକମାନେ କ'ଣ କ'ଣ କରିବା ଅବଶ୍ଯକ। ସହେି ପରିବାର ଜୀବିତ ପରମେଶ୍ବରଙ୍କର ମଣ୍ଡଳୀ ଅଟେ। ପରମେଶ୍ବରଙ୍କ ମଣ୍ଡଳୀ ସତ୍ଯର ଅବଲମ୍ବନ କରେ ଓ ମୂଳଦୁଆ ଅଟେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 9:7
କିନ୍ତୁ ଦ୍ବିତୀୟ ବଖରା ଭିତରକୁ କବଳେ ବର୍ଷ ରେ ଥରେ ମହାୟାଜକ ଯାଇ ପାରୁଥିଲେ। ମହାୟାଜକ ଉତ୍ସର୍ଗ କରିବାର ରକ୍ତ ନ ନଇେ କଦାପି ସଠାେରେ ପ୍ରବେଶ କରନ୍ତି ନାହିଁ। ଯାଜକ ନିଜର ଲୋକମାନଙ୍କ ଆଜ୍ଞାନକୃତ ପାପ ନିମନ୍ତେ ସହେି ରକ୍ତ ପରମେଶ୍ବରଙ୍କୁ ଅର୍ପଣ କରୁଥିଲେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 9:9
ଏହା ଆଜି ଆମ୍ଭ ପାଇଁ ଉଦାହରଣ ସ୍ବରୂପ। ଏହା ସୂଚାଇ ଦିଏ ଯେ, ଯେଉଁ ଦାନ ଓ ବଳିଗୁଡ଼ିକ ପରମେଶ୍ବରଙ୍କୁ ଉତ୍ସର୍ଗ କରାଯାଏ, ତଦ୍ଦ୍ବାରା ଉପାସକ ପାପରୁ ସମ୍ପୂର୍ଣ୍ଣ ଧୌତ ହାଇପୋ ରେ ନାହିଁ। ଉକ୍ତ ବଳି ହତେୁ ସେ ସିଦ୍ଧିଲାଭ କରିପା ରେ ନାହିଁ।

ଏବ୍ରୀମାନଙ୍କ ନିକଟକୁ ପତ୍ର 11:21
ବିଶ୍ବାସ କାରଣରୁ ହିଁ, ମଲାବେଳେ ଯାକୁବ, ଯୋଷଫଙ୍କେ ପ୍ରେତ୍ୟକକ ପୁତ୍ରକୁ ଆଶୀର୍ବାଦ କଲେ। ସେ ନିଜର ବାଡ଼ି ଉପରେ ନଇଁ ପଡ଼ି ପରମେଶ୍ବରଙ୍କୁ ଉପାସନା କଲେ।

ପିତରଙ୍କ ପ୍ରଥମ ପତ୍ 2:22
ସେ କୌଣସି ପାପ କରି ନ ଥିଲେ ଓ କୌଣସି ମିଛ କଥା ମୁହଁ ରେ ଉଚ୍ଚାରଣ କରି ନ ଥିଲେ। ୟିଶାଇୟ 53:9

ଯୋହନଙ୍କ ପ୍ରଥମ ପତ୍ର 3:5
ତୁମ୍ଭେ ତ ଜାଣିଛ, ଲୋକମାନଙ୍କର ପାପ ଦୂର କରିବା ପାଇଁ ଖ୍ରୀଷ୍ଟ ସଂସାରକୁ ଆସିଥିଲେ। ତାହାଙ୍କ ଭିତ ରେ କୌଣସି ପାପ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:5
ଯୀଶୁ ହେଉଛନ୍ତି ବିଶ୍ବସ୍ତ ସାକ୍ଷୀ। ମୃତ୍ଯୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧିଅରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା।

ଦିତୀୟ ବିବରଣ 17:1
ତୁମ୍ଭମାନେେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ଯେଉଁ ବଳି ଉତ୍ସର୍ଗ କରିବ ବାଛକ୍ସ୍ଟରୀ ହେଉ କିଅବା ମଷେ ହେଉ, ସମାନଙ୍କେର କୌଣସି ଖକ୍ସ୍ଟଣ ନ ଥିବ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତାହାକକ୍ସ୍ଟ ଘୃଣା କରନ୍ତି।

ପିତରଙ୍କ ପ୍ରଥମ ପତ୍ 2:24
ପରମେଶ୍ବର ନ୍ଯାୟ ବିଚାର କରନ୍ତି। କୃଶ ଉପରେ ଯୀଶୁ ଆମ୍ଭ ପାପଗୁଡ଼ିକୁ ସ୍ବଦହେ ରେ ବହନ କଲେ। ସେ ଏହା କଲେ, ଯେପରି ଆମ୍ଭେ ପାପ ପାଇଁ ମୃତ ହେଉ, ଯାହା ସତ୍ଯ ତାହା ପାଇଁ ଜୀବିତ ରହିବା। ଯୀଶୁଙ୍କ କ୍ଷତଗୁଡ଼ିକ ଦ୍ବାରା ତୁମ୍ଭମାନେେ ସୁସ୍ଥ ହାଇେଛ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:22
କିନ୍ତୁ ଏବେ ତୁମ୍ଭମାନେେ ପାପରୁ ମୁକ୍ତ। ତୁମ୍ଭମାନେେ ଏବେ ପରମେଶ୍ବରଙ୍କର ଦାସ ଓ ଏହା କବଳେ ପରମେଶ୍ବରଙ୍କ ପାଇଁ ତୁମ୍ଭମାନଙ୍କୁ ଜୀବନ ଆଣି ଦବେ। ତା'ପରେ ତୁମ୍ଭମାନେେ ସଦାକାଳ ପାଇଁ ଅନନ୍ତ ଜୀବନ ପାଇବ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:20
ପରମେଶ୍ବରଙ୍କ ବିଷୟ ରେ କେତକେ ତଥ୍ଯ ଲୋକେ ଦେଖି ପାରିବେ ନାହିଁ। ତାହାଙ୍କର ଅନନ୍ତ ଶକ୍ତି ଓ ପରମେଶ୍ବରତ୍ବ ତାହାଙ୍କୁ ପରମେଶ୍ବର ବୋଲି ପ୍ରମାଣିତ କରୁଥିବା ସମସ୍ତ କଥା। କିନ୍ତୁ ଜଗତର ସୃଷ୍ଟିର ଆରମ୍ଭରୁ ସଗେୁଡ଼ିକ ଲୋକମାନଙ୍କ ବୁଝିବା ପାଇଁ ସହଜ କରା ଯାଇଛି। ଏଗୁଡ଼ିକ ପରମେଶ୍ବର ସୃଷ୍ଟି କରିଥିବା ବସ୍ତୁଗୁଡ଼ିକରୁ ସ୍ପଷ୍ଟ ହାଇେ ଥାଏ। ସେଥିପାଇଁ ମନ୍ଦ କାର୍ୟ୍ଯ କରିବା ପାଇଁ ଲୋକମାନଙ୍କ ପାଖ ରେ କୌଣସି ବାହାନା ନାହିଁ।

ଯିଶାଇୟ 42:1
ମାରଦୋସକୁ ଦେଖ। ମୁଁ ତାକୁ ମନୋନୀତ କରିଛି। ମାରେ ଚିତ୍ତ ତାହାଠା ରେ ସନ୍ତୁଷ୍ଟ। ମୁଁ ତାହା ଉପ ରେ ନିଜର ଆତ୍ମାକୁ ସ୍ଥାପନ କରିଅଛି। ସେ ଅନ୍ଯଦେଶ ପ୍ରତି ନ୍ଯାଯ ବିଚାର କରିବ।

ଆୟୁବ ପୁସ୍ତକ 15:16
ମନୁଷ୍ଯମାନେ ଆହୁରି ତା'ଠାରୁ ଖରାପ। ମନୁଷ୍ଯ ଅତି ଅପରିଷ୍କାର ଓ ଭ୍ରଷ୍ଟ ମଧ୍ଯ। ସେ ଅଧର୍ମକୁ ଜଳପରି ପାନ କରେ।

ଦିତୀୟ ରାଜାବଳୀ 19:16
ହେ ସଦାପ୍ରଭୁ, ଆପଣା କର୍ଣ୍ଣ ଡରେ ଓ ଶୁଣ, ହେ ସଦାପ୍ରଭୁ ଆପଣାର ଚକ୍ଷୁ ଫିଟାଅ ଓ ଦେଖ; ଜୀବନ୍ତ ପରମେଶ୍ବରଙ୍କୁ ଅପମାନ କରିବା ପାଇଁ ସନ୍ ହରେୀବ ଯାହା କହି ପଠାଇଅଛି, ତାହାର ସହେିକଥା ଶୁଣ।

ଦିତୀୟ ଶାମୁୟେଲ 4:11
ତେଣୁ ମୁ ତୁମ୍ଭକୁ ହତ୍ଯା କରିବି ଓ ତୁମ୍ଭମାନଙ୍କୁ ଏହି ଭୂମିରକ୍ସ୍ଟ ଉଚ୍ଛନ୍ନ କରିବି। କାରଣ ତୁମ୍ଭେ ଦକ୍ସ୍ଟଷ୍ଟ ପ୍ରକୃତିର ଲୋକ, ଏକ ଧର୍ମପରାଯଣ ଲୋକକୁ ହତ୍ଯା କରିଛ, ଯେତବେେଳେ ସେ ତା'ର ନିଜ ଗୃହ ରେ ତା'ର ଶୟ୍ଯା ରେ ବିଶ୍ରାମ ନେଉଥିଲା।

ପ୍ରଥମ ଶାମୁୟେଲ 17:26
ଦାଉଦ ସଠାେରେ ଠିଆ ହାଇେଥିବା ଲୋକମାନଙ୍କୁ ପଚାରିଲେ, ସେ କ'ଣ କହିଲା? ଯେଉଁଲୋକ ଏହି ପଲେଷ୍ଟୀୟକକ୍ସ୍ଟ ବଧ କରି ଏବଂ ଇଶ୍ରାୟେଲର ଏହି ଅପମାନ ଦୂର କରିବ, ତାହାପ୍ରତି କ'ଣ କରାୟିବ? କିଏ ଏହି ଅସକ୍ସ୍ଟନ୍ନତ ପଲେଷ୍ଟୀୟ ୟିଏ ଜୀବିତ ପରମେଶ୍ବରଙ୍କ ସୈନ୍ଯ ଛାଉଣୀକି ଅବମାନନା କରିବାକୁ ସାହାସ କରେ।

ଦିତୀୟ ବିବରଣ 33:27
ପରମେଶ୍ବର ଅନନ୍ତକାଳସ୍ଥାଯୀ, ସେ ହେଉଛନ୍ତି ତୁମ୍ଭର ନିରାପଦରସ୍ଥାନ। ପରମେଶ୍ବରଙ୍କର ଶକ୍ତି ଅନନ୍ତକାଳ। ସେ ତକ୍ସ୍ଟମ୍ଭପାଇଁ ସକ୍ସ୍ଟରକ୍ଷା ଦେଉଛନ୍ତି। ପରମେଶ୍ବର ତକ୍ସ୍ଟମ୍ଭ ଦେଶରକ୍ସ୍ଟ ତକ୍ସ୍ଟମ୍ଭ ଶତୃମାନଙ୍କୁ ବିତାଡିତ କରିବେ। ସେ କହିବେ, 'ଶତୃମାନଙ୍କୁ ବିନାଶ କର।'

ଦିତୀୟ ବିବରଣ 31:27
ମୁ ଜାଣେ ତୁମ୍ଭମାନେେ ଶକ୍ତ ଗ୍ରିବ ଅଟ। ମୁ ଜାଣେ ତୁମ୍ଭେ ତକ୍ସ୍ଟମ୍ଭ ବାଟରେ ଚଳିବାକକ୍ସ୍ଟ ଗ୍ଭହଁ। ଦେଖ ଆଜି ମୁ ତୁମ୍ଭମାନଙ୍କ ମଧିଅରେ ବଞ୍ଚି ଥାଉ ଥାଉ ତୁମ୍ଭମାନେେ ସଦାପ୍ରଭୁଙ୍କର ବିଦ୍ରୋହି ହେଉଅଛ। ମାରେ ମରଣ ପରେ ତୁମ୍ଭମାନେେ କେତେ ଅଧିକ ନ ହବେ। ତୁମ୍ଭମାନେେ ସଦାପ୍ରଭୁଙ୍କୁ ମାନିବ ନାହିଁ।

ଦିତୀୟ ବିବରଣ 15:21
ଯଦି ସହେି ପଶକ୍ସ୍ଟଠା ରେ କୌଣସି ଖକ୍ସ୍ଟଣ ଥାଏ, ଯଥା ସେ ଯଦି େଛାଟା, କଣା କିମ୍ବା ସେ କୌଣସି ମନ୍ଦ ଖକ୍ସ୍ଟଣ ୟକ୍ସ୍ଟକ୍ତ ଥାଏ ତବେେ ତୁମ୍ଭେ ତାକକ୍ସ୍ଟ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ବଳିଦାନ କରିପାରିବ ନାହିଁ।

ଦିତୀୟ ବିବରଣ 5:26
ଅଗ୍ନି ମଧ୍ଯରକ୍ସ୍ଟ ଜୀବନ୍ତ ପରମେଶ୍ବର କାହିବାର କହେି ଶକ୍ସ୍ଟଣି ନାହାନ୍ତି। ଯେପରି ଆମ୍ଭମାନେେ ଶକ୍ସ୍ଟଣିଛକ୍ସ୍ଟ ଓ ବଞ୍ଚିଛକ୍ସ୍ଟ।

ଗଣନା ପୁସ୍ତକ 28:11
ଆଉ ପ୍ରତିମାସର ପ୍ରଥମ ଦିନ ରେ ତୁମ୍ଭମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହୋମ ନିମନ୍ତେ ଦୁଇଟି ଷଣ୍ତ,ଏକ ଅଣ୍ତିରା ମଷେ ଓ ଏକବର୍ଷୀଯ ସାତଟି ମଷେଶାବକ ବିଶଷେ ହାମବେଳି ରୂପେ ଉତ୍ସର୍ଗ କରିବ। ଏମାନେ ସମସ୍ତେ ନିଖୁଣ ହାଇେ ଥିବେ।

ଗଣନା ପୁସ୍ତକ 28:9
ଆଉ ବିଶ୍ରାମ ଦିନ ରେ, ଏକ ବର୍ଷୀଯ ଦୁଇଟି ନିଖୁଣ ମଷେବତ୍ସ ଓ ତୈଳ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଶସ୍ଯ ନବୈେଦ୍ଯ ଓ ତହିଁର ପଯେ ନବୈେଦ୍ଯ ଉତ୍ସର୍ଗ କରିବ।

ଗଣନା ପୁସ୍ତକ 28:3
ସମାନଙ୍କେୁ କୁହ, ସମାନେେ ନିମ୍ନ ରେ ଦର୍ଶାୟାଇଥିବା ଉପହାରଗୁଡିକ ସଦାପ୍ରଭୁଙ୍କ ନିକଟକୁ ଆଣିବେ। ନିତ୍ଯ ହାମେ ନିମନ୍ତେ ଏକ ବର୍ଷୀଯ ନିଖୁଣ ଦୁଇଟି ମଷେବତ୍ସ ଉତ୍ସର୍ଗ କରିବେ।

ଗଣନା ପୁସ୍ତକ 19:2
ସଦାପ୍ରଭୁ ଏହି ଆଜ୍ଞା ବିଧି ଦଇେ ଅଛନ୍ତି। ଇଶ୍ରାୟେଲର ଲୋକମାନଙ୍କୁ କୁହ, ଯାହାଠା ରେ ଖୁଣ ନାହିଁ ଓ ଯାହା ଉପରେ କବେେ ୟୁଆଳି ଦିଆୟାଇ ନାହିଁ, ଏପରି ଏକ ଲାଲ ଗାଈ ସମାନେେ ତୁମ୍ଭ ନିକଟକୁ ଆଣନ୍ତୁ।

ଯିଶାଇୟ 53:9
ସେ ମୃତ୍ଯୁବରଣ କଲେ ଓ ଧନୀମାନଙ୍କ ସହ କବର ନେଲେ। ପୁଣି ଦୁଷ୍ଟଗଣଙ୍କ ସହ ତାଙ୍କର କବର ନିରୂପଣ କରାଗଲା। ଯଦିଓ ତାଙ୍କର କିଛି ଛଳ ନ ଥିଲା ଓ ସେ ମିଥ୍ଯା କହି ନ ଥିଲେ, ତଥାପି ତାଙ୍କ ପ୍ରତି ଏହିପରି ଦୌରାତ୍ମ୍ଯ କରାଗଲା।

ଯିଶାଇୟ 57:15
କାରଣ ଯେ ଅନନ୍ତକାଳ ନିବାସୀ, ଯାହାଙ୍କର ନାମ ପରମେଶ୍ବର, ସହେି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କୁହନ୍ତି ; ଆମ୍ଭେ ଉର୍ଦ୍ଧ୍ବ ଓ ପବିତ୍ର ସ୍ଥାନ ରେ ବାସ କରୁ। ଆଉ ମଧ୍ଯ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନିମ୍ରମନା ଲୋକଙ୍କ ସହିତ ହିଁ ବାସ କରୁ।

ଯିଶାଇୟ 61:1
ସଦାପ୍ରଭୁଙ୍କର ସବେକ କୁହନ୍ତି, ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମାଠାେ ରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମାେତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦବୋକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଚାର କରିବା ନିମନ୍ତେ ମାେତେ ପ୍ ରରଣେ କରିଛନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:4
ସେ ଦାଉଦଙ୍କ ବଂଶ ରେ ମନୁଷ୍ଯ ରୂପରେ ଜନ୍ମ ହାଇେଥିଲେ। କିନ୍ତୁ, ପବିତ୍ର ଆତ୍ମା ଦ୍ବାରା ପୁନରୁତ୍ଥାନର ଫଳ ସ୍ବରୂପ ସେ ମହାନ ଶକ୍ତି ସହିତ ପରମେଶ୍ବରଙ୍କର ପୁତ୍ର ରୂପେ ଘୋଷିତ ହେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:38
ତୁମ୍ଭମାନେେ ନାଜରିତୀୟ ଯୀଶୁଙ୍କ ବିଷୟ ରେ ମଧ୍ଯ ଜାଣିଛ। ପରମେଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତି ରେ ପୂର୍ଣ୍ଣକରି ଖ୍ରୀଷ୍ଟରୂପେ ଅଭିଷିକ୍ତ କରିଥିଲେ। ଯୀଶୁ ଚତୁର୍ଦ୍ଦିଗକୁ ଯାଇ ଲୋକଙ୍କ ଉପକାର କରୁଥିଲେ। ଶୟତାନର ଅତ୍ଯାଚ଼ାର ଅଧୀନ ରେ ରହୁଥିବା ଲୋକଙ୍କୁ ସେ ସୁସ୍ଥ କରି ଦେଉଥିଲେ। ଏହିସବୁ ଦ୍ବାରା ପ୍ରମାଣିତ ହେଉଥିଲା ଯେ, ପରମେଶ୍ବର ତାହାଙ୍କ ସହିତ ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 1:2
ମୁଁ ଯୀଶୁଙ୍କର ସଂମ୍ପୂର୍ଣ୍ଣ ଜୀବନ ସମ୍ପର୍କ ରେ ଆରମ୍ଭରୁ ତାହାଙ୍କୁ ସ୍ବର୍ଗକୁ ନିଆୟିବା ପର୍ୟ୍ଯନ୍ତ ସବୁକିଛି ଲେଖିଛି। ଏହା ଘଟିବା ପୂର୍ବରୁ ଯୀଶୁ ନିଜେ ବାଛିଥିବା ପ୍ ରରେିତମାନଙ୍କ ସହିତ କଥାବର୍ତ୍ତା ହାଇେଥିଲେ। ପବିତ୍ରଆତ୍ମାଙ୍କ ସାହାୟ୍ଯ ରେ ଯୀଶୁ ପ୍ ରରେିତମାନେ କ'ଣ କରିବା ଉଚ଼ିତ, ସହେି କଥା କହିଲେ।

ଯୋହନଲିଖିତ ସୁସମାଚାର 3:34
ପରମେଶ୍ବର ତାହାଙ୍କୁ ପଠାଇଛନ୍ତି। ପରମେଶ୍ବର ଯାହା କହିଥାନ୍ତି, ସେ ତାହା କହନ୍ତି। ପରମେଶ୍ବର ସମ୍ପୂର୍ଣ୍ଣଭାବେ ତାହାଙ୍କୁ ପବିତ୍ର ଆତ୍ମା ପ୍ରଦାନ କରିଛନ୍ତି।

ଲୂକଲିଖିତ ସୁସମାଚାର 12:28
ପରମେଶ୍ବର ପଡିଆର ଘାସକୁ ମଧ୍ଯ ସହେିପରି ବସ୍ତ୍ର ଦଇେଛନ୍ତି। ସହେି ଘାସ ଆଜି ବଞ୍ଚିଛି। ଆସନ୍ତା କାଲି ତାକୁ ନିଆଁ ରେ ଜଳିବା ପାଇଁ ଫିଙ୍ଗି ଦିଆୟିବ। ତୁମ୍ଭମାନଙ୍କ ଜାଣି ରଖିବା ଉଚିତ ଯେ, ପରମେଶ୍ବର ତୁମ୍ଭମାନଙ୍କୁ ତାଠାରୁ ବହୁତ ଅଧିକ ବସ୍ତ୍ର ଦବେେ। ପରମେଶ୍ବରଙ୍କଠା ରେ ତୁମ୍ଭମାନଙ୍କର କ'ଣ ଏତିକି ବିଶ୍ବାସ ନାହିଁ?

ଲୂକଲିଖିତ ସୁସମାଚାର 12:24
ପକ୍ଷୀଗୁଡିକୁ ଦେଖ। ସମାନେେ ବିହନ ବୁଣନ୍ତି ନାହିଁ, କି ଫସଲ ଅମଳ କରନ୍ତି ନାହିଁ। ସଞ୍ଚୟ କରିବା ପାଇଁ ପକ୍ଷୀମାନଙ୍କ ପାଖ ରେ ଭଣ୍ଡାର ନାହିଁ, କି ଅମାର ନାହିଁ। ତଥାପି ପରମେଶ୍ବର ସମାନଙ୍କେୁ ଖାଇବାକୁ ଦଇେଥାନ୍ତି। ତୁମ୍ଭମାନେେ ତ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ମୂଲ୍ଯବାନ।

ଲୂକଲିଖିତ ସୁସମାଚାର 4:18
ପ୍ରଭୁଙ୍କ ଆତ୍ମା ମାେ' ଠା ରେ ଅଛି। ଦୀନହୀନ ଲୋକଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ପରମେଶ୍ବର ମାେତେ ବାଛିଛନ୍ତି। ବନ୍ଦୀମାନେ ଯେ ମୁକ୍ତ ହାଇେ ପାରିଛନ୍ତି, ଏହା ସମାନଙ୍କେୁ ଶୁଣାଇବା ପାଇଁ ଅନ୍ଧମାନେ ପୁଣି ଦେଖିପାରିବେ ବୋଲି ସମାନଙ୍କେୁ କହିବା ପାଇଁ, ଦୁଃଖ ଦୁର୍ଦ୍ଦଶାଗ୍ରସ୍ତ ଲୋକଙ୍କ ଦୁଃଖ ଦୂର କରିଦବୋକୁ

ଲୂକଲିଖିତ ସୁସମାଚାର 1:74
ଯେ ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କ ଶତୃଙ୍କ ଶକ୍ତି କବଳରୁ ମୁକ୍ତ କରିବେ। ତା ଫଳ ରେ ଆମ୍ଭମାନେେ ନିର୍ଭୟ ରେ ପରମେଶ୍ବରଙ୍କ ସବୋ କରିପାରିବୁ।

ମାଥିଉଲିଖିତ ସୁସମାଚାର 20:28
ମନୁଷ୍ଯପୁତ୍ରଙ୍କ କ୍ଷେତ୍ର ରେ ତାହା ଏକାଭଳି। ମନୁଷ୍ଯପୁତ୍ର ଅନ୍ୟମାନଙ୍କଠାରୁ ସବୋ ପାଇବେ ବୋଲି ଆସିନାହାନ୍ତି। ସେ ଅନ୍ୟମାନଙ୍କର ସବୋ କରିବା ପାଇଁ ଆସି ଅଛନ୍ତି। ମନୁଷ୍ଯପୁତ୍ର ଅନକେ ଲୋକଙ୍କ ମୁକ୍ତିର ମୂଲ୍ଯଭାବେ ନିଜ ଜୀବନଦାନ କରିବା ପାଇଁ ଆସିଛନ୍ତି।

ମାଥିଉଲିଖିତ ସୁସମାଚାର 12:28
ମୁଁ କିନ୍ତୁ ଭୁତମାନଙ୍କୁ ପରମେଶ୍ବରଙ୍କ ଆତ୍ମାର ଶକ୍ତି ସାହାୟ୍ଯ ରେ ତଡ଼ି ଦେଉଛି। ତେଣୁ ଏଥିରୁ ପ୍ରମାଣିତ ହେଉଛି ଯେ, ପରମେଶ୍ବରଙ୍କ ରାଜ୍ଯ ତୁମ୍ଭ ନିକଟରେ ପୂରାପୂରି ଆସି ପହଞ୍ଚିଗଲାଣି।

ମାଥିଉଲିଖିତ ସୁସମାଚାର 7:11
ଏପରିକି ତୁମ୍ଭେ ମନ୍ଦ ଲୋକ ହାଇେ ମଧ୍ଯ ପିଲାମାନଙ୍କୁ କିଭଳି ଭଲ ଉପହାର ଦବୋକୁ ହୁଏ, ତାହା ତୁମ୍ଭେ ଜାଣ। ତବେେ ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା, ମାଗୁଥିବା ଲୋକକୁ ନିଶ୍ଚୟ କେତେ ଭଲ ଜିନିଷ ଦବେେ!

ଦାନିଏଲ 9:24
ହେ ଦାନିୟେଲ, ପରମେଶ୍ବର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହବୋର ଲକ୍ଷ୍ଯ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହବୋ। ଏହାର ଲକ୍ଷ୍ଯ ଲୋକମାନଙ୍କୁ ପ୍ରାଯଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାଯୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡିକ ଓ ଭବିଷ୍ଯଦବାଣୀ ଓ ପବିତ୍ରସ୍ଥାନ ରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ଯ କରେ।

ଦାନିଏଲ 6:26
ମୁଁ ଆଦେଶ ଦଲେି ଯେ, ମାରେରାଜ୍ଯସ୍ଥ ସମୁଦାଯ ପ୍ରଦେଶର ସମସ୍ତ ଲୋକମାନେ ଦାନିୟେଲଙ୍କ ପରମେଶ୍ବରଙ୍କୁ ଭୟ ଓ ଭକ୍ତି କରିବା ଉଚିତ୍।

ଲେବୀୟ ପୁସ୍ତକ 22:20
ମାତ୍ର ଖୁଣଥିବା ପ୍ରଣୀକୁ ତୁମ୍ଭମାନେେ ଉତ୍ସର୍ଗ କରିବା ଉଚିତ୍ ନୁହଁ। କାରଣ ତାହା ନବୈେଦ୍ଯ ରୂପେ ଗ୍ରହଣୀଯ ନୁହେଁ।