ଯିଶାଇୟ 40:22 in Oriya

ଓଡିଆ ଓଡିଆ ବାଇବେଲ ଯିଶାଇୟ ଯିଶାଇୟ 40 ଯିଶାଇୟ 40:22

Isaiah 40:22
ସଦାପ୍ରଭୁ ପ୍ରକୃତ ପରମେଶ୍ବର। ସେ ଭୂମଣ୍ଡଳ ଉପ ରେ ଉପବିଷ୍ଟ। ତାଙ୍କ ତୁଳନା ରେ ପୃଥିବୀ ନିବାସୀ ପତଙ୍ଗ ସଦୃଶ। ସେ ଚାନ୍ଦୁଆ ତୁଲ୍ଯ ଆକାଶକୁ ପ୍ରସାର କରନ୍ତି ଓ ବସତି ପାଇଁ ତମ୍ବୁ ତୁଲ୍ଯ ତାକୁ ନିସ୍ତାର କରନ୍ତି।

Isaiah 40:21Isaiah 40Isaiah 40:23

Isaiah 40:22 in Other Translations

King James Version (KJV)
It is he that sitteth upon the circle of the earth, and the inhabitants thereof are as grasshoppers; that stretcheth out the heavens as a curtain, and spreadeth them out as a tent to dwell in:

American Standard Version (ASV)
`It is' he that sitteth above the circle of the earth, and the inhabitants thereof are as grasshoppers; that stretcheth out the heavens as a curtain, and spreadeth them out as a tent to dwell in;

Bible in Basic English (BBE)
It is he who is seated over the arch of the earth, and the people in it are as small as locusts; by him the heavens are stretched out like an arch, and made ready like a tent for a living-place.

Darby English Bible (DBY)
[It is] he that sitteth upon the circle of the earth, and the inhabitants thereof are as grasshoppers; that stretcheth out the heavens as a gauze curtain, and spreadeth them out as a tent to dwell in;

World English Bible (WEB)
[It is] he who sits above the circle of the earth, and the inhabitants of it are as grasshoppers; who stretches out the heavens as a curtain, and spreads them out as a tent to dwell in;

Young's Literal Translation (YLT)
He who is sitting on the circle of the earth, And its inhabitants `are' as grasshoppers, He who is stretching out as a thin thing the heavens, And spreadeth them as a tent to dwell in.

It
is
he
that
sitteth
הַיֹּשֵׁב֙hayyōšēbha-yoh-SHAVE
upon
עַלʿalal
the
circle
ח֣וּגḥûghooɡ
earth,
the
of
הָאָ֔רֶץhāʾāreṣha-AH-rets
and
the
inhabitants
וְיֹשְׁבֶ֖יהָwĕyōšĕbêhāveh-yoh-sheh-VAY-ha
thereof
are
as
grasshoppers;
כַּחֲגָבִ֑יםkaḥăgābîmka-huh-ɡa-VEEM
out
stretcheth
that
הַנּוֹטֶ֤הhannôṭeha-noh-TEH
the
heavens
כַדֹּק֙kaddōqha-DOKE
as
a
curtain,
שָׁמַ֔יִםšāmayimsha-MA-yeem
out
them
spreadeth
and
וַיִּמְתָּחֵ֥םwayyimtāḥēmva-yeem-ta-HAME
as
a
tent
כָּאֹ֖הֶלkāʾōhelka-OH-hel
to
dwell
in:
לָשָֽׁבֶת׃lāšābetla-SHA-vet

Cross Reference

ଗୀତସଂହିତା 104:2
ତୁମ୍ଭେ ରାଜବସ୍ତ୍ର, ପରି ଦିପ୍ତୀ ପରିଧାନ କର। ତୁମ୍ଭେ ପରଦା ପରି ଆକାଶମଣ୍ଡଳ ବିସ୍ତାର କରିଅଛ।

ଗଣନା ପୁସ୍ତକ 13:33
ସଠାେରେ ଆମ୍ଭମାନେେ ଅନାକର ନଫଲିେମ୍ ସନ୍ତାନ ମହାବୀରଗଣଙ୍କୁ ଦେଖିଲୁ, ଆଉ ସମାନଙ୍କେ ଦୃଷ୍ଟି ରେ ଆମ୍ଭମାନେେ ଝିଣ୍ଟିକା ପରି ହେଲୁ।

ଯିଶାଇୟ 42:5
ଯେ ନବମଣ୍ଡଳ ସୃଷ୍ଟି କରି ଭୂମଣ୍ଡଳ ଉପ ରେ ବିସ୍ତାର କଲେ, ଯେ ପୃଥିବୀର ସକଳବସ୍ତୁ ସୃଷ୍ଟି କଲେ, ଯେ ସକଳ ଲୋକଙ୍କୁ ନିଃଶ୍ବାସ ପ୍ରଶ୍ବାସ ଦିଅନ୍ତି ଓ ସକଳ ଆତୟାତ ବ୍ଯକ୍ତିମାନଙ୍କୁ ଜୀବନ ଦିଅନ୍ତି, ସହେି ସଦାପ୍ରଭୁ ପ୍ରକୃତ ପରମେଶ୍ବର ଏହି କଥା କୁହନ୍ତି।

ଆୟୁବ ପୁସ୍ତକ 9:8
ପରମେଶ୍ବର ଏକାକୀ ଆକାଶକୁ ବିସ୍ତାର କରିଛନ୍ତି। ପରମେଶ୍ବର ସମୁଦ୍ରର ତରଙ୍ଗ ଉପରେ ଚାଲନ୍ତି।

ଯିଶାଇୟ 40:15
ଦେଖ, ପୃଥିବୀର ସମସ୍ତ ଗୋଷ୍ଠୀ ଏକ କଳସର ଏକ ଜଳବିନ୍ଦୁ ସଦୃଶ। ଯଦି ସଦାପ୍ରଭୁ ସମସ୍ତ ଗୋଷ୍ଠୀକୁ ନଇେ ତାଙ୍କ ତରାଜୁ ରେ ରଖନ୍ତି, ତବେେ ସେ ସବୁ ନିକିତି ରେ ଧୂଳିକଣା ତୁଲ୍ଯ ହବେ। ସେ ଦ୍ବୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ଯ ତୁଲ୍ଯ ଉଠାନ୍ତି।

ଯିଶାଇୟ 40:17
ସମସ୍ତ ଗୋଷ୍ଠୀ ପରମେଶ୍ବରଙ୍କ ତୁଳନା ରେ ଅତି ନଗଣ୍ଯ ତୁଚ୍ଛ। ସମାନେେ ତାଙ୍କ ନିକଟରେ ଲଘୁ ଓ ଅସାର ତୁଲ୍ଯ ଗଣ୍ଯ ଅଟନ୍ତି।

ଯିଶାଇୟ 44:24
ତୁମ୍ଭର ତ୍ରାଣକର୍ତ୍ତା ସଦାପ୍ରଭୁ ତୁମ୍ଭକୁ ମାତୃ ଗର୍ଭରୁ ହିଁ ଗଢିଛନ୍ତି।ସସ ଏହା କୁହନ୍ତି, ଆମ୍ଲଭ ସଦାପ୍ରଭୁ, ସମସ୍ତ ସାଧନ କରିଅଛୁ। ଆମ୍ଲଭ ଆକାଶମଣ୍ତଳକୁ ବିସ୍ତାର କରୁ ଓ ଏକାକୀ ପୃଥିବୀକୁ ପ୍ରସାରିତ କରୁ। ଆମ୍ଭର ସହିତସକହି ନାହିଁ।

ଯିଶାଇୟ 51:13
ସଦାପ୍ରଭୁ ଯେ ଏହି ଆକାଶମଣ୍ଡଳ ବିସ୍ତାର କରି ଅଛନ୍ତି, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି ଓ ତୁମ୍ଭର ନିର୍ମାଣକର୍ତ୍ତା, ତୁମ୍ଭେ ତାଙ୍କୁ ଭୁଲିଅଛ। ତେଣୁ ତୁମ୍ଭେ ଦିନୟାକ ନିରନ୍ତର ସମାନଙ୍କେୁ ଭୟ କରୁଛ ଯେ ତୁମ୍ଭକୁ ବିନାଶ କରିବାକୁ ଉଦ୍ଯତ ହାଇେ କୋପ କରିଛନ୍ତି। ମାତ୍ର ସହେି ଉପଦ୍ରବକାରୀ ଏବେ କାହାଁନ୍ତି ଓ ତାଙ୍କର କୋପ କାହିଁ ?

ଯିଶାଇୟ 66:1
ସଦାପ୍ରଭୁ ଏହିକଥା କୁହନ୍ତି, ସ୍ବର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ। ତୁମ୍ଭମାନେେ ଆମ୍ଭପାଇଁ କି ପ୍ରକାର ଗୃହ ନିର୍ମାଣ କରିପାରିବ ଓ କେଉଁ ପ୍ରକାର ସ୍ଥାନ ଆମ୍ଭର ବିଶ୍ରାମସ୍ଥଳ ହବେ ?

ଯିରିମିୟ 10:12
ପରମେଶ୍ବର ସ୍ବପରାକ୍ରମ ରେ ପୃଥିବୀ ନିର୍ମାଣ କରିଅଛନ୍ତି। ସେ ନିଜର ଜ୍ଞାନଦ୍ବାରା ଜଗତ ସ୍ଥାପନ କରିଅଛନ୍ତି ଓ ନିଜ ବୁଦ୍ଧି ବଳ ରେ ପୃଥିବୀ ଉପ ରେ ଆକାଶମଣ୍ଡଳକୁ ବିସ୍ତାର କରିଅଛନ୍ତି।

ହିତୋପଦେଶ 8:27
ଯେଉଁ ସମୟରେ ସେ ସ୍ବର୍ଗ ସ୍ଥାପନ କଲେ, ସମୁଦ୍ରର ସୀମା ସ୍ଥିର କଲେ। ସେ ସମୟରେ ମୁଁ ସଠାେ ରେ ଥିଲି।

ଗୀତସଂହିତା 102:25
ବହୁଦିନ ପୂର୍ବରୁ ତୁମ୍ଭେ ପୃଥିବୀକୁ ସୃଷ୍ଟି କଲ। ତୁମ୍ଭେ ଆକାଶକୁ ନିଜ ହସ୍ତରେ ନିର୍ମାଣ କଲ।

ଗୀତସଂହିତା 68:33
ପରମେଶ୍ବରଙ୍କ ପାଇଁ ଗାଅ। ସେ ରଥ ଉପରେ ଚଢ଼ି ମହାକାଶରୁ ବାହାରି ଆସନ୍ତି। ତୁମ୍ଭେ ତାଙ୍କର ଗୁରୁ ଗମ୍ଭୀର ସ୍ବରକୁ ଶୁଣ।

ଗୀତସଂହିତା 29:10
ସଦାପ୍ରଭୁ ହେଉଛନ୍ତି ବନ୍ଯା ସମଯରେ ରାଜା ତୁଲ୍ଯ ଓ ସଦାପ୍ରଭୁ ଅନନ୍ତକାଳ ରାଜା ହାଇେ ରହିବେ।

ଆୟୁବ ପୁସ୍ତକ 36:29
କହେି ବୁଝିପାରିବେ ନାହିଁ ଯେ, ପରମେଶ୍ବର ମେଘକୁ ବାହା ରେ ବିସ୍ତାର କରନ୍ତି କି ଆକାଶ ରେ ଘଡ଼ଘଡ଼ି କିପରି ମା ରେ।

ଆୟୁବ ପୁସ୍ତକ 22:14
ଘନ ବାଦଲ ପରମେଶ୍ବରଙ୍କୁ ଆମ୍ଭଠାରୁ ଲୁଚାଇ ରେଖ, ତେଣୁ ସେ ଆମ୍ଭକୁ ଦେଖିପାରନ୍ତି ନାହିଁ। ସେ ଆକାଶ ସୀମାର ଉପରେ ଚାଲି ପାରନ୍ତି ?

ଆୟୁବ ପୁସ୍ତକ 38:4
ଆୟୁବ, ତୁମ୍ଭେ କେଉଁଠା ରେ ଥିଲ, ଯେତବେେଳେ ମୁଁ ଏ ପୃଥିବୀକୁ ସୃଷ୍ଟି କଲି ? ଯଦି ତୁମ୍ଭେ ଏତେ ବୁଦ୍ଧିମାନ ମାେତେ ଉତ୍ତର ଦିଅ।

ଗୀତସଂହିତା 2:4
କିନ୍ତୁ ମାରେ ପ୍ରଭୁ ୟିଏକି 'ସ୍ବର୍ଗର ରାଜା' ସମାନଙ୍କେ ଏପରି କଥାକୁ ପରିହାସ କରିବେ।

ଯିଶାଇୟ 19:1
ମିଶର ବିଷଯକ ଲୋକ ବାର୍ତ୍ତା : ଦେଖ ! ସଦାପ୍ରଭୁ ଦ୍ରୁତଗାମୀ ମେଘ ରେ ଆସୁଛନ୍ତି। ସେ ମିଶର ରେ ପ୍ରବେଶ କରିବେ ଏବଂ ମିଶରର ସମସ୍ତ ପ୍ରତିମା ଭୟ ରେ ଥରିବେ। ମିଶର ସାହସୀ ଥିଲା, ମାତ୍ର ତା'ର ସେ ସାହସ ଉତ୍ତପ୍ତ ମହମ ପରି ତରଳି ୟିବ।

ଯିଖରିୟ 12:1
ଏକ ସ୍ବର୍ଗୀଯ ବାଣୀ, ଇଶ୍ରାୟେଲ ବିଷଯ ରେ ସଦାପ୍ରଭୁଙ୍କର ଏହି ବାର୍ତ୍ତା। ଏହା ହେଉଛି ସଦାପ୍ରଭୁଙ୍କର ବାର୍ତ୍ତା ୟିଏକି ସ୍ବର୍ଗକୁ ବିସ୍ତାର କରିଅଛନ୍ତି ଏବଂ ପୃଥିବୀକୁ ସ୍ଥାପନ କରିଅଛନ୍ତି। ସେ ହେଉଛନ୍ତି ଜଣେ ୟିଏକି ମନୁଷ୍ଯମାନଙ୍କ ମଧିଅରେ ନିଶ୍ବାସ ପ୍ରଶ୍ବାସ ସ୍ଥାପନ କରିଅଛନ୍ତି।

ଏବ୍ରୀମାନଙ୍କ ନିକଟକୁ ପତ୍ର 1:10
ପରମେଶ୍ବର ଏହା ମଧ୍ଯ କହନ୍ତି :

ଆୟୁବ ପୁସ୍ତକ 37:18
ଆୟୁବ, ତୁମ୍ଭେ କ'ଣ ଆକାଶ ମଣ୍ଡଳ ବିସ୍ତାର କରିବା ପାଇଁ ପରମେଶ୍ବରଙ୍କୁ ସାହାୟ୍ଯ କରିପାରିବ ଏବଂ ମାର୍ଜିତ ପିତଳ ପରି ଚକ୍ଚକ୍ କରିପାରିବ।