Jeremiah 7:20
ତେଣୁ ସଦାପ୍ରଭୁ କହନ୍ତି, ଦେଖ, ଏକ ସ୍ଥାନ ଉପ ରେ, ମନୁଷ୍ଯ, ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ ଉପ ରେ ଆମ୍ଭର କୋପ ଓ କୋର୍ଧ ଢ଼ଳାୟିବ। ତାହା ଅଗ୍ନି ସଦୃଶ ସବୁ ଦଗ୍ଧ କରିବ, ତାକୁ କହେି ଲିଭାଇ ପାରିବେ ନାହିଁ।
Jeremiah 7:20 in Other Translations
King James Version (KJV)
Therefore thus saith the Lord GOD; Behold, mine anger and my fury shall be poured out upon this place, upon man, and upon beast, and upon the trees of the field, and upon the fruit of the ground; and it shall burn, and shall not be quenched.
American Standard Version (ASV)
Therefore thus saith the Lord Jehovah: Behold, mine anger and my wrath shall be poured out upon this place, upon man, and upon beast, and upon the trees of the field, and upon the fruit of the ground; and it shall burn, and shall not be quenched.
Bible in Basic English (BBE)
So this is what the Lord God has said: See, my wrath and my passion will be let loose on this place, on man and beast, and on the trees of the field, and on the produce of the earth; it will be burning and will not be put out.
Darby English Bible (DBY)
Therefore thus saith the Lord Jehovah: Behold, mine anger and my fury shall be poured out upon this place; upon man, and upon beast, and upon the trees of the field, and upon the fruit of the ground; and it shall burn, and shall not be quenched.
World English Bible (WEB)
Therefore thus says the Lord Yahweh: Behold, my anger and my wrath shall be poured out on this place, on man, and on animal, and on the trees of the field, and on the fruit of the ground; and it shall burn, and shall not be quenched.
Young's Literal Translation (YLT)
Therefore, thus said the Lord Jehovah, Lo, Mine anger and My fury is poured out on this place, On man, and beast, and on tree of the field, And on fruit of the ground, And it hath burned, and it is not quenched.
| Therefore | לָכֵ֞ן | lākēn | la-HANE |
| thus | כֹּה | kō | koh |
| saith | אָמַ֣ר׀ | ʾāmar | ah-MAHR |
| the Lord | אֲדֹנָ֣י | ʾădōnāy | uh-doh-NAI |
| God; | יְהוִֹ֗ה | yĕhôi | yeh-hoh-EE |
| Behold, | הִנֵּ֨ה | hinnē | hee-NAY |
| mine anger | אַפִּ֤י | ʾappî | ah-PEE |
| fury my and | וַֽחֲמָתִי֙ | waḥămātiy | va-huh-ma-TEE |
| shall be poured out | נִתֶּ֙כֶת֙ | nitteket | nee-TEH-HET |
| upon | אֶל | ʾel | el |
| this | הַמָּק֣וֹם | hammāqôm | ha-ma-KOME |
| place, | הַזֶּ֔ה | hazze | ha-ZEH |
| upon | עַל | ʿal | al |
| man, | הָֽאָדָם֙ | hāʾādām | ha-ah-DAHM |
| and upon | וְעַל | wĕʿal | veh-AL |
| beast, | הַבְּהֵמָ֔ה | habbĕhēmâ | ha-beh-hay-MA |
| and upon | וְעַל | wĕʿal | veh-AL |
| the trees | עֵ֥ץ | ʿēṣ | ayts |
| field, the of | הַשָּׂדֶ֖ה | haśśāde | ha-sa-DEH |
| and upon | וְעַל | wĕʿal | veh-AL |
| the fruit | פְּרִ֣י | pĕrî | peh-REE |
| ground; the of | הָֽאֲדָמָ֑ה | hāʾădāmâ | ha-uh-da-MA |
| and it shall burn, | וּבָעֲרָ֖ה | ûbāʿărâ | oo-va-uh-RA |
| not shall and | וְלֹ֥א | wĕlōʾ | veh-LOH |
| be quenched. | תִכְבֶּֽה׃ | tikbe | teek-BEH |
Cross Reference
ଯିରିମିୟ 42:18
ପୁଣି ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କତା କହନ୍ତି, 'ଆମ୍ଭେ ୟିରୁଶାଲମର ଉପ ରେ ଯେପରି ଆମ୍ଭର କୋର୍ଧ ଓ ପ୍ରଚଣ୍ଡ କୋପ ପ୍ରକାଶ କରିଥିଲୁ, ସହେିପରି ଯେଉଁମାନେ ମିଶର ରେ ପ୍ରବାସ କରିବେ, ଆମ୍ଭେ ସମାନଙ୍କେ ପ୍ରତି ଆମ୍ଭର ପ୍ରଚଣ୍ଡ କୋପ ଢ଼ାଳିବା। ଆଉ ତୁମ୍ଭମାନେେ ଅଭିଶପ୍ତ, ବିସ୍ମଯ, ଶାପଗ୍ରସ୍ତ ଓ ନିନ୍ଦାର ପାତ୍ର ହବେ ଓ ତୁମ୍ଭମାନେେ ଏହି ସ୍ଥାନ ଦେଖିବ ନାହିଁ।'
ଯିରିମିୟଙ୍କ ବିଳାପ 4:11
ସଦାପ୍ରଭୁ ତାଙ୍କର ପ୍ରଚଣ୍ଡ କୋର୍ଧ ସିୟୋନ ଉପ ରେ ଢ଼ାଳି ଦେଲେ। ପୁଣି ସେ ସିୟୋନ ରେ ଯେଉଁ ଅଗ୍ନି ଲଗାଇଲେ, ତାହା ତାହାର ଭିତ୍ତିମୂଳକୁ ଗ୍ରାସ କଲା।
ଯିରିମିୟଙ୍କ ବିଳାପ 2:3
ସଦାପ୍ରଭୁ ପ୍ରଚଣ୍ଡ କୋର୍ଧ ରେ ଇଶ୍ରାୟେଲର ସମସ୍ତ ଶକ୍ତି କାଟି ପକାଇଛନ୍ତି। ସେ ଶତ୍ରୁ ସମ୍ମୁଖରୁ ତାଙ୍କର ଦକ୍ଷିଣ ହସ୍ତ ପଛକୁ ଟାଣି ନଇେଛନ୍ତି। ସେ ଅଗ୍ନିଶିଖା ପରି ଯାକୁବକୁ ଜଳାଇଛନ୍ତି ଓ ତାହା ଚତୁର୍ଦ୍ଦିଗ ରେ ଥିବା ସବୁକିଛି ଗ୍ରାସ କରିଛି।
ଯିଶାଇୟ 42:25
ତେଣୁ ସଦାପ୍ରଭୁ ତାଙ୍କର କୋରଧ ପ୍ରଚଣ୍ଡତା ଓ ୟୁଦ୍ଧର ପ୍ରବଳତା ସମାନଙ୍କେ ଉପ ରେ ଢ଼ାଳି ଦେଲେ। ଫଳ ରେ ତା'ର ଚତୁର୍ଦ୍ଦିଗ ରେ ଅଗ୍ନି ଜଳି ଉଠିଲା। ସେ କିନ୍ତୁ ଏସବୁ ଜାଣି ପାରିଲା ନାହିଁ। ଅଗ୍ନି ରେ ଦଗ୍ଧିଭୂତ ହେଲା। ଏହା କାହିଁକି ଘଟିଲା ତଥାପି ସେ ମନୋୟୋଗ କଲା ନାହିଁ।
ଯିରିମିୟ 17:27
'ମାତ୍ର ତୁମ୍ଭମାନେେ ଯବେେ ଆମ୍ଭର ବାକ୍ଯ ରେ ଅବଧାନ ନ କର। ବିଶ୍ରାମ ଦିନକୁ ପବିତ୍ରରୂପେ ପାଳନ ନ କର ଓ ବିଶ୍ରାମଦିନ ରେ ବୋଝ ବହନ କରି ୟିରୁଶାଲମର ଦ୍ବାର ରେ ପ୍ରବେଶ କର, ତବେେ ଆମ୍ଭେ ସହେି ଦ୍ବାର ସମୂହ ରେ ଅଗ୍ନି ଜଳାଇବା। ଏହା ୟିରୁଶାଲମର ଅଟ୍ଟାଳିକା ସବୁ ଗ୍ରାସ କରିବା ପର୍ୟ୍ଯନ୍ତ ଜଳି ରହିବ।'
ଯିରିମିୟ 44:6
ତେଣୁ ଆମ୍ଭେ ଆମ୍ଭର ପ୍ରଚଣ୍ଡ କୋର୍ଧ ଓ କୋପ ପ୍ରକାଶ କଲୁ। ଯିହୁଦାର ନଗର ସମୂହ ଓ ୟିରୁଶାଲମର ସମସ୍ତ ପଥ ସହେି କୋରଧାଗ୍ନି ରେ ପ୍ରଜ୍ବଳିତ ହେଲା। ଆଉ ମାରେ କୋରଧ ଯୋଗୁଁ ୟିରୁଶାଲମ ଓ ଯିହୁଦାର ନଗରସବୁ ଆଜି ଧ୍ବଂସସ୍ତୁପ ରେ ପରିଣତ ହାଇେଅଛି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:1
ତା'ପରେ ମୁଁ ମନ୍ଦିର ଭିତରୁ ଏକ ଉଚ୍ଚ ଧ୍ବନି ଶୁଣିଲି। ତାହା ସାତାଟେି ଦୂତଙ୍କୁ କହିଲା, ଯାଅ, ପରମେଶ୍ବରଙ୍କ କୋର୍ଧ ରେ ପୂର୍ଣ୍ଣ ହାଇେଥିବା ସାତାଟେି ପାତ୍ରକୁ ପୃଥିବୀ ଉପରେ ଢ଼ାଳିଦିଅ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:10
ସହେି ଲୋକ ପରମେଶ୍ବରଙ୍କ କୋର୍ଧର ସୁରା ପାନ କରିବ। ଏହି ସୁରା ପରମେଶ୍ବରଙ୍କ କୋର୍ଧର ପାତ୍ର ରେ ଅମିଶ୍ରିତ ଭାବେ ଢ଼ଳା ହାଇେଛି। ସେ ପବିତ୍ର ଦୂତଗଣ ଓ ମଷେଶାବକଙ୍କ ସମ୍ମୁଖ ରେ ଜ୍ବଳନ୍ତ ଗନ୍ଧକରେ ୟନ୍ତ୍ରଣା ପାଇବ।
ମାର୍କଲିଖିତ ସୁସମାଚାର 9:43
ଯଦି ତୁମ୍ଭର ହାତ ତୁମ୍ଭକୁ ପାପ କରାଏ, ତବେେ ତାକୁ କାଟିଦିଅ।
ମଲାଖୀ 4:1
ସହେିଦିନ ଆସୁଅଛି ୟାହିକି ଉହ୍ନଇେ ପରି ଜଳିବ। ସହେି ସମସ୍ତ ଅହଙ୍କାରୀ ଲୋକମାନେ ଏବଂ ମନ୍ଦ କାର୍ୟ୍ଯ କରୁଥିବା ଲୋକମାନେ ନଡାପରି ଜଳିଯିବେ। ସହେି ଅଗ୍ନି ଗୋଟିଏ ଶାଖା କି ମୂଳ ମଧ୍ଯ ଛାଡିବ ନାହିଁ। ସର୍ବଶକ୍ତିମାନ୍ ସଦାପ୍ରଭୁ ଏହି କଥା କହିଥିଲେ।
ନାହୂମ 1:6
ସଦାପ୍ରଭୁଙ୍କ କୋର୍ଧ ବିରୁଦ୍ଧ ରେ କହେି ତିଷ୍ଠି ପାରିବେ ନାହିଁ। ତାଙ୍କର ଭୟଙ୍କର କୋର୍ଧକୁ କହେି ସହ୍ଯ କରିପାରିବେ ନାହିଁ। ତାଙ୍କର କୋରଧ ଅଗ୍ନି ସଦୃଶ ଜଳି ଉଠିବ। ତାଙ୍କର ଆଗମନ ରେ ପଥରଗୁଡିକ ଖଣ୍ତ ଖଣ୍ତ ହାଇଯେିବ।
ଯିଶାଇୟ 66:24
ପୁଣି ସମାନେେ ବାହା ରେ ୟାଇ ଆମ୍ଭ ବିରୁଦ୍ଧାଚରଣ କରୁଥିବା ପାପୀ ଲୋକମାନଙ୍କର ଶବ ଦେଖିବେ। କାରଣ ସମାନଙ୍କେର କୀଟ ମରିବ ନାହିଁ କିମ୍ବା ସମାନଙ୍କେର ଅଗ୍ନି ନିର୍ବାପିତ ହବେ ନାହିଁ। ଆଉ ମଧ୍ଯ ସମାନେେ ସମସ୍ତେ ମର୍ତ୍ତ୍ଯର ଘୃଣାର ପାତ୍ର ହବେେ।
ଯିରିମିୟ 4:23
ମୁଁ ପୃଥିବୀ ଉପ ରେ ଦୃଷ୍ଟିପାତ କଲି, ଦେଖିଲି ତାହା ନିର୍ଜ୍ଜନ ଓ ଶୂନ୍ଯ ଥିଲା। ପୁଣି ଆକାଶମଣ୍ଡଳକୁ ଦୃଷ୍ଟି ନିକ୍ଷପେ କରି ଦେଖିଲି ସଠାେ ରେ ଆଲୋକ ନ ଥିଲା।
ଯିରିମିୟ 9:10
ମୁଁ, ଯିରିମିୟ, ପର୍ବତମାନଙ୍କ ପାଇଁ ଓ ପ୍ରାନ୍ତରସ୍ଥ ଚରାସ୍ଥାନ ପାଇଁ କବଳେ ବିଳାପ କରିବି। ସମାନଙ୍କେ ନିମନ୍ତେ ଗୋଳ କରିବି। କାରଣ କହେି ଜୀବନ୍ତ ପ୍ରାଣୀ ସଠାେ ରେ ନ ଥିବେ। କୌଣସି ଲୋକ ୟାତାଯାତ କରିବେ ନାହିଁ। ପଶୁପଲର ରବ ଶୁଣାୟିବ ନାହିଁ। ଆଉ ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟେ ସଠାରୁେ ପଳାଯନ କରିବେ।
ଯିରିମିୟ 12:4
କେତକୋଳ ଦେଶ ଶୁଷ୍କ ରହିବ ଓ ସମୁଦାଯ ଦେଶ ରେ ତୃଣ ଶୁଷ୍କ ରହିବ ? ଦେଶର ଲୋକମାନଙ୍କର ଦୁଷ୍ଟତା ଯୋଗୁଁ ପଶୁ ଓ ପକ୍ଷୀସବୁ କ୍ଷଯ ପାଇଛନ୍ତି। କାରଣ ଲୋକମାନେ କହିଲେ, ଯିରିମିୟ ଦୀର୍ଘଦିନ ବଞ୍ଚି ଆମ୍ଭମାନଙ୍କର ଶଷୋବସ୍ଥା ଦେଖିବ ନାହିଁ।
ଯିରିମିୟ 14:16
ପୁଣି ଯେଉଁ ଲୋକମାନଙ୍କ ନିକଟରେ ସମାନେେ ଭବିଷ୍ଯତ୍ ବାକ୍ଯ ପ୍ରଚାର କରନ୍ତି। ସମାନେେ ଦୁର୍ଭିକ୍ଷ ଓ ଖଡ୍ଗ ହତେୁରୁ ୟିରୁଶାଲମର ସଡ଼କରେ ପକାଯିବେ। ଆଉ ସମାନଙ୍କେୁ ସମାନଙ୍କେର ସ୍ତ୍ରୀ ଏବଂ ସମାନଙ୍କେର ପୁତ୍ର କନ୍ଯାମାନଙ୍କୁ କବର ଦବୋକୁ କହେି ନ ଥିବେ। କାରଣ ଆମ୍ଭେ ସମାନଙ୍କେର ଦୁଷ୍ଟତା ସମାନଙ୍କେର ଉପ ରେ ଢ଼ାଳିଦବୋ।
ଯିହିଜିକଲ 20:47
ଏବଂ ନଗେଭେ ଅରଣ୍ଯକୁ କୁହ, 'ସଦାପ୍ରଭୁଙ୍କର ବାକ୍ଯ ଶୁଣ, ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି। ଦେଖ, ଆମ୍ଭେ ତୁମ୍ଭ ମଧିଅରେ ଅଗ୍ନି ସଂୟୋଗ କରିବା। ତାହା ତୁମ୍ଭ ମଧ୍ଯସ୍ଥିତ ପ୍ରେତ୍ୟକକ ସତଜେ ଓ ଶୁଷ୍କବୃକ୍ଷକୁ ଗ୍ରାସ କରିବ। ସହେି ଜ୍ବଳନ୍ତ ଅଗ୍ନିଶିଖା ନିର୍ବାପିତ ହବେ ନାହିଁ। ଦକ୍ଷିଣରୁ ଉତ୍ତର ପର୍ୟ୍ଯନ୍ତ ସମସ୍ତ ଦେଶ ସହେି ଅଗ୍ନି ରେ ଦଗ୍ଧିଭୂତ ହବେ।
ଯିହିଜିକଲ 22:22
ଯେପରି ରୂପା ଗୋଟିଏ ଉହ୍ମାଇ ରେ ତରଳା ହାଇେଥାଏ ମୁଁ ତୁମ୍ଭଙ୍କୁ ନଗର ରେ ତରଳାଇବି। ତେଣୁ ତୁମ୍ଭମାନେେ ଅନୁଭବ କରିବ ଯେ, ମୁଁ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧ ରେ ଆପଣା କୋର୍ଧ ପ୍ରକାଶ କରିଛି।'
ଦାନିଏଲ 9:11
ଆଉ ସମଗ୍ର ଇଶ୍ରାୟେଲ ତୁମ୍ଭରବ୍ଯବସ୍ଥା ଲଙ୍ଘନ କରିଅଛନ୍ତି। ସମାନେେ ତୁମ୍ଭ ପ୍ରତି ବିମୁଖ ହାଇେଅଛନ୍ତି। ଏହି କାରଣରୁ ଅଭିଶାପ ଓ ପରମେଶ୍ବରଙ୍କ ସବେକ ମାଶାଙ୍କେ ବ୍ଯବସ୍ଥା ରେ ଲିଖିତ ପ୍ରତିଜ୍ଞା ଆମ୍ଭମାନଙ୍କ ଉପ ରେ ଢଳା ୟାଇଅଛି। କାରଣ ଆମ୍ଭମାନେେ ତାଙ୍କ ବିରୁଦ୍ଧ ରେ ପାପ କରିଅଛୁ।
ଦିତୀୟ ରାଜାବଳୀ 22:17
କାରଣ ଯିହୁଦାର ଲୋକମାନେ ମାେତେ ପରିତ୍ଯାଗ କରିଛନ୍ତି। ସମାନେେ ଅନ୍ୟ ଦବେତାଗଣଙ୍କ ପାଦ ରେ ଧୂପ ଜଳାଇଛନ୍ତି। ସମାନେେ ବହୁତ ପ୍ରତିମା ତିଆରି କରିଛନ୍ତି ଓ ମାେତେ ଅତି କୋର୍ଧ କରାଇଛନ୍ତି। ତେଣୁ ଏହି ସ୍ଥାନ ବିରୁଦ୍ଧ ରେ ଆମ୍ଭ କୋରଧାଗ୍ନି ପ୍ରଜ୍ଜଳିତ ହବେ ଓ ତାହା କବେେ ନିର୍ବାପିତ ହବେ ନାହିଁ।'