Job 10:7
ତୁମ୍ଭେ ତ ଜାଣ ମୁଁ ନିର୍ଦ୍ ଦୋଷ। କିନ୍ତୁ ତୁମ୍ଭ ହାତରୁ ମାେତେ କହେି ଉଦ୍ଧାର କରିପାରିବେ ନାହିଁ।
Job 10:7 in Other Translations
King James Version (KJV)
Thou knowest that I am not wicked; and there is none that can deliver out of thine hand.
American Standard Version (ASV)
Although thou knowest that I am not wicked, And there is none that can deliver out of thy hand?
Bible in Basic English (BBE)
Though you see that I am not an evil-doer; and there is no one who is able to take a man out of your hands?
Darby English Bible (DBY)
Since thou knowest that I am not wicked, and that there is none that delivereth out of thy hand?
Webster's Bible (WBT)
Thou knowest that I am not wicked; and there is none that can deliver out of thy hand.
World English Bible (WEB)
Although you know that I am not wicked, There is no one who can deliver out of your hand.
Young's Literal Translation (YLT)
For Thou knowest that I am not wicked, And there is no deliverer from Thy hand.
| Thou knowest | עַֽל | ʿal | al |
| that | דַּ֭עְתְּךָ | daʿtĕkā | DA-teh-ha |
| I am not | כִּי | kî | kee |
| wicked; | לֹ֣א | lōʾ | loh |
| none is there and | אֶרְשָׁ֑ע | ʾeršāʿ | er-SHA |
| that can deliver | וְאֵ֖ין | wĕʾên | veh-ANE |
| out of thine hand. | מִיָּדְךָ֣ | miyyodkā | mee-yode-HA |
| מַצִּֽיל׃ | maṣṣîl | ma-TSEEL |
Cross Reference
ଦିତୀୟ ବିବରଣ 32:39
'ଏବେ ଦେଖ ଆମ୍ଭେ କବଳେ ପରମେଶ୍ବର ଅଟକ୍ସ୍ଟ। ଆଉ କୌଣସି ଅନ୍ୟ ଦବେତା ନାହିଁ। ଆମ୍ଭେ ମରଣ ଦେଉ, ଆମ୍ଭେ ଜୀବଦାନ କରୁ। ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିପାରକ୍ସ୍ଟ। କୌଣସି ବ୍ଯକ୍ତି ଆମ୍ଭ ଶକ୍ତିଠାରକ୍ସ୍ଟ ରକ୍ଷା କରିପାରିବ ନାହିଁ
ଗୀତସଂହିତା 139:1
ହେ ସଦାପ୍ରଭୁ, ତୁମ୍ଭେ ମାେତେ ପରୀକ୍ଷା କରିଅଛ। ତୁମ୍ଭେ ମାରେ ସମସ୍ତ ବିଷଯରେ ଜାଣିଅଛ।
ଗୀତସଂହିତା 139:21
ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ମୁଁ ସହେି ଲୋକମାନଙ୍କୁ ଘୃଣା କରେ। ଯେଉଁମାନେ ତୁମ୍ଭ ବିରୁଦ୍ଧରେ ୟାଆନ୍ତି, ସହେି ଲୋକମାନେ ମାରେ ଶତ୍ରୁ।
ଦାନିଏଲ 3:15
ଯେତବେେଳେ ଶିଙ୍ଗା, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନବେଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ଯ ଶୁଣ, ତୁମ୍ଭମାନେେ ସୁବର୍ଣ୍ଣ ପ୍ରତିମାକୁ ମୁଣ୍ତ ନୁଆଁଇ ପ୍ରଣାମ କରିବ। ଯଦି ତୁମ୍ଭମାନେେ ପୂଜା ନକର ତବେେ ତୁମ୍ଭମାନଙ୍କୁ ଜ୍ବଳନ୍ତ ଅଗ୍ନି କୁମ୍ତ ରେ ଫିଙ୍ଗା ୟିବ। ଆଉ ଏପରି କୌଣସି ଦବେତା ନାହିଁନ୍ତି ଯେ କି ମାଠାରୁେ ତୁମ୍ଭମାନଙ୍କୁ ଉଦ୍ଧାର କରିବ।
ହୋଶେୟ 2:10
ବର୍ତ୍ତମାନ ଆମ୍ଭେ ତାକୁ ଉଲଗ୍ନ କରିଦବୋ। ତା'ର ଉଲଗ୍ନ ଶରୀର ତା'ର ପ୍ ରମେିକ ଲୋକମାନେ ଦେଖିବେ। ଆମ୍ଭ କବଳରୁ ତା'କୁ କହେି ରକ୍ଷା କରିପାରିବେ ନାହିଁ।
ଯୋହନଲିଖିତ ସୁସମାଚାର 10:28
ମୁଁ ନିଜ ମଷେମାନଙ୍କୁ ଅନନ୍ତ ଜୀବନ ଦିଏ। ସମାନେେ କଦାପି ମରିବେ ନାହିଁ। ସମାନଙ୍କେୁ ମାେ ହାତରୁ କହେି ଛଡଇେ ନଇେ ପାରିବେ ନାହିଁ।
ଯୋହନଲିଖିତ ସୁସମାଚାର 21:17
ପୁଣି ତୃତୀୟ ଥର ସେ ତାହାଙ୍କୁ ପଚାରିଲେ, ଯୋହନଙ୍କ ପୁତ୍ର ଶିମାନେ, ତୁମ୍ଭେ ମାେତେ ପ୍ ରମେ କର କି?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 1:12
ପୁଣି ଆମ୍ଭେ ସମ୍ପୂର୍ଣ୍ଣ ହୃଦୟର ସହ କହିପାରୁ ଯେ, ଏହି ଜଗତ ରେ ଆମ୍ଭେ ଯାହା କିଛି କରୁଛୁ, ତାହା ସବୁ ଆମ୍ଭେ ପରମେଶ୍ବରଙ୍କଠାରୁ ପାଇଥିବା ଶୁଦ୍ଧ ଓ ଅକପଟ ହୃଦୟ ରେ କହୁଛୁ। ଏଥିପାଇଁ ଆମ୍ଭେ ଗର୍ବିତ। ଏହା ତୁମ୍ଭମାନଙ୍କ ପାଇଁ କରା ଯାଇଥିବା କାର୍ୟ୍ଯ ଦୃଷ୍ଟିରୁ ଏହା ଅଧିକ ସତ୍ଯ। କାରଣ ଆମ୍ଭେ ଏହା ଜାଗତିକ ଜ୍ଞାନ ରେ ନୁହେଁ ମାତ୍ର ପରମେଶ୍ବରଙ୍କ କୃପାରୁ କରୁଛୁ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:10
ବିଶ୍ବାସୀ ଯେ ତୁମ୍ଭମାନେେ, ତୁମ୍ଭମାନଙ୍କ ଗହଣ ରେ ରହିଥିଲା ବେଳେ, ଆମ୍ଭମାନେେ ପବିତ୍ର, ଧାର୍ମିକ ଓ ତ୍ରୁଟି ରହିତ ଜୀବନଯାପନ କରିଥିଲୁ।
ଗୀତସଂହିତା 50:22
ହେ ଲୋକମାନେ ତୁମ୍ଭେ ପରମେଶ୍ବରଙ୍କୁ ଭୁଲି ୟାଇଛ। ତଣେୁ ତୁମ୍ଭମାନେେ ଭଲଭାବେ ବୁଝିବା ଉଚିତ୍ ୟେ ମୁଁ ତୁମ୍ଭକୁ ଖଣ୍ଡ ଖଣ୍ଡ କରି ଚିରିଦବେି। ୟଦି ତାହା ଘଟେ ତବେେ ତୁମ୍ଭକୁ କୌଣସି ବ୍ଯକ୍ତି ଉଦ୍ଧାର କରିପାରିବେ ନାହିଁ।
ଗୀତସଂହିତା 26:1
ହେ ସଦାପ୍ରଭୁ, ମାରେ ବିଚାର କର। ପ୍ରମାଣ କର ୟେ, ମୁଁ ଶୁଦ୍ଧ ଜୀବନୟାପନ କରିଛି। ମୁଁ କବେେ ସଦାପ୍ରଭୁଙ୍କର ବିରୁଦ୍ଧାଚରଣ କରି ନାହିଁ।
ଗୀତସଂହିତା 17:3
ତୁମ୍ଭେ ମାରେ ହୃଦଯର ଅନ୍ତଃସ୍ଥଳକୁ ଭଲ ଭାବରେ ଜାଣ। ତୁମ୍ଭେ ସାରାରାତ୍ରି ମାେ ସହିତ ଥିଲ। ତୁମ୍ଭେ ମାେତେ ପ୍ରଶ୍ନ କରିଛ ଏବଂ ମାଠାେରେ କିଛି ଭୁଲ ଦେଖିନାହଁ। ମୁଁ କିଛି ମନ୍ଦ ଯୋଜନା କରେ ନାହିଁ।
ଆୟୁବ ପୁସ୍ତକ 23:13
କିନ୍ତୁ ପରମେଶ୍ବର କବେେ ହେଲେ ବଦଳନ୍ତି ନାହିଁ। କହେି ବ୍ଯକ୍ତି ପରମେଶ୍ବରଙ୍କ ବିରୁଦ୍ଧ ରେ ଛିଡ଼ା ହାଇପୋରିବେ ନାହିଁ। ପରମେଶ୍ବର ଯାହା ଇଚ୍ଛା କରନ୍ତି ତାହା ସେ କରନ୍ତି।
ଆୟୁବ ପୁସ୍ତକ 31:6
ଯଦି ପରମେଶ୍ବର ଯଥାର୍ଥ ମାନଦଣ୍ଡ ବ୍ଯବହାର କରନ୍ତି, ତବେେ ସେ ଜାଣିପାରିବେ ମୁଁ ନିରପରାଧୀ।
ଆୟୁବ ପୁସ୍ତକ 31:14
ତବେେ ପରମେଶ୍ବରଙ୍କର ସମ୍ମୁଖୀନ ହେଲା ବେଳେ ମୁଁ କ'ଣ କରିବି ? ମୁଁ ଯାହା କରିଛି ତା'ର ବ୍ଯାଖ୍ଯା କରିବାକୁ ପରମେଶ୍ବର ଯଦି କହନ୍ତି ତବେେ ମୁଁ କି ଉତ୍ତର ଦବେି ?
ଆୟୁବ ପୁସ୍ତକ 31:35
ମୁଁ କାମନା କରେ ମାେ କଥା ଜଣେ କହେି ଶୁଣ। ମାେ ପକ୍ଷର କଥା କହିବାକୁ ମାେତେ ଦିଆଯାଉ। ମୁଁ ଚା ହେଁ ସର୍ବଶକ୍ତିମାନ ପରମେଶ୍ବର ମାେତେ ଉତ୍ତର ଦିଅନ୍ତୁ। ମୁଁ କ'ଣ ଭୁଲ୍ କରିଛି ବୋଲି ସେ ଭାବନ୍ତି। ମୁଁ ଚା ହେଁ ସେ ତାହା ଲେଖି ଦିଅନ୍ତୁ।
ଆୟୁବ ପୁସ୍ତକ 42:7
ସଦାପ୍ରଭୁ ଆୟୁବ ସହିତ କଥା ଶଷେ କଲା ପରେ ସେ ତୈମନୀଯ ଇଲୀଫସ୍ ସହିତ କଥା ହେଲେ। ସଦାପ୍ରଭୁ ଇଲୀଫସକୁ କହିଲେ, ଆମ୍ଭେ ତୁମ୍ଭ ଉପରେ ଓ ତୁମ୍ଭର ଦୁଇ ବନ୍ଧୁଙ୍କ ଉପରେ କୋରଧିତ। କାହିଁକି ? କାରଣ ତୁମ୍ଭେ ଆମ୍ଭ ବିଷଯ ରେ ଉଚିତ କଥା କହି ନାହଁ। କିନ୍ତୁ ଆୟୁବ ଆମ୍ଭର ଆଶ୍ରିତ। ଆୟୁବ ଆମ୍ଭ ବିଷଯ ରେ ଉଚିତ୍ କଥା କହିଛି।
ଗୀତସଂହିତା 1:6
କାରଣ ସଦାପ୍ରଭୁ କବଳେ ଧାର୍ମିକ ବ୍ଯକ୍ତିମାନଙ୍କୁ ରକ୍ଷା କରନ୍ତି ଦୁଷ୍ଟ ଲୋକମାନଙ୍କର କାର୍ୟ୍ଯ ବିନଷ୍ଟ କରନ୍ତି।
ଗୀତସଂହିତା 7:3
ହେ ସଦାପ୍ରଭୁ ମାରେ ପରମେଶ୍ବର, ୟଦି ମୁଁ କିଛି ଭଲ କରି ନାହିଁ। ମୁଁ ପ୍ରତିଜ୍ଞା କରି କହିପାରେ ମୁଁ କିଛି କୁକର୍ମ କରି ନାହିଁ।
ଗୀତସଂହିତା 7:8
ହେ ସଦାପ୍ରଭୁ ଲୋକମାନଙ୍କର ବିଚାର କର। ମାରେ ମଧ୍ଯ ବିଚାର କର। ପ୍ରମାଣ କର ମୁଁ ୟାହା କହୁଛି ତାହା ଠିକ୍। ପ୍ରମାଣ କର ୟେ ମୁଁ ନିରପରାଧ।
ଆୟୁବ ପୁସ୍ତକ 23:10
ପରମେଶ୍ବର ମାେତେ ଜାଣନ୍ତି। ସେ ମାେତେ ପରୀକ୍ଷା କରୁଛନ୍ତି, ଶଷେର ସେ ଦେଖିବେ ମୁଁ ସୁନାପରି ଖାଣ୍ଟି।