ଆୟୁବ ପୁସ୍ତକ 4

1 ତୈମନୀଯ ଇଲୀଫସ୍ ଉତ୍ତର ଦେଲେ,

2 'ମୁଁ ନିଶ୍ଚଯ କିଛି କହିବି, ଏହାଦ୍ବାରା ତୁମ୍ଭେ ଦୁଃଖିତ ହବେ କି ?

3 ଆୟୁବ ତୁମ୍ଭେ ବହୁତ ଲୋକଙ୍କୁ ଶିକ୍ଷା ଦଇେଛ। କେତେ ଦୁର୍ବଳ ଲୋକକୁ ତୁମ୍ଭେ ବଳବାନ କରିଛ।

4 ତୁମ୍ଭର ବାକ୍ଯ ଲୋକଙ୍କୁ ଛିଡ଼ା ହବୋକୁ ଶକ୍ତି ଦଇେଛି। ତୁମ୍ଭେ ସହେିମାନଙ୍କୁ ବଳବାନ କରିଛ, ଯେଉଁମାନେ ଦିନେ ନିଜ ଗୋଡ଼ ରେ ଛିଡ଼ା ହାଇେ ପାରୁ ନ ଥିଲେ।

5 କିନ୍ତୁ ବର୍ତ୍ତମାନ ତୁମ୍ଭ ନିକଟକୁ ବିପଦ ଆସିଛି ଓ ତୁମ୍ଭେ ହତାଶ ହାଇେଛ, ବିପଦ ତୁମ୍ଭକୁ ଆଘାତ କରିଛି ଓ ତୁମ୍ଭେ ବିବ୍ରତ ହେଉଛ।

6 ତୁମ୍ଭେ ପରମେଶ୍ବରଙ୍କୁ ଉପାସନା କର। ତୁମ୍ଭେ ତାଙ୍କୁ ବିଶ୍ବାସ କର। ତୁମ୍ଭେ ଜଣେ ଉତ୍ତମ ବ୍ଯକ୍ତି। ତାହାହିଁ ତୁମ୍ଭର ଆଶାର ସୋର୍ତ ହେଉ।

7 ଆୟୁବ ଥରେ ଭାବି ଦେଖିଲ, କହେି ନିରପରାଧ ବ୍ଯକ୍ତି କବେେ ଧ୍ବଂସ ହାଇେଛନ୍ତି! ଉତ୍ତମ ବ୍ଯକ୍ତିମାନଙ୍କର ବିନାଶ ଘଟେ ନାହିଁ।

8 ମୁଁ ଦେଖିଛି କେତକେ ବ୍ଯକ୍ତି ଅନ୍ୟକୁ ବିପଦ ରେ ପକାନ୍ତି ଏବଂ ସମାନଙ୍କେ ଜୀବନକୁ ଦୁଃର୍ବିସହ କରି ଦିଅନ୍ତି। କିନ୍ତୁ ଶଷେ ରେ ସମାନେେ ହିଁ ଦଣ୍ଡ ପାଆନ୍ତି।

9 ପରମେଶ୍ବରଙ୍କ ଦଣ୍ଡ ରେ ସମାନେେ ମୃତ୍ଯୁବରଣ କରନ୍ତି। ପରମେଶ୍ବରଙ୍କ କୋର୍ଧ ରେ ସମାନେେ ଧ୍ବଂସ ହୁଅନ୍ତି।

10 ଦୁଷ୍ଟଲୋକ ସଂହ ଭଳି ଗର୍ଜନ କରି ଶୀଘ୍ର ବଢ଼ିୟାନ୍ତି। କିନ୍ତୁ ପରମେଶ୍ବର ସମାନଙ୍କେୁ ନିରବ କରାଇ ଦିଅନ୍ତି ଓ ସମାନଙ୍କେର ଦାନ୍ତକୁ ଭାଙ୍ଗି ଦିଅନ୍ତି।

11 ହଁ, ସହେି ଦୁଷ୍ଟଲୋକ ଗୁଡ଼ାକ ସିଂହ ଭଳି, ଯେଉଁମାନେ ପ୍ରାଣୀମାନଙ୍କୁ ମାରିବାକୁ ପାଆନ୍ତି ନାହିଁ। ସମାନେେ ଶଷେ ରେ ମୃତ୍ଯୁବରଣ କରନ୍ତି ଓ ସମାନଙ୍କେର ପିଲାମାନେ ଚାରିଆଡ଼େ ଘୂରି ବୁଲନ୍ତି।

12 ଗୁପ୍ତ ରେ ମାେ ନିକଟକୁ ଗୋଟିଏ ଖବର ଆସିଲା। ମାରେ କାନ ସହେି ବିଷଯ ରେ କିଛି ଗୁଣୁଗୁଣୁ ଶବ୍ଦ ଶୁଣିଲା।

13 ରାତ୍ରିର ଗୋଟିଏ ଖରାପ ସ୍ବପ୍ନ ଭଳି ଏହା ମାରେ ନିଦ୍ରାକୁ ନଷ୍ଟ କରି ଦଲୋ।

14 ମୁଁ ଭୟଭୀତ ହଲିେ ଓ ମାରେ ହାତସବୁ ଥରିଲା।

15 ଏହି ସମୟରେ ଗୋଟାଏ ଆତ୍ମା ମାରେ ମୁହଁ ସମ୍ମୁଖ ରେ ଚାଲିଗଲା ଏବଂ ମାରେ ରୋମ ଟାଙ୍କୁରି ଉଠିଲା।

16 ସହେି ଆତ୍ମା ମାରେ ସମ୍ମୁଖ ରେ ଥିଲା କିନ୍ତୁ ମୁଁ ତାକୁ ଦେଖି ପାରୁ ନ ଥିଲି। ତା'ର ମୂର୍ତ୍ତି ମାେ ଚକ୍ଷୁ ସମ୍ମୁଖ ରେ ଥିଲା ଏବଂ ଚାରିଆଡ଼େ ନିଶବ୍ଦ ଥିଲା। ତା'ପରେ ମୁଁ ଏକ ଧୀର ସ୍ବର ଶୁଣିବାକୁ ପାଇଲି।

17 ଜଣେ ମନୁଷ୍ଯ କ'ଣ ପରମେଶ୍ବରଙ୍କଠାରୁ ଅଧିକ ଧାର୍ମିକ ହାଇେ ପାରିବ? ନିଜ ସୃଷ୍ଟିକର୍ତ୍ତାଠାରୁ ମନୁଷ୍ଯ କ'ଣ ଅଧିକ ପବିତ୍ର ହାଇପୋରିବ ?

18 ଦେଖ, ପରମେଶ୍ବର ତାଙ୍କ ସ୍ବର୍ଗୀଯ ସବେକଗଣଙ୍କୁ ମଧ୍ଯ ବିଶ୍ବାସ କରିପାରନ୍ତି ନାହିଁ। ପରମେଶ୍ବର ତାଙ୍କ ଦୂତଗଣଠା ରେ ମଧ୍ଯ ଭୁଲ୍ ପାଆନ୍ତି।

19 ନିଶ୍ଚିତ ରୂପେ ମନୁଷ୍ଯମାନେ ଅଧିକ ଖରାପ। ସମାନେେ ମାଟି ଘ ରେ ବାସ କରନ୍ତି। ସମାନଙ୍କେର ପ୍ରାରମ୍ଭ ଧୂଳିରୁ, ସମାନେେ ଦଳିତ ହାଇେ ପକ୍ଷୟୁକ୍ତ ପୋକ ମରିବାଠାରୁ ଅଧିକ ସହଜ ରେ ମରିୟାନ୍ତି।

20 ଲୋକମାନେ ପ୍ରାତଃକାଳଠାରୁ ସୂର୍ୟ୍ଯାସ୍ତ ପର୍ୟ୍ଯନ୍ତ ମରନ୍ତି, ଏବଂ ତାହା କହେି ଖାତିରି କରନ୍ତି ନାହିଁ। ସମାନେେ ମରନ୍ତି ଏବଂ ଚିରକାଳ ପାଇଁ ଚାଲି ୟାଆନ୍ତି।

21 ସମାନଙ୍କେର ତମ୍ବୁର ରସିସବୁ ଛିଣ୍ଡିୟାଏ, ସମାନେେ ଜ୍ଞାନଭ୍ରଷ୍ଟ ହାଇେ ମୃତ୍ଯୁବରଣ କରନ୍ତି।'

1 Then Eliphaz the Temanite answered and said,

2 If we assay to commune with thee, wilt thou be grieved? but who can withhold himself from speaking?

3 Behold, thou hast instructed many, and thou hast strengthened the weak hands.

4 Thy words have upholden him that was falling, and thou hast strengthened the feeble knees.

5 But now it is come upon thee, and thou faintest; it toucheth thee, and thou art troubled.

6 Is not this thy fear, thy confidence, thy hope, and the uprightness of thy ways?

7 Remember, I pray thee, who ever perished, being innocent? or where were the righteous cut off?

8 Even as I have seen, they that plow iniquity, and sow wickedness, reap the same.

9 By the blast of God they perish, and by the breath of his nostrils are they consumed.

10 The roaring of the lion, and the voice of the fierce lion, and the teeth of the young lions, are broken.

11 The old lion perisheth for lack of prey, and the stout lion’s whelps are scattered abroad.

12 Now a thing was secretly brought to me, and mine ear received a little thereof.

13 In thoughts from the visions of the night, when deep sleep falleth on men,

14 Fear came upon me, and trembling, which made all my bones to shake.

15 Then a spirit passed before my face; the hair of my flesh stood up:

16 It stood still, but I could not discern the form thereof: an image was before mine eyes, there was silence, and I heard a voice, saying,

17 Shall mortal man be more just than God? shall a man be more pure than his maker?

18 Behold, he put no trust in his servants; and his angels he charged with folly:

19 How much less in them that dwell in houses of clay, whose foundation is in the dust, which are crushed before the moth?

20 They are destroyed from morning to evening: they perish for ever without any regarding it.

21 Doth not their excellency which is in them go away? they die, even without wisdom.

Job 4 in Tamil and English

1 ତୈମନୀଯ ଇଲୀଫସ୍ ଉତ୍ତର ଦେଲେ,
Then Eliphaz the Temanite answered and said,

2 'ମୁଁ ନିଶ୍ଚଯ କିଛି କହିବି, ଏହାଦ୍ବାରା ତୁମ୍ଭେ ଦୁଃଖିତ ହବେ କି ?
If we assay to commune with thee, wilt thou be grieved? but who can withhold himself from speaking?

3 ଆୟୁବ ତୁମ୍ଭେ ବହୁତ ଲୋକଙ୍କୁ ଶିକ୍ଷା ଦଇେଛ। କେତେ ଦୁର୍ବଳ ଲୋକକୁ ତୁମ୍ଭେ ବଳବାନ କରିଛ।
Behold, thou hast instructed many, and thou hast strengthened the weak hands.

4 ତୁମ୍ଭର ବାକ୍ଯ ଲୋକଙ୍କୁ ଛିଡ଼ା ହବୋକୁ ଶକ୍ତି ଦଇେଛି। ତୁମ୍ଭେ ସହେିମାନଙ୍କୁ ବଳବାନ କରିଛ, ଯେଉଁମାନେ ଦିନେ ନିଜ ଗୋଡ଼ ରେ ଛିଡ଼ା ହାଇେ ପାରୁ ନ ଥିଲେ।
Thy words have upholden him that was falling, and thou hast strengthened the feeble knees.

5 କିନ୍ତୁ ବର୍ତ୍ତମାନ ତୁମ୍ଭ ନିକଟକୁ ବିପଦ ଆସିଛି ଓ ତୁମ୍ଭେ ହତାଶ ହାଇେଛ, ବିପଦ ତୁମ୍ଭକୁ ଆଘାତ କରିଛି ଓ ତୁମ୍ଭେ ବିବ୍ରତ ହେଉଛ।
But now it is come upon thee, and thou faintest; it toucheth thee, and thou art troubled.

6 ତୁମ୍ଭେ ପରମେଶ୍ବରଙ୍କୁ ଉପାସନା କର। ତୁମ୍ଭେ ତାଙ୍କୁ ବିଶ୍ବାସ କର। ତୁମ୍ଭେ ଜଣେ ଉତ୍ତମ ବ୍ଯକ୍ତି। ତାହାହିଁ ତୁମ୍ଭର ଆଶାର ସୋର୍ତ ହେଉ।
Is not this thy fear, thy confidence, thy hope, and the uprightness of thy ways?

7 ଆୟୁବ ଥରେ ଭାବି ଦେଖିଲ, କହେି ନିରପରାଧ ବ୍ଯକ୍ତି କବେେ ଧ୍ବଂସ ହାଇେଛନ୍ତି! ଉତ୍ତମ ବ୍ଯକ୍ତିମାନଙ୍କର ବିନାଶ ଘଟେ ନାହିଁ।
Remember, I pray thee, who ever perished, being innocent? or where were the righteous cut off?

8 ମୁଁ ଦେଖିଛି କେତକେ ବ୍ଯକ୍ତି ଅନ୍ୟକୁ ବିପଦ ରେ ପକାନ୍ତି ଏବଂ ସମାନଙ୍କେ ଜୀବନକୁ ଦୁଃର୍ବିସହ କରି ଦିଅନ୍ତି। କିନ୍ତୁ ଶଷେ ରେ ସମାନେେ ହିଁ ଦଣ୍ଡ ପାଆନ୍ତି।
Even as I have seen, they that plow iniquity, and sow wickedness, reap the same.

9 ପରମେଶ୍ବରଙ୍କ ଦଣ୍ଡ ରେ ସମାନେେ ମୃତ୍ଯୁବରଣ କରନ୍ତି। ପରମେଶ୍ବରଙ୍କ କୋର୍ଧ ରେ ସମାନେେ ଧ୍ବଂସ ହୁଅନ୍ତି।
By the blast of God they perish, and by the breath of his nostrils are they consumed.

10 ଦୁଷ୍ଟଲୋକ ସଂହ ଭଳି ଗର୍ଜନ କରି ଶୀଘ୍ର ବଢ଼ିୟାନ୍ତି। କିନ୍ତୁ ପରମେଶ୍ବର ସମାନଙ୍କେୁ ନିରବ କରାଇ ଦିଅନ୍ତି ଓ ସମାନଙ୍କେର ଦାନ୍ତକୁ ଭାଙ୍ଗି ଦିଅନ୍ତି।
The roaring of the lion, and the voice of the fierce lion, and the teeth of the young lions, are broken.

11 ହଁ, ସହେି ଦୁଷ୍ଟଲୋକ ଗୁଡ଼ାକ ସିଂହ ଭଳି, ଯେଉଁମାନେ ପ୍ରାଣୀମାନଙ୍କୁ ମାରିବାକୁ ପାଆନ୍ତି ନାହିଁ। ସମାନେେ ଶଷେ ରେ ମୃତ୍ଯୁବରଣ କରନ୍ତି ଓ ସମାନଙ୍କେର ପିଲାମାନେ ଚାରିଆଡ଼େ ଘୂରି ବୁଲନ୍ତି।
The old lion perisheth for lack of prey, and the stout lion’s whelps are scattered abroad.

12 ଗୁପ୍ତ ରେ ମାେ ନିକଟକୁ ଗୋଟିଏ ଖବର ଆସିଲା। ମାରେ କାନ ସହେି ବିଷଯ ରେ କିଛି ଗୁଣୁଗୁଣୁ ଶବ୍ଦ ଶୁଣିଲା।
Now a thing was secretly brought to me, and mine ear received a little thereof.

13 ରାତ୍ରିର ଗୋଟିଏ ଖରାପ ସ୍ବପ୍ନ ଭଳି ଏହା ମାରେ ନିଦ୍ରାକୁ ନଷ୍ଟ କରି ଦଲୋ।
In thoughts from the visions of the night, when deep sleep falleth on men,

14 ମୁଁ ଭୟଭୀତ ହଲିେ ଓ ମାରେ ହାତସବୁ ଥରିଲା।
Fear came upon me, and trembling, which made all my bones to shake.

15 ଏହି ସମୟରେ ଗୋଟାଏ ଆତ୍ମା ମାରେ ମୁହଁ ସମ୍ମୁଖ ରେ ଚାଲିଗଲା ଏବଂ ମାରେ ରୋମ ଟାଙ୍କୁରି ଉଠିଲା।
Then a spirit passed before my face; the hair of my flesh stood up:

16 ସହେି ଆତ୍ମା ମାରେ ସମ୍ମୁଖ ରେ ଥିଲା କିନ୍ତୁ ମୁଁ ତାକୁ ଦେଖି ପାରୁ ନ ଥିଲି। ତା'ର ମୂର୍ତ୍ତି ମାେ ଚକ୍ଷୁ ସମ୍ମୁଖ ରେ ଥିଲା ଏବଂ ଚାରିଆଡ଼େ ନିଶବ୍ଦ ଥିଲା। ତା'ପରେ ମୁଁ ଏକ ଧୀର ସ୍ବର ଶୁଣିବାକୁ ପାଇଲି।
It stood still, but I could not discern the form thereof: an image was before mine eyes, there was silence, and I heard a voice, saying,

17 ଜଣେ ମନୁଷ୍ଯ କ'ଣ ପରମେଶ୍ବରଙ୍କଠାରୁ ଅଧିକ ଧାର୍ମିକ ହାଇେ ପାରିବ? ନିଜ ସୃଷ୍ଟିକର୍ତ୍ତାଠାରୁ ମନୁଷ୍ଯ କ'ଣ ଅଧିକ ପବିତ୍ର ହାଇପୋରିବ ?
Shall mortal man be more just than God? shall a man be more pure than his maker?

18 ଦେଖ, ପରମେଶ୍ବର ତାଙ୍କ ସ୍ବର୍ଗୀଯ ସବେକଗଣଙ୍କୁ ମଧ୍ଯ ବିଶ୍ବାସ କରିପାରନ୍ତି ନାହିଁ। ପରମେଶ୍ବର ତାଙ୍କ ଦୂତଗଣଠା ରେ ମଧ୍ଯ ଭୁଲ୍ ପାଆନ୍ତି।
Behold, he put no trust in his servants; and his angels he charged with folly:

19 ନିଶ୍ଚିତ ରୂପେ ମନୁଷ୍ଯମାନେ ଅଧିକ ଖରାପ। ସମାନେେ ମାଟି ଘ ରେ ବାସ କରନ୍ତି। ସମାନଙ୍କେର ପ୍ରାରମ୍ଭ ଧୂଳିରୁ, ସମାନେେ ଦଳିତ ହାଇେ ପକ୍ଷୟୁକ୍ତ ପୋକ ମରିବାଠାରୁ ଅଧିକ ସହଜ ରେ ମରିୟାନ୍ତି।
How much less in them that dwell in houses of clay, whose foundation is in the dust, which are crushed before the moth?

20 ଲୋକମାନେ ପ୍ରାତଃକାଳଠାରୁ ସୂର୍ୟ୍ଯାସ୍ତ ପର୍ୟ୍ଯନ୍ତ ମରନ୍ତି, ଏବଂ ତାହା କହେି ଖାତିରି କରନ୍ତି ନାହିଁ। ସମାନେେ ମରନ୍ତି ଏବଂ ଚିରକାଳ ପାଇଁ ଚାଲି ୟାଆନ୍ତି।
They are destroyed from morning to evening: they perish for ever without any regarding it.

21 ସମାନଙ୍କେର ତମ୍ବୁର ରସିସବୁ ଛିଣ୍ଡିୟାଏ, ସମାନେେ ଜ୍ଞାନଭ୍ରଷ୍ଟ ହାଇେ ମୃତ୍ଯୁବରଣ କରନ୍ତି।'
Doth not their excellency which is in them go away? they die, even without wisdom.