John 12:20
ନିସ୍ତାର ପର୍ବ ରେ ଉପାସନା କରିବା ପାଇଁ ୟିରୂଶାଲମ ଯାଇଥିବା ଲୋକମାନଙ୍କ ମଧ୍ଯରୁ କେତକେ ଗ୍ରୀକ୍ ଲୋକଥିଲେ।
John 12:20 in Other Translations
King James Version (KJV)
And there were certain Greeks among them that came up to worship at the feast:
American Standard Version (ASV)
Now there were certain Greeks among those that went up to worship at the feast:
Bible in Basic English (BBE)
Now there were some Greeks among the people who had come up to give worship at the feast:
Darby English Bible (DBY)
And there were certain Greeks among those who came up that they might worship in the feast;
World English Bible (WEB)
Now there were certain Greeks among those that went up to worship at the feast.
Young's Literal Translation (YLT)
And there were certain Greeks out of those coming up that they may worship in the feast,
| And | Ἦσαν | ēsan | A-sahn |
| there were | δὲ | de | thay |
| certain | τινες | tines | tee-nase |
| Greeks | Ἕλληνές | hellēnes | ALE-lane-ASE |
| among | ἐκ | ek | ake |
| τῶν | tōn | tone | |
| up came that them | ἀναβαινόντων | anabainontōn | ah-na-vay-NONE-tone |
| to | ἵνα | hina | EE-na |
| worship | προσκυνήσωσιν | proskynēsōsin | prose-kyoo-NAY-soh-seen |
| at | ἐν | en | ane |
| the | τῇ | tē | tay |
| feast: | ἑορτῇ· | heortē | ay-ore-TAY |
Cross Reference
ଯୋହନଲିଖିତ ସୁସମାଚାର 7:35
ଯିହୂଦୀମାନେ ପରସ୍ପର କୁହାକୁହି ହେଲେ, ଏ ଲୋକ ଏପରି କେଉଁଠାକୁ ୟିବ ଯେ, ଆମ୍ଭେ ତାହାକୁ ପାଇବା ନାହିଁ। ସେ କ'ଣ ଗ୍ରୀକ୍ ନଗରଗୁଡିକୁ ୟିବ, ଯେଉଁଠା ରେ ଆମ୍ଭ ଲୋକମାନେ ରୁହନ୍ତି? ସେ ସଠାେରେ ଗ୍ରୀକ୍ ଲୋକମାନଙ୍କୁ ଶିକ୍ଷା ଦବେ କି?
ରେରିତମାନଙ୍କ କାର୍ଯ୍ୟର ବିବରଣ 17:4
ସମାନଙ୍କେ ମଧ୍ଯରୁ କେତକେ ଲୋକ ପରିବର୍ତ୍ତିତ ହେଲ, ଏବଂ ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ। ସତ୍ଯ ପରମେଶ୍ବରଙ୍କୁ ପୂଜା କରୁଥିବା ଅନକେ ଗ୍ରୀକ୍ ଲୋକ ଓ ଅନକେ ପ୍ରଭାବଶାଳୀ ସ୍ତ୍ରୀମାନେ ମଧ୍ଯ ସମାନଙ୍କେ ସହିତ ୟୋଗ ଦେଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8:27
ଫିଲିପ୍ପ ପ୍ରସ୍ତୁତ ହାଇେ ବାହାରିଲେ। ସହେି ରାସ୍ତା ରେ ଜଣେ ନପୁଂସକ ସଙ୍ଗ ରେ ଦଖାେ ହେଲା। ସହେି ନଫୁସକ ଇଥିଓପିଆରୁ ଆସିଥିଲେ। ସେ କାଣ୍ଡାକି ନାମ୍ନୀ ରାଣୀଙ୍କର ଜଣେ ଉଚ୍ଚ ପଦସ୍ଥ କର୍ମଚ଼ାରୀ ଥିଲେ। ସେ ତାହାଙ୍କର ସମସ୍ତ ସମ୍ପତ୍ତିର ଦାଯିତ୍ବ ରେ ଥିଲେ। ନଫୁସକ ଜଣକ ଉପାସନା କରିବା ପାଇଁ ୟିରୂଶାଲମକୁ ଯାଇଥିଲେ।
ମାର୍କଲିଖିତ ସୁସମାଚାର 7:26
ସେ ସ୍ତ୍ରୀ ଲୋକଟି ଗ୍ରୀକ୍ ଥିଲା। ସେ ସିରିଆର ଫୈନିକିଯାଠା ରେ ଜନ୍ମ ହାଇେଥିଲା। ସେ ତା' ଝିଅ ଠାରୁ ଭୂତକୁ ବାହାର କରି ଦବୋ ପାଇଁ ଯୀଶୁଙ୍କୁ ପ୍ରାର୍ଥନା କଲା।
ପ୍ରଥମ ରାଜାବଳୀ 8:41
କବଳେ ଇଶ୍ରାୟେଲ ଲୋକେ ନୁହଁନ୍ତି, ଦୂର ଦେଶର ଲୋକମାନେ ତୁମ୍ଭର ମହିମା ଓ ଗୌରବ ବିଷଯ ରେ ଶୁଣିବେ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:11
ଏହି ନୂତନ ଜୀବନ ରେ ୟିହୁଦୀ ଓ ଅଣୟିହୁଦୀମାନଙ୍କ ମଧିଅରେ କୌଣସି ତଫାତ୍ ନାହିଁ। ସୁନ୍ନତ ଲୋକ ବା ଅସୁନ୍ନତ ଲୋକ, ବିଦେଶୀ ବା ସ୍ତଥୀୟମାନଙ୍କ ମଧିଅରେ କୌଣସି ତଫାତ୍ ନାହିଁ। କ୍ରୀତଦାସ ବା ସ୍ବାଧୀନ ଭିତ ରେ ମଧ୍ଯ ତଫାତ୍ ନାହିଁ। କିନ୍ତୁ ଖ୍ରୀଷ୍ଟ ସମସ୍ତଙ୍କଠା ରେ ଅଛନ୍ତି। ଯାହା ମହତ୍ତ୍ବପୂର୍ଣ୍ଣ, ତାହା ଖ୍ରୀଷ୍ଟ ଅଟନ୍ତି।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:28
ଅତଏବ ଖ୍ରୀଷ୍ଟଙ୍କଠା ରେ ତୁମ୍ଭେ ସମସ୍ତେ ଏକ ହାଇେଥିବା କାରଣରୁ ଯିହୂଦୀ ଓ ଗ୍ରୀକ୍, ଦାସ ଓ ସ୍ବାଧୀନଲୋକ, ପୁରୁଷ ଓ ମହିଳା କାହାରି ଭିତ ରେ କୌଣସି ଭଦେ ରହିଲା ନାହିଁ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:3
ତିତସସମା ସହିତ ଥିଲଲ।ସସ ଜଲଣ ଅଣଯିହୂଦୀସଲାକ ଥିଲଲ। କିନ୍ତୁ ଏହିସଲାକମାଲନ ତିତସଙ୍କୁ ମଧ୍ଯ ସୁନ୍ନତସହବା ପାଇଁ ବାଧ୍ଯ କଲଲ ନାହିଁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10:12
ଏଠା ରେ ୟିଏ ର ଅର୍ଥ ଯିହୂଦୀ ଓ ଅଣଯିହୂଦୀମାନଙ୍କ ଭିତ ରେ ଭଦେ ନଥିବା ସୂଗ୍ଭଏ। ସମସ୍ତ ଲୋକଙ୍କର ଜଣେ ପ୍ରଭୁ। ଯେଉଁ ଲୋକେ ତାହାଙ୍କୁ ବିଶ୍ବାସ କରନ୍ତି, ପରମେଶ୍ବର ସମାନଙ୍କେୁ ଅନକେ ଆଶୀର୍ବାଦ କରନ୍ତି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:16
ମୁଁ ଏହି ସୁସମାଚ଼ାର ପାଇଁ ଗର୍ବ ଅନୁଭବ କରୁଛି। ଏହି ସୁସମାଚ଼ାର ହେଉଛି ଶକ୍ତି, ଯାହା ଦ୍ବାରା ପରମେଶ୍ବର ତାହାଙ୍କୁ ବିଶ୍ବାସ କରୁଥିବା ପ୍ରେତ୍ୟକକ ଲୋକଙ୍କୁ ଉଦ୍ଧାର କରନ୍ତି। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ଯ।
ରେରିତମାନଙ୍କ କାର୍ଯ୍ୟର ବିବରଣ 21:28
ସମାନେେ ଖୁବ୍ ଜାରେ ରେ ଚ଼ିତ୍କାର କରି କହିଲେ, ହେ ଇଶ୍ରାୟେଲୀୟ ଲୋକମାନେ, ଆମ୍ଭକୁ ସାହାୟ୍ଯ କର। ଏ ଲୋକ ଆମ୍ଭ ଲୋକମାନଙ୍କ ବିରୁଦ୍ଧ ରେ, ଆମ୍ଭ ବ୍ଯବସ୍ଥା ଓ ଏହି ସ୍ଥାନ ବିରୁଦ୍ଧ ରେ ସବୁ ଲୋକମାନଙ୍କୁ ଶିକ୍ଷା ଦେଉଛି। ସେ ବର୍ତ୍ତମାନ କେତକେ ଗ୍ରୀକ୍ ଲୋକମାନଙ୍କୁ ମଧ୍ଯ ମନ୍ଦିର ଭିତରକୁ ଆଣିଛି ଓ ଆମ୍ଭର ଏହି ପବିତ୍ର ସ୍ଥାନକୁ ଅପବିତ୍ର କରିଛି।
ରେରିତମାନଙ୍କ କାର୍ଯ୍ୟର ବିବରଣ 20:21
ମୁଁ ଯିହୂଦୀ ଓ ଗ୍ରୀକ ଏବଂ ସମସ୍ତ ଲୋକମାନଙ୍କୁ ମନ ପରିବର୍ତ୍ତନ କରି ପରମେଶ୍ବରଙ୍କ ନିକଟକୁ ଆସିବା ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କଠା ରେ ବିଶ୍ବାସ କରିବା ନିମନ୍ତେ ଚେ଼ତାଇ ଦଇେଅଛି।
ରେରିତମାନଙ୍କ କାର୍ଯ୍ୟର ବିବରଣ 16:1
ପାଉଲ ଦର୍ବୀ ଓ ଲୁସ୍ତ୍ରା ନଗରକୁ ଗଲେ। ସଠାେରେ ତୀମଥି ନାମକ ଜଣେ ଶିଷ୍ଯ ଥିଲେ। ସେ ଜଣେ ବିଶ୍ବାସୀନୀ ଯିହୂଦୀ ସ୍ତ୍ରୀଙ୍କର ପୁତ୍ର ଥିଲେ କିନ୍ତୁ ତାହାଙ୍କର ପିତା ଗ୍ରୀକ୍ ଥିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14:1
ପାଉଲ ଓ ବର୍ଣ୍ଣବ୍ବା ଦୁ ହେଁ ଇକନିୟ ନଗର ରେ ଯିହୂଦୀୟମାନଙ୍କର ସମାଜଗୃହକୁ ଗଲେ। ସଠାେରେ ସମାନେେ ଏଭଳି ଭାବରେ ପ୍ରଭୁଙ୍କ ବାକ୍ଯ ପ୍ରଚ଼ାର କଲେ ଯେ, ଉଭୟ ଯିହୂଦୀୟ ଓ ଅନ୍ୟ ଜାତିର ଅନକେ ଲୋକ ବିଶ୍ବାସ କଲେ।
ଯିଶାଇୟ 66:19
ଆମ୍ଭେ ସମାନଙ୍କେ ମଧିଅରେ ଏକ ସଙ୍କତେ ସ୍ଥାପନ କରିବା ଓ ସମାନଙ୍କେ ମଧ୍ଯରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ବିଭିନ୍ନ ଦେଶ ଯଥା - ତର୍ଶୀଶ, ଫୁଲ ଓ ଲୁଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ୟବନ ତଥା ଦୂରସ୍ଥ ଦ୍ବୀପଗଣ ଆମ୍ଭର ସୁଖ୍ଯାତି ବିଷଯ ରେ କବେେ ଶୁଣି ନାହାଁନ୍ତି କିମ୍ବା ଆମ୍ଭର ପ୍ରତାପ ଦେଖିନାହାଁନ୍ତି, ସହେିମାନଙ୍କ ନିକଟକୁ ପ୍ ରରଣେ କରିବା ଓ ସମାନେେ ବିଭିନ୍ନ ଦେଶୀଯମାନଙ୍କ ମଧିଅରେ ଆମ୍ଭର ମହିମା ପ୍ରକାଶ କରିବେ।
ଯିଶାଇୟ 60:2
କାରଣ ପୃଥିବୀ ଅନ୍ଧକାରାଚ୍ଛନ୍ନ ହବେ ଓ ଘନ ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ ; ମାତ୍ର ତୁମ୍ଭ ଉପ ରେ ସଦାପ୍ରଭୁ ଆ ଲୋକ ପ୍ରଦାନ କରିବେ ଓ ତାଙ୍କର ମହିମା ତୁମ୍ଭ ଉପ ରେ ଦଖାୟିବେ।
ଯିଶାଇୟ 11:10
ସହେି ସମୟରେ ଏକ ବିଶଷେ ବ୍ଯକ୍ତି ୟିଶଯର ପରିବାରରୁ ଧ୍ବଜା ସ୍ବରୂପ ଆସିବେ। ସହେି ଧ୍ବଜା ତାଙ୍କ ଚତୁର୍ଦ୍ଦିଗ ରେ ଏକତ୍ରୀତ ହବୋକୁ ଦଖାଇବେେ। ଆଉ ମଧ୍ଯ ଗୋଷ୍ଠୀଯମାନଙ୍କୁ ଉଚିତ କର୍ମ କରିବାକୁ ନିର୍ଦ୍ଦେଶ ଦବେ। ସହେି ସ୍ଥାନ ତାଙ୍କର ବିଶ୍ରାମ ସ୍ଥାନ ହବେ ଓ ଗୌରବନ୍ବିତ ହବେ।