ଯୋହନଲିଖିତ ସୁସମାଚାର 8:38 in Oriya

ଓଡିଆ ଓଡିଆ ବାଇବେଲ ଯୋହନଲିଖିତ ସୁସମାଚାର ଯୋହନଲିଖିତ ସୁସମାଚାର 8 ଯୋହନଲିଖିତ ସୁସମାଚାର 8:38

John 8:38
ମାେତେ ପରମପିତା ଯାହା ଦଖାଇେଛନ୍ତି, ତାହା ମୁଁ ତୁମ୍ଭକୁ କହୁଛି। କିନ୍ତୁ ତୁମ୍ଭମାନେେ ତୁମ୍ଭ ପିତା ଯାହା କହିଛନ୍ତି ତାହା କରୁଛ।

John 8:37John 8John 8:39

John 8:38 in Other Translations

King James Version (KJV)
I speak that which I have seen with my Father: and ye do that which ye have seen with your father.

American Standard Version (ASV)
I speak the things which I have seen with `my' Father: and ye also do the things which ye heard from `your' father.

Bible in Basic English (BBE)
I say the things which I have seen in my Father's house: and you do the things which come to you from your father's house.

Darby English Bible (DBY)
I speak what I have seen with my Father, and ye then do what ye have seen with your father.

World English Bible (WEB)
I say the things which I have seen with my Father; and you also do the things which you have seen with your father."

Young's Literal Translation (YLT)
I -- that which I have seen with my Father do speak, and ye, therefore, that which ye have seen with your father -- ye do.'

I
ἐγὼegōay-GOH
speak
hooh
have
I
which
that
ἑώρακαheōrakaay-OH-ra-ka
seen
παρὰparapa-RA
with
τῷtoh
my
πατρὶpatripa-TREE
Father:
μου,moumoo
and
λαλῶ·lalōla-LOH
ye
καὶkaikay
do
ὑμεῖςhymeisyoo-MEES

οὖνounoon
that
which
hooh
seen
have
ye
ἑωράκατεheōrakateay-oh-RA-ka-tay
with
παρὰparapa-RA
your
τῷtoh
father.
πατρὶpatripa-TREE
ὑμῶνhymōnyoo-MONE
ποιεῖτεpoieitepoo-EE-tay

Cross Reference

ଯୋହନଲିଖିତ ସୁସମାଚାର 8:44
ଶୟତାନ ହେଉଛି ତୁମ୍ଭର ପିତା। ତୁମ୍ଭେ ତାହାର ଅଟ। ତୁମ୍ଭେ ତାର ଇଚ୍ଛା ଅନୁସାରେ କାର୍ୟ୍ଯ କରୁଛ। ପ୍ରଥମରୁ ସେ ଜଣେ ଖୁନି। ସେ ସର୍ବଦା ସତ୍ଯର ବିରୁଦ୍ଧ। ତା' ଭିତ ରେ କୌଣସି ସତ୍ଯତା ନାହିଁ। ସେ ତାର ସ୍ବଭାବରୁ ମିଛୁଆ। ସେ ମିଥ୍ଯାବାଦୀ, ସେ ମିଥ୍ଯାର ଜନ୍ମଦାତା।

ଯୋହନଲିଖିତ ସୁସମାଚାର 8:41
ତୁମ୍ଭେ ସବୁ ତୁମ୍ଭର ନିଜ ପିତା କରିଥିବା କାର୍ୟ୍ଯ ଗୁଡିକ କରୁଛ।

ଯୋହନଲିଖିତ ସୁସମାଚାର 5:19
କିନ୍ତୁ ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ପୁତ୍ର ଏକାକୀ କିଛି କରିପାରନ୍ତି ନାହିଁ। ଯାହା ତାହାଙ୍କ ପିତା କରୁଥିବା ପୁତ୍ର ଦେଖନ୍ତି, ସେ ତାହାହିଁ କରନ୍ତି କାରଣ ପିତା ଯାହା କରନ୍ତି ପୁତ୍ର ମଧ୍ଯ ସହେିସବୁ କରନ୍ତି।

ଯୋହନଲିଖିତ ସୁସମାଚାର 14:24
କିନ୍ତୁ ଯେଉଁ ଲୋକ ମାେତେ ପ୍ ରମେ କରେ ନାହିଁ, ସେ ମାରେ ଉପଦେଶ ମାନେ ନାହିଁ। ମାଠାରୁେ ଯେଉଁ ଉପଦେଶ ତୁମ୍ଭେ ଶୁଣୁଛ, ତାହା ପ୍ରକୃତ ରେ ମାରେ ନୁହେଁ। ଏହା ମାେତେ ପଠାଇ ଥିବା ପରମପିତାଙ୍କର।

ଯୋହନଲିଖିତ ସୁସମାଚାର 14:10
ତୁମ୍ଭେ କ'ଣ ପ୍ରକୃତ ରେ ବିଶ୍ବାସ କର ଯେ, ମୁଁ ପରମପିତାଙ୍କଠା ରେ ଓ ପରମପିତା ମାଠାେ ରେ ଅଛନ୍ତି? ମୁଁ ତୁମ୍ଭକୁ ଯାହା ଯାହା କହିଛି ତାହା ମାଠାରୁେ ଆସି ନାହିଁ। ପରମପିତେ ମାେ ଭିତ ରେ ଅଛନ୍ତି ଓ ସେ ତାହାଙ୍କ କାର୍ୟ୍ଯ କରୁଛନ୍ତି।

ଯୋହନଲିଖିତ ସୁସମାଚାର 5:30
ମୁଁ ଏକୁଟିଆ କିଛି କରିପାରିବି ନାହିଁ। ମୁଁ କବଳେ ପରମେଶ୍ବରଙ୍କ କହିବା ଅନୁସାରେ ବିଚାର କରେ। ତେଣୁ ମାରେ ବିଚାର ଠିକ୍, କାରଣ ମୁଁ ନିଜକୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରେ ନାହିଁ। କିନ୍ତୁ ପରମେଶ୍ବରଙ୍କୁ ସନ୍ତୁଷ୍ଟ କରିବା ପାଇଁ ମୁଁ ଇଚ୍ଛା କରେ, ୟିଏ ମାେତେ ପଠାଇଛନ୍ତି।

ଯୋହନଲିଖିତ ସୁସମାଚାର 3:32
ସେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ସହେି ବିଷୟ ରେ କୁହନ୍ତି। କିନ୍ତୁ ସେ କହିଥିବା କଥା ସବୁ ଲୋକେ ଗ୍ରହଣ କରନ୍ତି ନାହିଁ।

ଯୋହନଙ୍କ ପ୍ରଥମ ପତ୍ର 3:8
ଶୟତାନ ଆରମ୍ଭରୁ ପାପ କରି ଆସୁଅଛି। ଯେଉଁ ଲୋକ ପାପ କରେ, ସେ ଶୟତାନର ଅଟେ। ତେଣୁ ଶୟତାନର ପାପ କାମକୁ ଧ୍ବଂସ କରିବା ପାଇଁ ପରମେଶ୍ବରଙ୍କର ପୁତ୍ର ଏହି ସଂସାରକୁ ଆସିଛନ୍ତି।

ଯୋହନଲିଖିତ ସୁସମାଚାର 12:49
ଏହାର କାରଣ ହେଉଛି, ମୁଁ ଯାହା ଶିକ୍ଷା ଦଇେଛି ତାହା ମାରେ ନୁହେଁ। ମାରେ ପ୍ ରରଣକେର୍ତ୍ତା ପରମପିତା ମାେତେ କ'ଣ କହିବାକୁ ଓ କ'ଣ ଉପଦେଶ ଦବୋକୁ ପଡିବ ତାହା କହିଛନ୍ତି।

ଯୋହନଲିଖିତ ସୁସମାଚାର 8:26
ମାରେ ତୁମ୍ଭ ବିଷୟ ରେ ଅନକେ କିଛି କହିବାକୁ ଅଛି। ମୁଁ ତୁମ୍ଭର ବିଚାର କରିପା ରେ, କିନ୍ତୁ ମାରେ ପ୍ ରରଣକେର୍ତ୍ତା ମାେତେ ଯାହା କହି ପଠାଇଛନ୍ତି, ମୁଁ ପୃଥିବୀର ଲୋକମାନଙ୍କୁ ତାହା କହୁଛି ଏବଂ ସେ ସତ୍ଯ କହନ୍ତି।

ଯୋହନଲିଖିତ ସୁସମାଚାର 17:8
ମାେତେ ତୁମ୍ଭେ ଯେଉଁ ଉପଦେଶ ଦଇେଥିଲ, ମୁଁ ସହେି ଉପଦେଶ ଏହି ଲୋକଙ୍କୁ ଦଇେଛି। ସମାନେେ ତାହା ଗ୍ରହଣ କରିଛନ୍ତି। ସମାନେେ ଜାଣି ପାରିଲେ ଯେ, ମୁଁ ପ୍ରକୃତ ରେ ତୁମ୍ଭଠାରୁ ଆସିଛି ଓ ତୁମ୍ଭେ ମାେତେ ପଠାଇଛ ବୋଲି ସମାନେେ ବିଶ୍ବାସ କରିଛନ୍ତି।

ମାଥିଉଲିଖିତ ସୁସମାଚାର 3:7
ଅନକେ ଫାରୂଶୀ ଓ ସାଦ୍ଦୂକୀ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିବା ସ୍ଥାନକୁ ଆସିଲେ। ସମାନଙ୍କେୁ ଦେଖି ଯୋହନ କହିଲେ, ହେ କାଳସର୍ପ ଗଣା ତୁମ୍ଭେ ପ୍ରଭୁଙ୍କ ଆଗାମୀ କୋର୍ଧରୁ ପଳାୟନ କରିବା ପାଇଁ ତୁମ୍ଭକୁ କିଏ ଚତାବେନୀ ଦଲୋ?