Lamentations 3:15
ସଦାପ୍ରଭୁ ମାେତେ ତିକ୍ତତା ରେ ପୂର୍ଣ୍ଣ କରିଅଛନ୍ତି ଓ ନାଗ ବିଷ ରେ ମାେତେ ଭରି ଦଇେଅଛନ୍ତି।
Lamentations 3:15 in Other Translations
King James Version (KJV)
He hath filled me with bitterness, he hath made me drunken with wormwood.
American Standard Version (ASV)
He hath filled me with bitterness, he hath sated me with wormwood.
Bible in Basic English (BBE)
He has made my life nothing but pain, he has given me the bitter root in full measure.
Darby English Bible (DBY)
He hath sated me with bitterness, he hath made me drunk with wormwood.
World English Bible (WEB)
He has filled me with bitterness, he has sated me with wormwood.
Young's Literal Translation (YLT)
He hath filled me with bitter things, He hath filled me `with' wormwood.
| He hath filled | הִשְׂבִּיעַ֥נִי | hiśbîʿanî | hees-bee-AH-nee |
| me with bitterness, | בַמְּרוֹרִ֖ים | bammĕrôrîm | va-meh-roh-REEM |
| drunken me made hath he | הִרְוַ֥נִי | hirwanî | heer-VA-nee |
| with wormwood. | לַעֲנָֽה׃ | laʿănâ | la-uh-NA |
Cross Reference
ଯିରିମିୟ 9:15
ତେଣୁ ଇଶ୍ରାୟେଲର ପରମେଶ୍ବର ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ସମାନଙ୍କେୁ ତିକ୍ତ ଭୋଜନ କରାଇବା ଓ ବିଷବୃକ୍ଷର ରସ ସମାନଙ୍କେୁ ପାନ କରିବାକୁ ଦବୋ।
ରୂତର ବିବରଣ 1:20
କିନ୍ତୁ ବନୟମୀ ସହେି ଲୋକମାନଙ୍କୁ କହିଲେ, ମାେତେ ନୟମୀ ବୋଲି ଡାକ ନାହିଁ, ମାେତେ ମାରା ବୋଲି ଡାକ। ଯହେିତକ୍ସ୍ଟ ସର୍ବଶକ୍ତିମାନ ପରମେଶ୍ବର ମାରେ ଜୀବନକକ୍ସ୍ଟ ଦକ୍ସ୍ଟଃଖପୂର୍ଣ କରିଅଛନ୍ତି।
ଆୟୁବ ପୁସ୍ତକ 9:18
ପରମେଶ୍ବର ମାେତେ ପୁନର୍ବାର ନିଶ୍ବାସ ନବୋକୁ ଦବେେ ନାହିଁ, କିନ୍ତୁ ଅଧିକ କଷ୍ଟ ଦବେେ।
ଗୀତସଂହିତା 60:3
ତୁମ୍ଭେ ଆପଣା ଲୋକମାନଙ୍କୁ ବହୁତ ସମସ୍ଯା ଦଇେଛ। ଆମ୍ଭେ ମଦ୍ଯପ ପରି ଟଳମଳ ହେଉଛୁ ଓ ପଡ଼ୁଛୁ।
ଯିଶାଇୟ 51:17
ହେ ୟିରୁଶାଲମ, ଉଠ, ଜାଗ, ଛିଡ଼ାହୁଅ, କାରଣ ସଦାପ୍ରଭୁ ତୁମ୍ଭ ଉପ ରେ କୋପ କରିଛନ୍ତି। ତେଣୁ ସେ ତୁମ୍ଭକୁ ଦଣ୍ଡ ଦଇେଛନ୍ତି। ସେ ଦଣ୍ଡ ଏକ ମଦପାତ୍ର ସଦୃଶ ଓ ତୁମ୍ଭେ ତାହା ପାନ କରିଛି। ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ କୋପରୂପ ପାନପାତ୍ର ନଇେ ତାହାକୁ ଶଷେ କରିଅଛ।
ଯିରିମିୟ 23:15
ତେଣୁ ସୈନ୍ଯାଧିପତି ସଦାପ୍ରଭୁ ଭବିଷ୍ଯଦବକ୍ତାମାନଙ୍କ ବିଷଯ ରେ ଏହା କହନ୍ତି, ଆମ୍ଭେ ସମାନଙ୍କେୁ ବିଷାକ୍ତ ଖାଦ୍ୟ ଭୋଜନ କରାଇବା ଓ ବିଷ ବୃକ୍ଷର ରସ ପାନ କରାଇବା। କାରଣ ୟିରୁଶାଲମର ଭବିଷ୍ଯଦବକ୍ତାମାନଙ୍କଠାରୁ ପାଷାଣ୍ଡତା ଦେଶ ସାରା ବ୍ଯାପିୟାଇଛି।
ଯିରିମିୟ 25:15
ଇଶ୍ରାୟେଲର ପରମେଶ୍ବର, ସଦାପ୍ରଭୁ ଏହା ମାେତେ କହିଲେ, ହେ ଯିରିମିୟ, ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କୋରଧରୂପକ ଦ୍ରାକ୍ଷାରସର ପାତ୍ର ନିଅ ଓ ଆମ୍ଭେ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀ ନିକଟକୁ ପଠାଉଅଛୁ, ସମାନଙ୍କେୁ ତାହା ପାନ କରାଅ।
ଯିରିମିୟ 25:27
ପୁଣି ଇଶ୍ରାୟେଲର ପରମେଶ୍ବର, ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ' ହେ ଯିରିମିୟ, ତୁମ୍ଭେ ସମାନଙ୍କେୁ କହିବ, ତୁମ୍ଭମାନେେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ଯରୁ ଖଡ୍ଗ ପଠାଇବା, ତେଣୁ ତୁମ୍ଭମାନେେ ପତିତ ହାଇେ ଆଉ ଉଠ ନାହିଁ।'
ଯିରିମିୟଙ୍କ ବିଳାପ 3:19
ହେ ସଦାପ୍ରଭୁ, ମାରେ ଦୁଃଖ, ଦୁର୍ଗତି ସ୍ମରଣ କର। ତାହା ନାଗଦଅଣା ଓ ବିଷ ସ୍ବରୂପ।