Matthew 23:37
ୟିରୁଶାଲମ! ରେ ୟିରୁଶାଲମ! ତୁ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କରିଛୁ। ପରମେଶ୍ବର ଯେଉଁମାନଙ୍କୁ ତୋ ପାଖକୁ ପଠାଇଥିଲେ, ତୁ ସମାନଙ୍କେୁ ପଥର ଫୋପାଡ଼ି ହତ୍ଯା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାୟ୍ଯ କରିବାକୁ ଇଚ୍ଛା କରିଥିଲା। ଯଭେଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସହେିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନକେ ଥର ଚ଼ାହିଁଥିଲି। କିନ୍ତୁ ତୁ ମାେତେ ତାହା କରଇେ ଦଲେୁନାହିଁ।
Matthew 23:37 in Other Translations
King James Version (KJV)
O Jerusalem, Jerusalem, thou that killest the prophets, and stonest them which are sent unto thee, how often would I have gathered thy children together, even as a hen gathereth her chickens under her wings, and ye would not!
American Standard Version (ASV)
O Jerusalem, Jerusalem, that killeth the prophets, and stoneth them that are sent unto her! how often would I have gathered thy children together, even as a hen gathereth her chickens under her wings, and ye would not!
Bible in Basic English (BBE)
O Jerusalem, Jerusalem, putting to death the prophets, and stoning those who are sent to her! Again and again would I have taken your children to myself as a bird takes her young ones under her wings, and you would not!
Darby English Bible (DBY)
Jerusalem, Jerusalem, [the city] that kills the prophets and stones those that are sent unto her, how often would I have gathered thy children as a hen gathers her chickens under her wings, and ye would not!
World English Bible (WEB)
"Jerusalem, Jerusalem, who kills the prophets, and stones those who are sent to her! How often would I have gathered your children together, even as a hen gathers her chickens under her wings, and you would not!
Young's Literal Translation (YLT)
`Jerusalem, Jerusalem, that art killing the prophets, and stoning those sent unto thee, how often did I will to gather thy children together, as a hen doth gather her own chickens under the wings, and ye did not will.
| O Jerusalem, | Ἰερουσαλὴμ | ierousalēm | ee-ay-roo-sa-LAME |
| Jerusalem, | Ἰερουσαλήμ, | ierousalēm | ee-ay-roo-sa-LAME |
| thou | ἡ | hē | ay |
| killest that | ἀποκτείνουσα | apokteinousa | ah-poke-TEE-noo-sa |
| the | τοὺς | tous | toos |
| prophets, | προφήτας | prophētas | proh-FAY-tahs |
| and | καὶ | kai | kay |
| stonest | λιθοβολοῦσα | lithobolousa | lee-thoh-voh-LOO-sa |
| τοὺς | tous | toos | |
| them which are sent | ἀπεσταλμένους | apestalmenous | ah-pay-stahl-MAY-noos |
| unto | πρὸς | pros | prose |
| thee, | αὐτήν, | autēn | af-TANE |
| how often | ποσάκις | posakis | poh-SA-kees |
| would | ἠθέλησα | ēthelēsa | ay-THAY-lay-sa |
| gathered have I | ἐπισυναγαγεῖν | episynagagein | ay-pee-syoo-na-ga-GEEN |
| thy | τὰ | ta | ta |
| τέκνα | tekna | TAY-kna | |
| children | σου | sou | soo |
| even together, | ὃν | hon | one |
| as | τρόπον | tropon | TROH-pone |
| a hen | ἐπισυνάγει | episynagei | ay-pee-syoo-NA-gee |
| gathereth | ὄρνις | ornis | ORE-nees |
| her | τὰ | ta | ta |
| νοσσία | nossia | nose-SEE-ah | |
| chickens | ἑαυτῆς | heautēs | ay-af-TASE |
| under | ὑπὸ | hypo | yoo-POH |
| her | τὰς | tas | tahs |
| wings, | πτέρυγας | pterygas | PTAY-ryoo-gahs |
| and | καὶ | kai | kay |
| ye would | οὐκ | ouk | ook |
| not! | ἠθελήσατε | ēthelēsate | ay-thay-LAY-sa-tay |
Cross Reference
ଦିତୀୟ ବିବରଣ 32:11
ସଦାପ୍ରଭୁ ହେଉଛନ୍ତି ଇଶ୍ରାୟେଲର ଉକ୍ରୋଶ ପକ୍ଷୀପରି। ଉକ୍ରୋଶପକ୍ଷୀ ତା'ର ଛକ୍ସ୍ଟଆମାନଙ୍କୁ ବସ୍ତାରକ୍ସ୍ଟ ପଲେି ଦିଏ ସମାନଙ୍କେୁ ଉଡି ଶିଖିବା ପାଇଁ, ସମାନେେ ଯେତବେେଳେ ପଡିୟାନ୍ତି ସେ ତା'ର ଡଣୋ ମଲୋକରି ଉଡିୟାଏ ତାକକ୍ସ୍ଟ ଧରିବା ପାଇଁ। ଏବଂ ତା'ର ନିରାପତ୍ତା ପାଇଁ ସେ ତା'ର ଡଣୋ ମଧ୍ଯକକ୍ସ୍ଟ ଟାଣିନିଏ। ସଦାପ୍ରଭୁ ହେଉଛନ୍ତି ସହେିପରି।
ମାଥିଉଲିଖିତ ସୁସମାଚାର 5:12
ତେଣୁ ଖୁସି ହାଇେ ଆନନ୍ଦ କର। କାରଣ ସ୍ବର୍ଗ ରେ ତୁମ୍ଭମାନେେ ଏକ ମହତ୍ ପୁରସ୍କାର ପାଇବ। ତାମ୍ଭର ପୂର୍ବବର୍ତ୍ତୀ ଭବିଷ୍ଯଦ୍ବକ୍ତାମାନଙ୍କୁ ମଧ୍ଯ ଲୋକମାନେ ଏହି ଭଳି ଯାତନା ଦଇେଥିଲେ।
ରୂତର ବିବରଣ 2:12
ସଦାପ୍ରଭୁ ତୁମ୍ଭକୁ ତୁମ୍ଭର ଏହି ଭଲକାମ ପାଇଁ ପକ୍ସ୍ଟରସ୍କାର ଦବେେ। ତୁମ୍ଭକୁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ପୂର୍ଣ ମାତ୍ରା ରେ ପକ୍ସ୍ଟରସ୍କୃତ କରନ୍ତକ୍ସ୍ଟ। ତୁମ୍ଭେ ନିରାପତ୍ତା ପାଇଁ ସଦାପ୍ରଭୁଙ୍କ ପାଖକକ୍ସ୍ଟ ଫରେିଆସିଲ ଏବଂ ସେ ତକ୍ସ୍ଟମ୍ଭଙ୍କକ୍ସ୍ଟ ରକ୍ଷା କରିବେ।
ନିହିମିୟା 9:26
ତଥାପି ସମାନେେ ଅନାଜ୍ଞାବହ ହେଲେ। ସମାନେେ ତୁମ୍ଭ ବିରୁଦ୍ଧ ରେ ଦ୍ରୋହାଚରଣ କଲେ। ସମାନେେ ତୁମ୍ଭର ବ୍ଯବସ୍ଥା ନିଜ ପଛକୁ ପକାଇଲେ। ସମାନେେ ତୁମ୍ଭର ଯେଉଁ ଭବିଷ୍ଯଦ୍ବକ୍ତାମାନେ ତୁମ୍ଭ ପାଖକୁ ଫରେି ଆସିବା ପାଇଁ ୟୁକ୍ତି କଲେ, ସମାନଙ୍କେୁ ହତ୍ଯା କଲେ ସମାନେେ ସହେି ଯାଜକମାନଙ୍କ ପ୍ରତି ବହୁତ ନିନ୍ଦନୀଯ କାର୍ୟ୍ଯ କଲେ।
ଲୂକଲିଖିତ ସୁସମାଚାର 13:34
ୟିରୂଶାଲମ! ହେ ୟିରୂଶାଲମ! ତୁମ୍ଭେ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କରୁଛ। ଯେଉଁ ଲୋକମାନଙ୍କୁ ପରମେଶ୍ବର ତୁମ୍ଭ ପାଖକୁ ପଠାଇଥିଲେ, ତୁମ୍ଭେ ତାହାଙ୍କୁ ପଥର ଫୋପାଡି ମାରି ଦଇେଛ। ମୁଁ ଅନକେ ଥର ତୁମ୍ଭ ଲୋକମାନଙ୍କୁ ସାହାୟ୍ଯ କରିବାକୁ ଚାହିଁଛି। ଗୋଟିଏ କୁକୁଡା ତାର ପକ୍ଷତଳେ କୁକୁଡାଛୁଆମାନଙ୍କୁ ଏକାଠି କରିବାଭଳି ମୁଁ ତୁମ୍ଭମାନଙ୍କ ଲୋକମାନଙ୍କୁ ଏକାଠି କରିବାକୁ ଚାହିଁଥିଲି। କିନ୍ତୁ ତୁମ୍ଭମାନେେ ମାେତେ ତାହା କରଇେ ଦଲନୋହିଁ।
ଯିରିମିୟ 6:16
ପୁଣି ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଛକସ୍ଥାନ ରେ ଛିଡ଼ା ହାଇେ ଦେଖ, ଆଉ ପୁରାତନ ପଥ ବିଷଯ ରେ ପ୍ରଚାର କରି କୁହ, ଉତ୍ତମ ପଥ କାହିଁ ? ଆଉ ସହେି ପଥରେ ଗମନ କର, ତାହା ହେଲେ ତୁମ୍ଭମାନେେ ନିଜ ନିଜ ପ୍ରାଣ ରେ ବିଶ୍ରାମ ପାଇବ। ମାତ୍ର ସମାନେେ କହିଲେ, 'ଆମ୍ଭମାନେେ ସେ ପଥରେ ଗମନ କରିବୁ ନାହିଁ।'
ଗୀତସଂହିତା 63:7
ପ୍ରକୃତରେ ତୁମ୍ଭେ ମାେତେ ସାହାୟ୍ଯ କଲ। ମୁଁ ତୁମ୍ଭର ପକ୍ଷ ତଳେ ଆଶ୍ରଯ ନଇେ ଆନନ୍ଦରେ ଗାନ କରିବି।
ଲୂକଲିଖିତ ସୁସମାଚାର 14:17
ଖାଇବା ସମୟ ହବୋରୁ ସେ ଅତିଥିମାନଙ୍କ ପାଖକୁ ଏହି କଥା କହିବା ପାଇଁ ନିଜ ଚାକରକୁ ପଠାଇଲେ: 'ଆସନ୍ତୁ, ଭୋଜନ ପ୍ରସ୍ତୁତି ହାଇେ ଗଲାଣି।'
ମାର୍କଲିଖିତ ସୁସମାଚାର 12:3
କିନ୍ତୁ କୃଷକମାନେ ଚାକରଟିକୁ ଧରି ପ୍ରହାର କଲେ ଓ ତାକୁ କିଛି ନଦଇେ ଘଉଡଇେ ଦେଲେ।
ମାଥିଉଲିଖିତ ସୁସମାଚାର 23:30
ଏବଂ ତୁମ୍ଭମାନେେ କହୁଛ ଯେ 'ଆମ୍ଭେ ଯଦି ଆମ୍ଭ ପୂର୍ବପୁରୁଷଙ୍କ ସମକାଳୀନ ହାଇେଥାଆନ୍ତୁ, ତବେେ ଏହି ଭବିଷ୍ଯଦ୍ବକ୍ତାମାନଙ୍କୁ ମାରି ଦବୋ ପାଇଁ ଆମ୍ଭେ କବେେ ହେଲେ ସାହାୟ୍ଯ କରି ନଥାନ୍ତୁ।'
ମାଥିଉଲିଖିତ ସୁସମାଚାର 22:6
ଆଉ କେତକେ ଲୋକ ଚ଼ାକରମାନଙ୍କୁ ଧରି ନଇେ ପିଟାପିଟି କଲେ ଓ ସମାନଙ୍କେୁ ମାରି ଦେଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7:51
ସ୍ତିଫାନ କହିଲେ, ହେ ଯିହୂଦୀ ଲୋକମାନେ, ତୁମ୍ଭମାନେେ କଡ଼େେ ଜିଦ୍ଖୋର! ତୁମ୍ଭମାନଙ୍କର ହୃଦୟ ପରମେଶ୍ବରଙ୍କର ନୁହେଁ। ତୁମ୍ଭମାନେେ ତାହାଙ୍କ କଥା ଶୁଣିବାକୁ ମନା କରୁଛ। ତୁମ୍ଭମାନେେ ସର୍ବଦା ପବିତ୍ର ଆତ୍ମାଙ୍କର ବି ରୋଧ କରିଛ। ତୁମ୍ଭମାନେେ ସବୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପରି ହେଉଛ।
ମାଥିଉଲିଖିତ ସୁସମାଚାର 22:3
ରାଜା କେତକେ ଲୋକଙ୍କୁ ବିବାହ ଭୋଜିକୁ ନିମନ୍ତ୍ରଣ କଲେ। ସବୁ ପ୍ରସ୍ତୁତ ହାଇେ ସାରିବା ପରେ ରାଜା ସହେି ଅତିଥିମାନଙ୍କୁ ଡ଼ାକିବାକୁ ଗ୍ଭକରମାନଙ୍କୁ ପଠାଇଲେ। କିନ୍ତୁ ସମାନେେ ରାଜାଙ୍କ ଭୋଜିକୁ ଆସିବାକୁ ମନା କରି ଦେଲେ।
ଲୂକଲିଖିତ ସୁସମାଚାର 15:28
ଏହା ଶୁଣି ବଡ ପୁଅ ଭୀଷଣ ରାଗିଗଲା। ସେ ଭିତ ରେ ପ୍ରବେଶ କରିବା ପାଇଁ ଇଚ୍ଛା କଲାନାହିଁ। ତେଣୁ ତା' ବାପା ବଡ ପୁଅକୁ ଭିତରକୁ ଡାକିବା ପାଇଁ ବାହାରି ଆସିଲେ।
ଲୂକଲିଖିତ ସୁସମାଚାର 19:14
ସହେି ବ୍ଯକ୍ତିଙ୍କୁ ସେ ରାଜ୍ଯର ନାଗରିକମାନେ ଘୃଣା କରୁଥିଲେ। ତେଣୁ ସମାନେେ ତାହାଙ୍କ ପଛ ରେ ଦଳେ ଲୋକଙ୍କୁ ସଠାେକୁ ପଠାଇଲେ। ସଠାେକୁ ଯାଇ ଏହି ଦଳର ଲୋକମାନେ କହିଲେ, 'ଆମ୍ଭେ ଚାହୁଁନା ଯେ, ସହେି ବ୍ଯକ୍ତି ଆମ୍ଭମାନଙ୍କର ରାଜା ହୁଅନ୍ତୁ।'
ଲୂକଲିଖିତ ସୁସମାଚାର 20:11
ତେଣୁ ଲୋକଟି ଆଉ ଜଣେ ଚାକରକୁ ପଠାଇଲା। କୃଷକମାନେ ଏହି ଲୋକଟିକୁ ମାଡ ମାରିଲେ ଓ ତାପ୍ରତି ଅସମ୍ମାନ ବ୍ଯବହାର କଲେ। ସମାନେେ ତାକୁ ମଧ୍ଯ କିଛି ନଦଇେ ପଠଇେ ଦେଲେ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:15
ସେ ଯିହୂଦୀମାନେ ପ୍ରଭୁ ଯୀଶୁଙ୍କୁ ମାରି ଦେଲେ। ସମାନେେ ଭବିଷ୍ଯଦ୍ ବକ୍ତାମାନଙ୍କୁ ମଧ୍ଯ ମାରି ଦେଲେ। ସହେି ଯିହୂଦୀମାନେ ଆମ୍ଭକୁ ସହେି ଅଞ୍ଚଳ ଛାଡ଼ିବା ପାଇଁ ବାଧ୍ଯ କଲେ। ପରମେଶ୍ବର ସମାନଙ୍କେଠା ରେ ସନ୍ତୁଷ୍ଟ ନୁହଁନ୍ତି। ସମାନେେ ସମଗ୍ର ମାନବ ଜାତିର ବିରୋଧୀ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:7
ସମାନଙ୍କେର ସାକ୍ଷ୍ଯ ଦବୋ ସମୟ ସରିୟିବା ପରେ ସହେି ପଶୁ ସମାନଙ୍କେ ବିରୁଦ୍ଧ ରେ ୟୁଦ୍ଧ କରିବ। ପାତାଳର ଅତଳ ଗର୍ଭରୁ ଉପରକୁ ଆସୁଥିବା ପଶୁ ସମାନଙ୍କେ ବିରୁଦ୍ଧ ରେ ୟୁଦ୍ଧ କରିବ। ସେ ସମାନଙ୍କେୁ ପରାସ୍ତ କରି ହତ୍ଯା କରିବ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17:6
ମୁଁ ସହେି ସ୍ତ୍ରୀ ଲୋକକୁ ପରମେଶ୍ବରଙ୍କର ପବିତ୍ର ଲୋକଙ୍କର ରକ୍ତ ଓ ଯୀଶୁଙ୍କ ବିଷୟ ରେ ସମାନଙ୍କେର ସାକ୍ଷ୍ଯ ଦଇେଥିବା ଲୋକମାନଙ୍କର ରକ୍ତ ପିଇଥିବାର ଦେଖିଲି।
ଗୀତସଂହିତା 81:8
ହେ ଆମ୍ଭର ଲୋକମାନେ, ଆମ୍ଭର କଥା ଶୁଣ। ଆମ୍ଭେ ତୁମ୍ଭକୁ ସତର୍କ କରୁଛୁ। ହେ ଇଶ୍ରାୟେଲ, ଆମ୍ଭର କଥା ଶୁଣ !
ମାଥିଉଲିଖିତ ସୁସମାଚାର 21:35
କିନ୍ତୁ କୃଷକମାନେ ଚ଼ାକରମାନଙ୍କୁ ଧରି, ତାହାଙ୍କ ଭିତରୁ ଜଣକୁ ପିଟିଲେ. ସମାନେେ ଜଣକ ପରେ ଜଣେ ଚ଼ାକରକୁ ପଥର ରେ ମାରି ମାରି ମାରିପକାଇଲେ।
ଯିଖରିୟ 1:4
ସଦାପ୍ରଭୁ ପୁଣି କହିଲେ, ତୁମ୍ଭମାନେେ ତୁମ୍ଭ ପୂର୍ବପୁରୁଷଗଣଙ୍କ ପରି ବ୍ଯବହାର କର ନାହିଁ। ପୂର୍ବ ଭବିଷ୍ଯଦ୍ବକ୍ତାଗଣ ସମାନଙ୍କେୁ କହିଛନ୍ତି, 'ସର୍ବଶକ୍ତିମାନ ସଦାପ୍ରଭୁ ଇଚ୍ଛା କରନ୍ତି ତୁମ୍ଭମାନେେ ଡୀବନଧାରଣର କୁପଥ ବଦଳାଅ ଓ କୁକର୍ମରୁ ନିବୃତ୍ତ ହୁଅ।' କିନ୍ତୁ ତୁମ୍ଭର ସହେି ପୂର୍ବପୁରୁଷଗଣ ଆମ୍ଭେ ବାକ୍ଯ ଶୁଣିଲେ ନାହିଁ। ସଦାପ୍ରଭୁ ଏହିସବୁ କହନ୍ତି।
ଯିରିମିୟ 2:30
ଆମ୍ଭେ ବୃଥା ରେ ତୁମ୍ଭ ସନ୍ତାନଗଣଙ୍କୁ ଦଣ୍ଡ ଦଇେଅଛୁ। ମାତ୍ର ଏହାର ଫଳ କିଛି ହେଲା ନାହିଁ। କାରଣ ତୁମ୍ଭମାନେେ ଠିକ୍ ବାଟକୁ ଫରେିଲ ନାହିଁ। ତୁମ୍ଭମାନେେ ତୁମ୍ଭ ଖଡ୍ଗ ରେ ତୁମ୍ଭର ଭବିଷ୍ଯଦବକ୍ତାଗଣଙ୍କୁ ହତ୍ଯା କରିଅଛ। ଆଉ ଭୟଙ୍କର ସିଂହ ତୁଲ୍ଯ ସମାନଙ୍କେୁ ଗ୍ରାସ କରିଅଛ।
ଯିଶାଇୟ 50:2
ଆମ୍ଭେ ଆସିଲା ବେଳେ କାହିଁକି କହେି ଉପସ୍ଥିତ ନ ଥିଲ ? ଆମ୍ଭେ ଡ଼ାକିଲା ବେଳେ କହେି ଉତ୍ତର ଦବୋକୁ କାହିଁକି ନ ଥିଲ ? ଆମ୍ଭର ହସ୍ତ କ'ଣ େଛାଟ ଯେ ତାହା ମୁକ୍ତ କରିପାରିବ ନାହିଁ ? କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ'ଣ ପରାକ୍ରମ ନାହିଁ ? ଦେଖ, ଆମ୍ଭର ଆଦେଶ ରେ ସମୁଦ୍ର ଶୁଖିୟାଇପା ରେ ଓ ନଦନଦୀକୁ ପ୍ରାନ୍ତର କରିଦଇେ ପାରୁ। ସେଥି ରେ ଥିବା ମତ୍ସ୍ଯ ଜଳ ଅଭାବରୁ ତୃଷାର୍ତ୍ତ ହାଇେ ମରିଯିବେ ଓ ଦୁର୍ଗନ୍ଧ ହବେ।
ହିତୋପଦେଶ 1:24
କିନ୍ତୁ ତୁମ୍ଭମାନେେ ମାରେ ଶିକ୍ଷା ଶୁଣିବାକୁ ନାସ୍ତି କଲ। ମୁଁ ତୁମ୍ଭକୁ ସାହାୟ୍ଯ କରିବାକୁ ଚେଷ୍ଟା କଲି। ମୁଁ ହାତ ବଢ଼ାଇଲି କିନ୍ତୁ ତୁମ୍ଭମାନେେ ମାରେ ସାହାୟ୍ଯ ଗ୍ରହଣ କରିବାକୁ ମନାକଲ।
ଗୀତସଂହିତା 91:4
ତୁମ୍ଭେ ପରମେଶ୍ବରଙ୍କ ନିକୟକୁ ସୁରକ୍ଷା ନିମନ୍ତେ ୟାଇପାରିବ। ପକ୍ଷୀ ତା'ର ଛୁଆମାନଙ୍କ ଉପରେ ଡ଼ଣୋ ମଲୋଇ ରଖିଲା ଭଳି ସେ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭର ରକ୍ଷାକାରୀ ଢ଼ାଲ ଓ ପ୍ରାଚୀର ଦୁର୍ଗ ସ୍ବରୂପ ହବେେ।
ଗୀତସଂହିତା 57:1
ହେ ପରମେଶ୍ବର, ମାେ ଉପରେ ଦୟାକର। ମାେ ଉପରେ ଦୟାକର, କାରଣ ମୁଁ ସୁରକ୍ଷା ପାଇଁ ତୁମ୍ଭ ନିକଟକୁ ଆସେ। ବିପଦ ବହିୟିବା ପର୍ୟ୍ଯନ୍ତ ମୁଁ ତୁମ୍ଭ ପକ୍ଷର ଛାଯାରେ ଶରଣ ନବୋକୁ ଆସିଛି।
ଗୀତସଂହିତା 36:7
ତୁମ୍ଭର ପ୍ରମେ ଓ କରୁଣାଠାରୁ କିଛି ଅଧିକ ମୂଲ୍ଯବାନ ବସ୍ତୁ ନାହିଁ। ଲୋକମାନେ ଓ ସ୍ବର୍ଗଦୂତମାନେ ତୁମ୍ଭ ନିକଟକୁ ଉଦ୍ଧାର ପାଇବା ପାଇଁ ଆସନ୍ତି।
ଗୀତସଂହିତା 17:8
ମାେତେ ତୁମ୍ଭେ ଆପଣା ଚକ୍ଷୁର ପିତୁଳା ଭଳି ରକ୍ଷା କର, ଓ ତୁମ୍ଭର ବାହୁଛାଯା ତଳେ ଲୁଚାଇ ରଖ।
ଦିତୀୟ ବଂଶାବଳୀ 36:15
ସଦାପ୍ରଭୁ, ସୋମନଙ୍କ ପୂର୍ବପୁରୁଷମାନଙ୍କର ପରମେଶ୍ବର, ତାଙ୍କର ଲୋକମାନଙ୍କୁ ଚତାବେନୀ ଦବୋ ନିମନ୍ତେ ଦୂତମାନଙ୍କୁ ବାରମ୍ବାର ପଠାଇଲେ। ସଦାପ୍ରଭୁ ତାଙ୍କର ମନ୍ଦିର ଓ ଏହି ଲୋକମାନଙ୍କ ନିମନ୍ତେ ଦୁଃଖ ଅନୁଭବ କରିବାରୁ ଏହି ପ୍ରକାର କଲେ।
ଯିରିମିୟ 4:14
ହେ ୟିରୁଶାଲମ ନିବାସୀଗଣ ! ଉଦ୍ଧାର ପାଇବା ନିମନ୍ତେ ନିଜ ନିଜ ହୃଦଯରୁ ଅମଙ୍ଗଳକୁ ଧୋଇ ଦିଅ। ହୃଦଯକୁ ନିର୍ମଳ ଓ ପବିତ୍ର କର, ଆଉ ମନ୍ଦ କଳ୍ପନା ତୁମ୍ଭମାନଙ୍କ ମଧିଅରେ ସ୍ଥାନ ଦିଅ ନାହିଁ।
ଯିରିମିୟ 6:8
ହେ ୟିରୁଶାଲମ, ଆମ୍ଭର ଶିକ୍ଷା ଗ୍ରହଣ କର। ତୁମ୍ଭେ ଯଦି ଆମ୍ଭ କଥା ନ ଶୁଣ, ତବେେ ଆମ୍ଭେ ବିରକ୍ତି ରେ ତୁମ୍ଭ ପାଖରୁ ଦୂ ରଇେ ୟିବା। ଆମ୍ଭେ ତୁମ୍ଭର ଦେଶକୁ ଏକ ମରୁଭୂମି ଓ ଜନଶୂନ୍ଯ ରେ ପରିଣତ କରିବା।
ହୋଶେୟ 11:7
ଆମ୍ଭର ଲୋକମାନେ ଆମ୍ଭ ନିକଟକୁ ଫରେିବାକୁ ଆଶା କରନ୍ତି। ସମାନେେ ଉର୍ଦ୍ଧ୍ବକୁ ଡାକିବେ। କିନ୍ତୁ କହେି ସମାନଙ୍କେୁ ସାହାୟ୍ଯ କରିବେ ନାହିଁ।
ହୋଶେୟ 11:2
କିନ୍ତୁ ଇଶ୍ରାୟେଲକୁ ଯେତେ ଅଧିକ ନିଜର କଲୁ ଇଶ୍ରାୟେଲ େସତେ ଅଧିକ ଆମ୍ଭଠାରୁ ଦୂ ରଇଗେଲା। ଇଶ୍ରାୟେଲୀୟମାନେ ବାଲ୍ଦବଗେଣଙ୍କ ଉଦେଶ୍ଯ ରେ ବଳି ଦେଲେ। ସମାନେେ ପ୍ରତିମା ନିକଟରେ ଧୂପ ଦେଲେ।
ଯିରିମିୟ 44:4
ତଥାପି ଆମ୍ଭେ ଆମ୍ଭର ଦାସ ଭବିଷ୍ଯଦବକ୍ତାମାନଙ୍କୁ ବାରମ୍ବାର ତୁମ୍ଭମାନଙ୍କ ନିକଟକୁ ପଠାଇଲୁ। ଆଉ ତୁମ୍ଭମାନଙ୍କୁ ଜଣାଇଲୁ, 'ତୁମ୍ଭମାନେେ ଏହି ଘୃଣ୍ଯ କର୍ମ କର ନାହିଁ, ଆମ୍ଭେ ତାହା ଘୃଣା କରୁ।'
ଯିରିମିୟ 42:9
ତୁମ୍ଭମାନେେ ମାେତେ ଯେଉଁ ସଦାପ୍ରଭୁଙ୍କ ନିକଟକୁ ନିବଦନେ କରିବାକୁ ପଠାଇଥିଲ, ସହେି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି,
ଯିରିମିୟ 35:15
ଆଉ ମଧ୍ଯ ଆମ୍ଭେ ଆମ୍ଭର ସମସ୍ତ ଦାସ ଓ ଭବିଷ୍ଯଦବକ୍ତାଗଣଙ୍କୁ ତୁମ୍ଭ ନିକଟକୁ ପଠାଇଅଛୁ। ଆଉ ସମାନେେ ତୁମ୍ଭମାନଙ୍କୁ ବାରମ୍ବାର କହି ଅଛନ୍ତି, 'ତୁମ୍ଭମାନେେ ନିଜ ନିଜ କୁପଥରୁ ନିବୃତ୍ତ ହୁଅ, ନିଜ ନିଜ ଆଚରଣ ସଂ ଶାଧେନ କର ଓ ଅନ୍ୟ ଦବଗେଣର ସବୋ କରି ସମାନଙ୍କେୁ ଅନୁସରଣ କର ନାହିଁ। ତାହା ହେଲେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭେ ଯେଉଁ ଦେଶ ଦଇେଅଛୁ ତହିଁରେ ତୁମ୍ଭମାନେେ ବାସ କରିବ।' ମାତ୍ର ତୁମ୍ଭମାନେେ ତାହା କର୍ଣ୍ଣପାତ କରି ନାହଁ କିଅବା ଆମ୍ଭ ବାକ୍ଯ ରେ ଅବଧାନ କରି ନାହଁ।
ଯିରିମିୟ 26:23
ତହୁଁ ସମାନେେ ଉରିଯକୁ ମିଶରରୁ ଆଣି ଯିହାୟୋଦାରକୀମ୍ ନିକଟରେ ଉପସ୍ଥିତ କରାଇଲେ। ରାଜାଙ୍କ ଆଦେଶ ରେ ଉରିଯକୁ ଖଡ୍ଗ ରେ ବଧ କରାଗଲା ଓ ଦରିଦ୍ର ଲୋକମାନଙ୍କ କବର ସ୍ଥାନ ରେ ତାହାର ଶବ ପକାଗଲା।
ଯିରିମିୟ 25:3
ଆମାନରେ ପୁତ୍ର ଯିହୁଦାର ରାଜା ଯୋଶିୟଯର ଅଧିକାରର ତ୍ରଯୋଦଶ ବର୍ଷଠାରୁ ଆଜି ପର୍ୟ୍ଯନ୍ତ ଏହି ତଇେଶ ବର୍ଷକାଳ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହାଇେଅଛି। ଆଉ ମୁଁ ପ୍ରତ୍ଯୁଷରୁ ଉଠି ତାହା ତୁମ୍ଭମାନଙ୍କୁ କହିଅଛି ମାତ୍ର ତୁମ୍ଭମାନେେ ତାହା ଶୁଣି ନାହିଁ।
ଯିରିମିୟ 11:7
ମୁଁ ଯେଉଁଦିନଠାରୁ ତୁମ୍ଭ ପୂର୍ବପୁରୁଷମାନଙ୍କୁ ମିଶରରୁ ଆଣିଲି, ସବେଠାରୁେ ମୁଁ ବାରମ୍ବାର ସମାନଙ୍କେୁ ସାବଧାନ କରାଇଥିଲି ଏବଂ ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଛି ଶୁଣ।
ଦିତୀୟ ବଂଶାବଳୀ 24:21
କିନ୍ତୁ ଲୋକମାନେ ଜିଖରିଯଙ୍କ ବିରୁଦ୍ଧ ରେ ମନ୍ତ୍ରଣା କଲେ । ଜିଖରିଯଙ୍କୁ ବଧ କରିବା ନିମନ୍ତେ ରାଜା ଆଦେଶ ଦେଲେ, ତେଣୁ ମୃତ୍ଯୁ ହବୋ ପର୍ୟ୍ଯନ୍ତ ସମାନେେ ତାଙ୍କ ଆଡ଼କୁ ପଥର ଫୋପାଡ଼ିଲେ। ସଦାପ୍ରଭୁଙ୍କର ମନ୍ଦିର ପ୍ରାଙ୍ଗଣ ମଧିଅରେ ଲୋକମାନେ ଏହା କଲେ।