ମୀଖା 3:2 in Oriya

ଓଡିଆ ଓଡିଆ ବାଇବେଲ ମୀଖା ମୀଖା 3 ମୀଖା 3:2

Micah 3:2
କିନ୍ତୁ ତୁମ୍ଭମାନେେ ସୁକର୍ମକୁ ଘୃଣାକରି ଦୁଷ୍କର୍ମକୁ ଭଲ ପାଉଛ। ଆଉ ମଧ୍ଯ ଲୋକମାଙ୍କ ଶରୀରରୁ ଚର୍ମ ବିଦୀର୍ଣ୍ଣ କରିଛ ଏବଂ ସମାନଙ୍କେର ଅସ୍ଥିରୁ ମାଂସ କାଢି ନଇେଛ।

Micah 3:1Micah 3Micah 3:3

Micah 3:2 in Other Translations

King James Version (KJV)
Who hate the good, and love the evil; who pluck off their skin from off them, and their flesh from off their bones;

American Standard Version (ASV)
ye who hate the good, and love the evil; who pluck off their skin from off them, and their flesh from off their bones;

Bible in Basic English (BBE)
You who are haters of good and lovers of evil, pulling off their skin from them and their flesh from their bones;

Darby English Bible (DBY)
Ye who hate the good, and love evil; who pluck off their skin from them, and their flesh from off their bones;

World English Bible (WEB)
You who hate the good, And love the evil; Who tear off their skin, And their flesh from off their bones;

Young's Literal Translation (YLT)
Ye who are hating good, and loving evil, Taking violently their skin from off them, And their flesh from off their bones,

Who
hate
שֹׂ֥נְאֵיśōnĕʾêSOH-neh-ay
the
good,
ט֖וֹבṭôbtove
and
love
וְאֹ֣הֲבֵיwĕʾōhăbêveh-OH-huh-vay
evil;
the
רָ֑עהrāʿra
who
pluck
off
גֹּזְלֵ֤יgōzĕlêɡoh-zeh-LAY
skin
their
עוֹרָם֙ʿôrāmoh-RAHM
from
off
מֵֽעֲלֵיהֶ֔םmēʿălêhemmay-uh-lay-HEM
flesh
their
and
them,
וּשְׁאֵרָ֖םûšĕʾērāmoo-sheh-ay-RAHM
from
off
מֵעַ֥לmēʿalmay-AL
their
bones;
עַצְמוֹתָֽם׃ʿaṣmôtāmats-moh-TAHM

Cross Reference

ଯିହିଜିକଲ 22:27
ତା'ର ଅଧିପତିଗଣ ଗଧିଆ ସଦୃଶ ପ୍ରାଣୀମାନଙ୍କୁ ବିଦୀର୍ଣ୍ଣ କଲାପରି ଅନ୍ଯାଯ ଲାଭର ଚେଷ୍ଟା ରେ ରକ୍ତପାଦ କରି ପ୍ରାଣୀମାନଙ୍କୁ ବିନାଶ କରନ୍ତି।

ଗୀତସଂହିତା 53:4
ପରମେଶ୍ବର କହନ୍ତି, ଦୁଷ୍ଟମାନେ କିଛି ବୁଝନ୍ତି ନାହିଁ ? ଅଧର୍ମାଚାରୀମାନେ ଖାଦ୍ୟଗ୍ରାସ କଲାପରି ମାେ ଲୋକମାନଙ୍କୁ ଗ୍ରାସ କରୁଛନ୍ତି ଏବଂ ସମାନେେ ମାେତେ ପ୍ରାର୍ଥନା କରନ୍ତି ନାହିଁ।

ଯିହିଜିକଲ 34:3
ତୁମ୍ଭମାନେେ କ୍ଷୀର ପିଉଅଛ, ପଶମକୁ ପରିଧାନ କରୁଅଛି। ତୁମ୍ଭମାନେେ ସହେି ହୃଷ୍ଟପୁଷ୍ଟ ପଶୁମାନଙ୍କୁ ହତ୍ଯା କର କିନ୍ତୁ ତୁମ୍ଭେ ପଲର ୟନ୍ତ୍ର ନେଉ ନାହିଁ।

ଯୋହନଲିଖିତ ସୁସମାଚାର 15:18
ଯଦି ତୁମ୍ଭକୁ ଜଗତ ଘୃଣା କରେ, ତବେେ ମନରେଖ, ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବରୁ ଜଗତ ମାେତେ ଘୃଣା କରିଛି।

ଯୋହନଲିଖିତ ସୁସମାଚାର 15:23
ମାେତେ ଘୃଣା କରୁଥିବା ବ୍ଯକ୍ତି ମାରେପରମପିତାଙ୍କୁ ମଧ୍ଯ ଘୃଣା କରେ। ମୁଁ ଯେଉଁ ଆଶ୍ଚର୍ୟ୍ଯକାର୍ୟ୍ଯ ସେ ଲୋକମାନଙ୍କ ମଧିଅରେ କରିଛି, ତାହା କୌଣସି ଲୋକ କବେେ କରିନାହିଁ।

ଯୋହନଲିଖିତ ସୁସମାଚାର 18:40
ମାତ୍ର ଯିହୂଦୀମାନେ ଚିତ୍କାର କଲେ, ନା, ଏ ଲୋକକୁ ନୁହେଁ। ବାରବ୍ବାକୁ ମୁକ୍ତି ଦିଅ। ଏହି ବାରବ୍ବା ଜଣେ ଡକାୟତ ଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:51
ସ୍ତିଫାନ କହିଲେ, ହେ ଯିହୂଦୀ ଲୋକମାନେ, ତୁମ୍ଭମାନେେ କଡ଼େେ ଜିଦ୍ଖୋର! ତୁମ୍ଭମାନଙ୍କର ହୃଦୟ ପରମେଶ୍ବରଙ୍କର ନୁହେଁ। ତୁମ୍ଭମାନେେ ତାହାଙ୍କ କଥା ଶୁଣିବାକୁ ମନା କରୁଛ। ତୁମ୍ଭମାନେେ ସର୍ବଦା ପବିତ୍ର ଆତ୍ମାଙ୍କର ବି ରୋଧ କରିଛ। ତୁମ୍ଭମାନେେ ସବୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପରି ହେଉଛ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:32
ସମାନେେ ପରମେଶ୍ବରଙ୍କ ବ୍ଯବସ୍ଥା ଜାଣନ୍ତି। ସମାନେେ ଜାଣନ୍ତି ଯେ ପରମେଶ୍ବରଙ୍କ ବ୍ଯବସ୍ଥା କୁ ହେ, ଯେଉଁ ଲୋକ ଏହି ଭଳି ଜୀବନ ଯାପନ କରୁଛି, ସେ ମରିବା ଉଚ଼ିତ। କିନ୍ତୁ ସମାନେେ ଏହି ମନ୍ଦକାର୍ୟ୍ଯ ଗୁଡ଼ିକ କରି ଚ଼ାଲନ୍ତି। ଯେଉଁ ଲୋକମାନେ ଏହିଭଳି କାମ କରନ୍ତି, ସମାନଙ୍କେୁ ମଧ୍ଯ ସମାନେେ ସମର୍ଥନ କରନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:9
ତୁମ୍ଭର ପ୍ ରମେ ନିଷ୍କପଟ ହେଉ। ମନ୍ଦକୁ ଘୃଣା କର।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:3
ଅନ୍ୟମାନଙ୍କ ଲାଗି ପ୍ ରମେଭାବ ରଖିବେ ନାହିଁ। ସମାନେେ ଲୋକମାନଙ୍କୁ କ୍ଷମା ଦବୋ ପାଇଁ ମନା କରିବେ ଓ ଅନ୍ୟମାନଙ୍କ ବିଷୟ ରେ ଖରାପ କଥା କହିବେ। ଆତ୍ମସଂୟମୀ ହବେେ ନାହିଁ। ସମାନେେ କୋରଧୀ ଓ ହୀନମନା ହବେେ ଓ ଉତ୍ତମ ବିଷୟଗୁଡ଼ିକୁ ଘୃଣା କରିବେ।

ଯୋହନଲିଖିତ ସୁସମାଚାର 7:7
ସଂସାର ତୁମ୍ଭକୁ ଘୃଣା କରି ପାରିବ ନାହିଁ। ସଂସାର ମାେତେ ଘୃଣା କରେ, କାରଣ ମୁଁ ଜଗତର ଲୋକମାନଙ୍କୁ ସମାନଙ୍କେର କାର୍ୟ୍ଯଗୁଡିକ ମନ୍ଦ ବୋଲି କ ହେ।

ଲୂକଲିଖିତ ସୁସମାଚାର 19:14
ସହେି ବ୍ଯକ୍ତିଙ୍କୁ ସେ ରାଜ୍ଯର ନାଗରିକମାନେ ଘୃଣା କରୁଥିଲେ। ତେଣୁ ସମାନେେ ତାହାଙ୍କ ପଛ ରେ ଦଳେ ଲୋକଙ୍କୁ ସଠାେକୁ ପଠାଇଲେ। ସଠାେକୁ ଯାଇ ଏହି ଦଳର ଲୋକମାନେ କହିଲେ, 'ଆମ୍ଭେ ଚାହୁଁନା ଯେ, ସହେି ବ୍ଯକ୍ତି ଆମ୍ଭମାନଙ୍କର ରାଜା ହୁଅନ୍ତୁ।'

ଯିଖରିୟ 11:4
ସଦାପ୍ରଭୁ ମାରେ ପରମେଶ୍ବର କହନ୍ତି, ଏହି ବଧ ହବୋକୁ ଥିବା ମଷେପଲର ଯତ୍ନ ନିଅ।

ପ୍ରଥମ ରାଜାବଳୀ 22:6
ତେଣୁ ଆହାବ୍ 400 ଭବିଷ୍ଯଦ୍ବକ୍ତାଙ୍କୁ ଡକାଇ ଏକତ୍ରୀତ କଲେ ଓ ସମାନଙ୍କେୁ ପଚାରିଲେ, ମୁଁ ରାମାେତ୍-ଗିଲିଯଦ ବିରୁଦ୍ଧ ରେ ପ୍ରଥମେ ୟୁଦ୍ଧ କରିବାକୁ ୟିବା ଉଚିତ୍ କି, ଏଥିରୁ କ୍ଷାନ୍ତ ହବୋ ଉଚିତ୍?

ଦିତୀୟ ବଂଶାବଳୀ 19:2
ଦ୍ରଷ୍ଟା ଯହେୂ ଯିହାଶାଫେଟ୍ଙ୍କୁ ଭଟେିବାକୁ ଗଲେ। ଯହେୂଙ୍କର ପିତାଙ୍କର ନାମ ହନାନି ଥିଲା। ଯହେୂ ରାଜା ଯିହାଶାଫେଟ୍କୁ କହିଲେ, ତୁମ୍ଭେ କାହିଁକି ଦୁଷ୍ଟ ଲୋକମାନଙ୍କୁ ସାହାୟ୍ଯ କଲ ? ସଦାପ୍ରଭୁ ଯେଉଁ ଲୋକମାନଙ୍କୁ ଘୃଣା କରନ୍ତି, ତୁମ୍ଭେ କାହିଁକି ସହେି ଲୋକମାନଙ୍କୁ ପ୍ ରମେ କଲ ? ସେଥିନିମନ୍ତେ ସଦାପ୍ରଭୁ ତୁମ୍ଭ ଉପରେ କୋର୍ଧ କରିଅଛନ୍ତି।

ଗୀତସଂହିତା 15:4
ଯେଉଁ ବ୍ଯକ୍ତି ପରମେଶ୍ବରଙ୍କୁ ଘୃଣା କରେ ଓ ସମ୍ମାନ କରେ ନାହିଁ, କିନ୍ତୁ ସହେି ବ୍ଯକ୍ତି ଯେଉଁମାନେ ସଦାପ୍ରଭୁଙ୍କ ସବୋ କରୁଥିବା ଲୋକମାନଙ୍କୁ ସମ୍ମାନ ଦଖାେଏ। ୟଦି ସେ କୌଣସି ପ୍ରତିଶ୍ରୁତି ନିଜ ପଡ଼ୋଶୀକୁ ଦଇେଥାଏ ତବେେ ସହେି ପ୍ରତିଶ୍ରୁତିକୁ ପାଳନ କରେ।

ଗୀତସଂହିତା 139:21
ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ମୁଁ ସହେି ଲୋକମାନଙ୍କୁ ଘୃଣା କରେ। ଯେଉଁମାନେ ତୁମ୍ଭ ବିରୁଦ୍ଧରେ ୟାଆନ୍ତି, ସହେି ଲୋକମାନେ ମାରେ ଶତ୍ରୁ।

ହିତୋପଦେଶ 28:4
ବ୍ଯବସ୍ଥା ତ୍ଯାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି। ମାତ୍ର ଆଜ୍ଞାପାଳିକା ଲୋକମାନେ ସମାନଙ୍କେୁ ବିରୋଧ କରନ୍ତି।

ଯିଶାଇୟ 3:15
ତୁମ୍ଭମାନେେ କେଉଁ ଅଧିକାର ରେ ମାରେ ଲୋକମାନଙ୍କୁ ଅତ୍ଯାଚାର କଲ ? କେଉଁ ଅଧିକାର ରେ ଦରିଦ୍ରମାନଙ୍କର ମୁଖକୁ ଘଷି ମଳିନ କଲ ?' ମାରେ ପ୍ରଭୁ, ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।

ଆମୋଷ 5:10
ସହରର ଫାଟକରେ ତୁମ୍ଭେ ଭବିଷ୍ଯତବକ୍ତା ଦ୍ବାରା ଉଚ୍ଛନ୍ନ ହବୋକୁ ଘୃଣା କର। ତୁମ୍ଭେ ସଚ୍ଚୋଟ ବାକ୍ଯକୁ ମଧ୍ଯ ଘୃଣା କର।

ଆମୋଷ 8:4
ମାେ କଥା ଶୁଣ! ହେ ଦେଶର ଦରିଦ୍ରମାନଙ୍କୁ ବିନଷ୍ଟ କରୁଥିବା ଓ ଅସହାୟମାନଙ୍କୁ ଦଳି ଦେଉଥିବା ଲୋକମାନେ,

ସିଫନିୟ 3:3
ୟିରୁଶାଲମର ନେତାମାନେ ଗର୍ଜିଲା ସିଂହ ପରି ଓ ତା'ର ବିଗ୍ଭରକମାନେ ସମତଳ ଭୂମିର ଭୋକିଲା ଗଧିଆ ପରି। ସମାନେେ ସକାଳକୁ କିଛି ରଖନ୍ତି ନାହିଁ।

ପ୍ରଥମ ରାଜାବଳୀ 21:20
ଏଲିଯ ଆହାବ୍ଙ୍କ ନିକଟକୁ ଗଲେ, ଆହାବ୍ ଏଲିଯଙ୍କୁ କହିଲେ, ତୁମ୍ଭେ ପୁଣି ମାେତେ ଦଖାେ ଦଲେ, ତୁମ୍ଭେ ସର୍ବଦା ମାରେ ବିରୁଦ୍ଧ ରେ ରହିଛ।