ହିତୋପଦେଶ 15:20 in Oriya

ଓଡିଆ ଓଡିଆ ବାଇବେଲ ହିତୋପଦେଶ ହିତୋପଦେଶ 15 ହିତୋପଦେଶ 15:20

Proverbs 15:20
ଜ୍ଞାନୀ ପୁତ୍ର ପିତାର ଆହ୍ଲାଦ ଜନ୍ମାଏ, ମାତ୍ର ମୂର୍ଖ ପୁତ୍ର ଆପଣା ମାତାକୁ ତୁଚ୍ଛ କରେ।

Proverbs 15:19Proverbs 15Proverbs 15:21

Proverbs 15:20 in Other Translations

King James Version (KJV)
A wise son maketh a glad father: but a foolish man despiseth his mother.

American Standard Version (ASV)
A wise son maketh a glad father; But a foolish man despiseth his mother.

Bible in Basic English (BBE)
A wise son makes a glad father, but a foolish man has no respect for his mother.

Darby English Bible (DBY)
A wise son maketh a glad father; but a foolish man despiseth his mother.

World English Bible (WEB)
A wise son makes a father glad, But a foolish man despises his mother.

Young's Literal Translation (YLT)
A wise son rejoiceth a father. And a foolish man is despising his mother.

A
wise
בֵּ֣ןbēnbane
son
חָ֭כָםḥākomHA-home
maketh
a
glad
יְשַׂמַּחyĕśammaḥyeh-sa-MAHK
father:
אָ֑בʾābav
foolish
a
but
וּכְסִ֥ילûkĕsîloo-heh-SEEL
man
אָ֝דָ֗םʾādāmAH-DAHM
despiseth
בּוֹזֶ֥הbôzeboh-ZEH
his
mother.
אִמּֽוֹ׃ʾimmôee-moh

Cross Reference

ହିତୋପଦେଶ 29:3
ଯେଉଁ ପୁତ୍ର ଜ୍ଞାନକୁ ସ୍ନହେ କରେ, ସେ ଆପଣା ପିତାକୁ ଖୁସି ରେଖ। ମାତ୍ର ଯେ ବେଶ୍ଯାମାନଙ୍କଠା ରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ।

ହିତୋପଦେଶ 10:1
ଏଗୁଡ଼ିକ ହେଉଛି ଶଲୋମନଙ୍କ ହିତାପଦେେଶ। ଜ୍ଞାନୀ ପୁତ୍ର ପିତାକୁ ଆନନ୍ଦିତ କରେ। କିନ୍ତୁ ମୂର୍ଖ ପୁତ୍ର ତା'ର ମାତାର ଦୁଃଖ ବଢ଼ାଏ।

ହିତୋପଦେଶ 30:17
ଯେଉଁ ବ୍ଯକ୍ତି ତା'ର ପିତାଙ୍କୁ ପରିହାସ କରେ ଓ ତା'ର ମାତାଙ୍କୁ ସମ୍ମାନ କରେ ନାହିଁ, ସେ ଦଣ୍ଡିତ ହବେ। ଏହିପରି ତା ପାଇଁ ହବେ। ତା'ର ଚକ୍ଷୁକୁ ଶାଗୁଣାମାନେ ତାଢ଼ି ପକାଇବେ, ଡ଼ାମରାକାଉମାନେ ସଗେୁଡ଼ିକୁ ଖାଇଯିବେ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:22
ତୁମ୍ଭମାନେେ ଜାଣିଛ ଯେ ତୀମଥି କି ପ୍ରକାରର ଲୋକ। ପୁତ୍ର ଯେପରି ପିତାର ସବୋ କରେ, ସହେିପରି ସେ ମାେ ସହିତ ସୁସମାଚାର କହିବା ସମୟରେ ମାରେ ସବୋ କରିଛନ୍ତି ; ଏକଥା ତୁମ୍ଭମାନେେ ଜାଣ।

ହିତୋପଦେଶ 23:22
ତୁମ୍ଭର ଜନ୍ମଦାତା ପିତାର କଥା ଶୁଣ, ପିତାମାତା ବୃଦ୍ଧା ହେଲେ ତାହାକୁ ତୁଚ୍ଛ କର ନାହିଁ।

ହିତୋପଦେଶ 23:15
ହେ ମାରେ ପୁତ୍ର, ତୁମ୍ଭର ମନ ଜ୍ଞାନୀ ହେଲେ, ମାରେ ବିଶଷେ ରେ ମାରେ ମନ ହୃଷ୍ଟ ହବେ।

ପ୍ରଥମ ରାଜାବଳୀ 5:7
ଯେତବେେଳେ ହୀରମ ଏହିକଥା ଶୁଣିଲେ ସେ ଅତ୍ଯନ୍ତ ଆନନ୍ଦିତ ହେଲେ ଓ କହିଲେ, ମୁଁ ସଦାପ୍ରଭୁଙ୍କୁ ଧନ୍ଯବାଦ ଦେଉଛି, ଯେ ସେ ମହାନ ଦେଶ ଉପରେ ଶାସନ କରିବାକୁ ଦାଉଦଙ୍କୁ ଏକ ଜ୍ଞାନବାନ୍ ପୁତ୍ର ଦଇେଛନ୍ତି।

ପ୍ରଥମ ରାଜାବଳୀ 2:9
ବର୍ତ୍ତମାନ ତୁମ୍ଭେ ତାକୁ ବିନା ଶାସ୍ତି ରେ ଛାଡ ନାହିଁ। ତୁମ୍ଭେ ତ ଜଣେ ଜ୍ଞାନୀ ଲୋକ। ତା'ପ୍ରତି ତୁମ୍ଭର କର୍ତ୍ତବ୍ଯ କ'ଣ ତୁମ୍ଭେ ଜାଣ। ତାକୁ ବାର୍ଦ୍ଧକ୍ଯ ରେ ଶାନ୍ତି ରେ ମରିବାକୁ ଦବେ ନାହିଁ।

ପ୍ରଥମ ରାଜାବଳୀ 1:48
ରାଜା କହିଲେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କୁ ପ୍ରଶଂସା କର, ସେ ଆଜି ମାରେ ସିଂହାସନ ରେ ମାରେ ପୁତ୍ରମାନଙ୍କ ମଧ୍ଯରୁ ଜଣଙ୍କୁ ବସାଇଲେ, ଏହା ଦେଖିବା ପାଇଁ ସେ ମାେତେ ଜୀବିତ ରଖିଲେ।

ଲେବୀୟ ପୁସ୍ତକ 19:3
ତୁମ୍ଭମାନେେ ପ୍ରେତ୍ୟକକ ନିଜ ନିଜ ପିତା ମାତାଙ୍କୁ ଭୟ ଓ ସମ୍ମାନ କରିବ। ଏବଂ ମାରେବିଶ୍ରାମ ଦିନ ପାଳନ କରିବ, କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ।

ଯାତ୍ରା ପୁସ୍ତକ 20:12
ତୁମ୍ଭେ ଆପଣା ପିତା ଓ ମାତାଙ୍କୁ ସମ୍ମାନ କର। ଏହିପରି କର ୟଦ୍ବାରା ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭକୁ ଯେଉଁ ଦେଶ ଦବେେ ସହେି ଦେଶ ରେ ତୁମ୍ଭର ଦୀର୍ଘ ପରମାଯୁ ହବେ।