ଗୀତସଂହିତା 45
1 ସୁନ୍ଦର ଭାବନାସବୁ ମାରେ ମନକୁ ଭରିଦିଏ, ୟବେେ ଏହିସବୁ ପଦଗୁଡ଼ିକ ରାଜାଙ୍କ ପାଇଁ କ ହେ। ଏହି ଶବ୍ଦଗୁଡ଼ିକ ମାେ ଜିହ୍ବାରେ ପ୍ରବାହିତ ହାଇେଥାଏ। ନିପୂଣ ଲେଖକର କଲମରୁ ଆସିଲା ପରି।
2 ତୁମ୍ଭେ ଅନ୍ୟମାନଙ୍କଠାରୁ ଅଧିକ ସୁନ୍ଦର ଅଟ, ଏବଂ ତୁମ୍ଭେ ଏପରି ସୁଖଦାୟକ କଥା କୁହ, ସେଥିପାଇଁ ପରମେଶ୍ବର ତୁମ୍ଭକୁ ସର୍ବଦା ଆଶୀର୍ବାଦ କରିବେ।
3 ହେ ବୀର ତୁମ୍ଭର ଖଡ୍ଗ ଧାରଣ କର, ତୁମ୍ଭର ଶରୀରରେ ମହିମା ମଣ୍ଡିତ ପୋଷାକ ଶାେଭା ପାଉ।
4 ତୁମ୍ଭେ ଆଶ୍ଚର୍ୟ୍ଯ ଦିଶୁଛ। ୟାଅ ନ୍ଯାଯ ଓ ଧର୍ମପାଇଁ ୟୁଦ୍ଧରେ ବିଜଯୀ ହୁଅ। ତୁମ୍ଭର ଶକ୍ତିଶାଳୀ ଦକ୍ଷିଣ ବାହୁ ଅଦ୍ଭୁତ କାର୍ୟ୍ଯ କରିବାକୁ ପ୍ରଶିକ୍ଷିତ।
5 ତୁମ୍ଭର ଶକ୍ତିଶାଳୀ ମୁନିଆ ତୀର ଶତ୍ରୁର ବକ୍ଷସ୍ଥଳ ଭଦେ କରିବାକୁ ସମର୍ଥ ଲୋକମାନେ ତୁମ୍ଭ ସମ୍ମୁଖରେ ଧୂଳିରେ ଲୋଟି ଯିବେ।
6 ପରମେଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାଯୀ ବିରାଜମାନ କରିବ। ତୁମ୍ଭର ଉତ୍ତମତା ତୁମ୍ଭକୁ ଶାସନ କରିବାର କ୍ଷମତା ଦିଏ।
7 ତୁମ୍ଭେ ଧାର୍ମିକକୁ ଭଲ ପାଅ ଓ ଦୁଷ୍ଟକୁ ଘୃଣା କର। ପରମେଶ୍ବର ତୁମ୍ଭର ବନ୍ଧୁମାନଙ୍କ ମଧ୍ଯରୁ ତୁମ୍ଭକୁ ରାଜ ହବୋକୁ ମନୋନୀତ କଲେ।
8 ତୁମ୍ଭର ପୋଷାକରୁ ଉତ୍ତମ ସୁଗନ୍ଧିୟୁକ୍ତ ଅଗୁରୁ ଡ଼ାଲଚିନି ମସଲାର ବାସନା ଭାସି ଆସୁଛି। ଏହି ପ୍ରାସାଦ ହାତୀ ଦାନ୍ତରେ ସୁଶୋଭିତ ଓ ସେ ଭିତରୁ ଉତ୍ତମ ସଙ୍ଗୀତ ତୁମ୍ଭର ମନୋରଞ୍ଜନ ସକାଶେ ଗୁଞ୍ଜରିତ ହେଉଛି।
9 ତୁମ୍ଭ ବିବାହରେ ୟୋଗ ଦଇେଥିବା ସ୍ତ୍ରୀ ଲୋକମାନେ ରାଜକୁମାରୀ ଅଟନ୍ତି। ରାଜକୁମାରୀମାନେ ତୁମ୍ଭର ବଧୂ, ତୁମ୍ଭର ଦକ୍ଷିଣ ପାଶର୍ବରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଓ ପୋଷାକ ପିନ୍ଧି ଛିଡ଼ା ହାଇେଛନ୍ତି।
10 ହେ ରାଜକୁମାରୀ, ଶୁଣ। ୟଦି ତୁମ୍ଭେ ମନଦଇେ ଶୁଣ ସବୁ ବୁଝିପାରିବ ଓ ତୁମ୍ଭର ପରିବାରକୁ ଭୁଲିୟାଅ।
11 ତୁମ୍ଭର ସୌନ୍ଦର୍ୟ୍ଯରେ ରାଜା ମୁଗ୍ଦ ହବେେ। ସେ ତୁମ୍ଭର ନୂତନ ପତି ହବେେ, ତଣେୁ ତୁମ୍ଭେ ସମାନଙ୍କେୁ ପ୍ରଣାମ କରିବା ଉଚିତ୍।
12 ସୋର ଦେଶର ଧନଶାଳୀ ବ୍ଯକ୍ତିମାନେ ତୁମ୍ଭକୁ ଉପହାର ଦବୋକୁ ଉପସ୍ଥିତ ହବେେ। ସମାନେେ ତୁମ୍ଭର ପକ୍ଷପାତ ଲୋଡ଼ିବେ।
13 ତା'ର ସମସ୍ତ ମହିମାରେ, ମୁକ୍ତା ସୁବର୍ଣ୍ଣରେ ଖଚିତ ହବୋପରି ରାଜକୁମାରୀ ତାଙ୍କର ବସ୍ତ୍ରରେ ଦଖାୟୋନ୍ତି।
14 ସୌନ୍ଦର୍ୟ୍ଯରେ ମଣ୍ଡିତ ହାଇେ ସେ ରାଜାଙ୍କ ନିକଟକୁ ଆଗଇେ ୟାଏ ତା'ର ସଖିମାନେ ତା' ପଛରେ ଅନୁସରଣ କରନ୍ତି।
15 ସମାନେେ ଆନନ୍ଦ ଉଲ୍ଲାସରେ ଆସିବେ। ସମାନେେ ଆନନ୍ଦ ଉଲ୍ଲାସ ମଧ୍ୟରେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ।
16 ସମାନଙ୍କେର ପୂର୍ବପୁରୁଷଗଣଙ୍କ ପରି ତୁମ୍ଭର ପୁତ୍ରଗଣ ରାଜା ହବେେ। ସାରା ଦେଶରେ ତୁମ୍ଭେ ସମାନଙ୍କେୁ ଶାସନ କରିବ।
17 ତୁମ୍ଭେ ପୁରୁଷାନୁକ୍ରମେ ବିଖ୍ଯାତ ହବେ। ଲୋକମାନେ ଅନନ୍ତକାଳାବଧି ତୁମ୍ଭକୁ ପ୍ରଶଂସା କରିବେ।
1 To the chief Musician upon Shoshannim, for the sons of Korah, Maschil, A Song of loves.
2 My heart is inditing a good matter: I speak of the things which I have made touching the king: my tongue is the pen of a ready writer.
3 Thou art fairer than the children of men: grace is poured into thy lips: therefore God hath blessed thee for ever.
4 Gird thy sword upon thy thigh, O most mighty, with thy glory and thy majesty.
5 And in thy majesty ride prosperously because of truth and meekness and righteousness; and thy right hand shall teach thee terrible things.
6 Thine arrows are sharp in the heart of the king’s enemies; whereby the people fall under thee.
7 Thy throne, O God, is for ever and ever: the sceptre of thy kingdom is a right sceptre.
8 Thou lovest righteousness, and hatest wickedness: therefore God, thy God, hath anointed thee with the oil of gladness above thy fellows.
9 All thy garments smell of myrrh, and aloes, and cassia, out of the ivory palaces, whereby they have made thee glad.
10 Kings’ daughters were among thy honourable women: upon thy right hand did stand the queen in gold of Ophir.
11 Hearken, O daughter, and consider, and incline thine ear; forget also thine own people, and thy father’s house;
12 So shall the king greatly desire thy beauty: for he is thy Lord; and worship thou him.
13 And the daughter of Tyre shall be there with a gift; even the rich among the people shall intreat thy favour.
14 The king’s daughter is all glorious within: her clothing is of wrought gold.
15 She shall be brought unto the king in raiment of needlework: the virgins her companions that follow her shall be brought unto thee.
16 With gladness and rejoicing shall they be brought: they shall enter into the king’s palace.
17 Instead of thy fathers shall be thy children, whom thou mayest make princes in all the earth.
18 I will make thy name to be remembered in all generations: therefore shall the people praise thee for ever and ever.
Psalm 45 in Tamil and English
0
To the chief Musician upon Shoshannim, for the sons of Korah, Maschil, A Song of loves.
1 ସୁନ୍ଦର ଭାବନାସବୁ ମାରେ ମନକୁ ଭରିଦିଏ, ୟବେେ ଏହିସବୁ ପଦଗୁଡ଼ିକ ରାଜାଙ୍କ ପାଇଁ କ ହେ। ଏହି ଶବ୍ଦଗୁଡ଼ିକ ମାେ ଜିହ୍ବାରେ ପ୍ରବାହିତ ହାଇେଥାଏ। ନିପୂଣ ଲେଖକର କଲମରୁ ଆସିଲା ପରି।
My heart is inditing a good matter: I speak of the things which I have made touching the king: my tongue is the pen of a ready writer.
2 ତୁମ୍ଭେ ଅନ୍ୟମାନଙ୍କଠାରୁ ଅଧିକ ସୁନ୍ଦର ଅଟ, ଏବଂ ତୁମ୍ଭେ ଏପରି ସୁଖଦାୟକ କଥା କୁହ, ସେଥିପାଇଁ ପରମେଶ୍ବର ତୁମ୍ଭକୁ ସର୍ବଦା ଆଶୀର୍ବାଦ କରିବେ।
Thou art fairer than the children of men: grace is poured into thy lips: therefore God hath blessed thee for ever.
3 ହେ ବୀର ତୁମ୍ଭର ଖଡ୍ଗ ଧାରଣ କର, ତୁମ୍ଭର ଶରୀରରେ ମହିମା ମଣ୍ଡିତ ପୋଷାକ ଶାେଭା ପାଉ।
Gird thy sword upon thy thigh, O most mighty, with thy glory and thy majesty.
4 ତୁମ୍ଭେ ଆଶ୍ଚର୍ୟ୍ଯ ଦିଶୁଛ। ୟାଅ ନ୍ଯାଯ ଓ ଧର୍ମପାଇଁ ୟୁଦ୍ଧରେ ବିଜଯୀ ହୁଅ। ତୁମ୍ଭର ଶକ୍ତିଶାଳୀ ଦକ୍ଷିଣ ବାହୁ ଅଦ୍ଭୁତ କାର୍ୟ୍ଯ କରିବାକୁ ପ୍ରଶିକ୍ଷିତ।
And in thy majesty ride prosperously because of truth and meekness and righteousness; and thy right hand shall teach thee terrible things.
5 ତୁମ୍ଭର ଶକ୍ତିଶାଳୀ ମୁନିଆ ତୀର ଶତ୍ରୁର ବକ୍ଷସ୍ଥଳ ଭଦେ କରିବାକୁ ସମର୍ଥ ଲୋକମାନେ ତୁମ୍ଭ ସମ୍ମୁଖରେ ଧୂଳିରେ ଲୋଟି ଯିବେ।
Thine arrows are sharp in the heart of the king’s enemies; whereby the people fall under thee.
6 ପରମେଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାଯୀ ବିରାଜମାନ କରିବ। ତୁମ୍ଭର ଉତ୍ତମତା ତୁମ୍ଭକୁ ଶାସନ କରିବାର କ୍ଷମତା ଦିଏ।
Thy throne, O God, is for ever and ever: the sceptre of thy kingdom is a right sceptre.
7 ତୁମ୍ଭେ ଧାର୍ମିକକୁ ଭଲ ପାଅ ଓ ଦୁଷ୍ଟକୁ ଘୃଣା କର। ପରମେଶ୍ବର ତୁମ୍ଭର ବନ୍ଧୁମାନଙ୍କ ମଧ୍ଯରୁ ତୁମ୍ଭକୁ ରାଜ ହବୋକୁ ମନୋନୀତ କଲେ।
Thou lovest righteousness, and hatest wickedness: therefore God, thy God, hath anointed thee with the oil of gladness above thy fellows.
8 ତୁମ୍ଭର ପୋଷାକରୁ ଉତ୍ତମ ସୁଗନ୍ଧିୟୁକ୍ତ ଅଗୁରୁ ଡ଼ାଲଚିନି ମସଲାର ବାସନା ଭାସି ଆସୁଛି। ଏହି ପ୍ରାସାଦ ହାତୀ ଦାନ୍ତରେ ସୁଶୋଭିତ ଓ ସେ ଭିତରୁ ଉତ୍ତମ ସଙ୍ଗୀତ ତୁମ୍ଭର ମନୋରଞ୍ଜନ ସକାଶେ ଗୁଞ୍ଜରିତ ହେଉଛି।
All thy garments smell of myrrh, and aloes, and cassia, out of the ivory palaces, whereby they have made thee glad.
9 ତୁମ୍ଭ ବିବାହରେ ୟୋଗ ଦଇେଥିବା ସ୍ତ୍ରୀ ଲୋକମାନେ ରାଜକୁମାରୀ ଅଟନ୍ତି। ରାଜକୁମାରୀମାନେ ତୁମ୍ଭର ବଧୂ, ତୁମ୍ଭର ଦକ୍ଷିଣ ପାଶର୍ବରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଓ ପୋଷାକ ପିନ୍ଧି ଛିଡ଼ା ହାଇେଛନ୍ତି।
Kings’ daughters were among thy honourable women: upon thy right hand did stand the queen in gold of Ophir.
10 ହେ ରାଜକୁମାରୀ, ଶୁଣ। ୟଦି ତୁମ୍ଭେ ମନଦଇେ ଶୁଣ ସବୁ ବୁଝିପାରିବ ଓ ତୁମ୍ଭର ପରିବାରକୁ ଭୁଲିୟାଅ।
Hearken, O daughter, and consider, and incline thine ear; forget also thine own people, and thy father’s house;
11 ତୁମ୍ଭର ସୌନ୍ଦର୍ୟ୍ଯରେ ରାଜା ମୁଗ୍ଦ ହବେେ। ସେ ତୁମ୍ଭର ନୂତନ ପତି ହବେେ, ତଣେୁ ତୁମ୍ଭେ ସମାନଙ୍କେୁ ପ୍ରଣାମ କରିବା ଉଚିତ୍।
So shall the king greatly desire thy beauty: for he is thy Lord; and worship thou him.
12 ସୋର ଦେଶର ଧନଶାଳୀ ବ୍ଯକ୍ତିମାନେ ତୁମ୍ଭକୁ ଉପହାର ଦବୋକୁ ଉପସ୍ଥିତ ହବେେ। ସମାନେେ ତୁମ୍ଭର ପକ୍ଷପାତ ଲୋଡ଼ିବେ।
And the daughter of Tyre shall be there with a gift; even the rich among the people shall intreat thy favour.
13 ତା'ର ସମସ୍ତ ମହିମାରେ, ମୁକ୍ତା ସୁବର୍ଣ୍ଣରେ ଖଚିତ ହବୋପରି ରାଜକୁମାରୀ ତାଙ୍କର ବସ୍ତ୍ରରେ ଦଖାୟୋନ୍ତି।
The king’s daughter is all glorious within: her clothing is of wrought gold.
14 ସୌନ୍ଦର୍ୟ୍ଯରେ ମଣ୍ଡିତ ହାଇେ ସେ ରାଜାଙ୍କ ନିକଟକୁ ଆଗଇେ ୟାଏ ତା'ର ସଖିମାନେ ତା' ପଛରେ ଅନୁସରଣ କରନ୍ତି।
She shall be brought unto the king in raiment of needlework: the virgins her companions that follow her shall be brought unto thee.
15 ସମାନେେ ଆନନ୍ଦ ଉଲ୍ଲାସରେ ଆସିବେ। ସମାନେେ ଆନନ୍ଦ ଉଲ୍ଲାସ ମଧ୍ୟରେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ।
With gladness and rejoicing shall they be brought: they shall enter into the king’s palace.
16 ସମାନଙ୍କେର ପୂର୍ବପୁରୁଷଗଣଙ୍କ ପରି ତୁମ୍ଭର ପୁତ୍ରଗଣ ରାଜା ହବେେ। ସାରା ଦେଶରେ ତୁମ୍ଭେ ସମାନଙ୍କେୁ ଶାସନ କରିବ।
Instead of thy fathers shall be thy children, whom thou mayest make princes in all the earth.
17 ତୁମ୍ଭେ ପୁରୁଷାନୁକ୍ରମେ ବିଖ୍ଯାତ ହବେ। ଲୋକମାନେ ଅନନ୍ତକାଳାବଧି ତୁମ୍ଭକୁ ପ୍ରଶଂସା କରିବେ।
I will make thy name to be remembered in all generations: therefore shall the people praise thee for ever and ever.